ଲଣ୍ଡନ/ମସ୍କୋ,୩୦।୧୦: ୟୁକ୍ରେନ ସହିତ ଯୁଦ୍ଧ ପରେ ଆମେରିକା ଏବଂ ବ୍ରିଟେନ ପରି ଦେଶର ପରବର୍ତ୍ତୀ ପଦକ୍ଷେପ ଉପରେ ରୁଷିଆର ତୀକ୍ଷ୍ଣ ନଜର ରଖିଛି। ଏଭଳି ପରିସ୍ଥିତିରେ ରୁଷିଆ…
ୱାଶିଂଟନ,୩୦ ।୧୦: ବିଶ୍ୱର ସବୁଠାରୁ ଧନୀ ବ୍ୟକ୍ତି ତଥା ଟେଲସାର ସିଇଓ ଏଲନ ମସ୍କ ଟୁଇଟର କ୍ରୟ କରିବା ପରେ କିଛିଦିନ ମଧ୍ୟରେ ଛଟେଇ ସଙ୍କେତ ଦେଇଛନ୍ତି…
ସିଓଲ,୩୦ ।୧୦: ଦକ୍ଷିଣ କୋରିଆର ରାଜଧାନୀ ସିଓଲରେ ବଡ ଦୁର୍ଘଟଣା ଘଟିଯାଇଛି । ଶନିବାର ୨୯ ଅକ୍ଟୋବର ୨୦୨୨ରେ ହଲୋଇନ ଫେଷ୍ଟିଭାଲ ପାଳନ କରିବାକୁ ପହଞ୍ଚିଥିବା ଲୋକଙ୍କ…
ମସ୍କୋ/କ୍ୱିଭ,୩୦ ।୧୦: ରୁଷିଆ ପ୍ରତିରକ୍ଷା ମନ୍ତ୍ରଣାଳୟ ଶନିବାର ୟୁକ୍ରେନ୍ ଉପରେ ବଡ ଅଭିଯୋଗ ଆଣିଛି । ରୁଷିଆ କହିଛି ୟୁକ୍ରେନ କ୍ରିମିୟାର ସବୁଠାରୁ ବଡ ସହର ଓ…
ବାଗଦାଦ,୩୦ ।୧୦: ଇରାକର ପୂର୍ବ ବାଗଦାଦରେ ହୋଇଥିବା ବିସ୍ଫୋରଣରେ ୧୦ ଜଣଙ୍କ ମୃତ୍ୟୁ ହେବା ସହ ଅତିକମରେ ୨୦ଜଣ ଆହତ ହୋଇଥିବା ସୂଚନା ମିଳିଛି । ମିଳିଥିବା…
ସିଓଲ,୩୦ ।୧୦: ଦକ୍ଷିଣ କୋରିଆର ରାଜଧାନୀ ସିଓଲରେ ଚାଲିଥିବା ହଲୋଇନ୍ ଫେଷ୍ଟିଭାଲରେ ଦଳାଚକଟାରେ ଏପର୍ଯ୍ୟନ୍ତ ୧୪୯ ଜଣଙ୍କ ମୃତ୍ୟୁ ହୋଇଥିବା ସୂଚନା ମିଳିଛି । ଏହି ଘଟଣାରେ…
ଲଣ୍ଡନ,୨୯ା୧୦: ବୁଡ଼ାଜାହାଜରେ ମହିଳାଙ୍କୁ ବଳାତ୍କାର ନେଇ ନୌସେନା ମୁଖ୍ୟ ଚିନ୍ତିତ ବୋଲି କହିଛନ୍ତି। ବୁଡ଼ାଜାହାଜ ମଧ୍ୟରେ ମହିଳାଙ୍କୁ ଧମକ ଓ ବଳାତ୍କାର ମାମଲାରେ ତଦନ୍ତ ନିର୍ଦ୍ଦେଶ ଦିଆଯାଇଥିବା…
ମୋଗାଡିଶୁ,୨୯।୧୦ : ସୋମାଲିଆ ରାଜଧାନୀ ମୋଗାଡିଶୁର ଏକ ସରକାରୀ କାର୍ଯ୍ୟାଳୟ ନିକଟରେ ଶନିବାର ୨ଟି ଶକ୍ତିଶାଳୀ ବୋମା ବିସ୍ଫୋରଣ ଘଟିଛି। ବିସ୍ଫୋରଣ ଘଟିଥିବା ସ୍ଥାନରେ ବହୁ ଲୋକ…
ଓ୍ବାଶିଂଟନ,୨୯।୧୦ : ଆଠ ମାସ ଧରି ୟୁକ୍ରେନରେ ଚାଲିଥିବା ଯୁଦ୍ଧ ଯୋଗୁ କେବଳ ରୁଷିଆ ନୁହେଁ ଆମେରିକାର ଅସ୍ତ୍ରଶସ୍ତ୍ର ମଧ୍ୟ ଖାଲି ହୋଇଯାଉଛି। ଏହି କାରଣରୁ, ୟୁକ୍ରେନକୁ…
ଜେନେଭା,୨୯।୧୦ : ଆତଙ୍କବାଦକୁ ଏକ ରାଷ୍ଟ୍ରାୟତ୍ତ ଉଦ୍ୟୋଗରେ ପରିଣତ କରିଥିବା ଦେଶମାନଙ୍କୁ ଚେତାବନୀ ଦେବା ପାଇଁ ଜାତିସଂଘର ଆତଙ୍କବାଦ ବିରୋଧୀ ପ୍ରତିବନ୍ଧକ ବ୍ୟବସ୍ଥା ପ୍ରଭାବଶାଳୀ ବୋଲି ବହିର୍ବ୍ୟାପାର…