ସ୍ୱାଧୀନତା ଦିବସ

ସ୍ବାଧୀନତା ଦିବସ ପାଳନ କରିବାକୁ ବିଦ୍ୟାଳୟ ଆସୁଥିଲେ ପ୍ରଧାନଶିକ୍ଷକ, ବାଟରେ ଚାପିଦେଲା ଅଜଣା ଗାଡ଼ି

କେନ୍ଦ୍ରାପଡ଼ା,୧୫ା୮(ଜଗନ୍ନାଥ ଧଳ): କେନ୍ଦ୍ରାପଡ଼ା ଜିଲା ମାର୍ଶାଘାଇ ଥାନା ଅନ୍ତର୍ଗତ ଚଣ୍ଡିଖୋଲ-ପାରାଦୀପ ୫୩ ନମ୍ବର ଜାତୀୟ ରାଜପଥର କେନାଲ ବ୍ରିଜ୍‌ ନିକଟରେ ଅଜଣା ଗାଡ଼ି ଧକ୍କାରେ ବିଦ୍ୟାଳୟର ଜଣେ ପ୍ରଧାନଶିକ୍ଷକଙ୍କ ମୃତ୍ୟୁ ଘଟିଛି। ମୃତ ପ୍ରଧାନ ଶିକ୍ଷକଙ୍କ ନାମ ହେଲା ବିଜୟ କୁମାର…

ଦେଶକୁ ଭଲ ପାଇବାର ଭାବନା ଉଦ୍ରେକ ହେଉ: ବିଧାୟକ

ପାଟଣା,୧୫ା୮(ବୀରକିଶୋର ଦାଶ): କେନ୍ଦୁଝର ଜିଲା ପାଟଣା ବ୍ଲକ ମୁଖ୍ୟାଳୟ ଷ୍ଟାଡିୟମରେ ଶୁକ୍ରବାର ୭୯ ତମ ବ୍ଲକସ୍ତରୀୟ ସ୍ବାଧୀନତା ଦିବସ ମହାଆଡମ୍ବରରେ ପାଳିତ ହୋଇଛି। ଏଥିରେ ମୁଖ୍ୟ ଅତିଥି ଭାବେ ପାଟଣା ବିଧାୟକ ଅଖିଳ ଚନ୍ଦ୍ର ନାଏକ ଯୋଗ ଦେଇ ଜାତୀୟ ପତାକା…

‘ଲୋକଙ୍କୁ ସବୁ ସମୟରେ ସେବା ଯୋଗାଇବା ପାଇଁ ସଂକଳ୍ପ’

ଦାରିଙ୍ଗବାଡ଼ି,୧୫ା୮(ଅରୁଣ ସାହୁ): କନ୍ଧମାଳ ଜିଲା ଦାରିଙ୍ଗବାଡ଼ିଠାରେ ଅଗ୍ନିଶମ ବିଭାଗ ପକ୍ଷରୁ ୭୯ ତମ ସ୍ବାଧୀନତା ଦିବସ ପାଳିତ ହୋଇଯାଇଛି। ଏହି ପ୍ରରିପ୍ରେକ୍ଷୀରେ ଅଗ୍ନିଶମ ବିଭାଗର ଗୋଷ୍ଠୀ ଅଧିକାରୀ ଧବଳେଶ୍ୱର ପ୍ରଧାନଙ୍କ ଅଧ୍ୟକ୍ଷତାରେ ଜାତୀୟ ପତ୍ତାକା ଉତ୍ତୋଳନ ହୋଇଛି। ଜାତୀୟ ସଙ୍ଗୀତ ଗାନ…

କେନ୍ଦୁଝରରେ ପତାକା ଉତ୍ତୋଳନ କଲେ ଜିଲାପାଳ

କେନ୍ଦୁଝର,୧୫ା୮: ଗୁରୁବାର ଜିଲା ପ୍ରଶାସନ ପକ୍ଷରୁ ସ୍ଥାନୀୟ କେନ୍ଦୁଝର ଷ୍ଟାଡିୟମଠାରେ ସ୍ବାଧୀନତା ଦିବସ ପାଳିତ ହୋଇଯାଇଛି। ମୁଖ୍ୟ ଅତିଥି ଭାବେ ଜିଲାପାଳ ବିଶାଲ ସିଂହ ଯୋଗ ଦେଇ ସମ୍ମିଳିତ ପରେଡ୍‌କୁ ଉଦ୍‌ବୋଧନ ଦେବା ସହ ଜାତୀୟ ପତାକା ଉତ୍ତୋଳନ କରିଥିଲେ। ଏହି…

ଦାରିଙ୍ଗବାଡ଼ିରେ ଉଡ଼ିଲା ତ୍ରିରଙ୍ଗା

ଦାରିଙ୍ଗବାଡ଼ି,୧୫ା୮(ଅରୁଣ ସାହୁ): ୭୮ତମ ସ୍ବାଧୀନତା ଦିବସ ଅବସରରେ କନ୍ଧମାଳ ଜିଲା ଦାରିଙ୍ଗବାଡ଼ି ହେଲିପ୍ୟାଡ୍‌ ପଡ଼ିଆଠାରେ ବ୍ଲକସ୍ତରୀୟ ଜାତୀୟ ଦିବସ ପାଳିତ ହୋଇଯାଇଛି। ଏହି ଅବସରରେ ଜାତୀୟ ଦିବସ ପାଳନ କମିଟିର ଅଧ୍ୟକ୍ଷ ତଥା ବିଡିଓ ଗଦାଧର ପାତ୍ରଙ୍କ ନେତୃତ୍ୱରେ ମୁଖ୍ୟ ଅତିଥି…

ସ୍ବାଧୀନତା ଦିବସ ପାଳନ ପୂର୍ବରୁ ଦେଶବାସୀଙ୍କୁ ସମ୍ବୋଧିତ କଲେ ରାଷ୍ଟ୍ରପତି

ନୂଆଦିଲ୍ଲୀ,୧୪ା୮: ସ୍ବାଧୀନତା ଦିବସ ଅବ୍ୟବହିତ ପୂର୍ବରୁ ବୁଧବାର ଦେଶବାସୀଙ୍କୁ ସମ୍ବୋଧିତ କରିଛନ୍ତି ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ। ରାଷ୍ଟ୍ରପତି ତାଙ୍କ ଅଭିଭାଷଣରେ କହିଛନ୍ତି, ରାତି ପାହିଲେ ସାରା ଦେଶ ପାଳିବ ୭୮ତମ ସ୍ବାଧୀନତା ଦିବସ। ସେ କହିଛନ୍ତି, ଦେଶ ବିଦେଶରେ ଆମେ ସ୍ବତନ୍ତ୍ରତା…

କେଜ୍‌ରିଓ୍ବାଲଙ୍କ ସ୍ଥାନରେ ଅଗଷ୍ଟ ୧୫ରେ ପତାକା ଉତ୍ତୋଳନ କରିବେ ମନ୍ତ୍ରୀ ଆତିଶୀ

ନୂଆଦିଲ୍ଲୀ,୧୨ା୮: ଦିଲ୍ଲୀ ସରକାର ନିଷ୍ପତ୍ତି ନେଇଛନ୍ତି ଯେ, ସ୍ବାଧୀନତା ଦିବସରେ ମନ୍ତ୍ରୀ ଆତିଶୀ ମୁଖ୍ୟମନ୍ତ୍ରୀ କେଜ୍‌ରିଓ୍ବାଲଙ୍କ ବଦଳରେ ପତାକା ଉତ୍ତୋଳନ କରିବେ। ମୁଖ୍ୟମନ୍ତ୍ରୀଙ୍କ ସହ କଥା ହେବା ପରେ ଏହି ନିଷ୍ପତ୍ତି ନିଆଯାଇଛି। ଦିଲ୍ଲୀ ସରକାରଙ୍କ ପରିବେଶ ମନ୍ତ୍ରୀ ଗୋପାଳ ରାୟ…

‘ବିକାଶ ପାଇଁ ଅଞ୍ଚଳବାସୀଙ୍କ ସହଯୋଗ ଆବଶ୍ୟକ’

ଦାରିଙ୍ଗବାଡି,୧୫।୮(ଅରୁଣ ସାହୁ ): କନ୍ଧମାଳ ଜିଲା ଦାରିଙ୍ଗବାଡି ବ୍ଲକ ଅଞ୍ଚଳରେ ୭୭ତମ ସ୍ବାଧୀନତା ଦିବସ ଧୂମ୍‌ଧାମରେ ପାଳନ କରାଯାଇଛି। ଏହି ଅବସରରେ ପଲ୍ଲିଠାରୁ ସହର ପର୍ଯ୍ୟନ୍ତ ସବୁଠି ଉତ୍ସବ ମୁଖର ହୋଇଥିଲା। ଦାରିଙ୍ଗବାଡି ହେଲିପ୍ୟାଡ଼ରେ ବ୍ଲକସ୍ତରୀୟ ସ୍ବାଧୀନତା ଦିବସ ପାଳନ କରାଯାଇଥିଲା।…

ମୁକ୍ତିର ମାଧୁର୍ଯ୍ୟ

ପ୍ର. ଡା. ଉମେଶ ଚନ୍ଦ୍ର ପାତ୍ର ଆଜିର ଦିନଟି ଦୁଇଟି ଦୃଷ୍ଟିରୁ ଆମ ପାଇଁ ଅତ୍ୟନ୍ତ ଆନନ୍ଦର ଦିନ। ପ୍ରଥମତଃ ଆଜି ସାରା ଦେଶରେ ପାଳିତ ହେଉଛି ୭୭ତମ ସ୍ବାଧୀନତା ଦିବସ। ପ୍ରଥମେ ସ୍ବାଧୀନତା ଦିବସ ସମ୍ବନ୍ଧରେ। ସାରା ବିଶ୍ୱରେ ଆମ…

ସ୍ବାଧୀନତା ଆନ୍ଦୋଳନରେ ବିଦେଶିନୀ

ଡ. ଅରୁନ୍ଧତୀ ଦେବୀ ସ୍ବାଧୀନ ତା ଓ ପରାଧୀନତାର ଲାଭ ଓ କ୍ଷତି ବିଷୟରେ ଆଜିର ଭାରତବର୍ଷର ଶିକ୍ଷିତ ନାଗରିକମାନଙ୍କୁ କିଛି ବୁଝାଇ କହିବାର ପ୍ରୟୋଜନ ନାହିଁ । ସମଗ୍ର ବିଶ୍ୱର ପ୍ରେକ୍ଷାପଟକୁ ତଥା ବିଭିନ୍ନ ଦେଶର ଶାସନ ବ୍ୟବସ୍ଥାକୁ ଅନୁଶୀଳନ…

ରାୟଗଡ଼ାରେ ପତ୍ତାକା ଉତ୍ତୋଳନ କଲେ ଜିଲାପାଳ

ରାୟଗଡ଼ା ଅଫିସ,୧୫ା୮: ୭୬ତମ ସ୍ବାଧୀନତା ଦିବସ ସୋମବାର ସ୍ଥାନୀୟ ଗୋବିନ୍ଦ ଚନ୍ଦ୍ର ଦେବ ଉଚ୍ଚ ବିଦ୍ୟାଳୟ ଖେଳପଡ଼ିଆଠାରେ ଆୟୋଜିତ ହୋଇଯାଇଛି। ଉକ୍ତ କାର୍ଯ୍ୟକ୍ରମରେ ମୁଖ୍ୟ ଅତିଥି ଭାବେ ରାୟଗଡ଼ା ଜିଲାପାଳ ସଦାଦେବ ସିଂ ଯୋଗ ଦେଇ ଜାତୀୟ ପତାକା ଉତ୍ତୋଳନ କରିବା…

ବୌଦ୍ଧରେ ସ୍ବାଧୀନତା ଦିବସ

ବୌଦ୍ଧ,୧୫ା୮(ସ୍ବ.ପ୍ର.): ବୌଦ୍ଧରେ ସୋମବାର ୭୬ତମ ଜିଲାସ୍ତରୀୟ ସ୍ବାଧୀନତା ଦିବସ ନିରାଡମ୍ବର ଭାବେ ପାଳିତ ହୋଇଯାଇଛି । ଏହି ଉପଲକ୍ଷେ ବୌଦ୍ଧ କଚେରୀ ପଡ଼ିଆଠାରେ ଆୟୋଜିତ ଉତ୍ସବରେ ମୁଖ୍ୟ ଅତିଥି ଭାବରେ ଜିଲାପାଳ ସତ୍ୟରଞ୍ଜନ ସାହୁ ଯୋଗଦେଇ ଜାତୀୟ ପତାକା ଉାତ୍ତୋଳନ କରିବା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?