କ୍ରିକେଟ ବିଶ୍ୱକପ୍‌

ଶ୍ରୀଲଙ୍କା କ୍ରିକେଟ ଦଳର କୋଚ୍‌ ପଦ ଛାଡ଼ିବାକୁ ମନାକଲେ ହାଥୁରାସିଙ୍ଘେ

କଲମ୍ବୋ,୮।୭(ଏଏଫ୍‌ପି)- ବାହାର ଚାପ ସତ୍ତ୍ୱେ ଚନ୍ଦିକା ହାଥୁରାସିଙ୍ଘେ ଶ୍ରୀଲଙ୍କା କ୍ରିକେଟ ଦଳର କୋଚ୍‌ ପଦରୁ ଇସ୍ତଫା ଦେବାକୁ ମନା କରିଦେଇଛନ୍ତି। ବିଶ୍ୱର ୯ମ ର଼୍ୟାଙ୍କ୍‌ ଦଳ ଭାବେ ଅଭିଯାନ ଆରମ୍ଭ କରିଥିବା ଶ୍ରୀଲଙ୍କା ବିଶ୍ୱକପ୍‌ରେ ୬ଷ୍ଠ ସ୍ଥାନରେ ରହିଥିଲା। ଶୀର୍ଷ...

ବିଶ୍ୱକପରୁ ବିଦା ହୋଇ ଘରେ ପହଞ୍ଚିଲା ପାକିସ୍ତାନ ଦଳ: ଏମିତି କରାଗଲା ସ୍ବାଗତ

ଇସଲମାବାଦ, ୮।୭: ବିଶ୍ୱକପରୁ ବିଦା ହେବାପରେ ପାକିସ୍ତାନ ଦଳର ଖେଳାଳିମାନେ ନିଜ ଦେଶରେ ପହଞ୍ଚିଛନ୍ତି। କଡ଼ା ସୁରକ୍ଷା ବଳୟ ମଧ୍ୟରେ ଖେଳାଳିଙ୍କୁ ସେମାନଙ୍କ ଘରେ ଛଡାଯାଇଥିଲା। ଭାରତଠାରୁ ପରାସ୍ତ ହେବା ପରେ ପାକିସ୍ତାନ ଦର୍ଶକ ଯେଉଁଭଳି ଭାବରେ ସୋସିଆଲ ମିଡିଆରେ...

କୋହଲି- ଓ୍ବିଲିୟମସନ ଲଢ଼େଇ: ୧୧ ବର୍ଷପରେ ଏକ ବିରଳ ସଂଯୋଗ

ମାଞ୍ଚେଷ୍ଟର, ୮।୭(ପି.ଟି.)- ଚଳିତ ବିଶ୍ୱକପ୍‌ରେ ଭାରତ ଓ ନ୍ୟୁଜିଲାଣ୍ଡ ପ୍ରଥମ ସେମିଫାଇନାଲରେ ମଙ୍ଗଳବାର ମାଞ୍ଚେଷ୍ଟରରେ ପରସ୍ପରକୁ ଭେଟିବା ସ୍ପଷ୍ଟ ହୋଇଛି। ପଏଣ୍ଟ ଟେବୁଲରେ ଭାରତ ଶୀର୍ଷ ସ୍ଥାନରେ ରହିଥିବା ବେଳେ ନ୍ୟୁଜିଲାଣ୍ଡ ଚତୁର୍ଥ ସ୍ଥାନରେ ରହିଛି। ସେହିପରି ଦ୍ୱିତୀୟ ଓ...

ଆଇସିସି ଦିନିକିଆ ର଼୍ୟାଙ୍କିଙ୍ଗ୍‌: କୋହଲିଙ୍କ ଶୀର୍ଷ ସ୍ଥାନର ନିକଟତର ରୋହିତ

ଲଣ୍ଡନ, ୮।୭(ପି.ଟି.)- ଚଳିତ ବିଶ୍ୱକପ୍‌ରେ ଜବରଦସ୍ତ ପ୍ରଦର୍ଶନ କରି ଭାରତୀୟ ତାରକା ଓପନର ରୋହିତ ଶର୍ମା ଏବେ ଅନ୍ତର୍ଜାତୀୟ କ୍ରିକେଟ କାଉନସିଲ (ଆଇସିସି) ଦିନିକିଆ ର଼୍ୟାଙ୍କିଙ୍ଗ୍‌ରେ ଅଧିନାୟକ ବିରାଟ କୋହଲିଙ୍କ ଶୀର୍ଷ ସ୍ଥାନର ନିକଟତର ହୋଇଛନ୍ତି। କୋହଲି ବ୍ୟାଟିଂ ତାଲିକାର...

ଓ୍ବାଦେ, ମାର୍ଶଙ୍କୁ ଡକାରା

ମାଞ୍ଚେଷ୍ଟର,୭।୭(ପିଟି)- ଉଇକେଟକିପର ବ୍ୟାଟ୍ସମ୍ୟାନ ମାଥ୍ୟୁ ଓ୍ବାଦେ ଓ ମିଚେଲ ମାର୍ଶଙ୍କୁ ଅଷ୍ଟ୍ରେଲିଆ ବିଶ୍ୱକପ୍‌ ଦଳରେ ଯୋଗଦେବାକୁ ଡାକରା ଦିଆଯାଇଛି। ଏମାନେ ଅଷ୍ଟ୍ରେଲିଆ ଦଳର ଉସ୍ମାନ ଖ୍ବାଜା ଓ ମାର୍କସ ଷ୍ଟୋଇନିସଙ୍କ ସ୍ଥାନ ନେଇପାରନ୍ତି। ଖ୍ବାଜା ଓ ଷ୍ଟୋଇନିସ ଆହତ ସମସ୍ୟା...

ଭାରତ-ନ୍ୟୁଜିଲାଣ୍ଡ ମ୍ୟାଚ୍‌ ଅମ୍ପାୟର ଇଲିଂଓ୍ବର୍ଥ, କେଟିଲବର୍ଗ

ଲିଡ୍ସ,୭।୭(ପିଟି)- ଚଳିତ ବିଶ୍ୱକପ୍‌ର ପ୍ରବଳ ଦାବୀଦାର ଭାରତ ଓ ଗତ ଥରର ଉପବିଜେତା ନ୍ୟୁଜିଲାଣ୍ଡ ମଧ୍ୟରେ ଆସନ୍ତା ୯ ତାରିଖରେ ମାଞ୍ଚେଷ୍ଟରଠାରେ ପ୍ରଥମ ସେମିଫାଇନାଲ ମ୍ୟାଚ୍‌ ଖେଳାଯିବ। ଏହି ମ୍ୟାଚ୍‌କୁ ଇଂଲିଶ ଅମ୍ପାୟର ରିଚାର୍ଡ ଇଲିଂଓ୍ବର୍ଥ ଓ ରିଚାର୍ଡ କେଟିଲବର୍ଗ...

ରୋହିତ-ରାହୁଲଙ୍କ ରେକର୍ଡ ଓପନିଂ ଭାଗୀଦାରି

ଲିଡ୍ସ,୭।୭- ଭାରତୀୟ ଦଳ ତା’ର ଅନ୍ତିମ ଲିଗ୍‌ ପର୍ଯ୍ୟାୟ ମ୍ୟାଚ୍‌ରେ ଶ୍ରୀଲଙ୍କାକୁ ୭ ଉଇକେଟରେ ହରାଇ ପଏଣ୍ଟ ତାଲିକାରେ ଶୀର୍ଷ ସ୍ଥାନ ଅଧିକାର କରିଛି। ଏହି ବିଜୟରେ ମୁଖ୍ୟ ଭୂମିକା ଗ୍ରହଣ କରିଥିଲା ରୋହିତ ଶର୍ମା ଓ ଲୋକେଶ ରାହୁଲଙ୍କ...

ତାହିର, ଡୁମିନିଙ୍କ ଅବସର

ମାଞ୍ଚେଷ୍ଟର,୭।୭- ଭେଟେରାନ ସ୍ପିନର ଇମ୍ରାନ ତାହିର ଓ ଜେପି ଡୁମିନି ଅନ୍ତର୍ଜାତୀୟ ଦିନିକିଆ କ୍ରିକେଟରୁ ସନ୍ନ୍ୟାସ ନେଇଛନ୍ତି। ଏଠାରେ ଖେଳାଯାଇଥିବା ଚଳିତ ବିଶ୍ୱକପ୍‌ର ଅନ୍ତିମ ଲିଗ୍‌ ମ୍ୟାଚ୍‌ରେ ଅଷ୍ଟ୍ରେଲିଆକୁ ୧୦ ରନ୍‌ରେ ହରାଇ ଦକ୍ଷିଣ ଆଫ୍ରିକା ସାନ୍ତ୍ୱନାମୂଳକ ବିଜୟ ହାସଲ...

୩୮ ବର୍ଷରେ ପାଦ ଦେଲେ ଧୋନୀ

ଲିଡ୍ସ,୭।୭- ଭେଟେରାନ ଉଇକେଟକିପର ଓ ବ୍ୟାଟ୍ସମ୍ୟାନ ମହେନ୍ଦ୍ର ସିଂ ଧୋନୀ ରବିବାର ୩୮ ବର୍ଷରେ ପାଦ ଦେଇଛନ୍ତି। ଭାରତୀୟ ଦଳ ତା’ର ଅନ୍ତିମ ଲିଗ୍‌ ମ୍ୟାଚ୍‌ରେ ଶ୍ରୀଲଙ୍କାକୁ ହରାଇବା ପରେ ଧୋନୀଙ୍କ ଜନ୍ମ ଦିନ ପାଳନ ହୋଇଥିଲା। ଏହି ଅବସରରେ...

ରୋହିତ୍‌ଙ୍କ ବିଶ୍ୱରେକର୍ଡ

ଲିଡ୍ସ, ୭।୭ (ପି.ଟି.)- ଶ୍ରେଷ୍ଠ ଫର୍ମରେ ଥିବା ତାରକା ଓପନର୍‌ ରୋହିତ୍‌ ଶର୍ମା ଏବଂ ଲୋକେଶ ରାହୁଲଙ୍କ ଶତକ ସହାୟତାରେ ଭାରତ ଚଳିତ ଆଇସିସି ବିଶ୍ୱକପର ଶନିବାର ଅନୁଷ୍ଠିତ ମ୍ୟାଚରେ ଶ୍ରୀଲଙ୍କାକୁ ୭ ଉଇକେଟରେ ପରାସ୍ତ କରିଛି। ଶ୍ରୀଲଙ୍କା ପକ୍ଷରୁ...

ଧୋନୀଙ୍କୁ ଆଇସିସିର ଭୂୟସୀ ପ୍ରଶଂସା

ଲିଡ୍ସ,୭।୭(ପି.ଟି.)- ଭାରତୀୟ ପୂର୍ବତନ ଅଧିନାୟକ ତଥା ଅଭିଜ୍ଞ ଉଇକେଟକିପର ବ୍ୟାଟ୍ସମ୍ୟାନ ମହେନ୍ଦ୍ର ସିଂ ଧୋନଙ୍କ ପ୍ରଶଂସାରେ ଶତମୁଖ ହୋଇଛି ଆନ୍ତର୍ଜାତିକ କ୍ରିକେଟ କାଉନସିଲ (ଆଇସିସି)। ଧୋନୀ ଭାରତୀୟ କ୍ରିକେଟର ରୂପରେଖରେ ସକାରାତ୍ମକ ପରିବର୍ତ୍ତନ ଆଣିଛନ୍ତି ବୋଲି ଆଇସିସି ତରଫରୁ କୁହାଯାଇଛି।...

ଭାରତର ସହଜ ବିଜୟ

ଭାରତର ସହଜ ବିଜୟଲିଡ୍ସ, ୬।୭(ପି.ଟି.)- ଦୁଇ ଓପନର ରୋହିତ ଶର୍ମା ଓ ଲୋକେଶ ରାହୁଲଙ୍କ ଶତକ ସହାୟତାରେ ଚଳିତ ବିଶ୍ୱକପ୍‌ରେ ଭାରତ ତା’ର ଅନ୍ତିମ ଲିଗ୍‌ ମ୍ୟାଚ୍‌ରେ ଶ୍ରୀଲଙ୍କାକୁ ୩୯ଟି ବଲ ବାକି ରଖି ୭ ଉଇକେଟରେ ପରାସ୍ତ କରିଛି।...

Advertisement
Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri