କଲମ୍ବୋ, ୫ା୩: ଭାରତ-ଶ୍ରୀଲଙ୍କା ମଧ୍ୟରେ ଆର୍ଥିକ କାରବାର ଭାରତୀୟ ମୁଦ୍ରା(ଟଙ୍କା)ରେ କରିବା ପାଇଁ ବିଚାର କରାଯାଉଛି। ଏହା ଦ୍ୱାରା ଦୁଇ ଦେଶ ମଧ୍ୟରେ ବାଣିଜ୍ୟ ଓ ପୁଞ୍ଜିନିବେଶ…
ଲଣ୍ଡନ, ୫। ୩:ପ୍ରବାସୀଙ୍କୁ ବ୍ରିଟେନ୍ରେ ବେଆଇନ ଢଙ୍ଗରେ ରହିବାକୁ ଅନୁମତି ଦିଆଯିବ ନାହିଁ ବୋଲି ପ୍ରଧାନମନ୍ତ୍ରୀ ଋଷି ସୁନକ ରବିବାର ଗଣମାଧ୍ୟମକୁ ଦେଇଥିବା ଏକ ସାକ୍ଷାତ୍କାରରେ କହିଛନ୍ତି।…
ଲଣ୍ଡନ, ୫ା୩: କଂଗ୍ରେସ ନେତା ରାହୁଲ ଗାନ୍ଧୀ କେମ୍ବ୍ରିଜ୍ରେ ଉଦ୍ବୋଧନକୁ ନେଇ ଏବେ ଚାରିଆଡେ ଚର୍ଚ୍ଚା। ବିଦେଶରେ ରାହୁଲ ଭାରତର ଅପମାନ କରୁଛନ୍ତି ବୋଲି ଭାଜପା ଅଭିଯୋଗ…
ଜେନେଭା,୫।୩: ଜେନେଭାରେ ମିଳିତ ଜାତିସଂଘ ବିଲ୍ଡିଂ ସମ୍ମୁଖରେ ଭାରତ ବିରୋଧୀ ପୋଷ୍ଟର ଲଗାଯିବା ପ୍ରସଙ୍ଗରେ ଭାରତ ତୀବ୍ର ବିରୋଧ ପ୍ରଦର୍ଶନ କରିଛି। ରବିବାର ସ୍ବିଜରଲାଣ୍ଡର ରାଷ୍ଟ୍ରଦୂତଙ୍କୁ ମଧ୍ୟ…
ଇସଲାମାବାଦ,୫ା୩: ଅନ୍ତର୍ଜାତୀୟ ମୁଦ୍ରା ପାଣ୍ଠି (ଆଇଏମ୍ଏଫ୍) ପରିଚାଳନା ନିର୍ଦ୍ଦେଶକ କ୍ରିଷ୍ଟାଲିନା ଜର୍ଜିଇଭା କହିଛନ୍ତି, ଏକ ଦେଶ ଭାବରେ କାର୍ଯ୍ୟ କରିବାକୁ ସମର୍ଥ ହେବା ପାଇଁ ଆଇଏମ୍ଏଫ୍ ପକ୍ଷରୁ…
ଇସଲାମାବାଦ୍,୫।୩: ପାକିସ୍ତାନର ପୂର୍ବତନ ପ୍ରଧାନମନ୍ତ୍ରୀ ଇମ୍ରାନ ଖାନ ଉପରେ ଗିରଫର ଭୟ ରହିଛି। ତାଙ୍କୁ ଗିରଫ କରିବା ପାଇଁ ପୋଲିସ ତାଙ୍କ ବାସଭବନ ନିକଟରେ ପହଞ୍ଚିଛି। ଏହି…
ଓ୍ବାଶିଂଟନ,୫ା୩: ଆମେରିକାର ପୂର୍ବତନ ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ କହିଛନ୍ତି, ଦୋଷୀ ସାବ୍ୟସ୍ତ ହେଲେ ବି ସେ ରାଷ୍ଟ୍ରପତି ପଦ ପାଇଁ ଅଭିଯାନ ଜାରି ରଖିବେ। ଟ୍ରମ୍ପ ଏକ…
ଇସଲାମାବାଦ,୫।୩ : ପାକିସ୍ତାନର ଅଧିକୃତ କଶ୍ମୀରର ଗିଲଗିଟ-ବଲ୍ଟିସ୍ତାନରେ ଲୋକମାନେ ଭିକ ମାଗିବାକୁ ବାଧ୍ୟ ହେଉଛନ୍ତି। ଏହା ଏକ ଅବହେଳିତ ଅଞ୍ଚଳ, ଯେଉଁଠାରେ ଲୋକମାନେ ମୌଳିକ ସୁବିଧାରୁ ବଞ୍ଚିତ…
ଇସଲାମାବାଦ,୫।୩ : ତୋସାଖାନା ମାମଲାରେ ପାକିସ୍ତାନର ପୂର୍ବତନ ପ୍ରଧାନମନ୍ତ୍ରୀ ଇମ୍ରାନ ଖାନଙ୍କୁ ଗିରଫ କରିବା ପାଇଁ ପୋଲିସ ଇସଲାମାବାଦରେ ତାଙ୍କ ବାସଭବନରେ ପହଞ୍ଚିଛି। ପାକିସ୍ତାନ ଗଣମାଧ୍ୟମ ଅନୁସାରେ…
ଓ୍ବାଶିଂଟନ,୫।୩ : ଆମେରିକାରେ ମାନବ ସୁରକ୍ଷାକର୍ମୀଙ୍କ ବଦଳରେ ଏବେ ରୋବୋଙ୍କୁ ସୁରକ୍ଷା କାର୍ଯ୍ୟରେ ନିୟୋଜନ କରିବାର ଧାରା ବଢ଼ିିବାରେ ଲାଗିଛି। ଘରୋଇ ଏବଂ ବ୍ୟବସାୟିକ କାର୍ଯ୍ୟରେ ରୋବୋଗୁଡିକର…