ସଂଗ୍ରାମୀଙ୍କ ଗାଁ କୃଷ୍ଣନଗର
କୃଷ୍ଣନଗର, ସ୍ବାଧୀନତା ସଂଗ୍ରାମ ଇତିହାସରେ ଏହି ଗାଁର ରହିଛି ସ୍ବତନ୍ତ୍ର ସ୍ଥାନ। ଯାଜପୁର ଜିଲା ବରୀ ଅଞ୍ଚଳର ଏହି ଗାଁଟି ସଂଗ୍ରାମୀଙ୍କ ଗାଁ ଭାବେ ବିଦିତ। ୧୯୪୨ ଅଗଷ୍ଟ ୨୬ରେ କଳାମାଟିଆ ଠାରେ ହୋଇଥିବା ଗୁଳିକାଣ୍ଡରେ ଶହୀଦ ହୋଇଥିଲେ ୪ଜଣ...
କାହିଁ ଗାନ୍ଧୀଙ୍କ କୁଟୀରଶିଳ୍ପ ନୀତି
ଭଦ୍ରକ ଜିଲା ଧାମନଗର ବ୍ଲକର ସ୍ବାଧୀନତା ସଂଗ୍ରାମୀ ରାମହରି ଗୋସ୍ବାମୀ। କୃଷ୍ଣ ଚନ୍ଦ୍ର ଗୋସ୍ବାମୀ ଏବଂ ମାତା ସଚୀ ଦେଈଙ୍କଠାରୁ ୧୯୨୬ରେ ଧୂଷୁରୀ ପଞ୍ଚାୟତର ସଂଗ୍ରାମୀ ମାଟି ସୂର୍ଯ୍ୟପୁର ଗ୍ରାମରେ ଜନ୍ମଗ୍ରହଣ କରିଥିଲେ। ଛାତ୍ରାବସ୍ଥାରେ ଅର୍ଥାତ୍ ମାତ୍ର ୧୬/୧୭ ବର୍ଷ...
ବରଗଡ଼ରେ ପତାକା ଉତ୍ତୋଳନ କଲେ ଜିଲାପାଳ: ପ୍ଲାଜମା ଦାନ କରିଥିବା ୨ଜଣଙ୍କୁ କରାଗଲା ସମ୍ବର୍ଦ୍ଧନା
ବରଗଡ଼ ଅଫିସ,୧୫।୮: ବରଗଡ ଜିଲା ଜର୍ଜ ହାଇସ୍କୁଲ ପଡିଆରେ ଶନିବାର ସ୍ବାଧୀନତା ଦିବସ ପାଳିତ ହୋଇଯାଇଛି। ଜିଲାପାଳ ଜ୍ୟୋତିରଞ୍ଜନ ପ୍ରଧାନ ଜାତୀୟ ପତାକା ଉତ୍ତୋଳନ ସହିତ ଜିଲାବାସୀଙ୍କ ଉଦ୍ଦେଶ୍ୟରେ ଅଭିଭାଷଣ ପ୍ରଦାନ କରିଥିଲେ। ସହିଦ ସ୍ବାଧୀନତା ସଂଗ୍ରାମୀମାନଙ୍କ ସ୍ମୃତିଚାରଣ ସହିତ...
କାରାଦଣ୍ଡ ୨୨ବର୍ଷ ୬ମାସ
ସେ ଥିଲେ ସ୍ବାଧୀନତା ସଂଗ୍ରାମୀ। ତାଙ୍କୁ ଧରାଇଦେଲେ ୫ଶହ ଟଙ୍କାର ପୁରସ୍କାର ମିଳିବ ବୋଲି ଘୋଷଣା କରିଥିଲା ତତ୍କାଳୀନ ଇଂରେଜ ସରକାର। ରେଳଧାରଣା କାଟିବା, ପୋଷ୍ଟ ଅଫିସ ପୋଡ଼ିବା ଓ ପୋଲିସ ପୋଷାକକୁ ପୋଡ଼ି ସେତେବେଳେ ସେ ଦୁର୍ଦ୍ଧର୍ଷ ସଂଗ୍ରାମୀ...
ଅଧୁରା ରହିଛି ଅନେକ ସ୍ବପ୍ନ
ସରକାର ଜନସାଧାରଣଙ୍କ ପାଇଁ ଅନେକ ଆଇନ ପ୍ରଣୟନ କରିଛନ୍ତି। ହେଲେ ଠିକ୍ ଭାବରେ କାର୍ଯ୍ୟକାରୀ ହୋଇପାରୁନାହିଁ। ଏଥି ଲାଗି ରାଜନୈତିକ ଦଳର ବ୍ୟକ୍ତିମାନେ ବି ଦାୟୀ। କେବଳ ଆଇନ ଘୋଷଣା ଓ ଲାଗୁ କଲେ ସ୍ବାଧୀନତା ମିଳେ ନାହିଁ। ଏହାକୁ...
କାହାଣୀ ହୋଇ ରହିଯିବ
ସେଦିନ ଥିଲା ୧୯୨୯ ମସିହା ଏପ୍ରିଲ୍ ୮ ତାରିଖ। ଦେଶବ୍ୟାପୀ ସତ୍ୟାଗ୍ରହ ସତ୍ତ୍ୱେ ଦିଲ୍ଲୀର ସେଣ୍ଟ୍ରାଲ୍ ଲେଜିସ୍ଲେଟିଭ୍ ଆସେମ୍ବ୍ଲିରେ ପବ୍ଲିକ୍ ସେଫ୍ଟି ବିଲ୍ ଓ ଟ୍ରେଡ୍ ଡିସ୍ପ୍ୟୁଟ ବିଲ୍କୁ ଆଇନରେ ପରିଣତ କରିବାକୁ ଚାଲିଥାଏ ଯୋଜନା। ହଠାତ୍ କରି ଦର୍ଶକ...
ଅଗଷ୍ଟ ୧୪ର ଇତିହାସ: ଆଜିର ଦିନରେ ଦୁଇଭାଗ ହୋଇଥିଲା ଦେଶ; ଲୁହରେ ଭିଜିଥିଲା ଭାରତ ମା’ର ପଣତ
ଭାରତ ଇତିହାସରେ ଅଗଷ୍ଟ ୧୪ ତାରିଖକୁ ଲୁହରେ ଲେଖାଯାଇଛି। କାରଣ ଏହି ଦିନ ଦେଶ ବିଭାଜିତ ହୋଇଥିଲା। ୧୯୪୭ ଅଗଷ୍ଟ ୧୪ରେ ପାକିସ୍ତାନ ଏବଂ ୧୯୪୭ ଅଗଷ୍ଟ ୧୫ରେ ଭାରତ ଏକ ପୃଥକ ରାଷ୍ଟ୍ର ଘୋଷିତ ହୋଇଥିଲା। ଏହା କେବଳ...
ଗାଲାଣ୍ଟ୍ରି ପୁରସ୍କାର ଘୋଷଣା: ଟପ୍-୩ରେ ଏହି ରାଜ୍ୟର ପୋଲିସ
ନୂଆଦିଲ୍ଲୀ,୧୪।୮: ଚଳିତ ବର୍ଷ ଗାଲାଣ୍ଟ୍ରି ସାହସିକତା ଓ ସେବା ପୁରସ୍କାର ଘୋଷଣା କରାଯାଇଛି। ସ୍ବରାଷ୍ଟ୍ର ମନ୍ତ୍ରଣାଳୟ ପକ୍ଷରୁ ଶୁକ୍ରବାର ଗାଲାଣ୍ଟ୍ରି ସାହସିକତା ଓ ସେବା ପୁରସ୍କାରର ଏକ ତାଲିକା ଜାରି କରାଯାଇଛି। ଏହି ତାଲିକାରେ ପ୍ରଥମ ନମ୍ବରରେ ଜମ୍ମୁ-କଶ୍ମୀର ପୋଲିସ...
ବନାରସୀ ଶାଢ଼ିରେ ଭାରତର ନକ୍ସା, ତ୍ରିରଙ୍ଗାର ଝଲକ
ବାରାଣସୀ,୧୪।୮: ପର୍ବଗୁଡ଼ିକରେ ପୋଷାକର ବିଶେଷ ମହତ୍ତ୍ୱ ରହିଛି। ବିଭିନ୍ନ ପର୍ବ ଅନୁଯାୟୀ ପାରମ୍ପରିକ ପୋଷାକରେ ମଧ୍ୟ ପରିବର୍ତ୍ତନ ଆସିଥାଏ। ଆଉ ଯଦି ଜାତୀୟ ପର୍ବ କଥା ପଡ଼େ ତେବେ ଜଳବାୟୁରେ ବି ଦେଶଭକ୍ତି ପରିଲକ୍ଷିତ ହେବା ସହ ତ୍ରିରଙ୍ଗା ରଙ୍ଗରେ...
ପ୍ରଦର୍ଶନୀ ପଡିଆରେ ଜାତୀୟ ପତାକା ଉତ୍ତୋଳନ କଲେ ମୁଖ୍ୟମନ୍ତ୍ରୀ
ଭୁବନେଶ୍ୱର, ୧୫।୮(ବ୍ୟୁରୋ): ପ୍ରଦର୍ଶନୀ ପଡିଆରେ ରାଜ୍ୟସ୍ତରୀୟ ସ୍ବାଧୀନତା ଦିବସ ପାଳିତ ହୋଇଯାଇଛି। ଏଠାରେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଜାତୀୟ ପତାକା ଉତ୍ତୋଳନ କରିଛନ୍ତି। ଏହି ଅବସରରେ ସେ ସ୍ବାଧୀନତା ସଂଗ୍ରାମୀଙ୍କ ସ୍ମୃତିଚାରଣ କରି ଦେଶ ପାଇଁ ସେମାନଙ୍କ ତ୍ୟାଗ, ବଳିଦାନକୁ...
ବ୍ଲକସ୍ତରୀୟ ୭୩ତମ ସ୍ବାଧୀନତା ଦିବସ ପାଳନ
ଛେଣ୍ଡିପଦା,୧୫।୮(ସ୍ବ.ପ୍ର) ଅନୁଗୋଳ ଜିଲା ଛେଣ୍ଡିପଦା ବ୍ଲକ ମିନି ଷ୍ଟାଡିୟମଠାରେ ବ୍ଲକ ସ୍ତରୀୟ ୭୩ତମ ସ୍ବାଧୀନତା ଦିବସ ମହାଆଡମ୍ବର ପାଳିତ ହୋଇଯାଇଛି। ଛେଣ୍ଡିପଦା ବିଧାୟକ ସୁଶାନ୍ତ କୁମାର ବେହେରା ମୁଖ୍ୟ ଅତିଥି ଭାବେ ଯୋଗଦେଇ ପତାକା ଉତ୍ତୋଳନ କରିବା ସହିତ ଛାତ୍ରୀଛାତ୍ରଙ୍କଠାରୁ...
ଚର୍ଚ୍ଚିତ ଦେଶପ୍ରେମ ଗୀତ
ଥରେ ମନେପକାନ୍ତୁ ନା ସ୍ବର ସମ୍ରାଜ୍ଞୀ ଲତା ମଙ୍ଗେସ୍କରଙ୍କର ସେହି କାଳଜୟୀ ଗୀତ ‘ୟେ ମେରେ ଓ୍ବତନ କି ଲୋଗଁା’କୁ। କବି ପ୍ରଦୀପଙ୍କ ଦ୍ୱାରା ରଚିତ ଏହି ଦେଶାତ୍ମବୋଧ ଗୀତ କେବଳ ସେ ସମୟରେ ନୁହେଁ ଏବେ ମଧ୍ୟ ଜନାଦୃତ...
Archives


