ଅନ୍ତର୍ଜାତୀୟ

ଇରାନ ଏକୁଟିଆ ୫୦ ଉତ୍ତର କୋରିଆ ସହିତ ସମାନ: ଆମେରିକାକୁ ନେତାନ୍ୟାହୁଙ୍କ ଚେତାବନୀ…

ଜେରୁଜେଲମ,୮।୫ : ଇସ୍ରାଏଲ ପ୍ରଧାନମନ୍ତ୍ରୀ ବେଞ୍ଜାମିନ ନେତାନ୍ୟାହୁ ଆମେରିକାର ସଂସଦୀୟ ପ୍ରତିନିଧୀଙ୍କୁ ଚେତାବନୀ ଦେଇଛନ୍ତି। ସେ କହିଛନ୍ତି କେବଳ ଏକୁଟିଆ ଇରାନ ୫୦ ଉତ୍ତର କୋରିଆ ସହିତ…

3 years ago

ଶତ୍ରୁ ଏବେ ମିତ୍ର: ସମ୍ପର୍କ ବୃଦ୍ଧି ପାଇଁ ଦକ୍ଷିଣ କୋରିଆ-ଜାପାନର ନୂତନ ପଦକ୍ଷେପ …

ସିଓଲ,୮।୫ : ଦ୍ୱିପାକ୍ଷିକ ସମ୍ପର୍କକୁ ସୁଦୃଢ଼ ଼ କରିବା ପାଇଁ ଦକ୍ଷିଣ କୋରିଆ ଏବଂ ଜାପାନର ନେତାମାନେ ରବିବାର ପୁଣି ପରସ୍ପରକୁ ଭେଟିଛନ୍ତି। ଦୁଇ ମାସ ମଧ୍ୟରେ…

3 years ago

ୟୁକ୍ରେନ୍‌ ଲୋକେ ଆତଙ୍କିତ: ମାରିଆପୋଲ ଗଣ ହତ୍ୟାକାରୀ ଓ୍ବାଗନର ଗ୍ରୁପରେ ଯୋଗଦେଲେ…

ମସ୍କୋ,୮।୫ : ରୁଷିଆର ପୂର୍ବତନ ଡେପୁଟି ପ୍ରତିରକ୍ଷା ମନ୍ତ୍ରୀ ଭାବରେ ବରଖାସ୍ତ ହୋଇଥିବା କର୍ନେଲ ଜେନେରାଲ ମିଖାଇଲ ମିଜିଣ୍ଟସେଭ ୱାଗନର୍‌ ଗ୍ରୁପରେ ଡେପୁଟି କମାଣ୍ଡର ଭାବରେ ଯୋଗ…

3 years ago

ବାଇଡେନଙ୍କ ପୁଣି କ୍ଷମତା ଦଖଲ ପାଇଁ ଗୁରୁତ୍ୱପୂର୍ଣ୍ଣ ମୂଳ ଭାରତୀୟ ଅଜୟ ଜୈନ ଭୁଟୋରିଆ…

ଓ୍ବାଶିଂଟନ,୮।୫ : ଆମେରିକାର ରାଷ୍ଟ୍ରପତି ଜୋ ବାଇଡେନ ପୁଣିଥରେ ୨୦୨୪ ରାଷ୍ଟ୍ରପତି ନିର୍ବାଚନ ପାଇଁ ନିଜର ଦାବି ଉପସ୍ଥାପନ କରିଛନ୍ତି। ଯାହା ପରେ ରାଷ୍ଟ୍ରପତି ଜୋ ବାଇଡେନ…

3 years ago

ବନ୍ଧୁକ ସଂସ୍କୃତି: ୧୨ ମାସରେ ୧୫ରୁ ଅଧିକ ଗୁଳିକାଣ୍ଡ, ୧୦୦ରୁ ଅଧିକ ଲୋକଙ୍କ ଗଲାଣି ଜୀବନ…

ଓ୍ବାଶିଂଟନ,୮।୫ : ଆମେରିକାରେ ଜାରି ରହିଥିବା ବନ୍ଧୁକ ସଂସ୍କୃତି ଯୋଗୁ ଗୁଳିକାଣ୍ଡ ଘଟଣା ଥମିବାର ନା ଧରୁନି। ଧୀରେଧିରେ ଏହା ବୃଦ୍ଧି ପାଉଛି। ଶନିବାର ଟେକ୍ସାସରେ ହୋଇଥିବା…

3 years ago

ଟେକ୍ସାସ୍‌ରେ ଗୁଳି: ୯ ମୃତ

ହ୍ୟୁଷ୍ଟନ୍‌,୮ା୫: ଆମେରିକାର ଟେକ୍ସାସ୍‌ସ୍ଥିତ ଡୋଲ୍ଲାସ ସହରର ଏକ ବ୍ୟସ୍ତବହୁଳ ମଲ୍‌ରେ ଶନିବାର ଗୁଳିକାଣ୍ଡ ଘଟିଛି। ଜଣେ ବନ୍ଧୁକଧାରୀ ଆଖିବୁଜା ଗୁଳି ଚଳାଇବାରୁ ୮ ଜଣଙ୍କ ମୃତ୍ୟୁ ଘଟିଥିବାବେଳେ…

3 years ago

ରାଜ୍ୟାଭିଷେକ ଭୋଜି ଆୟୋଜନ କଲେ ଋଷି ସୁନକ

ଲଣ୍ଡନ,୭ା୫: କିଙ୍ଗ ଚାଲର୍‌ସ ୩ୟ ଏବଂ ରାଣୀ କାମିଲାଙ୍କ ରାଜ୍ୟାଭିଷେକ ଅବସରରେ ପ୍ରଧାନମନ୍ତ୍ରୀ ଋଷି ସୁନକ ଓ ତାଙ୍କ ସ୍ତ୍ରୀ ଅକ୍ଷତା ମୂର୍ତ୍ତି ଲଣ୍ଡନର ଡାଉନିଂ ଷ୍ଟ୍ରିଟ୍‌ରେ…

3 years ago

୧୨ ବର୍ଷ ପରେ ଆରବ ଲିଗକୁ ଫେରିଲା ସିରିଆ…

କାଇରୋ,୭।୫ : ସିରିଆକୁ ୧୨ ବର୍ଷ ପରେ ଆରବ ଲିଗକୁ ଫେରାଇ ଆଣିବା ପାଇଁ ରବିବାର କାଇରୋରେ ଆରବ ସରକାରଙ୍କ ପ୍ରତିନିଧୀମାନେ ଭୋଟିଂ କରିଛନ୍ତି। ଇଜିପ୍ଟର ରାଜଧାନୀରେ…

3 years ago

ଚାଇନାଠାରୁ ଗାଇଡେଡ ମିଜାଇଲ ବିଧ୍ୱଂସକ କିଣିବ ସୌଦି: ଆମେରିକାର ବଢ଼ିଲା ଚିନ୍ତା…

ବେଜିଂ,୭।୫ : ମଧ୍ୟ ପୂର୍ବର ସବୁଠାରୁ ଧନୀ ଦେଶ ସୌଦି ଆରବ ନିଜ ବନ୍ଧୁ ଚାଇନା ଠାରୁ ୧୨ ଟାଇପ ୦୫୨-ଡି ଗାଇଡେଡ ମିଜାଇଲ ବିଧ୍ୱଂସକ କିଣିବାକୁ…

3 years ago

ଉଡାଣ ଭରିବା ପୂର୍ବରୁ ଇଞ୍ଜିନରେ ଲାଗିଲା ନିଆଁ

ବ୍ରାସିଲିଆ,୭।୫: ବ୍ରାଜିଲର ରନୱେରେ ଉଡାଣ ଭରିବା ପୂର୍ବରୁ ଏକ ବିମାନ ଇଞ୍ଜିନରେ ନିଆଁ ଲାଗିଯିବାରୁ ପାଇଲଟ ବିମାନକୁ ଅଟକାଇ ଦେଇଥିଲେ। ମେ’୪ ତାରିଖରେ ରିଓ ଡି ଜେନେରିଓର…

3 years ago