କ୍ରିକେଟ ବିଶ୍ୱକପ୍‌

‘ମୋତେ ପ୍ରସ୍ତୁତ ରହିବାକୁ କହିଛନ୍ତି ଶାସ୍ତ୍ରୀ’

ନୂଆଦିଲ୍ଲୀ,୧୨।୬: ନେଟ୍ସ ବୋଲର ଦାୟିତ୍ୱ ଶେଷ କରିଥିବା ପେସର ଦୀପକ ଚହର ଇଂଲଣ୍ଡରୁ ଫେରିବା ପୂର୍ବରୁ ସେ କୋଚ୍‌ ରବି ଶାସ୍ତ୍ରୀଙ୍କ ସମେତ ସମସ୍ତ ଖେଳାଳିଙ୍କୁ ଭେଟିଥିଲେ। ମୁଁ ଇଂଲଣ୍ଡ ଛାଡ଼ିବା ପୂର୍ବରୁ ସଭିଙ୍କୁ ଭେଟିଥିଲି। ମୋତେ ଦଳୀୟ କୋଚ୍‌ ଶାସ୍ତ୍ରୀ…

ଇଣ୍ଡୋ-ପାକ୍‌ ବିଶ୍ୱକପ୍‌ ମ୍ୟାଚ୍‌ ବିଜ୍ଞାପନକୁ ସାନିଆଙ୍କ ବିରୋଧ

ନୂଆଦିଲ୍ଲୀ,୧୨।୬(ପିଟି): ଭାରତ ଓ ପାକିସ୍ତାନ ମଧ୍ୟରେ ଖେଳାଯିବାକୁ ଥିବା ବିଶ୍ୱକପ୍‌ର ବହୁ ପ୍ରତୀକ୍ଷିତ ମ୍ୟାଚ୍‌ ଲାଗି ପ୍ରସାରଣକାରୀ ଚ୍ୟାନେଲରେ ଦେଉଥିବା କିଛି ସ୍ବତନ୍ତ୍ର ବିଜ୍ଞାପନ ଉଭୟ ଦେଶର କ୍ରିକେଟ ପ୍ରଶଂସକଙ୍କ ମଧ୍ୟରେ ତିକ୍ତତା ବୃଦ୍ଧି କରୁଛି। ଏହି ବିଜ୍ଞାପନକୁ ଟେନିସ ଷ୍ଟାର…

ପ୍ରତ୍ୟେକ ମ୍ୟାଚ୍‌ ଲାଗି ରିିଜର୍ଭ ଦିନ ସମ୍ଭବ ନୁହେଁ: ଆଇସିସି

ନଟ୍ଟିଂହାମ,୧୨।୬ (ପିଟି): ଚଳିତ ବିଶ୍ୱକପ୍‌ରେ ବର୍ଷା ଯୋଗୁ ୩ ମ୍ୟାଚ୍‌ ବାତିଲ ହୋଇସାରିଛି। ଆଉ କିଛି ମ୍ୟାଚ୍‌ ମଧ୍ୟ ବର୍ଷା ଦ୍ୱାରା ପ୍ରଭାବିତ ହେବାର ସମ୍ଭାବନା ରହିଛି। କିନ୍ତୁ ଏଥିରେ କିଛି କରାଯାଇ ପାରିବ ନାହିଁ ବୋଲି ଅନ୍ତର୍ଜାତୀୟ କ୍ରିକେଟ ପରିଷଦ…

ଅଭିନନ୍ଦନଙ୍କ ମଜାକ ଉଡାଇଲା ପାକିସ୍ତାନ

ଇସଲମାବାଦ୍‌, ୧୨।୫: ଇଂଲଣ୍ଡ ଚାଲିଥିବା କ୍ରିକେଟ ବିଶକପରେ ଜୁନ୍‌ ୧୬ ଏକ ହାଇ ଭୋଲ୍ଟଟେଜ୍‌ ମ୍ୟାଚ୍‌। ଦୁଇ ପାରମ୍ପରିକ ପ୍ରତିଦ୍ୱନ୍ଦୀ ଭାରତ ଏବଂ ପାକିସତନା ପୁଣି ଥରେ ପରସ୍ପରକୁ ଭେଟିବେ। ଏଥିପାଇଁ ଉଭୟ ଦେଶର ପ୍ରଶଂସକଙ୍କ ମଧ୍ୟରେ ଉତ୍କଣ୍ଠା ବଢିଯାଇଛି। ଏହି…

ପାଣ୍ଡ୍ୟାଙ୍କୁ କ୍ଲୁଜନରଙ୍କ ସହ ତୁଳନା କଲେ ଷ୍ଟିଭ୍‌ ଓ୍ବ

ଲଣ୍ଡନ, ୧୧।୬(ପି.ଟି.)- ପ୍ରାକ୍ତନ ଅଷ୍ଟ୍ରେଲିଆ ଅଧିନାୟକ ଷ୍ଟିଭ୍‌ ଓ୍ବ ଭାରତୀୟ ଦଳର ହାର୍ଦ୍ଦିକ ପାଣ୍ଡ୍ୟାଙ୍କ ତୁଳନା ଦକ୍ଷିଣ ଆଫ୍ରିକାର ମହାନ ଅଲ୍‌ରାଉଣ୍ଡର ଲାନ୍ସ କ୍ଲୁଜନରଙ୍କ ୧୯୯୯ ବିଶ୍ୱକପ୍‌ ପ୍ରଦର୍ଶନ ସହ କରିଛନ୍ତି। ପାଣ୍ଡ୍ୟା ଯେଉଁଭଳି ଭାବରେ ବଡ଼ ଶଟ୍‌ମାନ ଖେଳୁଛନ୍ତି ବିପକ୍ଷ…

ଭାରତ-ନ୍ୟୁଜିଲାଣ୍ଡ ମ୍ୟାଚ୍‌ରେ ବର୍ଷା ସାଜିପାରେ ବାଧକ

ନଟ୍ଟିଂହାମ, ୧୧।୬(ପି.ଟି.)- ବିରାଟ କୋହଲିଙ୍କ ନେତୃତ୍ୱାଧୀନ ଭାରତୀୟ ଦଳ ଚଳିତ ଆଇସିସି ବିଶ୍ୱକପ୍‌ରେ ଏହାର ପରବର୍ତ୍ତୀ ମ୍ୟାଚ୍‌ରେ ନ୍ୟୁଜିଲାଣ୍ଡକୁ ଭେଟିବ। ଏହି ମ୍ୟାଚ୍‌ ଗୁରୁବାର ଟ୍ରେଣ୍ଟବ୍ରିଜଠାରେ ଖେଳାଯିବ। ତେବେ ଏହି ହାଇଭୋଲଟେଜ୍‌ ମ୍ୟାଚ୍‌ରେ ବର୍ଷା ବାଧକ ସାଜିପାରେ ବୋଲି ସ୍ଥାନୀୟ ଗଣମାଧ୍ୟମରେ…

ସ୍ବଦେଶ ଫେରିବେ ମାଲିଙ୍ଗା

ବ୍ରିଷ୍ଟଲ, ୧୧।୬- ଶ୍ରୀଲଙ୍କା କ୍ରିକେଟ ଦଳର ଭେଟେରାନ ଦ୍ରୁତ ବୋଲର ଲସିଥ୍‌ ମାଲିଙ୍ଗା ଚଳିତ ଆଇସିସି ବିଶ୍ୱକପ୍‌ ମଝିରୁ ସ୍ବଦେଶ ପ୍ରତ୍ୟାବର୍ତ୍ତନ କରିବେ। ମଙ୍ଗଳବାର ଏଠାରେ ବାଂଲାଦେଶ ଓ ଶ୍ରୀଲଙ୍କା ମଧ୍ୟରେ ଅନୁଷ୍ଠିତ ମ୍ୟାଚ୍‌ ପରେ ମାଲିଙ୍ଗା ଶାଶୁଙ୍କ ଅନ୍ତ୍ୟେଷ୍ଟି କ୍ରିୟାରେ…

ଏଲ୍‌ଇଡି ବେଲକୁ କୋହଲି, ଫିଞ୍ଚଙ୍କ ବିରୋଧ

ଲଣ୍ଡନ,୧୦।୬(ପି.ଟି.)- ଭାରତୀୟ ଅଧିନାୟକ ବିରାଟ କୋହଲି ଓ ତାଙ୍କ ପ୍ରତିପକ୍ଷ ଅଧିନାୟକ ଆରୋନ ଫିଞ୍ଚ୍‌ ଏଲ୍‌ଇଡି ବେଲକୁ ନେଇ ଖୁସି ନୁହନ୍ତି। ଏଥିରେ ବଲ କିମ୍ବା କିଛି ବାଜିବା ପରେ ଆଲୋକିତ ହେଉଛି, ଯାହା ଟିଭି ଅମ୍ପାୟରଙ୍କ କାର୍ଯ୍ୟକୁ ସହଜ କରୁଛି।…

ବଲ ଟ୍ୟାମ୍ପରିଂ କରି ନାହାନ୍ତି ଜାମ୍ପା

ଲଣ୍ଡନ,୧୦।୬- ଭାରତ ବିପକ୍ଷ ମ୍ୟାଚ୍‌ରେ ଅଷ୍ଟ୍ରେଲିଆର ଲେଗ୍‌ ସ୍ପିନର ଆଡାମ ଜାମ୍ପାଙ୍କ କାର୍ଯ୍ୟ ଉପରେ ବହୁତ ପ୍ରଶ୍ନ ଉଠିଛି। ମ୍ୟାଚ୍‌ ବେଳେ ସେ ବୋଲିଂ କରିବା ପୂର୍ବରୁ ପକେଟରୁ କିଛି ବାହାର କରି ବଲ ଉପରେ ଘଷିଥିଲେ। ବାରମ୍ବାର ଏଭଳି କରିଥିଲେ।…

ବିଶ୍ୱକପ୍‌ରେ ଟିମ୍‌ ଇଣ୍ଡିଆର ରେକର୍ଡ

ଲଣ୍ଡନ,୧୦।୬- ବିରାଟ କୋହଲିଙ୍କ ନେତୃତ୍ୱାଧୀନ ଭାରତୀୟ ଦଳ ଚଳିତ ବିଶ୍ୱକପ୍‌ରେ ଏକ ରେକର୍ଡର ଅଧିକାରୀ ହୋଇଛି। ବିଶ୍ୱକପ୍‌ ଇତିହାସରେ ଟିମ୍‌ ଇଣ୍ଡିଆ ପ୍ରଥମ ଦଳ ଭାବେ ଅଷ୍ଟ୍ରେଲିଆ ବିପକ୍ଷରେ ୩୫୦ ରନ୍‌ରୁ ଊର୍ଦ୍ଧ୍ୱ ସ୍କୋର କରିପାରିଛି। ଏଥିପୂର୍ବରୁ କୌଣସି ଦଳ ବିଶ୍ୱକପ୍‌ରେ…

ପୁଣି ମ୍ୟାଚ୍‌ରେ ଦେଖିବାକୁ ମିଳିଲା ବଳିଦାନ ଚିହ୍ନ

ଲଣ୍ଡନ,୧୦।୬- ଆଇସିସି ନିର୍ଦ୍ଦେଶକ୍ରମେ ଭେଟେରାନ ଉଇକେଟକିପର ବ୍ୟାଟ୍ସମ୍ୟାନ ମହେନ୍ଦ୍ର ସିଂ ଧୋନୀ ତାଙ୍କ ଗ୍ଲୋଭ୍ସରୁ ବଳିଦାନ ଚିହ୍ନ ତଥା ଆର୍ମିର କୌଣସି ପ୍ରତୀକକୁ ହଟାଇ ଦେଇଛନ୍ତି। ହେଲେ ଭାରତୀୟ ପ୍ରଶଂସକମାନେ ଧୋନୀଙ୍କୁ ସମର୍ଥନ କରିବା ସହ ଅନ୍ତର୍ଜାତୀୟ କ୍ରିକେଟ ପରିଷଦ (ଆଇସିସି)କୁ…

ଭାରତର ଦମ୍‌ଦାର ବିଜୟ

ଲଣ୍ଡନ, ୯।୬- ଆଇସିସି ବିଶ୍ୱକପର ରବିବାର ଅନୁଷ୍ଠିତ ହାଇ ଭୋଲ୍‌ଟେଜ୍‌ ମ୍ୟାଚରେ ଗତଥରର ଚାମ୍ପିୟନ ଅଷ୍ଟ୍ରେଲିଆକୁ ୩୬ ରନରେ ପରାସ୍ତ କରିଛି ଟିମ୍‌ ଇଣ୍ଡିଆ। ଭାରତ ବିଜୟର ହିରୋ ସାଜିଛନ୍ତି ଶତକ ହାସଲକାରୀ ଶିଖର ଧାଓ୍ବନ। ଧାଓ୍ବନଙ୍କ ଶତକ, ଅଧିନାୟକ ବିରାଟ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?