ଅନ୍ତର୍ଜାତୀୟ

ତାଇଓ୍ବାନକୁ କବ୍‌ଜା କରିବା ପାଇଁ ଚାଇନାର ଜୋର୍‌ଦାର ପ୍ରୟାସ: ୩୮ ଯୁଦ୍ଧ ବିମାନ ଉଡ଼ାଇଲା

ତାଇପେ,୨୮ା୪ ତାଇଓ୍ବାନକୁ କବ୍‌ଜା କରିବା ପାଇଁ ଚାଇନା କ୍ରମାଗତ ଭାବରେ ବିଭିନ୍ନ ପନ୍ଥା ଆପଣାଉଛି। ବର୍ତ୍ତମାନ ତାଇଓ୍ବାନର ପ୍ରତିରକ୍ଷା ମନ୍ତ୍ରଣାଳୟ ପକ୍ଷରୁ ଏକ ବିବୃତ୍ତି ପ୍ରକାଶ ପାଇଛି।…

3 years ago

ଇଣ୍ଡୋନେସିଆ ଡଙ୍ଗାବୁଡ଼ି ଘଟଣା: ୧୧ ମୃତଦେହ ଉଦ୍ଧାର, ଏବେ ବି ୯ ନିଖୋଜ

ଜାକର୍ତ୍ତା,୨୮ା୪: ପଶ୍ଚିମ ଇଣ୍ଡୋନେସିଆରେ ୭୮ ଜଣଙ୍କୁ ନେଇ ଏକ ସ୍ପିଡବୋଟ୍‌ ଯାଇଥିବା ବେଳେ କୌଣସି କାରଣ ବଶତଃ ବୁଡ଼ି ଯାଇଥିଲା। ଏହି ଘଟଣା ପରେ ଉଦ୍ଧାର କର୍ମଚାରୀମାନେ…

3 years ago

୨ ଘଣ୍ଟାରେ ଦୁଇଥର ଭୂକମ୍ପ

କାଠମାଣ୍ଡୁ,୨୮ା୪: ନେପାଳର ବାଜୁରା, ଦାହାକୋଟରେ ଗୁରୁବାର ରାତିରେ ଦୁଇଥର ଭୂକମ୍ପ ଅନୁଭୂତ ହୋଇଥିଲା। ନ୍ୟାଶନାଲ ସେଣ୍ଟର ଫର୍‌ ସେସମୋଲୋଜି କହିଛି ଯେ, ଦୁଇ ଘଣ୍ଟା ମଧ୍ୟରେ ଦୁଇଥର…

3 years ago

ଦୁଇ ସେନା ହେଲିକପ୍ଟର ଦୁର୍ଘଟଣାଗ୍ରସ୍ତ, ୪ ନିଖୋଜ

ଓ୍ବାଶିଂଟନ,୨୮ା୪: ଟ୍ରେନିଂରୁ ଫେରୁଥିବା ଆମେରିକାର ଦୁଇଟି ସାମରିକ ହେଲିକପ୍ଟର ଗୁରୁବାର ଆଲାସ୍କାରେ ଦୁର୍ଘଟଣାଗ୍ରସ୍ତ ହୋଇଛି। ଚଳିତ ବର୍ଷ ରାଜ୍ୟରେ ସାମରିକ ହେଲିକପ୍ଟର ସହ ଜଡିତ ଏହା ହେଉଛି…

3 years ago

ବ୍ରାଜିଲ ଶବ୍ଦକୋଷରେ ‘ପେଲେ’

ସାଓପାଓଲୋ,୨୮ା୪(ପି.ଟି): ବ୍ରାଜିଲିଆନ୍‌ ଫୁଟ୍‌ବଲ କିମ୍ବଦନ୍ତୀ ପେଲେଙ୍କ ନାମକୁ ବର୍ତ୍ତମାନ ଶବ୍ଦକୋଷରେ ସାମିଲ କରାଯାଇଛି। ‘ପେଲେ’ ଶବ୍ଦକୁ ଏକ ବିଶ୍ଳେଷଣ ଭାବେ ବ୍ୟବହାର କରାଯାଉଥିବା ବେଳେ ଏହାକୁ ଶ୍ରେଷ୍ଠର…

3 years ago

ପୁଟିନ୍‌ଙ୍କୁ ହତ୍ୟା ଉଦ୍ୟମ କରିଥିଲା ୟୁକ୍ରେନ୍‌

ଲଣ୍ଡନ,୨୮ା୪: ୟୁକ୍ରେନୀୟ ସିକ୍ରେଟ୍‌ ସର୍ଭିସ ଏଜେଣ୍ଟମାନେ ରୁଷିଆ ରାଷ୍ଟ୍ରପତି ଭ୍ଲାଡିମିର ପୁଟିନ୍‌ଙ୍କୁ ହତ୍ୟା ପାଇଁ ଉଦ୍ୟମ କରିଥିଲେ। ବିସ୍ଫୋରକ ଭର୍ତ୍ତି ଏକ କାମିକାଜି ଡ୍ରୋନ୍‌ରେ ପୁଟିନ୍‌ଙ୍କୁ ଉଡ଼ାଇଦେବାକୁ…

3 years ago

୧୨ ବନ୍ଧୁଙ୍କୁ ସାୟନାଇଡ୍‌ ଦେଇ ହତ୍ୟା

ବ୍ୟାଙ୍କକ୍‌,୨୮ା୪: ଥାଇଲାଣ୍ଡର ଜଣେ ଗର୍ଭବତୀ ମହିଳା ତାଙ୍କର ୧୨ ଜଣ ବନ୍ଧୁଙ୍କୁ ସାୟନାଇଡ୍‌ ଦେଇ ହତ୍ୟା କରିଥିବା ଅଭିଯୋଗ ହୋଇଛି। ମୃତକଙ୍କ ବୟସ ୩୩ରୁ ୪୪ ବର୍ଷ…

3 years ago

‘ଦେଶର ୬ ଜଣ ଲୋକ ହିଁ ମୋତେ ହତ୍ୟା କରିବାକୁ ରଚିଥିଲେ ଷଡ଼ଯନ୍ତ୍ର’

ଇସଲାମାବାଦ,୨୭ା୪: ପାକିସ୍ତାନର ପୂର୍ବତନ ପ୍ରଧାନମନ୍ତ୍ରୀ ଇମ୍ରାନ ଖାନ ଗୁରୁବାର ସରକାରଙ୍କ ଦାବିକୁ ପ୍ରତ୍ୟାଖ୍ୟାନ କରି କହିଛନ୍ତି ଯେ, ତାଙ୍କ ଜୀବନ ପ୍ରତି ବିପଦ ରହିଛି। ଏଥି ସହ…

3 years ago

କରାଚିରୁ ଲାହୋର ଯାଉଥିବା ଯାତ୍ରୀବାହୀ ଟ୍ରେନରେ ଲାଗିଲା ନିଆଁ, ୩ ଶିଶୁ ଜଣେ ମହିଳାଙ୍କ ସମେତ ୭ ଜଣଙ୍କ ମୃତ୍ୟୁ

କରାଚି,୨୭।୪: ପାକିସ୍ତାନର ସିନ୍ଧ ଅଞ୍ଚଳରେ ଏକ ଏକ୍ସପ୍ରେସ ଟ୍ରେନର ଏକ ବଗିରେ ନିଆଁ ଲାଗିଯାଇଥିବା ସୂଚନା ମିଳିଛି। ପ୍ରାଥମିକ ସୂଚନା ଅନୁଯାୟୀ, ଏହି ନିଅଁାରେ ପୋଡି ଯାଇ…

3 years ago

ଆସନ୍ତା ୩୩ ବର୍ଷରେ ଜାପାନର ଜନସଂଖ୍ୟା ୧୦ କୋଟିରୁ ହେବ କମ୍‌…

ଟୋକିଓ,୨୭।୪ : ଆସନ୍ତା ୩୩ ବର୍ଷରେ ୨୦୫୬ ସୁଦ୍ଧା ଜାପାନର ଜନସଂଖ୍ୟା ୧୦ କୋଟିରୁ କମ୍‌ରେ ପହଞ୍ଚିବ। ଯଦି ଦେଶର ଶିଶୁ ଜନ୍ମ ହାର ବର୍ତ୍ତମାନର ସ୍ତରରେ…

3 years ago