ଅନ୍ତର୍ଜାତୀୟ

ୟୁକ୍ରେନରେ ସାଧାରଣ ନାଗରିକଙ୍କ ଉପରେ ଆକ୍ରମଣ ତୁରନ୍ତ ବନ୍ଦ ହେବା ଜରୁରୀ: ଜାତିସଂଘ

ନ୍ୟୁୟର୍କ,୧୭ ।୧: ଜାତିସଂଘର ମହାସଚିବ ଏଣ୍ଟୋନିୟୋ ଗୁଟେରସ ସୋମବାର ୟୁକ୍ରେନ୍‌ର ନିପ୍ରୋ ସହରର ଏକ ବଡ ଘରୋଇ କୋଠା ଉପରେ ଆକ୍ରମଣକୁ ନିନ୍ଦା କରିଛନ୍ତି, ଯେଉଁଥିରେ ଅତିକମରେ…

3 years ago

ଅଶାନ୍ତ ଆମେରିକା: ୬ ମାସର ଶିଶୁ, ମାଆ ସମେତ ୬ ଜଣଙ୍କୁ ହତ୍ୟା

କାଲିଫର୍ନିଆ,୧୭ ।୧: ତୁଲରେ କାଉଣ୍ଟିର ମାଇକ ବୋଡ୍ରେକ୍ସ ସୋମବାର କହିଛନ୍ତି ଆମେରିକା କାଲିଫର୍ନିଆ ରାଜ୍ୟର ଗୋଶେନରେ ହୋଇଥିବା ଗୁଳିକାଣ୍ଡ ଘଟଣାରେ ଜଣେ ଶିଶୁ ସମେତ ୬ ଜଣଙ୍କ…

3 years ago

ନେପାଳ ବିମାନ ଦୁର୍ଘଟଣାରେ ସିଙ୍ଗର ନିରା ଛନ୍ତୟାଲଙ୍କ ନିଧନ

କାଠମାଣ୍ଡୁ,୧୬ ।୧: ରବିବାର ନେପାଳରେ ହୋଇଥିବା ଦୁଃଖଦ ବିମାନ ଦୁର୍ଘଟଣାରେ ୭୨ ଜଣଙ୍କ ମୃତ୍ୟୁ ହୋଇଥିବା କୁହାଯାଉଥିବା ବେଳେ ଏବେ ପର୍ଯ୍ୟନ୍ତ ୬୮ ଜଣଙ୍କ ମୃତଦେହ ଉଦ୍ଧାର…

3 years ago

ରୁଷିଆ-ବେଲାରୁଷର ମିଳିତ ସମରାଭ୍ୟାସ, ୟୁକ୍ରେନ ଭୟଭୀତ

କିଭ୍‌,୧୬ା୧:ରୁଷିଆ ଏବଂ ବେଲାରୁଷ ସୋମବାର ମିଳିତ ବାୟୁସେନା ସମରାଭ୍ୟାସ ଆରମ୍ଭ କରିଛନ୍ତି। ଏହି କାରଣରୁ କିଭ୍‌ରେ ଭୟର ବାତାବରଣ ସୃଷ୍ଟି ହୋଇଛି। ମିଳିତ ବାୟୁସେନା ସମରାଭ୍ୟାସ ସମ୍ପର୍କରେ…

3 years ago

୧୬ ବର୍ଷ ତଳେ ବିମାନ ଦୁର୍ଘଟଣାରେ ସ୍ବାମୀଙ୍କୁ ହରାଇଥିଲେ, ଏବେ ନିଜେ ଚାଲିଗଲେ

କାଠମାଣ୍ଡୁ,୧୬।୧: ନେପାଳରେ ବିମାନ ଦୁର୍ଘଟଣାରେ ୬୮ ଜଣଙ୍କର ମୃତ୍ୟୁ ଘଟିଛି। ମୃତକଙ୍କ ମଧ୍ୟରେ ପାଞ୍ଚ ଜଣ ଭାରତୀୟ ମଧ୍ୟ ଅଛନ୍ତି। ଦୁର୍ଘଟଣାଗ୍ରସ୍ତ ୟେତି ଏୟାରଲାଇନ୍ସ ବିମାନ ଏଟିଆର୍‌-୭୨ର…

3 years ago

ମିଳିଲା ବ୍ଲାକବକ୍ସ: ଜଣାପଡ଼ିବ ଦୁର୍ଘଟଣାର କାରଣ…

କାଠମାଣ୍ଡୁ,୧୬।୧ : ରବିବାର ଦିନ ନେପାଳର ପୋଖରାରେ ବିମାନ ଦୁର୍ଘଟଣା ଗ୍ରସ୍ତ ହେବା ପରେ ୭୨ ଜଣ ଯାତ୍ରୀଙ୍କ ମଧ୍ୟରୁ ୬୮ ଜଣଙ୍କ ମୃତଦେହ ଉଦ୍ଧାର କରାଯାଇଛି।…

3 years ago

ତାଲିବାନ ଶାସନରେ ମହିଳାଙ୍କ ଉପରେ ବଢ଼ିଲା ନିର୍ଯାତନା: ମହିଳା ଲୋକପ୍ରତିନିଧିଙ୍କୁ ଘରେ ପଶି ହତ୍ୟା…

କାବୁଲ,୧୬।୧ : ଆଫଗାନିସ୍ତାନରେ ତାଲିବାନ ଶାସନରେ ମହିଳାଙ୍କ ଉପରେ ନିର୍ଯାତନା ବଢ଼ିବାରେ ଲାଗିଛି। ରାଜଧାନୀ କାବୁଲରେ ଜଣେ ପୂର୍ବତନ ସାଂସଦ ଏବଂ ତାଙ୍କ ଅଙ୍ଗରକ୍ଷୀଙ୍କୁ ଗୁଳି କରି…

3 years ago

ଧନ କୁବେରଙ୍କ ସମ୍ପତ୍ତି ଦିନ ପିଛା ବଢୁଛି ୨୨ ହଜାର କୋଟି…

ଓ୍ବାଶିଂଟନ,୧୬।୧ : ଗତ ଦୁଇ ବର୍ଷ ମଧ୍ୟରେ ବିଶ୍ୱର ୧ ପ୍ରତିଶକ ଧନ କୁବେରଙ୍କ ସମ୍ପତ୍ତି ପ୍ରାୟ ଦୁଇଗୁଣ ଦ୍ରୁତ ଗତିରେ ବୃଦ୍ଧି ପାଇଛି। ଏହି ଆଶ୍ଚର୍ଯ୍ୟଜନକ…

3 years ago

ବିଦ୍ରୋହ ଧମକ ଦେଲେ ପୁଟିନ ସେନା

ମସ୍କୋ,୧୬।୧: ୟୁକ୍ରେନ ସହିତ ଯୁଦ୍ଧ ମଧ୍ୟରେ ରୁଷିଆ ରାଷ୍ଟ୍ରପତି ଭ୍ଲାଦିମିର ପୁଟିନଙ୍କ ପାଇଁ ଆଉ ଏକ ଅଡୁଆ ପରିସ୍ଥିତି ସୃଷ୍ଟି ହୋଇଛି। ରୁଷିଆ ସେନା ପୁଟିନଙ୍କୁ ବିଦ୍ରୋହର…

3 years ago

ସ୍ତ୍ରୀଙ୍କୁ ମାରି ୬ ପିଲାଙ୍କ ଆଗରେ କଡ଼େଇରେ ସିଝାଇଲେ ସ୍ବାମୀ

କରାଚି,୧୬ା୧: କରାଚିର ଗୁଲଶନ-ଇ-ଇକ୍‌ବଲରେ ଏକ ଲୋମହର୍ଷଣକାରୀ ଘଟଣା ଦେଖିବାକୁ ମିଳିଛି। ଜଣେ ବ୍ୟକ୍ତି ତାଙ୍କ ୬ ପିଲାଙ୍କ ଆଗରେ ସ୍ତ୍ରୀଙ୍କୁ ମାରି କଡ଼େଇରେ ସିଝାଇବା ପରି ଅତ୍ୟନ୍ତ…

3 years ago