କ୍ରିକେଟ ବିଶ୍ୱକପ୍‌

ସଚିନଙ୍କ ରେକର୍ଡ ଭାଙ୍ଗିଲେ ଆଫଗାନିସ୍ତାନ ବ୍ୟାଟ୍ସମ୍ୟାନ

ଲିଡ୍ସ,୫।୭- କିମ୍ବଦନ୍ତୀ ବ୍ୟାଟ୍ସମ୍ୟାନ ସଚିନ ତେନ୍ଦୁଲକରଙ୍କ ୨୭ ବର୍ଷର ପୁରୁଣା ରେକର୍ଡ ଭାଙ୍ଗିଛନ୍ତି ଆଫାଗାନିସ୍ତାନ ଓପନର ଇକ୍ରାମ ଅଲିଖିଲ। ସେ ବିଶ୍ୱକପ୍‌ ଇତିହାସରେ ସର୍ବକନିଷ୍ଠ ଖେଳାଳି ଭାବେ ୮୦ରୁ ଊର୍ଦ୍ଧ୍ୱ ରନ୍‌ କରିଛନ୍ତି। ତାଙ୍କ ବୟସ ଏବେ ୧୮ ବର୍ଷ...

କୋପା ଆମେରିକା: ଫାଇନାଲରେ ପେରୁ

ପୋର୍ଟୋ ଆଲେଗ୍ରେ, ୪।୭(ଏଏଫ୍‌ପି)- ଏଠାରେ ଖେଳାଯାଇଥିବା ସେମିଫାଇନାଲରେ ଡିଫେଣ୍ଡିଂ ଚାମ୍ପିୟନ ଚିଲିକୁ ୦-୩ ଗୋଲରେ ହରାଇ ପେରୁ କୋପା ଆମେରିକା ଫୁଟ୍‌ବଲ ଟୁର୍ନାମେଣ୍ଟର ଫାଇନାଲରେ ପ୍ରବେଶ କରିଛି। ଦୀର୍ଘ ୪୪ ବର୍ଷର ବ୍ୟବଧାନ ପରେ ପେରୁ ଏହି ସମ୍ମାନଜନକ ଇଭେଣ୍ଟର...

ବାସନ୍ଦ ହୋଇପାରନ୍ତି କୋହଲି

ନୂଆଦିଲ୍ଲୀ,୪।୭- ଏକ ରୋମାଞ୍ଚଭରା ମ୍ୟାଚ୍‌ରେ ଭାରତୀୟ ଦଳ ୨୮ ରନ୍‌ରେ ବାଂଲାଦେଶକୁ ହରାଇ ଚଳିତ ବିଶ୍ୱକପ୍‌ର ସେମିଫାଇନାଲରେ ପ୍ରବେଶ କରିଛି। ଭାରତୀୟ ଦଳ ବିଶ୍ୱକପ୍‌ ଜିତିବା ନେଇ ପ୍ରଶଂସକମାନେ ଆଲୋଚନା କରୁଥିବାବେଳେ ସେମିଫାଇନାଲ ପୂର୍ବରୁ ବିରାଟ କୋହଲିଙ୍କୁ ଚିନ୍ତା କରିବାକୁ...

‘ଆପଣଙ୍କ ଫାଲ୍‌ତୁ କଥା ବହୁତ ଶୁଣିଲି’

ବର୍ମିଂହାମ, ୪।୭ (ପି.ଟି.)- ଚଳିତ ବିଶ୍ୱକପ୍‌ରେ ସେମିଫାଇନାଲରେ ପ୍ରବେଶ କରିସାରିଥିବା ଭାରତୀୟ କ୍ରିକେଟ୍‌ ଦଳର ଅଲ୍‌ରାଉଣ୍ଡର ରବୀନ୍ଦ୍ର ଜାଡେଜା ବୁଧବାର ପ୍ରାକ୍ତନ କ୍ରିକେଟର୍‌ ତଥା ଭାଷ୍ୟକାର ସଞ୍ଜୟ ମଞ୍ଜରେକରଙ୍କ ଉପରେ ଖୁବ୍‌ ବର୍ଷିଛନ୍ତି। ନିକଟରେ ଇଂଲଣ୍ଡ ନିକଟରୁ ପରାଜୟବରଣ କରିବା...

ଆଇସିସି ବିଶ୍ୱକପ୍‌: ସେମିଫାଇନାଲରେ ଇଂଲଣ୍ଡ

ଚେଷ୍ଟର- ଲି- ଷ୍ଟିଟ୍‌, ୪।୭(ପି.ଟି)- ଚଳିତ ଆଇସିସି ବିଶ୍ୱକପ୍‌ରେ ଆୟୋଜକ ଇଂଲଣ୍ଡ ତୃତୀୟ ଦଳ ଭାବେ ସେମିଫାଇନାଲରେ ପ୍ରବେଶ କରିଛି। ପୂର୍ବରୁ ଗତଥରର ଚାମ୍ପିୟନ ଅଷ୍ଟ୍ରେଲିଆ ଓ ଭାରତ ସେମିରେ ପ୍ରବେଶ କରିସାରିଛନ୍ତି। ବୁଧବାର ଖେଳାଯାଇଥିବା ଗୁରୁତ୍ୱପୂର୍ଣ୍ଣ ମ୍ୟାଚ୍‌ରେ ଇଂଲଣ୍ଡ...

ଆଇସିସି ବିଶ୍ୱକପ୍‌: ଆଫଗାନିସ୍ତାନ- ଓ୍ବେଷ୍ଟଇଣ୍ଡିଜ ସମ୍ମାନ ଲଢ଼େଇ

ଲିଡ୍ସ,୪।୭(ପି.ଟି.)- ଚଳିତ ଆଇସିସି ବିଶ୍ୱକପ୍‌ରେ ସେମିଫାଇନାଲ ଦୌଡ଼ରୁ ବାଦ୍‌ ପଡିସାରିଥିବା ଦୁଇ ଦଳ ଓ୍ବେଷ୍ଟଇଣ୍ଡିଜ ଓ ଆଫଗାନିସ୍ତାନ ସେମାନଙ୍କ ଶେଷ ଲିଗ୍‌ ମ୍ୟାଚ୍‌ରେ ଗୁରୁବାର ପରସ୍ପରକୁ ଭେଟିବେ। ଲିଡ୍ସର ହେଡିଂଲେ ଗ୍ରାଉଣ୍ଡରେ ଖେଳାଯିବାକୁ ଥିବା ଟୁର୍ନାମେଣ୍ଟର ଏହି ୪୨ତମ ମ୍ୟାଚ୍‌ରେ...

ବାଂଲାଦେଶକୁ ୩୧୬ ରନରେ ହରାଇଲେ ସେମିରେ ପହଞ୍ଚିବ ପାକିସ୍ତାନ

ଚେଷ୍ଟର-ଲି-ଷ୍ଟ୍ରିଟ୍‌, ୪।୭- ବିଶ୍ୱକପ୍‌ରେ ବୁଧବାର ଅନୁଷ୍ଠିତ ମ୍ୟାଚ୍‌ରେ ଆୟୋଜକ ଇଂଲଣ୍ଡ ୧୧୯ ରନରେ ନ୍ୟୁଜିଲାଣ୍ଡକୁ ପରାସ୍ତ କରି ୩ୟ ଦଳ ଭାବେ ସେମିଫାଇନାଲରେ ସ୍ଥାନ ସୁରକ୍ଷିତ କରିନେଇଛି। ଇଂଲଣ୍ଡର ଏହି ବିଜୟ ଏବେ ପାକିସ୍ତାନର ସେମିଫାଇନାଲ ଖେଳିବା ଆଶାକୁ ଏକପ୍ରକାର...

ବିଶ୍ୱକପ୍‌ରେ ଟିମ୍‌ ଇଣ୍ଡିଆର ଅନ୍ତିମ ମ୍ୟାଚ୍‌ରେ ହୋଇପାରେ ଧୋନୀଙ୍କ କ୍ୟାରିୟରର ଶେଷ

ବର୍ମିଂହାମ,୩।୭(ପିଟି)- ଚଳିତ ବିଶ୍ୱକପ୍‌ରେ ଭାରତୀୟ ଦଳର ଅନ୍ତିମ ମ୍ୟାଚ୍‌ ଭେଟେରାନ ଉଇକେଟକିପର ବ୍ୟାଟ୍ସମ୍ୟାନ ମହେନ୍ଦ୍ର ସିଂ ଧୋନୀଙ୍କ ଅନ୍ତର୍ଜାତୀୟ କ୍ୟାରିୟର ଶେଷ ହୋଇପାରେ। ଯଦି ଭାରତୀୟ ଦଳ ଫାଇନାଲକୁ ଉନ୍ନୀତ ହୁଏ ଓ ବିଶ୍ୱକପ୍‌ ଜିତେ, ତେବେ ଏହା କିମ୍ବଦନ୍ତୀ...

ଭାରତୀୟ ଦଳର ବୃଦ୍ଧା ଫ୍ୟାନଙ୍କୁ ଟିକେଟ୍‌ ଦେବେ କୋହଲି

ବର୍ମିଂହାମ,୩।୭(ପିଟି)- ବାଂଲାଦେଶ ବିପକ୍ଷରେ ଏଠାରେ ଖେଳାଯାଇଥିବା ମ୍ୟାଚ୍‌ ଦେଖିବା ଲାଗି ଚାରୁଲତା ପଟେଲ ନାମ୍ନୀ ଜଣେ ବୃଦ୍ଧା (୮୭) ଷ୍ଟାଡିୟମରେ ଉପସ୍ଥିତ ରହି ଭାରତୀୟ ଦଳକୁ ଉତ୍ସାହିତ କରିଥିଲେ। ଚାରୁଲତାଙ୍କୁ ଭାରତୀୟ ଦଳର ବଳକା ବିଶ୍ୱକପ୍‌ ମ୍ୟାଚ୍‌ ଲାଗି ବିରାଟ...

ରାୟୁଡୁଙ୍କ ଅବସର: ଚୟନକର୍ତ୍ତାଙ୍କୁ ଗମ୍ଭୀରଙ୍କ ସମାଲୋଚନା

ବର୍ମିଂହାମ,୩।୭(ପିଟି)- ଅମ୍ବାତି ରାୟୁଡୁଙ୍କ ଅବସର ପରେ ପୂର୍ବତନ ଭାରତୀୟ ଓପନର ଗୌତମ ଗମ୍ଭୀର ବୁଧବାର ଏମ୍‌ଏସ୍‌କେ ପ୍ରସାଦଙ୍କ ନେତୃତ୍ୱାଧୀନ ଚୟନ କମିଟିକୁ ସମାଲୋଚନା କରିଛନ୍ତି। କମିଟିର ୫ ଜଣ ସଦସ୍ୟ ମିଳିତ ଭାବେ ସେତିକି ରନ୍‌ କରିନାହାନ୍ତି, ଯେତିକି ରାୟୁଡୁଙ୍କ...

ବିଶ୍ୱକପ୍‌ରୁ ବାଦ୍‌ ପଡ଼ିବା ପରେ ରାୟୁଡୁଙ୍କ ଅବସର

ନୂଆଦିଲ୍ଲୀ,୩।୭(ପି.ଟି.)- ଚଳିତ ବିଶ୍ୱକପ୍‌ରେ ଭାରତୀୟ ଦଳରୁ ବାଦ୍‌ ପଡ଼ିବା ପରେ ମିଡ୍‌ଲ ଅର୍ଡର ବ୍ୟାଟ୍ସମ୍ୟାନ ଅମ୍ବାତି ରାୟୁଡୁ ସମସ୍ତ ପ୍ରକାର କ୍ରିକେଟରୁ ଅବସର ଘୋଷଣା କରିଛନ୍ତି। ଏଥିନେଇ ସେ କୌଣସି କାରଣ ଦର୍ଶାଇ ନ ଥିବା ବିସିସିଆଇ ଅଫିସିଆଲ କହିଛନ୍ତି।...

ରୋହିତଙ୍କ ଛକାରେ ଦର୍ଶକ ଆହତ

ବର୍ମିଂହାମ,୩।୭- ଏଠାରେ ବାଂଲାଦେଶ ବିପକ୍ଷରେ ଖେଳାଯାଇଥିବା ବିଶ୍ୱକପ୍‌ ମ୍ୟାଚ୍‌ରେ ରୋହିତ ଶର୍ମାଙ୍କ ଶତକ ବଳରେ ଭାରତ ୨୮ ରନ୍‌ରେ ବିଜୟୀ ହୋଇଛି। ଏହି ଇନିଂସ ଅବସରରେ ରୋହିତ ୫ ଛକା ଓ ୭ ଚୌକା ଲଗାଇଥିଲେ। ତାଙ୍କର ଗୋଟିଏ ଛକା...

Advertisement
Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri