ଓ୍ବାଶିଂଟନ,୫।୬ : ଆମେରିକାର ଫାଇଟର ଜେଟ ଦିନ ୱାଶିଂଟନ ଅଞ୍ଚଳରେ ଉଡ଼ୁଥିବା ଏକ ରହସ୍ୟମୟ ବିମାନର ପିଛା କରିଥିଲା। ପରେ ରହସ୍ୟମୟ ବିମାନଟି ଭର୍ଜିନିଆରେ ଦୁର୍ଘଟଣାଗ୍ରସ୍ତ ହୋଇଥିଲା।…
କାବୁଲ,୫।୬ : ଆଫଗାନିସ୍ତାନରେ ପ୍ରାୟ ୮୦ ସ୍କୁଲ ଛାତ୍ରୀଙ୍କୁ ଜହର ଦିଆଯାଇଛିି। ଏନେଇ ତାଲିବାନ ଉପରେ ସନ୍ଦେହ କରାଯାଉଛି। କିନ୍ତୁ ତାଲିବାନ ଏହି ଘଟଣାରେ କୌଣସି ସମ୍ପୃକ୍ତିକୁ…
ଓ୍ବାଶିଂଟନ, ୫ା୬: ବିଶ୍ୱ ସ୍ବାସ୍ଥ୍ୟ ସଂଗଠନ (ଡବ୍ଲ୍ୟୁଏଚ୍ଓ) କାର୍ଯ୍ୟକାରିଣୀ ବୋର୍ଡରେ ଉତ୍ତର କୋରିଆ ସାମିଲ ହେବାକୁ ନେଇ ଏହାର ନେତା କିମ୍ ଜଙ୍ଗ୍ ଉନ୍ଙ୍କୁ ଆମେରିକାର ପୂର୍ବତନ…
ଓ୍ବାଶିଂଟନ, ୫ା୬ : ଆର୍ଟିଫିସିଆଲ୍ ଇଣ୍ଟେଲିଜେନ୍ସ (ଏଆଇ) ଆମେରିକାରେ ମେ’ ମାସରେ ପ୍ରାୟ ୪,୦୦୦ ଲୋକଙ୍କ ଚାକିରି ଛଡ଼ାଇନେଇଛି। ଚ୍ୟାଲେଞ୍ଜର, ଗ୍ରେ ଆଣ୍ଡ କ୍ରିଷ୍ଟମାସ୍ ପକ୍ଷରୁ ଜାରି…
କିଭ୍, ୫ା୬ : ୟୁକ୍ରେନ୍ ଉପରେ ଚାଇନାର ଆକ୍ରମଣ ୧୬ ମାସରେ ପହଞ୍ଚତ୍ଛି। ଏହି ଯୁଦ୍ଧରେ ୟୁକ୍ରେନ୍ର ଅନୂ୍ୟନ ୫୦୦ ଶିଶୁ ପ୍ରାଣ ହରାଇଲେଣି ବୋଲି ରାଷ୍ଟ୍ରପତି…
ଭଟିକାନ ସିଟି,୪।୬ : ରବିବାର ପୋପ ଫ୍ରାନ୍ସିସ ଭାରତର ଓଡ଼ିଶାର ବାଲେଶ୍ୱରରେ ହୋଇଥିବା ଟ୍ରେନ ଦୁର୍ଘଟଣାରେ ଶୋକ ପ୍ରକାଶ କରିଛନ୍ତି। ସେ କହିଛନ୍ତି ମୁଁ ଭାରତରେ ଟ୍ରେନ…
ମାଲେ,୪ା୬: ଦୀର୍ଘଦିନ ଧରି ଭାରତ-ମାଳଦ୍ୱୀପ ସମ୍ପର୍କ ସ୍ବତନ୍ତ୍ର ରହିଛି। ରାଜନୈତିକ ସମ୍ପର୍କ ବ୍ୟତୀତ ମାଳଦ୍ୱୀପ ଏବଂ ଭାରତର ମଧ୍ୟ ସାମାଜିକ, ଧାର୍ମିକ ଏବଂ ବାଣିଜି୍ୟକ ସମ୍ପର୍କ ରହିଛି।…
ଇସଲାମାବାଦ,୪।୬: ନେଶନାଲ ଆକାଉଣ୍ଟବିଲିଟି ବ୍ୟୁରୋ ଅଫ ପାକିସ୍ତାନ ବା (ଏନଏବି) ପୂର୍ବତନ ପ୍ରଧାନମନ୍ତ୍ରୀ ଇମ୍ରାନ ଖାଁଙ୍କ ପତ୍ନୀ ବୁଶରା ବିବିଙ୍କୁ ନୋଟିସ ଜାରି କରିଛନ୍ତି। ତାଙ୍କୁ ରାଷ୍ଟ୍ରୀୟ…
କେପଟାଉନ,୪।୬ : ଭାରତୀୟ ବହିର୍ବ୍ୟାପାର ମନ୍ତ୍ରୀ ଡକ୍ଟର ଏସ ଜୟଶଙ୍କର ଦକ୍ଷିଣ ଆଫ୍ରିକା ଗସ୍ତରେ ଅଛନ୍ତି। ଭାରତୀୟ ମୂଳ ବ୍ୟକ୍ତିମାନେ ମନ୍ତ୍ରୀଙ୍କ ସମ୍ମାନାର୍ଥେ ଶନିବାର କେପଟାଉନରେ ଏକ…
ବେଜିଂ,୪।୬ : ଚାଇନାର ଦକ୍ଷିଣ-ପଶ୍ଚିମ ସିଚୁଆନ ପ୍ରଦେଶରେ ଭୂସ୍ଖଳନରେ ୧୪ ଜଣଙ୍କର ମୃତ୍ୟୁ ଘଟିଥିବା ବେଳେ ପାଞ୍ଚ ଜଣ ନିଖୋଜ ହୋଇଯାଇଛନ୍ତି। ଚାଇନାର ରାଜ୍ୟ ଗଣମାଧ୍ୟମ ସିସିଟିଭି…