କ୍ରିକେଟ ବିଶ୍ୱକପ୍‌

କାର୍ତ୍ତିକଙ୍କୁ ଉଇକେଟକିପିଂ ଦାୟିତ୍ୱ ଦେଇ ଫିଲ୍ଡିଂ କଲେ ଧୋନୀ

ଲଣ୍ଡନ,୨୬।୫- ବର୍ତ୍ତମାନ କ୍ରିକେଟର ଶ୍ରେଷ୍ଠ ତଥା ଦ୍ରୁତତମ ଉଇକେଟକିପର ମହେନ୍ଦ୍ର ସିଂ ଧୋନୀ, ବିରାଟ କୋହଲିଙ୍କ ନେତୃତ୍ୱାଧୀନ ଭାରତୀୟ ଦଳର ଗୁରୁତ୍ୱପୂର୍ଣ୍ଣ ଅଂଶ। ଏଠାରେ ନ୍ୟୁଜିଲାଣ୍ଡ ବିପକ୍ଷରେ କେଳାଯାଇଥିବା ପ୍ରଥମ ଓ୍ବାର୍ମଅପ୍‌ ମ୍ୟାଚ୍‌ରେ ଧାନୀଙ୍କୁ ଉଇକେଟ କିପିଂ କରିବା ପରିବର୍ତ୍ତେ ଫିଲ୍ଡିଂ…

ଭାରତ ବିପକ୍ଷ ମ୍ୟାଚ୍‌ ପରେ ମଧ୍ୟ ଖେଳାଳିଙ୍କ ନିକଟରେ ରହିପାରିବେ ପତ୍ନୀ

ଲାହୋର,୨୫।୫- ଇଂଲଣ୍ଡର ମାଞ୍ଚେଷ୍ଟରଠାରେ ଜୁନ୍‌ ୧୬ ତାରିଖରେ ଦୁଇ ଚିରପ୍ରତିଦ୍ୱନ୍ଦ୍ୱୀ ଭାରତ ଓ ପାକିସ୍ତାନ ମଧ୍ୟରେ ବିଶ୍ୱକପ୍‌ର ଗ୍ରୁପ୍‌ ପର୍ଯ୍ୟାୟ ମ୍ୟାଚ୍‌ ଖେଳାଯିବ। ଏହି ହାଇଭୋଲ୍‌ଟେଜ ମ୍ୟାଚ୍‌ ପରେ ମଧ୍ୟ ପାକିସ୍ତାନ ଦଳରେ ସ୍ଥାନ ପାଇଥିବା ଖେଳାଳିମାନେ ପତ୍ନୀଙ୍କ ସହ ରହିପାରିବେ।…

ଟିମ୍‌ ଇଣ୍ଡିଆକୁ ବଡ଼ ଆଶ୍ୱସ୍ତି

ଲଣ୍ଡନ,୨୫।୫- ଭାରତୀୟ ଦଳକୁ ଶନିବାର ବଡ଼ ଆଶ୍ୱସ୍ତି ମିଳିଛି। ଭାରତୀୟ ଅଲ୍‌ରାଉଣ୍ଡର ବିଜୟ ଶଙ୍କରଙ୍କ ଆହତ ସମସ୍ୟା ଗୁରୁତର ନୁହେଁ। ତାଙ୍କ ରିଷ୍ଟର ସ୍କାନ କରାଯିବା ପରେ ଫ୍ୟାକ୍‌ଚର ହୋଇ ନ ଥିବା ଜଣାପଡ଼ିଛି। ହେଲେ ଆହତ ସମସ୍ୟା ଯୋଗୁ ନ୍ୟୁଜିଲାଣ୍ଡ…

ସମସ୍ତ କ୍ରିକେଟର ଦୁର୍ନୀତିମୁକ୍ତ

ଲଣ୍ଡନ, ୨୫ା୫(ପି.ଟି.)- ଆଗାମୀ ଆଇସିସି ବିଶ୍ୱକପ୍‌ ଖେଳିବା ଲାଗି ମନୋନୀତ କୌଣସି ଅନ୍ତର୍ଜାତୀୟ କ୍ରିକେଟର ଦୁର୍ନୀତି ପରିସରଭୁକ୍ତ ନୁହନ୍ତି। ଅନ୍ତର୍ଜାତୀୟ କ୍ରିକେଟ ପରିଷଦ (ଆଇସିସି)ର ଦୁର୍ନୀତି ନିରୋଧୀ ୟୁନିଟ୍‌ (ଏସିୟୁ)ର ଜଣେ ବରିଷ୍ଠ ପଦାଧିକାରୀ ଆଲେକ୍ସ ମାର୍ଶାଲ ଏହି ସୂଚନା ଦେଇଛନ୍ତି।…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?