କ୍ରିକେଟ ବିଶ୍ୱକପ୍‌

ବିଶ୍ୱକପ୍‌ରୁ ଷ୍ଟେଇନ୍‌ ଆଉଟ୍‌

ସାଉଥାମ୍ପଟନ୍‌, ୪।୬(ପି.ଟି.)- ଆଇସିସି ବିଶ୍ୱକପ୍‌ରେ ଭାରତ ବିପକ୍ଷ ମ୍ୟାଚ୍‌ ପୂର୍ବରୁ ଦକ୍ଷିଣ ଆଫ୍ରିକା କ୍ରିକେଟ୍‌ ଦଳକୁ ମଙ୍ଗଳବାର ଶକ୍ତ ଧକ୍କା ଲାଗିଛି। ଦଳର ପ୍ରମୁଖ ତଥା ଅଭିଜ୍ଞ ଦ୍ରୁତ ବୋଲର ଡେଲ୍‌ ଷ୍ଟେଇନ୍‌ ଆଘାତଜନିତ ସମସ୍ୟା ଲାଗି ପୂରା ବିଶ୍ୱକପ୍‌ରୁ...

ଆର୍ଚର, ରଏଙ୍କ ମ୍ୟାଚ୍ ଫି କଟିଲା

ନଟ୍ଟିଂହାମ, ୪୬(ପି.ଟି.)- ଆଇସିସି ଆଚରଣ ସଂହିତା ଉଲ୍ଲଂଘନ କରିଥତ୍ବା କାରଣରୁ ଦୁଇ ଇଂଲଣ୍ଡ କ୍ରିକେଟର ଜୋଫ୍ରା ଅାର୍ଚର ଓ ଜୋ ରୁଟ୍ଙ୍କୁ ଅାଥର୍ତ୍କ ଦଣ୍ଡରେ ଦଣ୍ଡିତ କରାଯାଇଛି ସୋମବାର ଏଠାରେ ଇଂଲଣ୍ଡ ଓ ପାକିସ୍ତାନ ମଧ୍ୟରେ ଖେଳାଯାଇଥତ୍ବା ଅାଇସିସି ବିଶ୍ୱକପ୍ର...

କମଳା ରଙ୍ଗର ହୋଇପାରେ ଭାରତୀୟ ଦଳର ନୂଆ ଜର୍ସି

ଲଣ୍ଡନ,୩।୬- କ୍ରିକେଟ ପ୍ରଶଂସକମାନେ ଚଳିତ ବିଶ୍ୱକପ୍‌ରେ ଭାରତୀୟ ଦଳର ଅଭିଯାନ ଆରମ୍ଭ ହେବାର ଅପେକ୍ଷା କରିଛନ୍ତି। ବିରାଟ କୋହଲିଙ୍କ ନେତୃତ୍ୱାଧୀନ ଦଳକୁ ଚଳିତ ଥର କେବଳ ନୀଳ ରଙ୍ଗରେ ଦେଖିବାକୁ ମିଳିବ ନାହିଁ। ଆଇସିସିର ନୂଆ ନିୟମ ଅନୁଯାୟୀ ଆୟୋଜକ...

୧୭ ହଜାର ଟଙ୍କାର ବିଶ୍ୱକପ୍‌ ଟିକେଟର ମୂଲ୍ୟ ଦେଢ଼ଲକ୍ଷ

ମୁମ୍ବାଇ,୩।୬- ଚଳିତ ମାସ ୩୦ ତାରିଖରେ ଏଜ୍‌ବାଷ୍ଟନଠାରେ ଆୟୋଜକ ଇଂଲଣ୍ଡ ଓ ଭାରତ ମଧ୍ୟରେ ବିଶ୍ୱକପ୍‌ ଲିଗ୍‌ ମ୍ୟାଚ୍‌ ଖେଳାଯିବ। ଏହି ମ୍ୟାଚ୍‌ର ଏକ ପ୍ଲାଟିନମ ଟିକେଟର ମୂଲ୍ୟ ଅନ୍ତର୍ଜାତୀୟ କ୍ରିକେଟ କାଉନସିଲ (ଆଇସିସି) ଦ୍ୱାରା ୨୦,୬୬୮ ଟଙ୍କା ଧାର୍ଯ୍ୟ...

କ୍ରିକେଟର ଭଗବାନ୍‌ଙ୍କୁ ଭେଟିଲେ ରଣବୀର

ଲଣ୍ଡନ,୩।୬- ବଲିଉଡ୍‌ ଷ୍ଟାର ରଣବୀର ସିଂ ଏବେ କବୀର ଖାଁଙ୍କ ଫିଲ୍ମ ‘୮୩’ ଶୁଟିଂ ପାଇଁ ଏଠାରେ ଅଛନ୍ତି। ଏହି ଫିଲ୍ମ ଭାରତ ପାଇଁ ପ୍ରଥମ ବିଶ୍ୱକପ୍‌ ଆଣିଥିବା କପିଳଦେବଙ୍କ ଉପରେ ଆଧାରିତ। ଏବେ ବିଶ୍ୱକପ୍‌ ଚାଲିଥିବାରୁ ରଣବୀର ବହୁ...

ଦକ୍ଷିଣ ଆଫ୍ରିକାକୁ ଝଟକା

ସାଉଥାମ୍ପଟନ,୩।୬(ପି.ଟି.)-ଚଳିତ ବିଶ୍ୱକପ୍‌ରେ ଦକ୍ଷିଣ ଆଫ୍ରିକା ଦଳର ଚିନ୍ତା ବଢ଼ିବାରେ ଲାଗିଛି। ପ୍ରଥମ ଦୁଇ ମ୍ୟାଚ୍‌ ପରାସ୍ତ ହୋଇଥିବା ଫାଫ୍‌ ଡୁପ୍ଲେସିଙ୍କ ଦଳ ୩ୟ ମ୍ୟାଚ୍‌ରେ ବୁଧବାର ଭାରତକୁ ଭେଟିବ। ଏହି ଗୁରୁତ୍ୱପୂର୍ଣ୍ଣ ମ୍ୟାଚ୍‌ ପୂର୍ବରୁ ଦଳର ଯୁବ ପେସର ଲୁନ୍‌ଗି...

ଦ୍ରୁତତମ ଅଲରାଉଣ୍ଡର ସାକିବ

ଲଣ୍ଡନ,୩।୬-ବାଂଲାଦେଶ ଅଲରାଉଣ୍ଡର ସାକିବ ଅଲ ହାସନ ଦ୍ରୁତତମ ଅଲରାଉଣ୍ଡର ଭାବେ ଅନ୍ତର୍ଜାତୀୟ ଦିନିକିଆ ଫର୍ମାଟରେ ୫ ହଜାରରୁ ଅଧିକ ରନ୍‌ କରିବା ସହ ୨୫୦ ଉଇକେଟ ନେଇଛନ୍ତି। ଦକ୍ଷିଣ ଆଫ୍ରିକା ବିପକ୍ଷରେ ମିଳିଥିବା ୨୧ ରନ୍‌ର ବିଜୟରେ ସାକିବ ଗୁରୁତ୍ୱପୂର୍ଣ୍ଣ...

ଆଇସିସି ବିଶ୍ୱକପ୍‌: ଇଂଲଣ୍ଡ- ପାକିସ୍ତାନ ମୁକାବିଲା ଆଜି

ଲଣ୍ଡନ,୩।୫(ଏଏଫପି)- ଆନ୍ତର୍ଜାତିକ କ୍ରିକେଟ କାଉନସିଲ (ଆଇସିସି) ବିଶ୍ୱକପ୍‌ର ଚଳିତ ଦ୍ୱାଦଶ ସଂସ୍କରଣରେ ଆୟୋଜକ ତଥା ହଟ୍‌ ଫେଭରାଇଟ ଇଂଲଣ୍ଡ ସୋମବାର ୧୯୯୨ ଚାମ୍ପିୟନ ପାକିସ୍ତାନକୁ ଭେଟିବ। ନଟିଂହାମର ଟ୍ରେଣ୍ଟ ବ୍ରିଜ୍‌ରେ ଖେଳାଯିବାକୁ ଥିବା ଏହି ମ୍ୟାଚ୍‌ ଉପରେ ଏବେ ସାରା...

ଦକ୍ଷିଣ ଆଫ୍ରିକାକୁ ହରାଇଲା ବାଂଲାଦେଶ

ଲଣ୍ଡନ,୩।୬(ଏଏଫପି)- ଚଳିତ ବିଶ୍ୱକପ୍‌ରେ ବାଂଲାଦେଶ ପ୍ରଥମ ବିପର୍ଯ୍ୟୟ ଘଟାଇଛି। ସ୍ଥାନୀୟ କେନିଂଟନ ଓଭାଲ ଗ୍ରାଉଣ୍ଡରେ ରବିବାର ଖେଳାଯାଇଥିବା ଟୁର୍ନାମେଣ୍ଟର ପଞ୍ଚମ ମ୍ୟାଚ୍‌ରେ ବାଂଲାଦେଶ ୨୧ ରନରେ ଶକ୍ତିଶାଳୀ ଦକ୍ଷିଣ ଆଫ୍ରିକାକୁ ହରାଇ ଦେଇଛି। ଟସ୍‌ ହାରି ବ୍ୟାଟିଂ ପାଇଁ ଆମନ୍ତ୍ରଣ...

ଭାରତ ବିପକ୍ଷରେ ଖେଳିପାରନ୍ତି ଅମଲା

ଲଣ୍ଡନ,୨ା୬(ପିଟି)- ଭେଟେରାନ ଦକ୍ଷିଣ ଆଫ୍ରିକା ଓପନର ହାସିମ ଅମଲା ବୁଧବାର ଭାରତ ବିପକ୍ଷରେ ଖେଳାଯିବାକୁ ଥିବା ୩ୟ ମ୍ୟାଚ୍‌ ଲାଗି ଉପଲବ୍ଧ ହୋଇପାରନ୍ତି। ଇଂଲଣ୍ଡ ବିପକ୍ଷ ମ୍ୟାଚ୍‌ରେ ହେଲମେଟରେ ବଲ ବାଜିଥିବାରୁ ସେ ବାଂଲାଦେଶ ବିପକ୍ଷ ମ୍ୟାଚ୍‌ରେ ଖେଳିପାରି ନାହାନ୍ତି।...

କୋହଲିଙ୍କ ସମସ୍ୟା ଚିନ୍ତାଜନକ ନୁହେଁ

ସାଉଥମ୍ପଟନ,୨ା୬(ପିଟି)- ନେଟ୍ସର ଅଭ୍ୟାସ କରୁଥିବାବେଳେ ଭାରତୀୟ ଦଳର ଅଧିନାୟକ ବିରାଟ କୋହଲିଙ୍କ ବୁଢ଼ା ଆଙ୍ଗୁଠିରେ ଆଘାତ ଲାଗିଥିଲା। ହେଲେ ତାଙ୍କ ସମସ୍ୟା ଚିନ୍ତା ଜନକ ବିଷୟ ନୁହେଁ ବୋଲି ଦଳୀୟ ସୂତ୍ରରୁ ଜଣାପଡ଼ିଛି। ତାଙ୍କ ଆଙ୍ଗୁଠିରେ ବଲ ବାଜିବା ପରେ...

କରୁଣାରତ୍ନେଙ୍କ ବିଶ୍ୱକପ୍‌ ରେକର୍ଡ

କାର୍ଡିଫ,୧।୬- ଶ୍ରୀଲଙ୍କା ଦଳର ଅଧିନାୟକ ଦିମୁଥ କରୁଣାରତ୍ନେ ଚଳିତ ବିଶ୍ୱକପ୍‌ରେ ଏକ ରେକର୍ଡ ଅଧିକାରୀ ହୋଇଛନ୍ତି। ଏଠାରେ ନ୍ୟୁଜଲାଣ୍ଡ ବିପକ୍ଷରେ ଖେଳାଯାଇଥିବା ମ୍ୟାଚ୍‌ରେ ସେ ଓପନିଂ ବ୍ୟାଟିଂ କରିବାକୁ ଆସି ଦଳ ଅଲଆଉଟ୍‌ ହେବା ପର୍ଯ୍ୟନ୍ତ ନଟ୍‌ଆଉଟ୍‌ ରହିଥିଲେ। ସେ...

Advertisement
Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri