କ୍ରିକେଟ ବିଶ୍ୱକପ୍‌

ଧୋନୀ ଆଉ ପ୍ରଥମ ଉଇକେଟକିପର ବିକଳ୍ପ ନୁହନ୍ତି

ନୂଆଦିଲ୍ଲୀ,୧୭।୭- ଆଇସିସି ବିଶ୍ୱକପ୍‌ରେ ଭାରତୀୟ ଦଳର ଅଭିଯାନ ଶେଷ ହେବା ପରେ ପୂର୍ବତନ ଅଧିନାୟକ ମହେନ୍ଦ୍ର ସିଂ ଧୋନୀଙ୍କ ଭବିଷ୍ୟତ ନେଇ ଅନିଶ୍ଚିତତା ଲାଗି ରହିଛି। କେତେକ ରିପୋର୍ଟ ଅନୁଯାୟୀ, ଓ୍ବେଷ୍ଟଇଣ୍ଡିଜ ଗସ୍ତ ଲାଗି ଘୋଷିତ ହେବାକୁ ଥିବା ଟି୨୦...

ବାଉଣ୍ଡ୍ରି ଗଣିତ ନିୟମକୁ ପୂର୍ବତନ କ୍ରିକେଟରଙ୍କ ସମାଲୋଚନା

ନୂଆଦିଲ୍ଲୀ,୧୫।୭(ପିଟି)- ଗୌତମ ଗମ୍ଭୀରଙ୍କ ବ୍ୟତୀତ ପୂର୍ବତନ କ୍ରିକେଟର ଅନ୍ତର୍ଜାତୀୟ କ୍ରିକେଟ ପରିଷଦ (ଆଇସିସି)ର ବାଉଣ୍ଡ୍ରି ଗଣିତ ଦ୍ୱାରା ବିଶ୍ୱ ଚାମ୍ପିୟନ ନିର୍ଦ୍ଧାରଣ କରାଯିବା ପ୍ରକ୍ରିୟାକୁ ସମାଲୋଚନା କରିଛନ୍ତି। ରବିବାର ଐତିହାସିକ ଲଡର୍‌ସ ଗ୍ରାଉଣ୍ଡରେ ଖେଳାଯାଇଥିବା ବିଶ୍ୱକପ୍‌ ଫାଇନାଲ ମ୍ୟାଚ୍‌ ଟାଇ...

ବିଶ୍ୱକପ୍‌ ଚାମ୍ପିୟନ ଦଳକୁ ରାଣୀଙ୍କ ସାଲ୍ୟୁଟ

ଲଣ୍ଡନ,୧୫।୭(ଏଏଫ୍‌ପି)- ଐତିହାସିକ ଲଡର୍‌ସ ଗ୍ରାଉଣ୍ଡରେ ନ୍ୟୁଜିଲାଣ୍ଡକୁ ହରାଇ ବିଶ୍ୱକପ୍‌ ଚାମ୍ପିୟନ ହୋଇଥିବା ଇଂଲଣ୍ଡ ଦଳକୁ ରାଣୀ ସାଲ୍ୟୁଟ କରିଛନ୍ତି। ୫୦ ଓଭରିଆ ମ୍ୟାଚ୍‌ ଓ ସୁପର ଓଭର ଟାଇ ହେବା ପରେ ଅଧିକ ସଂଖ୍ୟକ ବାଉଣ୍ଡ୍ରି ମାରିଥିବାରୁ ଇଂଲଣ୍ଡକୁ ବିଜୟୀ...

ବିଶ୍ୱନାଥଙ୍କୁ ଟିକେଟ୍‌ ନ ମିଳିବା ଦୁଃଖଦାୟକ: ଗାଭାସ୍କର

ଲଣ୍ଡନ,୧୪।୭- ଐତିହାସିକ ଲଡର୍‌ସ ଗ୍ରାଉଣ୍ଡରେ ଇଂଲଣ୍ଡ ଓ ନ୍ୟୁଜିଲାଣ୍ଡ ମଧ୍ୟରେ ରୋମାଞ୍ଚଭରା ବିଶ୍ୱକପ୍‌ ଫାଇନାଲ ମ୍ୟାଚ୍‌ ଖେଳାଯାଇଥିଲା। ଏହି ମ୍ୟାଚ୍‌ ଲାଗି ପୂର୍ବତନ ଭାରତୀୟ କ୍ରିକେଟର ଗୁଣ୍ଡପା ବିଶ୍ୱନାଥ ଓ ତାଙ୍କ ଶାଳକଙ୍କୁ ଟିକେଟ୍‌ ମିଳି ନ ଥିଲା। ଗୁଣ୍ଡପାଙ୍କୁ...

ଚଳିତ ବିଶ୍ୱକପରେ ବି କେହି ଭାଙ୍ଗିପାରିଲେ ନାହିଁ ସଚିନଙ୍କ ଏହି ରେକର୍ଡ

ଲଣ୍ଡନ,୧୫।୭: ଚଳିତ ବିଶ୍ୱକପରେ ମାଷ୍ଟରବ୍ଲାଷ୍ଟର ସଚିନ ତେନ୍ଦୁଲକରଙ୍କ ୧୬ ବର୍ଷର ରେକର୍ଡ କୌଣସି ବ୍ୟାଟ୍ସମ୍ୟାନ ଭାଙ୍ଗିବାରେ ବିଫଳ ହୋଇଛନ୍ତି । ୨୦୦୩ ବିଶ୍ୱକପରେ ସଚିନ ୬୭୩ ରନ କରିଥିଲେ। ଚଳିତଥରକୁ ମିଶାଇ ଏଯାବତ୍‌ ଚାରୋଟି ବିଶ୍ୱକପ ଖେଳା ଯାଇଥିଲେ ମଧ୍ୟ...

ଲର୍ଡସ ଲଢ଼େଇରେ ଇଂଲଣ୍ଡର ବାଜିମାତ୍‌

ଲଣ୍ଡନ,୧୫।୭(ପି.ଟି.) – କ୍ରିକେଟର ଜନକ କୁହାଯାଉଥିବା ଇଂଲଣ୍ଡ ଶେଷରେ ବିଶ୍ୱକପ୍‌ ଚାମ୍ପିୟନ ହେବାର ଗୌରବ ଅର୍ଜନ କରିଛି। ଐତିହାସିକ ଲର୍ଡସ ଗ୍ରାଉଣ୍ଡରେ ଖେଳାଯାଇଥିବା କଡ଼ା ସଂଘର୍ଷପୂର୍ଣ୍ଣ ରୋମାଞ୍ଚକ ଫାଇନାଲ ମ୍ୟାଚ୍‌ରେ ଇଂଲଣ୍ଡ ସୁପର ଓଭରରେ ନ୍ୟୁଜିଲାଣ୍ଡକୁ ନାଟକୀୟ ଢଙ୍ଗରେ ହରାଇ...

ଓ୍ବିଲିୟମସନଙ୍କ ବିଶ୍ୱକପ୍‌ ରେକର୍ଡ

ଲଡର୍‌ସ,୧୪।୭(ପିଟି)- ନ୍ୟୁଜିଲାଣ୍ଡ ଅଧିନାୟକ କେନ ଓ୍ବିଲିୟମସନ ରବିବାର ସ୍ବତନ୍ତ୍ର ବିଶ୍ୱକପ୍‌ ରେକର୍ଡର ଅଧିକାରୀ ହୋଇଛନ୍ତି। ଏଠାରେ ଖେଳାଯାଇଥିବା ଇଂଲଣ୍ଡ ବିପକ୍ଷ ଫାଇନାଲ ମ୍ୟାଚ୍‌ରେ ୩୦ ରନ୍‌ର ଇନିଂସ ଖେଳିବା ଅବସରରେ ବିଶ୍ୱକପ୍‌ର ଗୋଟିଏ ସଂସ୍କରଣରେ ଅଧିନାୟକ ଭାବେ ସର୍ବାଧିକ ରନ୍‌...

ବିଶ୍ୱକପ୍‌ ଫାଇନାଲ: ପ୍ରଥମେ ବ୍ୟାଟିଂ କରିବ ନ୍ୟୁଜିଲାଣ୍ଡ

ଲଡର୍‌ସ,୧୪।୭- ଚଳିତ ବଶ୍ୱକପ୍‌ ଫାଇନାଲ ମ୍ୟାଚ୍‌ରେ ବର୍ଷା ଯୋଗୁ ଟସ୍‌ ବିଳମ୍ବରେ ହୋଇଛି। ଟସ୍‌ ଜିତି ଗତଥରର ଫାଇନାଲିଷ୍ଟ ପ୍ରଥମେ ବ୍ୟାଟିଂ କରିବାକୁ ନିଷ୍ପତ୍ତି ନେଇଛି। ଏଠାରେ ଖେଳାଯାଇଥିବା ୪ ବିଶ୍ୱକପ୍‌ ମ୍ୟାଚ୍‌ରେ ପ୍ରଥମେ ବ୍ୟାଟିଂ କରିଥିବା ଦଳ ହିଁ...

ଭାରତୀୟ ଦଳରେ ଫାଟ

ମୁମ୍ବାଇ,୧୩।୭- ଚଳିତ ବିଶ୍ୱକପ୍‌ ସେମିଫାଇନାଲ ପରାଜୟ ପରେ ଭାରତୀୟ ଦଳରେ ଫାଟ ଦେଖାଦେଇଥିବା କିଛି ଗଣମାଧ୍ୟମରେ ଚର୍ଚ୍ଚା ହେଉଛି। ଭାରତୀୟ ଦଳର ସମସ୍ତ ସଦସ୍ୟ ୧୪ ତାରିଖରେ ମୁମ୍ବାଇରେ ପହଞ୍ଚିବେ ବୋଲି ବିସିସିଆଇ ପକ୍ଷରୁ କୁହାଯାଇଥିଲା। ହେଲେ ଦଳର ଉପଅଧିନାୟକ...

ବିବାଦରେ ଆଇସିସି

ମୁମ୍ବାଇ,୧୩।୭-ଅନ୍ତର୍ଜାତୀୟ କ୍ରିକେଟର ପରିଚାଳନା ସଂସ୍ଥା ଆଇସିସି ଏକ ବଡ଼ ବିବାଦର ସମ୍ମୁଖୀନ ହୋଇଛି। ଅନ୍ତର୍ଜାତୀୟ କ୍ରିକେଟ ପରିଷଦ ଦୁବାଇର ଅଜୟ ସେଠୀଙ୍କ ଚ୍ୟାନେଲ ୨କୁ ଚଳିତ ବିଶ୍ୱକପ୍‌ର ରେଡିଓ ବିବରଣୀ ଅଧିକାର ପ୍ରଦାନ କରିଥିଲା। ଚେକ୍‌ ବାଉନ୍ସ ହେବା ଓ...

ଭାରତୀୟ ପ୍ରଶଂସକଙ୍କୁ ନିଶାମଙ୍କ ଅନୁରୋଧ

ଲର୍ଡସ,୧୩।୭- ସ୍ଥାନୀୟ ଐତିହାସିକ ଲର୍ଡସ ଗ୍ରାଉଣ୍ଡରେ ରବିବାର ନ୍ୟୁଜିଲାଣ୍ଡ ଓ ଆୟୋଜକ ଇଂଲଣ୍ଡ ମଧ୍ୟରେ ଚଳିତ ବିଶ୍ୱକପ୍‌ର ଫାଇନାଲ ମ୍ୟାଚ୍‌ ଖେଳାଯିବ। ଏହି ମ୍ୟାଚ୍‌ର ଟିକେଟ କିଣିଥିବା ଭାରତୀୟ ପ୍ରଶଂସକଙ୍କୁ ବିକିଦେବା ପାଇଁ ଅନୁରୋଧ କରିଛନ୍ତି ନ୍ୟୁଜିଲାଣ୍ଡ ଅଲରାଉଣ୍ଡର ଜିମ୍ମି...

ଦଳୀୟ ନିଷ୍ପତ୍ତି ଥିଲା: ଶାସ୍ତ୍ରୀ

ଲର୍ଡସ,୧୩।୭- ଅଭିଜ୍ଞ ବ୍ୟାଟ୍ସମ୍ୟାନ ମହେନ୍ଦ୍ର ସିଂ ଧୋନୀଙ୍କୁ ନ୍ୟୁଜିଲାଣ୍ଡ ବିପକ୍ଷ ଚଳିତ ବିଶ୍ୱକପ୍‌ ସେମିଫାଇନାଲରେ ବ୍ୟାଟିଂ କ୍ରମର ୭ମ ସ୍ଥାନରେ ପଠାଇବାର କାରଣ ସ୍ପଷ୍ଟ କରିଛନ୍ତି ଭାରତୀୟ ଦଳର ମୁଖ୍ୟ କୋଚ୍‌ ରବି ଶାସ୍ତ୍ରୀ। ଧୋନୀଙ୍କୁ ନିମ୍ନକ୍ରମରେ କ୍ରିଜ୍‌କୁ ପଠାଇବାର...

Advertisement
Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri