ଭିନ୍ନ ଭିନ୍ନ ସ୍ଥାନକୁ ଯିବେ ଭାରତୀୟ ଖେଳାଳି
ଲଣ୍ଡନ,୧୧ା୭(ପିଟି)- ଭାରତୀୟ ଦଳର ବିଶ୍ୱକପ୍ ଜିତିବା ଆଶା ଶେଷ ହୋଇସାରିଛି। ପରବର୍ତ୍ତୀ ସିରିଜ ପୂର୍ବରୁ ଦଳୀୟ ଖେଳାଳିଙ୍କ ହାତରେ ଆଉ ୨ ସପ୍ତାହ ରହିଛି। ଦୀର୍ଘ ୭ ସପ୍ତାହ ଏକାଠି ରହିବା ପରେ ଦଳୀୟ ଖେଳାଳି ଏଠାରୁ ଭିନ୍ନ ଭିନ୍ନ...
ଫିଜିଓ ପାଟ୍ରିକ ଫର୍ହାଟଙ୍କ କାର୍ଯ୍ୟକାଳ ଶେଷ
ମାଞ୍ଚେଷ୍ଟର,୧୧।୭(ପିଟି)- ଭାରତୀୟ ଦଳର ଫିଜିଓଥେରାପିଷ୍ଟ ପାଟ୍ରିକ ଫର୍ହାଟଙ୍କ କାର୍ଯ୍ୟକାଳ ବିଶ୍ୱକପ୍ ସେମିଫାଇନାଲ ପରାଜୟ ସହ ଶେଷ ହୋଇଛି। ଭାରତୀୟ ଦଳ ବୁଧବାର ଓଲ୍ଡ ଟ୍ରାଫୋର୍ଡଠାରେ ନ୍ୟୁଜିଲାଣ୍ଡଠାରୁ ହୃଦୟ ବିଦାରକ ପରାଜୟ ବରଣ କରିଛି। ଦଳ ସହ ଶେଷ ଦିନ ମୁଁ...
ପରାଜୟ ପରେ ଟିମ୍ ଇଣ୍ଡିଆକୁ ସମର୍ଥନ ଜଣାଇଲେ ପ୍ରଶଂସକ
ନୂଆଦିଲ୍ଲୀ,୧୧ା୭- ଭାରତୀୟ ଦଳ ସେମିଫାଇନାଲରେ ନ୍ୟୁଜିଲାଣ୍ଡଠାରୁ ପରାସ୍ତ ହୋଇ ଚଳିତ ଆଇସିସି ବିଶ୍ୱକପ୍ରୁ ବାଦ୍ ପଡ଼ିଛି। ଏହି ପରାଜୟ ପରେ ପ୍ରଶଂସକଙ୍କଠାରୁ ଆରମ୍ଭ କରି ବଲିଉଡ୍ କଳାକାର ଓ ପୂର୍ବତନ ଖେଳାଳି ଭାରତୀୟ ଦଳକୁ ସହାନୁଭୂତି ଜଣାଇଛନ୍ତି। ମ୍ୟାଚ୍ରେ ସାହସିକ...
ଅବସର ନେଇ ଧୋନୀ କିଛି କହିନାହାନ୍ତି: କୋହଲି
ମାଞ୍ଚେଷ୍ଟର,୧୧।୭(ପି.ଟି.)- ଅଭିଜ୍ଞ ମହେନ୍ଦ୍ର ସିଂ ଧୋନୀ ଅବସର ତଥା ତାଙ୍କ ଭବିଷ୍ୟତ ଯୋଜନା ନେଇ କିଛି ସୂଚନା ଦେଇ ନାହାନ୍ତି ବୋଲି ଅଧିନାୟକ ବିରାଟ କୋହଲି କହିଛନ୍ତି। ସେମିଫାଇନାଲରେ ନ୍ୟୁଜିଲାଣ୍ଡଠାରୁ ହାରିବା ପରେ ଧୋନୀ ଅବସର ଘୋଷଣା କରିବେ ବୋଲି...
ବିବାଦରେ ଧୋନୀଙ୍କ ରନ୍ଆଉଟ୍
ନୂଆଦିଲ୍ଲୀ, ୧୧।୭- ଆଇସିସି ବିଶ୍ୱକପ୍ର ପ୍ରଥମ ସେମିଫାଇନାଲରେ ବିରାଟ କୋହଲିଙ୍କ ନେତୃତ୍ୱାଧୀନ ଭାରତ ୧୮ ରନରେ ନ୍ୟୁଜିଲାଣ୍ଡ ନିକଟରୁ ହାରି ପ୍ରତିଯୋଗିତାରୁ ବିଦାୟ ନେଇସାରିଛି। କିନ୍ତୁ ମ୍ୟାଚ୍ ପରେ ଏକ ବିବାଦୀୟ ଘଟଣା ଏବେ ସାମ୍ନାକୁ ଆସିଛି। ଯାହାକୁ ନେଇ...
ପରାଜୟରେ ମୋଦି ନିରାଶ
ନୂଆଦିଲ୍ଲୀ, ୧୧।୭ (ପି.ଟି.)- ଚଳିତ ଆଇସିସି ବିଶ୍ୱକପ୍ର ଏକ ହାଇଭୋଲଟେଜ ସେମିଫାଇନାଲ ମ୍ୟାଚ୍ରେ ବୁଧବାର ଭାରତୀୟ ଦଳ ୧୮ ରନରେ ନ୍ୟୁଜିଲାଣ୍ଡ ନିକଟରୁ ପରାସ୍ତ ହୋଇ ପ୍ରତିଯୋଗିତାରୁ ବିଦାୟ ନେଇଛି। ଭାରତୀୟ ଦଳର ପରାଜୟ ପରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି...
ଅବସର ନେବେ ନାହିଁ ହାଫିଜ୍
କରାଚୀ, ୧୧।୭ (ପି.ଟି.)- ଚଳିତ ଆଇସିସି ବିଶ୍ୱକପ୍ରେ ନୈରାଶ୍ୟଜନକ ପ୍ରଦର୍ଶନ କରି ଲିଗ୍ ପର୍ଯ୍ୟାୟରୁ ବିଦାୟ ନେଇଥିଲେ ମଧ୍ୟ ପାକିସ୍ତାନ ଭେଟେରାନ ଅଲ୍ରାଉଣ୍ଡର ମହମ୍ମଦ ହାଫିଜ ବର୍ତ୍ତମାନ ସୀମିତ ଓଭର କ୍ରିକେଟ୍ରୁ ଅବସର ନେବାର କୌଣସି ପ୍ଲାନ ନାହିଁ ବୋଲି...
ଆଇସିସି ବିଶ୍ୱକପ୍: ଇଂଲଣ୍ଡ- ଅଷ୍ଟ୍ରେଲିଆ ଦ୍ୱିତୀୟ ସେମିଫାଇନାଲ
ବର୍ମିଂହାମ,୧୧।୭(ପି.ଟି.)- ଚଳିତ ଅନ୍ତର୍ଜାତୀୟ କ୍ରିକେଟ କାଉନସିଲ (ଆଇସିସି) ବିଶ୍ୱକପ୍ର ଦ୍ୱିତୀୟ ସେମିଫାଇନାଲରେ ଦୁଇ ପାରମ୍ପରିକ ପ୍ରତିଦ୍ୱନ୍ଦ୍ୱୀ ଇଂଲଣ୍ଡ ଓ ଅଷ୍ଟ୍ରେଲିଆ ପରସ୍ପରକୁ ଭେଟିବେ। ଗୁରୁବାର ବର୍ମିଂହାମର ଏଜବାଷ୍ଟନ ଗ୍ରାଉଣ୍ଡରେ ଖେଳାଯିବାକୁ ଥିବା ଏହି ହାଇଭୋଲ୍ଟେଜ ତଥା ହାଇପ୍ରୋଫାଇଲ ମ୍ୟାଚ୍ ଉପରେ...
ଆଇସିସି ବିଶ୍ୱକପ୍: ଭାରତ ଆଶା ଧୂଳିସାତ୍, ଫାଇନାଲରେ ନ୍ୟୁଜିଲାଣ୍ଡ
ମାଞ୍ଚେଷ୍ଟର,୧୧।୭(ପି.ଟି.)- ଶେଷରେ ଭାରତ ଆଶା ଧୂଳିସାତ୍ ହୋଇଛି। କୋଟି କୋଟି ଭାରତୀୟ କ୍ରିକେଟ ପ୍ରଶଂସକ ନିରାଶ ହୋଇଛନ୍ତି। ସେମିଫାଇନାଲରେ ପରାସ୍ତ ହୋଇ ଭାରତ ଚଳିତ ଆଇସିସି ବିଶ୍ୱକପରୁ ବାଦ୍ ପଡିବା ପରେ ସାରା ଦେଶରେ ନୈରାଶ୍ୟ ଖେଳିଯାଇଛି। କେନ୍ ଓ୍ବିଲିୟମସନଙ୍କ...
ବିଶ୍ୱକପ୍ରୁ ବିଦାୟ ନେଲା ଭାରତ
ମାଞ୍ଚେଷ୍ଟର, ୧୦।୭: ଅଲ୍ରାଉଣ୍ଡର ରବୀନ୍ଦ୍ର ଜାଡେଜାଙ୍କ ସାହସିକଭରା ଅର୍ଦ୍ଧଶତକୀୟ ଇନିଂସ ସତ୍ତ୍ୱେ ଏଠାରେ ଅନୁଷ୍ଠିତ ଆଇସିସି ବିଶ୍ୱକପ୍ର ପ୍ରଥମ ସେମିଫାଇନାଲରେ ଭାରତ ୧୮ ରନରେ ନ୍ୟୁଜିଲାଣ୍ଡ ନିକଟରୁ ପରାସ୍ତ ହୋଇଛି। ଏଥିସହ ବିରାଟ କୋହଲିଙ୍କ ନେତୃତ୍ୱାଧୀନ ଭାରତୀୟ ଦଳର ବିଶ୍ୱକପ୍ରୁ...
ବୁମ୍ରାଙ୍କ ବୋଲିଂ ଶୈଳୀକୁ ନକଲ କଲେ ବିରାଟ
ମାଞ୍ଚେଷ୍ଟର,୧୦।୭(ପିଟି)- ଶୀର୍ଷ ର଼୍ୟାଙ୍କ୍ଧାରୀ ଦିନିକିଆ ବ୍ୟାଟ୍ସମ୍ୟାନ ବିରାଟ କୋହଲି ବୁଧବାର ନଂ.୧ ବୋଲର ଯଶ୍ପ୍ରୀତ ବୁମ୍ରାଙ୍କ ବୋଲିଂ ଶୈଳୀକୁ ନକଲ କରିବାକୁ ଉଦ୍ୟମ କରିଛନ୍ତି। ନ୍ୟୁଜିଲାଣ୍ଡ ଇନିଂସ୍ର ଅବଶିଷ୍ଟାଂଶ ଆରମ୍ଭ ହେବା ପୂର୍ବରୁ ବୁମ୍ରାଙ୍କ ଭଳି ରନ୍ ଅପ୍ ନେବାଠାରୁ...
ସଙ୍କଟରେ ଭାରତୀୟ ଦଳ
ମାଞ୍ଚେଷ୍ଟର,୧୦।୭- ଏଠାରେ ଚାଲିଥିବା ସେମିଫାଇନାଲରେ ପ୍ରାରମ୍ଭିକ ଝଟ୍କା ଯୋଗୁ ଭାରତୀୟ ଦଳ ସଙ୍କଟରେ ପଡ଼ିଛି। ଫୁଲ୍ ଫର୍ମରେ ଥିବା ରୋହିତ ଶର୍ମା, ଅଧିନାୟକ ବିରାଟ କୋହଲି, ଓପ୍ନର ଲୋକେଶ ରାହୁଲ ଓ ଦୀନେଶ କାର୍ତ୍ତିକ ସଅଳ ଆଉଟ୍ ହୋଇଛନ୍ତି। ରୋହିତ...
Archives


