ଇଂଲଣ୍ଡରେ ଧାଓ୍ବନଙ୍କ ହଜାରେ
ଲଣ୍ଡନ,୯ା୬: ଭାରତୀୟ ଓପନର ଶିଖର ଧାଓ୍ବନ ଇଂଲଣ୍ଡରେ ଦିନିକିଆ ଫର୍ମାଟରେ ଏକହଜାର ରନ୍ ପୂରଣ କରିଛନ୍ତି। ଏଠାରେ ଅଷ୍ଟ୍ରେଲିଆ ବିପକ୍ଷରେ ଖେଳାଯାଇଥିବା ମ୍ୟାଚ୍ରେ କ୍ୟାରିୟରର ୧୭ତମ ଶତକୀୟ ଇନିଂସ ବେଳେ ଏହି ମାଇଲଷ୍ଟୋନ ସ୍ପର୍ଶ କରିଛନ୍ତି। ମ୍ୟାଚ୍ ପୂର୍ବରୁ ତାଙ୍କୁ...
ତେନ୍ଦୁଲକରଙ୍କୁ ପଛରେ ପକାଇଲେ ରୋହିତ
ଲଣ୍ଡନ,୯ା୬: ଭାରତୀୟ ଦଳର ଓପନର ରୋହିତ ଶର୍ମା ନିର୍ଦ୍ଦିଷ୍ଟ ଦଳ ବିପକ୍ଷରେ ଦୁଇ ହଜାର ରନ୍ କରିବାରେ କିମ୍ବଦନ୍ତୀ ବ୍ୟାଟ୍ସମ୍ୟାନ ସଚିନ ତେନ୍ଦୁଲକରଙ୍କୁ ପଛରେ ପକାଇଛନ୍ତି। ରୋହିତ ଏଠାରେ ଖେଳାଯାଇଥିବା ମ୍ୟାଚ୍ରେ ୫୭ ରନ୍ କରିବା ସହ ଅଷ୍ଟ୍ରେଲିଆ ବିପକ୍ଷରେ...
ଓ୍ବାର୍ନରଙ୍କ ବ୍ୟାଟ୍ରେ ସେନ୍ସର
ଲଣ୍ଡନ,୯ା୬(ପି.ଟି.): ଅଷ୍ଟ୍ରେଲିଆ ଓପନର ଡେଭିଡ୍ ଓ୍ବାର୍ନର ବିଶ୍ୱକପ୍ରେ ଘାତକ ବୋଲରଙ୍କ ସମ୍ମୁଖୀନ ହେବା ପାଇଁ ବ୍ୟାଟ୍ରେ ଏକ ନୂଆ ଯନ୍ତ୍ରର ବ୍ୟବହାର କରିଛନ୍ତି। ସେ ଭାରତ ବିପକ୍ଷ ମ୍ୟାଚ୍ ପୂର୍ବୁର ବ୍ୟାଟ୍ରେ ସେନ୍ସର ଲଗାଇ ଅଭ୍ୟାସ କରିଥିଲେ। ଏହି ସେନ୍ସରରେ...
ପ୍ରଥମେ ବ୍ୟାଟିଂ କରିବ ଭାରତ
ଲଣ୍ଡନ,୯ା୬: ଏଠାରେ ଅଷ୍ଟ୍ରେଲିଆ ବିପକ୍ଷରେ ଖେଳାଯିବାକୁ ଥିବା ବିଶ୍ୱକପ୍ ମ୍ୟାଚ୍ରେ ଭାରତୀୟ ଦଳ ଟସ୍ ଜିତି ପ୍ରଥମେ ବ୍ୟାଟିଂ କରିବାକୁ ନିଷ୍ପତ୍ତି ନେଇଛି। ପିଚ୍ରେ ଘାସ ଥିବାରୁ ପ୍ରଥମେ ବ୍ୟାଟିଂ କରିବାରେ ସୁବିଧା ହେବା ବୋଲି ଏଭଳି ନିଷ୍ପତ୍ତି ନେଇଛନ୍ତି...
ସୁସ୍ଥ ଅଛନ୍ତି ରସିଦ ଖାଁ
ଟଣ୍ଟନ,୯ା୬: ଆଫଗାନିସ୍ତାନ ଲେଗ୍ ସ୍ପିନର ରସିଦ ଖାଁ ଏବେ ଫିଟ୍ ଅଛନ୍ତି। ଏଠାରେ ନ୍ୟୁଜିଲାଣ୍ଡ ବିପକ୍ଷରେ ଖେଳାଯାଇଥିବା ମ୍ୟାଚ୍ରେ ଲୋକି ଫର୍ଗୁସନଙ୍କ ଏକ ଶଟ୍ ପିଚ ବଲ ରସିଦଙ୍କ ହେଲମେଟରେ ବାଜିଥିଲା। ଏହାପରେ ସେ ମ୍ୟାଚ୍ରେ ଅଂଶଗ୍ରହଣ କରି ନ...
ଆଇସିସି ବିଶ୍ୱକପ୍: ଭାରତର ଅଷ୍ଟ୍ରେଲିଆ ପରୀକ୍ଷା
ଲଣ୍ଡନ,୯।୬(ପି.ଟି.)- ବିଶ୍ୱକପ୍ର ଚଳିତ ଦ୍ୱାଦଶ ସଂସ୍କରଣରେ ନୂଆ ଗୌରବ ସନ୍ଧାନରେ ଥିବା ବିରାଟ କୋହଲିଙ୍କ ନେତୃତ୍ୱାଧୀନ ଭାରତ ରବିବାର ଏକ ବଡ଼ ପରୀକ୍ଷାର ସମ୍ମୁଖୀନ ହେବ। ସ୍ଥାନୀୟ କେନିଂଟନ ଓଭାଲ ଗ୍ରାଉଣ୍ଡରେ ଭାରତ ଗତଥରର ଚାମ୍ପିୟନ ଅଷ୍ଟ୍ରେଲିଆକୁ ଭେଟିବ। ତେଣୁ...
ଡି’ଭିଲର୍ସଙ୍କ ଉପରେ ଅଖତରଙ୍କ ବଡ଼ ବୟାନ
ଲଣ୍ଡନ, ୮ା୬- ଦକ୍ଷିଣ ଆଫ୍ରିକୀୟ କ୍ରିକେଟର ଏବି ଡି’ଭିଲର୍ସଙ୍କ ସମ୍ପର୍କରେ ପୂର୍ବତନ ପାକିସ୍ତାନ ପେସର ଶୋଏବ ଅଖତର ଶନିବାର ବଡ଼ ବୟାନ ଦେଇଛନ୍ତି। ପୂର୍ବତନ ଦକ୍ଷିଣ ଆଫ୍ରିକା ଅଧିନାୟକ ଦେଶ ବଦଳରେ ଟଙ୍କାକୁ ବାଛି ନେଇଛନ୍ତି ବୋଲି ୟୁଟ୍ୟୁବର ଏକ...
୧୯୯୨ ବିଶ୍ୱକପ୍ ସଫଳତା ଦୋହରାଇବ ପାକିସ୍ତାନ
ଲଣ୍ଡନ, ୮ା୬- ସର୍ଫରାଜ ଅହମ୍ମଦଙ୍କ ନେତୃତ୍ୱାଧୀନ ପାକିସ୍ତାନ ଦଳ ଚଳିତ ବିଶ୍ୱକପ୍ରେ ଆଶାନୁଯାୟୀ ଅଭିଯାନ ଆରମ୍ଭ କରିପାରି ନାହିଁ। ହେଲେ ଶ୍ରୀଲଙ୍କା ବିପକ୍ଷ ମ୍ୟାଚ୍ ବର୍ଷା ଯୋଗୁ ବାତିଲ ହେବା ପରେ ପାକିସ୍ତାନର ଅଭିଯାନରେ ବଡ଼ ସଂଯୋଗ ଦେଖିବାକୁ ମିଳିଛି।...
ଏମ୍ପି ପଦ ପାଇବା ପରେ ଏବେ କମେଣ୍ଟ୍ରି କରିବେ ଗୌତମ ଗମ୍ଭୀର
ନୂଆଦିଲ୍ଲୀ,୮।୬: କ୍ରିକେଟ ପଡ଼ିଆରୁ ରାଜନୀତିରେ ପାଦ ଦେଇଥିବା କ୍ରିକେଟର ଗୌତମ ଗମ୍ଭୀର ଏବେ କମେଣ୍ଟ୍ରି କରିବେ। ଜୁନ୍ ୯ ରବିବାର ଭାରତ-ଅଷ୍ଟ୍ରେଲିଆ ମ୍ୟାଚରେ ସେ ଷ୍ଟାର ସ୍ପୋଟର୍ସ ଇଣ୍ଡିଆ ପକ୍ଷରୁ କମେଣ୍ଟ୍ରି କରିବେ। ଏହି ମ୍ୟାଚ୍ ଲଂଣ୍ଡନର ଓଭାଲ ଗ୍ରାଉଣ୍ଡରେ...
ଜାମ୍ପାଙ୍କୁ ଭର୍ତ୍ସନା
ନଟିଂହାମ,୭।୬(ପିଟି)- ଅଷ୍ଟ୍ରେଲିଆନ ଲେଗ୍ ସ୍ପିନର ଆଡାମ୍ ଜାମ୍ପାଙ୍କୁ ଆଇସିସି ପକ୍ଷରୁ ଭର୍ତ୍ସନା କରାଯାଇଛି। ଏଥିସହ ଖେଳାଳିଙ୍କ ଲାଗି ଉଦ୍ଦିଷ୍ଟ ନିୟମ ଭଙ୍ଗ କରିବା ପାଇଁ ତାଙ୍କୁ ଏକ ନେଗେଟିଭ ପଏଣ୍ଟ ପ୍ରଦାନ କରାଯାଇଛି। ଓ୍ବେଷ୍ଟଇଣ୍ଡିଜ ବିପକ୍ଷରେ ଖେଳାଯାଇଥିବା ମ୍ୟାଚ୍ରେ ପ୍ରତିପକ୍ଷ...
କୁଲ୍ଟର ନାଇଲଙ୍କ ବିଶ୍ୱକପ୍ ରେକର୍ଡ
ନଟିଂହାମ,୭।୬(ପିଟି)- ଅଷ୍ଟ୍ରେଲିଆନ ଅଲରାଉଣ୍ଡର ନାଥାନ କୁଲ୍ଟର ନାଇଲ ଓ୍ବେଷ୍ଟଇଣ୍ଡିଜ ବିପକ୍ଷରେ ୬୦ ବଲରୁ ୯୨ ରନ୍ର ଇନିଂସ ଖେଳିଥିଲେ। କ୍ୟାରିୟରର ଶ୍ରେଷ୍ଠ ଇନିଂସ ତାଙ୍କୁ ବିଶ୍ୱକପ୍ ରେକର୍ଡ ଆଣି ଦେଇଛି। ବିଶ୍ୱକପ୍ରେ ୮ମ କ୍ରମରେ ବ୍ୟାଟିଂ ଆସିଥିବା ବ୍ୟାଟ୍ସମ୍ୟାନଙ୍କ ମଧ୍ୟରେ...
ଧୋନୀଙ୍କ ଉପରେ ପାକ୍ ମନ୍ତ୍ରୀଙ୍କ ଟୁଇଟ୍
ଲଣ୍ଡନ,୭।୬- ଭାରତୀୟ ଦଳର ପୂର୍ବତନ ଅଧିନାୟକ ମହେନ୍ଦ୍ର ସିଂ ଧୋନୀଙ୍କ ଗ୍ଲୋଭ୍ସ ନେଇ ଚର୍ଚ୍ଚା ଜୋର ଧରିଛି। ଦକ୍ଷିଣ ଆଫ୍ରିକା ବିପକ୍ଷ ମ୍ୟାଚ୍ରେ ଭାରତୀୟ ଆର୍ମି ପ୍ରତୀକ ବଳିଦାନ ବ୍ୟାଜ୍ ପରିଧାନ କରିବା ପରେ ପାକିସ୍ତାନର ବିଜ୍ଞାନ ଓ ବୈଷୟିକ...
Archives


