ଅନ୍ତର୍ଜାତୀୟ

ପ୍ରଥମଥର ପାଇଁ ଚାଇନାରେ ଲାଗିଲା ଜିନପିଙ୍ଗଙ୍କୁ ହଟାଇବା ପୋଷ୍ଟର

ବେଜିଂ,୧୪।୧୦: ଚାଇନାରେ ବର୍ତ୍ତମାନର ସରକାର ବିରୋଧରେ ଜନ ଅସନ୍ତୋଷ ବୃଦ୍ଧି ପାଇବାରେ ଲାଗିଛି। ପ୍ରଥମଥର ପାଇଁ ବେଜିଂର ଦୋକାନ ବାହାରେ ରାଷ୍ଟ୍ରପତି ସି ଜିନପିଙ୍ଗଙ୍କୁ ହଟାଇବା ପୋଷ୍ଟର…

3 years ago

୧୯୭୦ରୁ ୭୦% କମିଲାଣି ବନ୍ୟପ୍ରାଣୀଙ୍କ ସଂଖ୍ୟା

ପ୍ୟାରିସ୍‌, ୧୪ା୧୦: ମନୁଷ୍ୟକୃତ କାରଣ ଯୋଗୁ ପ୍ରକୃତି ନିଜର ପ୍ରାକୃତିକତା ହରାଉଛି। ଜଳବାୟୁ ପରିବର୍ତ୍ତନର ଘାତକ ପ୍ରଭାବ ମଣିଷ ନିଜେ ଭୋଗିବା ସହ ସାରା ଜୀବଜଗତ ଅଙ୍ଗେ…

3 years ago

କୋହିନୁର ପିନ୍ଧିବେ ନାହିଁ ରାଣୀ କାମିଲା, ଭାରତୀୟ ଅଧିକାରୀ କହିଲେ ଏହା ଔପନିବେଶିକ ଅତୀତର ସ୍ମୃତିକୁ ଫେରାଇ ଆଣିବ

ଲଣ୍ଡନ,୧୪ ।୧୦: ବ୍ରିଟେନ ମହାରାଣୀ ଏଲିଜାବେଥ ଦ୍ୱିତୀୟଙ୍କ ମୃତ୍ୟୁ ପରେ ଏବେ ରାଜ ପରିବାରର କିଙ୍ଗ ଚାର୍ଲସ ତୃତୀୟ ଇଂଲଣ୍ଡର ନୂଆ ରାଜା ଓ ତାଙ୍କ ପତ୍ନୀ…

3 years ago

ଆମେରିକାରେ ପୁଣି ଗୁଳିକାଣ୍ଡ: ୫ ମୃତ

ଓ୍ବାଶିଂଟନ୍‌,୧୪।୧୦: ପୁଣି ଥରେ ଆମେରିକାରେ ଗୁଳିକାଣ୍ଡ ଘଟଣା ଘଟିଛି। ଉତ୍ତର କାରୋଲିନାରେ ଘଟିଥିବା ଏହି ଗୁଳିକାଣ୍ଡରେ ପାଞ୍ଚ ଜଣଙ୍କ ମୃତ୍ୟୁ ହୋଇଛି। ଏହି ଘଟଣା ପରେ ପୋଲିସ…

3 years ago

ଅବଦୁଲ ଲତିଫ ରଶିଦ ଇରାକ ରାଷ୍ଟ୍ରପତି ନିର୍ବାଚିତ

ବାଗଦାଦ,୧୪।୧୦: ଇରାକ ପାର୍ଲାମେଣ୍ଟ ସଦସ୍ୟମାନେ କୁର୍ଦ୍ଦିଶ ନେତା ଅବଦୁଲ ଲତିଫ୍‌ ରଶିଦ୍‌ଙ୍କୁ ଦେଶର ନୂଆ ରାଷ୍ଟ୍ରପତି ନିର୍ବାଚିତ କରିଛନ୍ତି। ଫଳରେ ବର୍ଷେ ହେଲା ଲାଗିରହିଥିବା ରାଜନୈତିକ ଅଚଳାବସ୍ଥା…

3 years ago

ତୃତୀୟ ବିଶ୍ୱଯୁଦ୍ଧର ଧମକ ଦେଲା ରୁଷିଆ

ମସ୍କୋ/କିଭ୍‌/ଲଣ୍ଡନ,୧୪ା୧୦: ଆମେରିକା ନେତୃତ୍ୱାଧୀନ ନର୍ଥ ଆଟଲାଣ୍ଟିକ୍‌ ଟ୍ରିଟି ଅର୍ଗାନାଇଜେଶନ (ନାଟୋ) ସାମରିକ ମେଣ୍ଟରେ ୟୁକ୍ରେନ୍‌ ସାମିଲ ହେଲେ ଏହି ପୂର୍ବ ୟୁରୋପୀୟ ରାଷ୍ଟ୍ରରେ ଘମାଘୋଟ ଲଢ଼େଇ ହେବ।…

3 years ago

ଝୁଲିଲା ଭାରତ, ବ୍ରିଟେନ ଏଫ୍‌ଟିଏ

ନୂଆଦିଲ୍ଲୀ/ଲଣ୍ଡନ,୧୪ା୧୦:ବ୍ରିଟେନରେ ବସବାସ କରୁଥିବା ଉଚ୍ଚ ଦକ୍ଷତାସମ୍ପନ୍ନ ପ୍ରବାସୀଙ୍କ ମଧ୍ୟରେ ଭାରତୀୟମାନେ ଲଗାତର ସର୍ବାଗ୍ରେ ରହିଆସିଛନ୍ତି। ସଦ୍ୟ ତଥ୍ୟାନୁସାରେ ଚଳିତବର୍ଷ ପ୍ରାୟ ୧,୧୮,୦୦୦ ଭାରତୀୟ ଛାତ୍ରୀଛାତ୍ର ବ୍ରିଟେନର ଷ୍ଟୁଡେଣ୍ଟ…

3 years ago

ୟୁକ୍ରେନ୍‌ର ମାଇକୋଲିଭ ଉପରେ ରୁଷିଆର ମିଶାଇଲ ବର୍ଷା, ଇରାନୀ ଡ୍ରୋନରୁ କ୍ୱିଭ ଉପରେ ଆକ୍ରମଣ

କ୍ୱିଭ,୧୪ ।୧୦: ରୁଷିଆ-ୟୁକ୍ରେନ୍ ଯୁଦ୍ଧକୁ ନେଇ ବେଳକୁ ବେଳ ଚିନ୍ତା ବଢିବାରେ ଲାଗିଛି । ଗୁରୁବାର ଗୋଟିଏ ପଟେ ରୁଷିଆ ୟୁକ୍ରେନ ଉପରେ କରିଥିବା ଆକ୍ରମଣକୁ ସଂଯୁକ୍ତ…

3 years ago

ଇରାକକୁ ମିଳିଲା ନୂଆ ରାଷ୍ଟ୍ରପତି

ବାଗଦାଦ,୧୩।୧୦: ଇରାକ ପାର୍ଲାମେଣ୍ଟ ସଦସ୍ୟମାନେ କୁର୍ଦ୍ଦିଶ ନେତା ଅବଦୁଲ ଲତିଫ୍‌ ରଶିଦ୍‌ଙ୍କୁ ଦେଶର ନୂଆ ରାଷ୍ଟ୍ରପତି ଭାବେ ନିର୍ବାଚିତ କରିଛନ୍ତି। ଫଳରେ ବର୍ଷେ ହେଲା ଲାଗିରହିଥିବା ରାଜନୈତିକ…

3 years ago

ତୃତୀୟ ବିଶ୍ୱଯୁଦ୍ଧ ପାଇଁ ଧମକ ଦେଲା ରୁଷିଆ

ମସ୍କୋ,୧୩।୧୦: ରୁଷିଆ ଓ ୟୁକ୍ରେନ ମଧ୍ୟରେ ଯୁଦ୍ଧ ବେଳକୁ ବେଳ ତୀବ୍ର ହେବାରେ ଲାଗିଛି। ଗତ କିଛି ଦିନ ହେଲା ରୁଷିଆ ଅଧିକ ଆକ୍ରାତ୍ମକ ହୋଇ ଲଗାତର…

3 years ago