ଅନ୍ତର୍ଜାତୀୟ

କୋପ୍‌ ୨୭କୁ ଗ୍ରେଟାଙ୍କ ବର୍ଜନ

ଷ୍ଟକ୍‌ହୋମ୍‌,୪ା୧୧:କ୍ଷମତାରେ ଥିବା ଲୋକେ ଜଳବାୟୁ ପରିବର୍ତ୍ତନଜନିତ ସଙ୍କଟର ସମାଧାନକୁ ପ୍ରାଥମିକତା ଦେଉନାହାନ୍ତି। ତେଣୁ ଇଜିପ୍ଟରେ ହେବାକୁ ଥିବା କୋପ୍‌ ୨୭ରେ ଯୋଗଦେବେ ନାହିଁ ବୋଲି ସୁଇଡେନ୍‌ର ପରିବେଶ…

3 years ago

ଗଣତନ୍ତ୍ରକୁ ସୁଦୃଢ଼ କରିବେ ମହିଳା

ମେକ୍ସିକୋ ସିଟି,୪ା୧୧:ମେକ୍ସିକୋ ସିଟି ମେୟର କ୍ଲାଉଡିଆ ଶେଇବଉମ୍‌ ପେସାରେ ଜଣେ ଡାକ୍ତର। ଜଣେ ପରିବେଶବିତ୍‌ ଭାବେ ଜଣାଶୁଣା ଏହି ୬୦ ବର୍ଷୀୟା ମହିଳା ୨୦୨୪ ରାଷ୍ଟ୍ରପତି ନିର୍ବାଚନରେ…

3 years ago

ନେତନ୍ୟାହୁଙ୍କ ବିଜୟ ପରେ ୪ଟି ରକେଟ ଆକ୍ରମଣ କଲା ଗାଜା ପଟ୍ଟି

ତେଲ ଅଭିବ,୪ ।୧୧: ବେନଜାମିନ ନେତନ୍ୟାହୁ ଇସ୍ରାଏଲର ସାଧାରଣ ନିର୍ବାଚନରେ ବିଜୟ ଲାଭ କରିବା ପରେ ଏହାର କିଛି ସମୟ ମଧ୍ୟରେ ଗାଜା ପଟ୍ଟି ପକ୍ଷରୁ ଇସ୍ରାଏଲ…

3 years ago

ଉଭେଇଯିବ ବୃହତ୍‌ ହିମବାହ

ଓ୍ବାଶିଂଟନ,୪ା୧୧:ଜଳବାୟୁ ପରିବର୍ତ୍ତନ ଓ ବିଶ୍ୱତାପନ ଯୋଗୁ ଆମେରିକାର ୟଲୋଷ୍ଟୋନ୍‌ ପାର୍କ୍ସ, ଇଟାଲୀର ଡୋଲୋମାଇଟ୍ସ ଏବଂ ତାଞ୍ଜାନିଆର ମାଉଣ୍ଟ କିଲିମାଞ୍ଜାରୋ ସମେତ ବିଶ୍ୱର ଅନେକ ପ୍ରସିଦ୍ଧ ହିମବାହ ୨୦୫୦…

3 years ago

ଇମ୍ରାନଙ୍କୁ ହତ୍ୟା କରିବାକୁ ଆସିଥିଲି : ଅଭିଯୁକ୍ତ

ଇସ୍‌ଲାମାବାଦ୍‌,୩।୧୧: ପାକିସ୍ଥାନର ଗୁଜରାନଓ୍ବାଲରେ ପୂର୍ବତନ ପ୍ରଧାନମନ୍ତ୍ରୀ ଇମ୍ରାନ ଖାନ୍‌ଙ୍କୁ ଗୁଳିମାଡ ଘଟଣାରେ ଅଭିଯୁକ୍ତଙ୍କୁ ଗିରଫ କରାଯାଇଛି। ଗିରଫ ପରେ ଅଭିଯୁକ୍ତ ଜଣଙ୍କ ପ୍ରତିକ୍ରିୟା ରଖିଛନ୍ତି। ମୁଁ ଇମ୍ରାନ…

3 years ago

ଗୁଳିକାଣ୍ଡ ପରେ ପ୍ରତିକ୍ରିୟା ରଖିଲେ ଇମ୍ରାନ

ଇସ୍‌ଲାମାବାଦ୍‌,୩।୧୧: ପାକିସ୍ଥାନର ଗୁଜରାନଓ୍ବାଲରେ ପୂର୍ବତନ ପ୍ରଧାନମନ୍ତ୍ରୀ ଇମ୍ରାନ ଖାନ୍‌ଙ୍କୁ ଗୁଳିମାଡ ହୋଇଛି। ଏଥିରେ ଉମ୍ରାନଙ୍କ ସମେତ ୫ ଜଣ ଆହତ ହୋଇଛନ୍ତି। ସମସ୍ତଙ୍କୁ ହସ୍ପିଟାଲରେ ଭର୍ତ୍ତି କରାଯାଇଛି।…

3 years ago

ଇମ୍ରାନଙ୍କୁ ଗୁଳି କରିଥିବା ଅଭିଯୁକ୍ତ ଗିରଫ

ଇସଲାମାବାଦ୍‌,୩।୧୧: ପାକିସ୍ତାନର ପୂର୍ବତନ ପ୍ରଧାନମନ୍ତ୍ରୀ ଇମ୍ରାନ ଖାନ୍‌ଙ୍କ ଦଳ ପାକିସ୍ତାନ ତେହେରିକ-ଇ-ଇନ୍‌ସାଫ ଦ୍ୱାରା ଜାରି ରହିଥିବା ଆଜାଦୀ ମାର୍ଚ୍ଚ ଲାହୋର ପଦଯାତ୍ରା ଗୁରୁବାର ଗୁଜରାନଓ୍ବାଲାର ଆଲ୍ଲା ଛକରେ…

3 years ago

ରୁଷିଆ-ୟୁକ୍ରେନ ଯୁଦ୍ଧରେ ୧୪୦ ଲକ୍ଷ ଲୋକ ପଳାୟନ କରିଛନ୍ତି

ନ୍ୟୁୟର୍କ,୩ା୧୧: ରୁଷିଆ-ୟୁକ୍ରେନ ଯୁଦ୍ଧ ପ୍ରାୟ ୧୪୦ ଲକ୍ଷ ଲୋକଙ୍କୁ ପଳାଇବା ପାଇଁ ବାଧ୍ୟ କରିଛି। ଏହା ବିଶ୍ୱ ବ୍ୟାପୀ ଶରଣାର୍ଥୀ ଏବଂ ବିସ୍ଥାପିତଙ୍କ ସଂଖ୍ୟାକୁ ୧୦ କୋଟି…

3 years ago

ଇମ୍ରାନ ଖାନଙ୍କ ରାଲିରେ ଗୁଳିକାଣ୍ଡ

ଇସଲାମାବାଦ,୩।୧୧: ପାକିସ୍ତାନର ଗୁଜରାନୱାଲାରେ ପୂର୍ବତନ ପ୍ରଧାନମନ୍ତ୍ରୀ ଇମ୍ରାନ ଖାନଙ୍କ ଆଜାଦି ମାର୍ଚ୍ଚରେ ଗୁଳିକାଣ୍ଡ ଘଟିଛି। ଇମ୍ରାନଙ୍କ କଣ୍ଟେନର ନିକଟରେ ଏହି ଗୁଳିକାଣ୍ଡ ଘଟିଛି। ଏଥିରେ ଇମ୍ରାନଙ୍କ ସମେତ…

3 years ago

ଇସ୍ରାଏଲରେ ଭୋଟ ଗଣନା ଜାରି, ନେତନ୍ୟାହୁଙ୍କୁ ମିଳିପାରେ ସ୍ପଷ୍ଟ ବହୁମତ, ପୁଣିଥରେ ହୋଇପାରନ୍ତି ପ୍ରଧାନମନ୍ତ୍ରୀ

ଜେରୁଜେଲମ,୩ ।୧୧: ଇସ୍ରାଏଲର ସାଧାରଣ ନିର୍ବାଚନରେ ରାଜନୈତିକ ଦଳ ‘ଲିକୁଡ’କୁ ସ୍ପଷ୍ଟ ବହୁମତ ମିଳିବ ବୋଲି ଆଶା କରାଯାଉଛି । ଏବେ ପର୍ଯ୍ୟନ୍ତ ପ୍ରାୟ ୯୦ ପ୍ରତିଶତ…

3 years ago