କ୍ରିକେଟ ବିଶ୍ୱକପ୍‌

ଟି-୨୦ ବିଶ଼୍ବକପ୍‌: ଆମେରିକାକୁ ହରାଇ ୱେଷ୍ଟ ଇଣ୍ଡିଜ୍‌ର ଜବରଦସ୍ତ ବିଜୟ

ନୂଆଦିଲ୍ଲୀ, ୨୨।୬: ଟି-୨୦ ବିଶ଼୍ବକପ୍‌ ୨୦୨୪ର ସୁପର ୮ ଗ୍ରୁପ୍‌ ୨ ମ୍ୟାଚ୍‌ରେ ଆମେରିକାକୁ ୯ ୱିକେଟ୍‌ରେ ହରାଇଛି ୱେଷ୍ଟ ଇଣ୍ଡିଜ୍‌ । ଏହି ମ୍ୟାଚ୍‌ରେ ୱେଷ୍ଟ ଇଣ୍ଡିଜ ଖେଳାଳି ହୋପ୍‌ ଟି-୨୦ ଇଣ୍ଟରନ୍ୟାଶନାଲ୍‌ର ସବୁଠାରୁ ବଡ଼ ପାଳି ଖେଳିଛନ୍ତି ।…

ଟି-୨୦ ବିଶ଼୍ବକପ୍‌: ସୁପର ୮ରେ ଭାରତ, ଜାଣନ୍ତୁ କେବେ କାହାକୁ ଭେଟିବ

ନୂଆଦିଲ୍ଲୀ, ୧୭।୬: ଜାରି ରହିଥିବା ଟି-୨୦ ବିଶ଼୍ବକପ୍‌ରେ ଭାରତ ସୁପର-୮ରେ ସ୍ଥାନ ପକ୍କା କରିସାରିଛି । ଏ ପର୍ଯ୍ୟନ୍ତ ୩୮ଟି ମ୍ୟାଚ୍‌ ଖେଳାଯାଇଥିବା ବେଳେ ଆଜି ନ୍ୟୁଜିଲ୍ୟାଣ୍ଡ ଏବଂ ପାପୁଆ ନ୍ୟୁ ଗିନି ମଧ୍ୟରେ ଟକ୍କର ହେବ । ୧୮ ଜୁନ୍‌ରେ…

ଟି-୨୦ ବିଶ଼୍ବକପ୍‌: ପାକିସ୍ତାନ ବିଦା ହେବାକୁ ନେଇ ଆଇସିସି ଉପରେ ଉଠିଲା ପ୍ରଶ୍ନ

ନୂଆଦିଲ୍ଲୀ, ୧୬।୬: ଟି-୨୦ ବିଶ଼୍ବକପ୍‌ରେ ପାକିସ୍ତାନ ପ୍ରଥମ ଦୁଇଟି ମ୍ୟାଚ୍‌ ହାରି ଟୁର୍ଣ୍ଣାମେଣ୍ଟରୁ ବାହାର ହେବାର ପାଦଦେଶରେ ଛିଡ଼ା ହୋଇଥିଲା । କିନ୍ତୁ ପରବର୍ତ୍ତୀ ମ୍ୟାଚ୍‌ରେ କାନାଡ଼ାକୁ ହରାଇବା ପରେ ଦଳ ଆଗକୁ ବଢ଼ିବା ନେଇ ଆଶା ସଞ୍ଚାର କରିଥିଲା ।…

ମ୍ୟାଚ୍‌ ପୂର୍ବରୁ ଆଇସିସି ଉପରେ ପାକିସ୍ତାନର ବଡ଼ ଅଭିଯୋଗ, ଭାରତ…

ନୂଆଦିଲ୍ଲୀ, ୯ା୬: ଟି-୨୦ ବିଶ୍ୱକପରେ ପାକିସ୍ତାନ ଏବଂ ଭାରତ ମଧ୍ୟରେ ଆଜି ହାଇ-ଭୋଲଟେଜ୍‌ ମ୍ୟାଚ୍‌ ହେବାକୁ ଯାଉଛି । ଆମେରିକା ଠାରୁ ହରିବା ପରେ ପାକିସ୍ତାନର ମନୋବଳ ଭାଙ୍ଗି ଯାଇଛି। ହେଲେ ଦଳ ଆଜି ଭାରତ ବିପକ୍ଷ ମ୍ୟାଚ୍‌ ଖେଳିବ ବୋଲି…

ଟି-୨୦ ବିଶ଼୍ବକପ୍‌: ଭାରତ ବିରୋଧରେ ପାକିସ୍ତାନ ଟିମ୍‌ର ବଡ଼ ଚାଲ୍‌, ବଦଳାଇ ପାରେ ରଣନୀତି

ନୂଆଦିଲ୍ଲୀ, ୯ା୬: ଆଇସିସି ଟି-୨୦ ବିଶ଼୍ବକପ୍‌ରେ ଆଜି ହାଇ-ଭୋଲଟେଜ୍‌ ମ୍ୟାଚ୍‌ ଦେଖିବାକୁ ମିଳିବ । ଭାରତ ଏବଂ ପାକିସ୍ତାନ ମଧ୍ୟରେ ବଡ଼ ଟକ୍କର ହେବ। ପ୍ରତିଥର ଭଳି ଟିମ୍‌ ଇଣ୍ଡିଆର ପଲା ଭାରି ରିହିବା ନେଇ ଆଶା କରାଯାଉଛି। ପୂର୍ବଥର ଭାରତୀୟ…

IND vs AUS U19 WC Final: ଭାରତକୁ ୨୫୪ ରନ୍‌ର ଟାର୍ଗେଟ୍‌

ନୂଆଦିଲ୍ଲୀ,୧୧।୨: ଅଣ୍ଡର ୧୯ ବିଶ୍ୱକପ ୨୦୨୪ର ଫାଇନାଲରେ ଜିତିବା ପାଇଁ ଅଷ୍ଟ୍ରେଲିଆ ଭାରତକୁ ୨୫୪ ରନର ଲକ୍ଷ୍ୟ ଦେଇଛି। ୫୦ ଓଭରରେ ୭ ଉଇକେଟ ହରାଇ ଅଷ୍ଟ୍ରେଲିଆ ୨୫୪ ରନ ସଂଗ୍ରହ କରିଥିଲା। ହରଜସ ସିଂ ଅର୍ଦ୍ଧଶତକ ହାସଲ କରିଥିଲେ। ସେ…

କ୍ରିକେଟ୍‌ରେ କମାଲ୍‌ କଲା ଉଗାଣ୍ଡା: ୨୦୨୪ ବିଶ୍ୱକପ୍‌ରେ ହୋଇପାରେ ସାମିଲ୍‌

ନୂଆଦିଲ୍ଲୀ,୨୭।୧୧: ଉଗାଣ୍ଡା କ୍ରିକେଟ ଦଳ ଏକ ସ୍ମରଣୀୟ ବିଜୟ ହାସଲ କରିଛି। ଏହି ଦଳ ଟି-୨୦ କ୍ରିକେଟରେ ଜିମ୍ବାୱେକୁ ୫ ଉଇକେଟରେ ପରାସ୍ତ କରିଛି। ପ୍ରଥମ ଥର ପାଇଁ ଉଗାଣ୍ଡା କ୍ରିକେଟରେ ଏକ ବଡ ଦଳକୁ ପରାସ୍ତ କରିଛି। ବିଶେଷ କଥା…

ଫାଇନାଲ୍ ମ୍ୟାଚ୍ ଆରମ୍ଭ ହେବା ମାତ୍ରେ ବିଶ୍ୱକପରେ ନୂଆ ରେକର୍ଡ କଲେ ରୋହିତ ଶର୍ମା

ନୂଆଦିଲ୍ଲୀ,୧୯ା୧୧: ଭାରତ ଏବଂ ଅଷ୍ଟ୍ରେଲିଆ ମଧ୍ୟରେ ବିଶ୍ୱକପ୍ ର ଅନ୍ତିମ ମ୍ୟାଚ୍ ଜାରି ରହିଛି। ଏହି ମ୍ୟାଚରେ ଅଷ୍ଟ୍ରେଲିଆ ଟସ୍ ଜିତି ଭାରତକୁ ବ୍ୟାଟିଂ କରିବାକୁ ଆମନ୍ତ୍ରଣ କରିଥିଲା ​​ଏବଂ ପରେ ରୋହିତ ଅଳ୍ପ ସମୟ ମଧ୍ୟରେ ଏକ ନୂତନ ବିଶ୍ୱ…

ଭାରତ-ଅଷ୍ଟ୍ରେଲିଆ ମହାମୁକାବିଲା: କିପରି ରହିବ ଅହମଦାବାଦର ପାଣିପାଗ, ବଡ଼ ଅପଡେଟ ଦେଲା ଭାରତୀୟ ପାଣିପାଗ ବିଭାଗ

ଅହମଦାବାଦ,୧୮।୧୧: ଆଇସିସି ପୁରୁଷ କ୍ରିକେଟ୍ ବିଶ୍ୱକପ୍ ର ଫାଇନାଲ ମ୍ୟାଚ୍ ବିଶ୍ୱର ଦୁଇ ମହାନ ଦଳ ଭାରତ ଏବଂ ଅଷ୍ଟ୍ରେଲିଆ ମଧ୍ୟରେ ଖେଳାଯିବ। ଗୁଜୁରାଟର ଅହମ୍ମଦାବାଦର ନରେନ୍ଦ୍ର ମୋଦୀ କ୍ରିକେଟ୍ ଷ୍ଟାଡିୟମରେ ଅନୁଷ୍ଠିତ ହେବାକୁ ଥିବା ଏହି ମ୍ୟାଚ୍ ଭାରତୀୟ ସମୟ…

ଫାଇନାଲ ପୂର୍ବରୁ ସାବରମତି ନଦୀ କୂଳରେ ରାତ୍ରି ଭୋଜନ କରିବେ ଭାରତ-ଅଷ୍ଟ୍ରେଲିଆ ଖେଳାଳି, ଜାଣନ୍ତୁ ମେନୁ ତାଲିକା

ଅହମ୍ମଦାବାଦ, ୧୮।୧୧: ରବିବାର ଦିନ ଅହମ୍ମଦାବାଦର ନରେନ୍ଦ୍ର ମୋଦି ଷ୍ଟାଡିୟମରେ ହେବାକୁ ଥିବା ବିଶ୍ୱକପ ୨୦୨୩ର ଫାଇନାଲରେ ଭାରତ ଏବଂ ଅଷ୍ଟ୍ରେଲିଆର ଦଳ ମୁହାଁମୁହିଁ ହେବେ। କିନ୍ତୁ ଏହି ଟାଇଟଲ୍ ମ୍ୟାଚ୍ ପୂର୍ବରୁ ଉଭୟ ଦଳ ଏକ ସ୍ୱତନ୍ତ୍ର ରାତ୍ରୀ ଭୋଜନ…

ବିଶ୍ୱକପ ୨୦୨୩ ଫାଇନାଲ: ବିଜେତା ଟିମକୁ ଟ୍ରଫି ଦେଇପାରନ୍ତି ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି

ଅହମ୍ମଦାବାଦ,୧୭।୧୧: ଚାଲିଥିବା ୨୦୨୩ କ୍ରିକେଟ୍ ବିଶ୍ୱକପ୍ ର ଫାଇନାଲ୍ ମ୍ୟାଚରେ ଅନେକ ବିଶିଷ୍ଟ ବ୍ୟକ୍ତିଙ୍କ ଉପସ୍ଥିତି ଦେଖିବାକୁ ମିଳିବ। ଅହମ୍ମଦାବାଦର ନରେନ୍ଦ୍ର ମୋଦୀ ଷ୍ଟାଡିୟମରେ କ୍ରିକେଟ୍ ବିଶ୍ୱକପ୍ ଫାଇନାଲରେ ଭାରତ ଅଷ୍ଟ୍ରେଲିଆ ବିପକ୍ଷରେ ମୁକାବିଲା ହେବାକୁ ଯାଉଛି। ମିଡ଼ିଆ ରିପୋର୍ଟ ଅନୁଯାୟୀ…

ବିଶ୍ୱକପ ଫାଇନାଲ ୨୦୨୩: ଯୋଗଦେବେ ଅଷ୍ଟ୍ରେଲିଆ ପ୍ରଧାନମନ୍ତ୍ରୀ!

ନୂଆଦିଲ୍ଲୀ, ୧୭।୧୧: ଚାଲିଥିବା ଦିନିକିଆ ବିଶ୍ୱକପ ଶେଷ ପର୍ଯ୍ୟାୟରେ ପହଞ୍ଚିଛି। ଦୁଇ ହେଭିୱେଟ୍ ଫାଇନାଲିଷ୍ଟ ଭାରତ ଏବଂ ଅଷ୍ଟ୍ରେଲିଆ ରବିବାର ଦିନ ଅହମ୍ମଦାବାଦରେ ମୁହାଁମୁହିଁ ହେବେ। ଏହି ହାଇଭୋଲ୍ଟେଜ୍ ମୁକାବିଲାରେ ଭାରତର ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଯୋଗ ଦେବାକୁ ଥିବାବେଳେ ଅଷ୍ଟ୍ରେଲିଆ…

Advertisement
Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri