ଅନ୍ତର୍ଜାତୀୟ

ଭୂକମ୍ପ ଯୋଗୁ ନିର୍ବାଚନ ରଣନୀତି ବଦଳାଇଲେ ଏର୍ଦୋଗନ…

ଆଙ୍କରା,୨୭।୨ : ଫେବୃଆରୀ ୬ରେ ତୁର୍କୀରେ ଘଟିଥିବା ଭୟଙ୍କର ଭୂକମ୍ପରେ ଲକ୍ଷ ଲକ୍ଷ ଲୋକ ବାସହୀନ ହୋଇଛନ୍ତି। ହଜାର ହଜାର ଘର ଅଳିଆ ଗଦାରେ ପରିଣତ ହୋଇଛି।…

3 years ago

ଫ୍ରିଜ୍‌ରୁ ମିଳିଲା ମଡେଲଙ୍କ ଗୋଡ଼

ହଂକଂ, ୨୭।୨: ନିଖୋଜ ଥିବା ହଂକଂ ମଡେଲ ତଥା ସୋସିଆଲ ମିଡିଆ ଇନ୍‌ଫ୍ଲୁଏନ୍ସର ଆବୀ ଚୋଇଙ୍କ କଟା ଗୋଡ଼ ରୁରାଲ ଟାଇ ପୋ’ରେ ଥିବା ଘର ଫ୍ରିଜ୍‌ରୁ…

3 years ago

ଚାଇନାକୁ ଚେତାବନୀ ଦେଲା ଆମେରିକା, ଯୁଦ୍ଧରେ ରୁଷିଆକୁ ସେନା ସହାୟତା ଦେଲେ ଦେବାକୁ ପଡିବ ବହୁମୂଲ୍ୟ

ୱାଶିଂଟନ,୨୭ ।୨: ଆରେିକାର ରାଷ୍ଟ୍ରୀୟ ସୁରକ୍ଷା ପରାମର୍ଶ ଦାତା ଜେକ ସୁଲିବନ ରବିବାର କହିଛନ୍ତି ଯଦି ଚାଇନା ୟୁକ୍ରେନ ବିରୋଧରେ ରୁଷିଆକୁ ସେନା ସହାୟତା ଦେଲା ତେବେ…

3 years ago

ଶହେ ରୋବୋଙ୍କୁ ବିଦାକଲା ଗୁଗଲ

ସାନ୍‌ ଫ୍ରାନ୍ସିସ୍କୋ, ୨୭।୨: ବିଶ୍ୱର ବହୁ ଆଇଟି କମ୍ପାନୀ କର୍ମଚାରୀ ଛଟେଇ ଅଭିଯାନ ଚଳାଇଛନ୍ତି। ଗୁଗଲ ଏଥିରୁ ବାଦ୍‌ ପଡିନାହିଁ। ପାଖାପାଖି ୧୨,୦୦୦ କର୍ମଚାରୀଙ୍କୁ ବାହାର କରିବା…

3 years ago

ନୂଆ ବର୍ଷରେ ସମ୍ପର୍କିୟଙ୍କ ସହ ଯୋଗାଯୋଗ କରୁଥିବା ତିବ୍ୱତୀୟମାନଙ୍କୁ ଚାଇନା ଦେଉଛି ଦଣ୍ଡ

ବେଜିଂ,୨୭ ।୨: ବିବ୍ୱତରୁ ବୌଦ୍ଧ ସଂସ୍କୃତିକୁ ହଟାଇବାକୁ ଚାଇନା କ୍ରମାଗତ ଭାବେ ଦମନ ଓ ନିର୍ଯ୍ୟାତନା ଜାରି ରଖିଛି । ଗତ ସପ୍ତାହରେ ଫେବୃୟାରୀ ୨୧-୨୩ ପର୍ଯ୍ୟନ୍ତ…

3 years ago

ଚର୍ଚ୍ଚିଲ ପ୍ରଧାନମନ୍ତ୍ରୀ ଥିଲେ ବୋଲି ୩୨% ଅଜ୍ଞ

ଲଣ୍ଡନ, ୨୭।୨: ଦ୍ୱିତୀୟ ବିଶ୍ୱଯୁଦ୍ଧର ଭୟାବହତାକୁ ସାରା ବିଶ୍ୱ ଅତି ନିକଟରୁ ଦେଖିଛି। ଏହା ଯୋଗୁ ବୈଶ୍ୱିକ ସଙ୍କଟ ମୁଣ୍ଡ ଟେକିଥିଲା। ଯୁଦ୍ଧ ପରେ ରାଷ୍ଟ୍ରଗୁଡ଼ିକ ନିଜ…

3 years ago

ପ୍ରଧାନମନ୍ତ୍ରୀ ପ୍ରଚଣ୍ଡଙ୍କୁ ୨୩ ମାର୍ଚ୍ଚ ସୁଦ୍ଧା ହାସଲ କରିବାକୁ ହେବ ବିଶ୍ୱାସ ମତ

କାଠମାଣ୍ଡୁ,୨୭ ।୨: ନେପାଳରେ ରାଜନୈତିକ ଅସ୍ଥିରତା ଜାରି ରହିଛି । ମାର୍ଚ୍ଚ ୨୮ ସୁଦ୍ଧା ପ୍ରଧାନମନ୍ତ୍ରୀ ପୁଷ୍ପା କମଲ ଦହଲଙ୍କୁ ସଂସଦର ନିମ୍ନ ଗୃହ-ପ୍ରତିନିଧି ସଭାରେ ବିଶ୍ୱାସମତ…

3 years ago

ଅଧିକାର ପାଇଁ ରାଜରାସ୍ତାକୁ ଓହ୍ଲାଇଲେ ଆଫଗାନିସ୍ତାନ ମହିଳା

କାବୁଲ,୧।୨: ଅଗଷ୍ଟ ୨୦୨୧ରେ ଆଫଗାନିସ୍ତାନ ଉପରେ ତାଲିବାନ କବ୍‌ଜା କରିଥିଲା। ଏହାପରେ ଦେଶରେ ମହିଳାମାନଙ୍କ ଉପରେ ଅନେକ ପ୍ରତିବନ୍ଧକ ଲଗାଇଦିଆଯାଇଥିଲା। ମହିଳାଙ୍କୁ ପଢିବା ଏବଂ ଚାକିରି କରିବା…

3 years ago

ବୋଟ୍‌ ବୁଡ଼ି ମୃତ୍ୟୁ ସଂଖ୍ୟା ୪୩କୁ ବୃଦ୍ଧି

ରୋମ୍‌,୨୬ା୨: ଇଟାଲୀର କାଲାବ୍ରିଆ ଅଞ୍ଚଳସ୍ଥିତ ସମୁଦ୍ର ଅଶାନ୍ତ ରହିଥିବାବେଳେ ରବିବାର ଏକ ବୋଟ୍‌ ଶିଳାଖଣ୍ଡ ସହ ଧକ୍କା ହୋଇ ବୁଡ଼ିଯାଇଥିଲା। ଫଳରେ ମୃତ୍ୟୁ ସଂଖ୍ୟା ବୃଦ୍ଧି ପାଇ…

3 years ago

ପାକିସ୍ତାନ ଔଷଧ କମ୍ପାନୀର ଉତ୍ପାଦନ ବନ୍ଦ କରିବାକୁ ଧମକ

ଇସଲାମାବାଦ,୨୬।୨: ଆର୍ଥିକ ସଂକଟ ଦେଇ ଗତି କରୁଥିବା ପାକିସ୍ତାନ ଏବେ ଔଷଧ ପାଇଁ ସଂଘର୍ଷ କରୁଛି। ଗଣମାଧ୍ୟମ ରିପୋର୍ଟ ମୁତାବକ, ପାକିସ୍ତାନରେ ଅସ୍ତ୍ରୋପ୍ରଚାର ପାଇଁ ଆବଶ୍ୟକ ହେଉଥିବା…

3 years ago