କ୍ରିକେଟ ବିଶ୍ୱକପ୍‌

ଉଡିଲା ଭାରତ ବିରୋଧୀ ବ୍ୟାନର

ଲିଡ୍ସ,୬।୭(ପିଟି)- ଚଳିତ ବିଶ୍ୱକପ୍‌ରେ ଆଉ ଏକ ରାଜନୈତିକ ବ୍ୟାନର ଦେଖିବାକୁ ମିଳିଛି। ସ୍ଥାନୀୟ ହେଡିଂଲେ ଷ୍ଟାଡିୟମ୍‌ରେ ଭାରତ ଓ ଶ୍ରୀଲଙ୍କା ମଧ୍ୟରେ ଖେଳାଯାଉଥିବା ମ୍ୟାଚ୍‌ବେଳେ ଏକ ଅଜଣା ବିମାନ ଷ୍ଟାଡିୟମ ଉପରେ ଉଡ଼ିଥିଲା। ସେଥିରେ କଶ୍ମୀର ପାଇଁ ନ୍ୟାୟ ବୋଲି...

ଅମ୍ପାୟର ଇଆନ ଗୋଲ୍ଡଙ୍କ ଅବସର

ଲିଡ୍ସ,୬।୭(ପିଟି)- ଇଂଲିଶ ଅମ୍ପାୟର ଇଆନ ଗୋଲ୍ଡ ଏଠାରେ ଚାଲିଥିବା ଭାରତ ଓ ଶ୍ରୀଲଙ୍କା ମ୍ୟାଚ୍‌ ପରେ ଅବସର ନେବେ। ଏ ନେଇ ଆଇସିସି ପକ୍ଷରୁ ଶନିବାର କୁହାଯାଇଛି। ଗୋଲ୍ଡ ଅମ୍ପାୟରିଂ କ୍ୟାରିୟରରେ ୭୪ ଟେଷ୍ଟ ଓ ଭାରତ-ଶ୍ରୀଲଙ୍କା ମ୍ୟାଚ୍‌କୁ ମିଶାଇ...

ନେଟ୍‌ ରନରେଟ୍‌ ନିୟମକୁ ଆର୍ଥରଙ୍କ ସମାଲୋଚନା

ଲଡର୍‌ସ,୬।୭- ପାକିସ୍ତାନ କ୍ରିକେଟ୍‌ ଦଳର କୋଚ୍‌ ମିକି ଆର୍ଥର ନେଟ୍‌ ରନରେଟ୍‌ ନିୟମ ବଦଳାଇବା ନେଇ ଅନ୍ତର୍ଜାତୀୟ କ୍ରିକେଟ ପରିଷଦ (ଆଇସିସି)କୁ ପରାମର୍ଶ ଦେଇଛନ୍ତି। ଏହା ବଦଳରେ ଟୁର୍ନାମେଣ୍ଟରେ ଦୁଇ ଦଳ ମଧ୍ୟରେ ଖେଳାଯାଇଥିବା ମ୍ୟାଚ୍‌ର ଫଳାଫଳକୁ ଗୁରୁତ୍ୱ ଦିଆଯାଉ...

ବିଶ୍ୱକପ୍‌ ରେକର୍ଡ ଅଧିକାରୀ ଶାହିନ ଆଫ୍ରିଦୀ

ଲଣ୍ଡନ,୬।୭- ୧୯ ବର୍ଷୀୟ ପାକିସ୍ତାନ ବୋଲର ଶାହିନ ଶାହ ଆଫ୍ରିଦୀ ଶୁକ୍ରବାର ବାଂଲାଦେଶ ବିପକ୍ଷ ମ୍ୟାଚ୍‌ରେ ବିଶ୍ୱକପ୍‌ ରେକର୍ଡର ଅଧିକାରୀ ହୋଇଛନ୍ତି। ଏହି ମ୍ୟାଚ୍‌ରେ ସେ ୯.୧ ଓଭର ବୋଲିଂ କରି ୩୫ ରନ୍‌ ବ୍ୟୟରେ ୬ ଉଇକେଟ ଅକ୍ତିଆର...

ପ୍ରଥମେ ବୋଲିଂ କରିବ ଭାରତ

ଲିଡ୍ସ,୬।୭- ଚଳିତ ବିଶ୍ୱକପ୍‌ରେ ଶ୍ରୀଲଙ୍କା ବିପକ୍ଷ ଅନ୍ତିମ ଗ୍ରୁପ୍‌ ପର୍ଯ୍ୟାୟ ମ୍ୟାଚ୍‌ରେ ଭାରତୀୟ ଦଳ ପ୍ରଥମେ ବୋଲିଂ କରିବାକୁ ଆମନ୍ତ୍ରଣ ପାଇଛି। ଗ୍ରାଉଣ୍ଡରେ ପ୍ରଥମେ ବ୍ୟାଟିଂ କରିଥିବା ଦଳର ରେକର୍ଡ ଭଲ ଥିବାରୁ ଶ୍ରୀଲଙ୍କା ଟସ୍‌ ଜିତି ପ୍ରଥମେ ବ୍ୟାଟିଂ...

ଦିନିକିଆରୁ ମଲିକଙ୍କ ଅବସର

କରାଚୀ,୬।୭- ଭେଟେରାନ ପାକିସ୍ତାନ ଅଲରାଉଣ୍ଡର ଶୋଏବ ମଲିକ ଅନ୍ତର୍ଜାତୀୟ ଦିନିକିଆର ଅବସର ନେଇଛନ୍ତି। ଲଡର୍‌ସଠାରେ ପାକିସ୍ତାନ ତା’ର ଅନ୍ତିମ ମ୍ୟାଚ୍‌ରେ ବାଂଲାଦେଶକୁ ହରାଇବା ପରେ ମଲିକ ଏହି ଘୋଷଣା କରିଛନ୍ତି। ଅନ୍ତିମ ଲିଗ୍‌ ମ୍ୟାଚ୍‌କୁ ୯୪ ରନ୍‌ରେ ଜିତିବା ସତ୍ତ୍ୱେ...

ଭାବବିହ୍ବଳ ବିଦାୟ ଲାଗି ପ୍ରସ୍ତୁତ ତାହିର

ମାଞ୍ଚେଷ୍ଟର,୫।୭- ଦକ୍ଷିଣ ଆଫ୍ରିକା ଲେଗ୍‌ ସ୍ପିନର ଇମ୍ରାନ ତାହିର ଅନ୍ତର୍ଜାତୀୟ ଦିନିକିଆ କ୍ରିକେଟରୁ ସନ୍ନ୍ୟାସ ନେବା ଲାଗି ପ୍ରସ୍ତୁତ। ଶନିବାର ଡିଫେଣ୍ଡିଂ ଚାମ୍ପିୟନ ଅଷ୍ଟ୍ରେଲିଆ ବିପକ୍ଷ ମୁକାବିଲା ତାଙ୍କ କ୍ୟାରିୟରର ୧୦୭ତମ ଓ ଅନ୍ତିମ ଦିନିକିଆ ମ୍ୟାଚ୍‌ ହେବ। ପାକିସ୍ତାନରେ...

‘ଧୋନୀ ଆଉ ଦୁଇ ବର୍ଷ ଖେଳିବା ଉଚିତ’

ନୂଆଦିଲ୍ଲୀ,୫।୭- ଧିମା ବ୍ୟାଟିଂ ଲାଗି ଚଳିତ ବିଶ୍ୱକପ୍‌ରେ ଭାରତୀୟ ଦଳର ପୂର୍ବତନ ଅଧିନାୟକ ମହେନ୍ଦ୍ର ସିଂ ଧୋନୀଙ୍କୁ ପ୍ରବଳ ସମାଲୋଚନାର ସମ୍ମୁଖୀନ ହେବାକୁ ପଡ଼ିଛି। ସେ ଚଳିତ ବିଶ୍ୱକପ୍‌ରେ ଅନ୍ତର୍ଜାତୀୟ କ୍ରିକେଟରୁ ସନ୍ନ୍ୟାସ ନେବେ ବୋଲି କେତେକ ପୂର୍ବତନ ଖେଳାଳି...

ଏକାଠି ସମୟ ବିତାଉଛନ୍ତି ବିରୁଷ୍କା

ନୂଆଦିଲ୍ଲୀ,୩।୭- ଅଭିନେତ୍ରୀ ଅନୁଷ୍କା ଶର୍ମା ଏବେ ଇଂଲଣ୍ଡରେ ଅଛନ୍ତି। ଶନିବାର ଖେଳାଯିବାକୁ ଥିବା ଶ୍ରୀଲଙ୍କା ବିପକ୍ଷ ଅନ୍ତିମ ଲିଗ୍‌ ପର୍ଯ୍ୟାୟ ମ୍ୟାଚ୍‌ ପୂର୍ବରୁ ଭାରତୀୟ ଅଧିନାୟକ ବିରାଟ କୋହଲି ଓ ତାଙ୍କ ପତ୍ନୀ ଅନୁଷ୍କା (ବିରୁଷ୍କା) ଏକାଠି ସମୟ ବିତାଉଛନ୍ତି।...

ଧୋନୀଙ୍କ ବ୍ୟାଟ୍‌ରେ ଭିନ୍ନ ଲୋଗୋ

ନୂଆଦିଲ୍ଲୀ,୫।୭- ପୂର୍ବତନ ଭାରତୀୟ ଅଧିନାୟକ ମହେନ୍ଦ୍ର ସିଂ ଧୋନୀ କଦାପି ନିଜ ପ୍ରଶଂସକଙ୍କୁ ଚକିତ କରିବାକୁ ଭୁଲନ୍ତି ନାହିଁ। ୨୦୦୭ ଟି୨୦ ବିଶ୍ୱକପ୍‌ ଫାଇନାଲରେ ଅନ୍ତିମ ଓଭର ଯୋଗିନ୍ଦର ଶର୍ମାଙ୍କୁ ବୋଲିଂ ଦେବା ହେଉ କି ୨୦୧୧ ବିଶ୍ୱକପ୍‌ ଫାଇନାଲରେ...

ସଙ୍କଟରେ ୩ ବିଶ୍ୱ ରେକର୍ଡ

ଲିଡ୍ସ,୫।୭- ଏଠାରେ ଶ୍ରୀଲଙ୍କା ବିପକ୍ଷ ଅନ୍ତିମ ବିଶ୍ୱକପ୍‌ ଲିଗ୍‌ ମ୍ୟାଚ୍‌ରେ ଭାରତୀୟ ଦଳର ଉପ ଅଧିନାୟକ ରୋହିତ ଶର୍ମାଙ୍କ ନିକଟରେ ୩ ବିଶ୍ୱ ରେକର୍ଡ ଅଧିକାରୀ ହେବାର ସୁଯୋଗ ରହିଛି। ରୋହିତ ଏପର୍ଯ୍ୟନ୍ତ ଟୁର୍ନାମେଣ୍ଟରେ ୯୦.୬୬ ଆଭରେଜରେ ୪ ଶତକ...

ମାର୍ଶ ବାଦ୍‌, ଅଷ୍ଟ୍ରେଲିଆ ଦଳରେ ହାଣ୍ଡସ୍କମ୍ବ

ଲିଡ୍ସ, ୫।୭- ଟପ୍‌ ଅର୍ଡର ବାମହାତୀ ବ୍ୟାଟ୍ସମ୍ୟାନ ଶନ ମାର୍ଶ ଆହତ ସମସ୍ୟା ଯୋଗୁ ଅଷ୍ଟ୍ରେଲିଆ ବିଶ୍ୱକପ୍‌ ଦଳରୁ ବାଦ୍‌ ପଡ଼ିଛନ୍ତି। ତାଙ୍କ ସ୍ଥାନରେ ପିଟର ହାଣ୍ଡସ୍କମ୍ବଙ୍କୁ ଦଳରେ ସାମିଲ କରାଯାଇଛି। ଏ ନେଇ ଅନ୍ତର୍ଜାତୀୟ କ୍ରିକେଟ ବୋର୍ଡ (ଆଇସିସି)...

Advertisement
Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri