କ୍ରିକେଟ ବିଶ୍ୱକପ୍‌

ବିଶ୍ୱକପ୍‌ ଫାଇନାଲ: ପ୍ରଥମେ ବ୍ୟାଟିଂ କରିବ ନ୍ୟୁଜିଲାଣ୍ଡ

ଲଡର୍‌ସ,୧୪।୭- ଚଳିତ ବଶ୍ୱକପ୍‌ ଫାଇନାଲ ମ୍ୟାଚ୍‌ରେ ବର୍ଷା ଯୋଗୁ ଟସ୍‌ ବିଳମ୍ବରେ ହୋଇଛି। ଟସ୍‌ ଜିତି ଗତଥରର ଫାଇନାଲିଷ୍ଟ ପ୍ରଥମେ ବ୍ୟାଟିଂ କରିବାକୁ ନିଷ୍ପତ୍ତି ନେଇଛି। ଏଠାରେ ଖେଳାଯାଇଥିବା ୪ ବିଶ୍ୱକପ୍‌ ମ୍ୟାଚ୍‌ରେ ପ୍ରଥମେ ବ୍ୟାଟିଂ କରିଥିବା ଦଳ ହିଁ ବିଜୟୀ…

ଭାରତୀୟ ଦଳରେ ଫାଟ

ମୁମ୍ବାଇ,୧୩।୭- ଚଳିତ ବିଶ୍ୱକପ୍‌ ସେମିଫାଇନାଲ ପରାଜୟ ପରେ ଭାରତୀୟ ଦଳରେ ଫାଟ ଦେଖାଦେଇଥିବା କିଛି ଗଣମାଧ୍ୟମରେ ଚର୍ଚ୍ଚା ହେଉଛି। ଭାରତୀୟ ଦଳର ସମସ୍ତ ସଦସ୍ୟ ୧୪ ତାରିଖରେ ମୁମ୍ବାଇରେ ପହଞ୍ଚିବେ ବୋଲି ବିସିସିଆଇ ପକ୍ଷରୁ କୁହାଯାଇଥିଲା। ହେଲେ ଦଳର ଉପଅଧିନାୟକ ରୋହିତ…

ବିବାଦରେ ଆଇସିସି

ମୁମ୍ବାଇ,୧୩।୭-ଅନ୍ତର୍ଜାତୀୟ କ୍ରିକେଟର ପରିଚାଳନା ସଂସ୍ଥା ଆଇସିସି ଏକ ବଡ଼ ବିବାଦର ସମ୍ମୁଖୀନ ହୋଇଛି। ଅନ୍ତର୍ଜାତୀୟ କ୍ରିକେଟ ପରିଷଦ ଦୁବାଇର ଅଜୟ ସେଠୀଙ୍କ ଚ୍ୟାନେଲ ୨କୁ ଚଳିତ ବିଶ୍ୱକପ୍‌ର ରେଡିଓ ବିବରଣୀ ଅଧିକାର ପ୍ରଦାନ କରିଥିଲା। ଚେକ୍‌ ବାଉନ୍ସ ହେବା ଓ ଭାଷ୍ୟକାରଙ୍କୁ…

ଭାରତୀୟ ପ୍ରଶଂସକଙ୍କୁ ନିଶାମଙ୍କ ଅନୁରୋଧ

ଲର୍ଡସ,୧୩।୭- ସ୍ଥାନୀୟ ଐତିହାସିକ ଲର୍ଡସ ଗ୍ରାଉଣ୍ଡରେ ରବିବାର ନ୍ୟୁଜିଲାଣ୍ଡ ଓ ଆୟୋଜକ ଇଂଲଣ୍ଡ ମଧ୍ୟରେ ଚଳିତ ବିଶ୍ୱକପ୍‌ର ଫାଇନାଲ ମ୍ୟାଚ୍‌ ଖେଳାଯିବ। ଏହି ମ୍ୟାଚ୍‌ର ଟିକେଟ କିଣିଥିବା ଭାରତୀୟ ପ୍ରଶଂସକଙ୍କୁ ବିକିଦେବା ପାଇଁ ଅନୁରୋଧ କରିଛନ୍ତି ନ୍ୟୁଜିଲାଣ୍ଡ ଅଲରାଉଣ୍ଡର ଜିମ୍ମି ନିଶାମ।…

ଦଳୀୟ ନିଷ୍ପତ୍ତି ଥିଲା: ଶାସ୍ତ୍ରୀ

ଲର୍ଡସ,୧୩।୭- ଅଭିଜ୍ଞ ବ୍ୟାଟ୍ସମ୍ୟାନ ମହେନ୍ଦ୍ର ସିଂ ଧୋନୀଙ୍କୁ ନ୍ୟୁଜିଲାଣ୍ଡ ବିପକ୍ଷ ଚଳିତ ବିଶ୍ୱକପ୍‌ ସେମିଫାଇନାଲରେ ବ୍ୟାଟିଂ କ୍ରମର ୭ମ ସ୍ଥାନରେ ପଠାଇବାର କାରଣ ସ୍ପଷ୍ଟ କରିଛନ୍ତି ଭାରତୀୟ ଦଳର ମୁଖ୍ୟ କୋଚ୍‌ ରବି ଶାସ୍ତ୍ରୀ। ଧୋନୀଙ୍କୁ ନିମ୍ନକ୍ରମରେ କ୍ରିଜ୍‌କୁ ପଠାଇବାର ନିଷ୍ପତ୍ତି…

ସିଓଏ ବୈଠକରେ ଯୋଗଦେବେ କୋହଲି, ଶାସ୍ତ୍ରୀ

ଲଣ୍ଡନ,୧୨।୭(ପି.ଟି.)- ବିସିସିଆଇ ପରିଚାଳନା ପାଇଁ ସୁପ୍ରିମକୋର୍ଟଙ୍କ ଦ୍ୱାରା ନିଯୁକ୍ତ ପ୍ରଶାସକ କମିଟି (ସିଓଏ) ଭାରତୀୟ ଦଳର ବିଶ୍ୱକପ୍‌ ପ୍ରଦର୍ଶନକୁ ରିଭ୍ୟୁ କରିବ। ଏଥିରେ ଅଧିନାୟକ ବିରାଟ କୋହଲି ଓ ମୁଖ୍ୟ କୋଚ୍‌ ରବି ଶାସ୍ତ୍ରୀ ଯୋଗଦେବେ। ଏହି ବୈଠକରେ ଆସନ୍ତା ବର୍ଷ…

ବିଶ୍ୱକପ୍‌ ଫାଇନାଲରେ ଅମ୍ପାୟରିଂ କରିବେ ଧର୍ମସେନା, ମାରିଆସ

ଲଣ୍ଡନ,୧୨।୭(ପି.ଟି.)- ରବିବାର ଆଇକନିକ୍‌ ଲଡର୍‌ସ ଗ୍ରାଉଣ୍ଡରେ ନ୍ୟୁଜିଲାଣ୍ଡ ଓ ଆୟୋଜକ ଇଂଲଣ୍ଡ ମଧ୍ୟରେ ଖେଳାଯିବାକୁ ଥିବା ଚଳିତ ବିଶ୍ୱକପ୍‌ ଫାଇନାଲ ମ୍ୟାଚ୍‌ ଲାଗି ଶ୍ରୀଲଙ୍କା ଅମ୍ପାୟର କୁମାର ଧର୍ମସେନା ଓ ଦକ୍ଷିଣ ଆଫ୍ରିକାର ମାରିଆସ ଇରାସମୁସଙ୍କୁ ଅନ୍‌ଫିଲ୍ଡ ଅମ୍ପାୟର ଭାବେ ନିଯୁକ୍ତ…

୧୪ରେ ମୁମ୍ବାଇ ଫେରିବ ଟିମ୍‌ ଇଣ୍ଡିଆ

ଲଣ୍ଡନ,୧୨।୭(ପିଟି)- ଚଳିତ ବିଶ୍ୱକପ୍‌ ସେମିଫାଇନାଲରେ ପରାସ୍ତ ହୋଇଥିବା ଭାରତୀୟ ଦଳ ଆସନ୍ତା ରବିବାର ସ୍ବଦେଶ ଫେରିବେ। ଦୁଇ ଦିନ ଧରି ମାଞ୍ଚେଷ୍ଟରଠାରେ ଖେଳାଯାଇଥିବା ସେମିଫାଇନାଲରେ ଭାରତୀୟ ଦଳ ୧୮ ରନ୍‌ରେ ନ୍ୟୁଜିଲାଣ୍ଡଠାରୁ ପରାଜୟ ବରଣ କରିଥିଲା। ଭାରତୀୟ ଦଳର ଖେଳାଳିମାନେ ଅଲଗା…

ଧୋନୀଙ୍କୁ କିମ୍ବଦନ୍ତୀ କହିଲେ ଅଖତର

ମାଞ୍ଚେଷ୍ଟର,୧୧ା୭- ଚଳିତ ବିଶ୍ୱକପ୍‌ ସେମିଫାଇନାଲରେ ଭାରତୀୟ ଦଳ ୬ ରନ୍‌ରେ ୩ ଉଇକେଟ ହରାଇ ନିଶ୍ଚିତ ପରାଜୟ ମୁହଁା ହୋଇଥିଲା। ରବୀନ୍ଦ୍ର ଜାଡେଜା ଓ ମହେନ୍ଦ୍ର ସିଂ ଧୋନୀ ଲଢ଼ୁଆ ବ୍ୟାଟିଂ ମ୍ୟାଚ୍‌ରେ ଭାରତର ବିଜୟ ହେବାର ସମ୍ଭାବନା ସୃଷ୍ଟି କରିଥିଲା।…

୨୦୧୪ଠାରୁ ଭାରତ ଜିତି ନାହିଁ ବଡ଼ ଟ୍ରଫି

ମାଞ୍ଚେଷ୍ଟର,୧୧ା୭(ପିଟି)- ନ୍ୟୁଜିଲାଣ୍ଡଠାରୁ ପରାଜୟ ବରଣ କରି ଭାରତୀୟ ଦଳ ଚଳିତ ବିଶ୍ୱକପ୍‌ ସେମିଫାଇନାଲରୁ ବିଦାୟ ନେଇଛି। ୨୦୧୪ ପରେ ପଞ୍ଚମ ଥର ପାଇଁ କୌଣସି ଆଇସିସି ଇଭେଣ୍ଟର ସେମିଫାଇନାଲ କିମ୍ବା ଫାଇନାଲକୁ ଉନ୍ନୀତ ହୋଇଥିଲେ ମଧ୍ୟ ଟାଇଟଲ ହାତେଇବାରେ ବିଫଳ ହୋଇଛି…

କ୍ରିକେଟ ଇତିହାସରେ ପ୍ରଥମ ଥର

ମାଞ୍ଚେଷ୍ଟର,୧୧ା୭(ପିଟି)- ଚଳିତ ବିଶ୍ୱକପ୍‌ ସେମିଫାଇନାଲରେ ଭାରତୀୟ ଦଳର ଓପନର ରୋହିତ ଶର୍ମା, ଲୋକେଶ ରାହୁଲ ଓ ବିରାଟ କୋହଲି ପ୍ରତ୍ୟେକ ୧ ରନ୍‌ ଲେଖାଏ କରି ଆଉଟ୍‌ ହୋଇଥିଲେ। କୌଣସି ଦଳର ପ୍ରଥମ ୩ ଜଣ ବ୍ୟାଟ୍ସମ୍ୟାନ ୧ ରନ୍‌ କରି…

ଆଫଗାନିସ୍ତାନ ପେସର ଆଲାମ ଏକବର୍ଷ ବାସନ୍ଦ

ନୂଆଦିଲ୍ଲୀ,୧୧ା୭(ପିଟି)- ପେସର ଆଫତାବ ଆଲାମଙ୍କୁ ଘରୋଇ ଓ ଅନ୍ତର୍ଜାତୀୟ କ୍ରିକେଟରୁ ଆଫଗାନିସ୍ତାନ କ୍ରିକେଟ ବୋର୍ଡ (ଏସିବି)ର ଡିସିପ୍ଲିନାରି କମିଟି ଏକବର୍ଷ ଲାଗି ବାସନ୍ଦ କରିଛି। ସେ ଚଳିତ ବିଶ୍ୱକପ୍‌ରେ ଆଇସିସି କୋଡ୍‌ ଅଫ୍‌ କଣ୍ଡକ୍ଟ ଭଙ୍ଗ କରିଥିଲେ। ଏଥିଯୋଗୁ ତାଙ୍କୁ ବିଶ୍ୱକପ୍‌…

Advertisement
Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri