ଇସଲାମାବାଦ, ୨୪।୮ : ପାକିସ୍ତାନରେ ହିନ୍ଦୁ ସମେତ ଅନ୍ୟ ସଂଖ୍ୟାଲଘୁଙ୍କ ଉପରେ ଅତ୍ୟାଚାର, ବାଧ୍ୟତାମୂଳକ ଧର୍ମ ପରିବର୍ତ୍ତନ ଏବଂ ହତ୍ୟା ଘଟଣା କ୍ରମାଗତ ଭାବେ ବୃଦ୍ଧି ପାଉଛି।…
କିଭ୍/ଓ୍ବାଶିଂଟନ୍, ୨୪।୮: ସୋଭିଏଟ୍ ସଂଘରୁ ଅଲଗା ହୋଇଥିବା ୟୁକ୍ରେନ୍ ବୁଧବାର ଏହାର ୩୧ତମ ସ୍ବାଧୀନତା ଦିବସ ପାଳନ କରିବାକୁ ଯାଉଥିବାବେଳେ ଏହି ଦିନ ରୁଷିଆ କିଭ୍ ଉପରେ…
ହେଲସିଙ୍କି,୨୪।୮: ଏକ ପାର୍ଟିରେ ଫିନ୍ଲାଣ୍ଡ ପ୍ରଧାନମନ୍ତ୍ରୀ ସନ୍ନା ମରିନ୍ ନାଚଗୀତ କରୁଥିବାର ଫଟୋ ଭିଡିଓ ଭାଇରାଲ ହେବା ପରେ ତାଙ୍କୁ ସମାଲୋଚନାର ସାମ୍ନା କରିବାକୁ ପଡ଼ିଥିଲା। ପ୍ରଧାନମନ୍ତ୍ରୀ…
ରୋମ, ୨୪ା୮: ଇଟାଲୀର ପ୍ରଧାନମନ୍ତ୍ରୀ ଦୌଡ଼ରେ ଥିବା ଦକ୍ଷିଣପନ୍ଥୀ ନେତ୍ରୀ ଜିଓରଜିଆ ମେଲୋନି ଟୁଇଟରରେ ୟୁକ୍ରେନୀୟ ମହିଳାଙ୍କ ବଳାତ୍କାର ଭିଡିଓ ପୋଷ୍ଟ କରି ବିବାଦରେ ଫସିଛନ୍ତି। ଏହାକୁ…
ଜେନେଭା, ୨୩।୮ : ଆତଙ୍କବାଦ ଉପରେ ଦୋମୁହାଁ ମାପଦଣ୍ଡ ଗ୍ରହଣ ନକରିବାକୁ ଭାରତ ଜାତିସଂଘ ସୁରକ୍ଷା ପରିଷଦରେ ଚାଇନାକୁ ଚେତାବନୀ ଦେଇଛି। ଭାରତ କଡ଼ା ଆଭିମୁଖ୍ୟ ଗ୍ରହଣ…
ଇସଲାମାବାଦ୍, ୨୩।୮ : ପାକିସ୍ତାନର ପୂର୍ବତନ ପ୍ରଧାନମନ୍ତ୍ରୀ ଇମ୍ରାନ ଖାନଙ୍କ ଅସୁବିଧା ବଢ଼ିବାରେ ଲାଗିଛି। ନିକଟରେ ତାଙ୍କ ବିରୋଧରେ ଆତଙ୍କବାଦ ବିସ୍ତାର କରିଥିବା ଅଭିଯୋଗ ହୋଇଛି। ଏବେ…
କୁଆଲାମ୍ପୁର, ୨୩।୮ : ମାଲେସିଆର ପୂର୍ବତନ ପ୍ରଧାନମନ୍ତ୍ରୀ ନଜୀବ ରଜାକଙ୍କୁ ଦେଶର ସର୍ବୋଚ୍ଚ ନ୍ୟାୟାଳୟ ବଡ଼ ଝଟ୍କା ଦେଇଛନ୍ତି। ରାଜ୍ୟ ପାଣ୍ଠିରୁ ଲୁଟ ସମ୍ପର୍କିତ ମାମଲାରେ କୋର୍ଟ…
ଓ୍ବାଶିଂଟନ,୨୩।୮: ଆମେରିକାରେ ମଙ୍କିପକ୍ସ ସଂକ୍ରମଣ ପ୍ରକୋପ ଥମିବାର ନା ନେଉନି। ବର୍ତ୍ତମାନ ଦେଶର ସମସ୍ତ ୫୦ଟି ରାଜ୍ୟରେ ଏହି ସଂକ୍ରମଣ ବ୍ୟାପିଥିବା ଜଣାପଡ଼ିଛି। ଅନ୍ୟ ଦେଶ ଅପେକ୍ଷା…
ତାଇପେଇ,୨୩।୮: ନିକଟରେ ଆମେରିକା କଂଗ୍ରେସ ସ୍ପିକର ନାନ୍ସି ପେଲୋସିଙ୍କ ତାଇଓ୍ବାନ ଗସ୍ତ ପରେ ଚାଇନା ଉତ୍ତେଜିତ ହୋଇପଡିଥିଲା। ଏଭଳି ସ୍ଥିତିରେ ଆମେରିକାର ଇଣ୍ଡିଆନା ପ୍ରଦେଶର ଗଭର୍ନର ଏରିକ୍…
ଲଣ୍ଡନ,୨୩।୮: ବ୍ରିଟେନର ଆଗାମୀ ପ୍ରଧାନମନ୍ତ୍ରୀ ଦୌଡରେ ଥିବା ଭାରତୀୟ ବଂଶୋଦ୍ଭବ ଋଷି ସୁନକ ପଛରେ ପଡିଥାଇ ପାରନ୍ତି, କିନ୍ତୁ ସେ ଭାରତ ଏବଂ ବ୍ରିଟେନ ମଧ୍ୟରେ ସମ୍ପର୍କରେ…