ଅନ୍ତର୍ଜାତୀୟ

୫୬୦୦ ଆଫଗାନିସ୍ତାନ ନାଗରିକଙ୍କୁ ନିଜ ଦେଶରୁ ବିଦାକଲା ଇରାନ

ତେହେରାନ,୨୯ା୭: ନିଜ ଦେଶରେ ଆଫଗାନିସ୍ତାନ ନାଗରିକଙ୍କ ସଂଖ୍ୟାକୁ ନେଇ ଇରାନ ଆଫଗାନିସ୍ତାନ ନାଗରିକମାନଙ୍କୁ ବିଦାକରିଛି। କାବୁଲରେ ତାଲିବାନ ନେତୃତ୍ୱାଧୀନ ସରକାର କହିଛନ୍ତି, ଗତ କିଛି ସପ୍ତାହ ମଧ୍ୟରେ…

3 years ago

ନିଲାମ ହେଲା ୭.୫ କୋଟି ବର୍ଷ ତଳର ଡାଇନୋସର କଙ୍କାଳ, ଦାମ୍‌ ରହିଛି…

ନ୍ୟୁୟର୍କ,୨୯ା୭: ନ୍ୟୁୟର୍କର ସୁଥ୍‌ବେ ନିଲାମ ହାଉସ୍‌ରେ ମିଳିଥିବା ୭୭ ମିଲିୟନ ବର୍ଷ ପୁରୁଣା ଡାଇନୋସର କଙ୍କାଳ ୬୧ ମିଲିୟନ ଡଲାରରେ ବିକ୍ରି ହୋଇଛି। ନିଲାମ ଗୃହର ବରିଷ୍ଠ…

3 years ago

‘ହିଂସା ଅନୁମତି କାହାକୁ ଦିଆଯିବ ନାହିଁ’

ଓ୍ବାଶିଂଟନ,୨୯ା୭: ଜାତିସଂଘର କର୍ମଚାରୀ ଏବଂ ସୁବିଧା ବିରୋଧରେ ଆକ୍ରମଣ ଅନ୍ତର୍ଜାତୀୟ ନିୟମ ବିରୋଧ ବୋଲି ଆମେରିକା କହିଛି। ଏଭଳି ଆକ୍ରମଣର ଅନୁସନ୍ଧାନ ପାଇଁ କଙ୍ଗୋ ସରକାରଙ୍କ ଉଦ୍ୟମକୁ…

3 years ago

ୟୁକ୍ରେନର ଦ୍ୱିତୀୟ ବୃହତ୍ତ ପାୱାର ପ୍ଲାଣ୍ଟ ଉପରେ ରୁଷିଆର କବଜା

କ୍ୱିଭ,୨୯ ।୭: ରୁଷିଆ-ୟୁକ୍ରେନ ଯୁଦ୍ଧ ମଧ୍ୟରେ ପ୍ରତିଦିନ ଧ୍ୱଂସର ଚିତ୍ର ଦେଖିବାକୁ ମିଳୁଛି । ଗୁରୁବାର ରୁଷିଆ ସେନା ପୂର୍ବ ଦୋନେସ୍କ ଅଞ୍ଚଳରେ ଥିବା ୟୁକ୍ରେନର ଦ୍ୱିତୀୟ…

3 years ago

ଆମେରିକାକୁ ଚେତାବନୀ ଦେଲା ଚାଇନା

ବେଜିଂ,୨୯।୭: ଆଜିକାଲି ଆମେରିକା ଏବଂ ଚାଇନା ମଧ୍ୟରେ ସମ୍ପର୍କ ତିକ୍ତ ହୋଇପଡିଛି। ବିଶେଷକରି ତାଇୱାନ ପ୍ରସଙ୍ଗରେ ରାଷ୍ଟ୍ରପତି ଜୋ ବାଇଡେନ ଏବଂ ଚାଇନା ରାଷ୍ଟ୍ରପତି ସି ଜିନପିଙ୍ଗଙ୍କ…

3 years ago

ଇରାକରେ ଶ୍ରୀଲଙ୍କା ଦୃଶ୍ୟ

ବାଗ୍‌ଦାଦ:ଶ୍ରୀଲଙ୍କା ରାଷ୍ଟ୍ରପତି ପଦରୁ ଗୋଟାବାୟା ରାଜପାକ୍ସେଙ୍କ ଇସ୍ତଫା ଦାବିରେ ଆନ୍ଦୋଳନକାରୀ ରାଷ୍ଟ୍ରପତି ଭବନରେ ଧସେଇ ପଶିବା ଦୃଶ୍ୟର ପୁନରାବୃତ୍ତି ଦେଖିବାକୁ ମିଳିଛି ଇରାକରେ। ବୁଧବାର ଶତାଧିକ ବିକ୍ଷୋଭକାରୀ…

3 years ago

‘ମୁଁ ଚୋରଙ୍କ ସହ କଥା ହେବାକୁ ଚାହେଁ ନାହିଁ’

ଇସଲାମାବାଦ,୨୮ା୭: ପାକିସ୍ତାନର ପୂର୍ବତନ ପ୍ରଧାନମନ୍ତ୍ରୀ ଇମ୍ରାନ୍‌ ଖାନ ବର୍ତ୍ତମାନର ସରକାରଙ୍କ ସହ କଥାବାର୍ତ୍ତାର ସମସ୍ତ ସମ୍ଭାବନାକୁ ସମ୍ପୂର୍ଣ୍ଣ ରୂପେ ଏଡ଼ାଇ ଦେଇଛନ୍ତି। ଏକ ବିବୃତ୍ତିରେ ଇମ୍ରାନ୍‌ ପାକିସ୍ତାନ…

3 years ago

ସେଲ୍‌ଫି ଚକ୍କରରେ ହେଲିକପ୍ଟରରେ କଟିଗଲା ମୁଣ୍ଡ

ଲଣ୍ଡନ,୨୮ା୭: ସୋସିଆଲ ମିଡିଆ ଏବଂ ସେଲ୍‌ଫିର ନିଶା ଏତେ ବଢ଼ିଗଲାଣି ଯେ, କାହା ସହ କେତେବେଳେ କ’ଣ ଘଟୁଛି କହିହେଉ ନାହିଁ। ବ୍ରିଟେନର ଜଣେ ଧନୀ ପରିବାରର…

3 years ago

କିମ୍‌ଙ୍କ କଡ଼ା ଚେତାବନୀ, ଆମେରିକା-ଦକ୍ଷିଣକୋରିଆ ସହ ହେବ ଆଣବିକ ଯୁଦ୍ଧ…

ପୋଙ୍ଗୟାଙ୍ଗ୍‌,୨୮।୭ : ଉତ୍ତର କୋରିଆ ଏବଂ ଦକ୍ଷିଣ କୋରିଆ ମଧ୍ୟରେ ପୁଣି ଥରେ ଉତ୍ତେଜନା ସୃଷ୍ଟି ହୋଇଛି। ଉତ୍ତର କୋରିଆର ଏକଛତ୍ରବାଦୀ ଶାସକ କିମ ଜୋଙ୍ଗ ଉନଙ୍କ…

3 years ago

ଜଳିଗଲା ୯୦୦ ହେକ୍ଟର ପାଇନ୍‌ ଜଙ୍ଗଲ

ପ୍ୟାରିସ୍‌,୨୮ା୭: କିଛି ସପ୍ତାହ ଧରି ୟୁରୋପୀୟ ଦେଶଗୁଡ଼ିକରେ ପ୍ରବଳ ଉତ୍ତାପ ଏବଂ ଜଙ୍ଗଲୀ ନିଆଁ ବ୍ୟାପିଛି। ଦକ୍ଷିଣ-ପୂର୍ବ ଫ୍ରାନ୍ସର ଆର୍ଡଚେ ଜଙ୍ଗଲ ଅଞ୍ଚଳରେ ଭୟଙ୍କର ଅଗ୍ନିକାଣ୍ଡ ଘଟିଛି।…

3 years ago