ଅନ୍ତର୍ଜାତୀୟ

୧୩ରେ ଇସ୍ତଫା, ୨୦ରେ ମତଦାନ

କଲେମ୍ବୋ,୧୧।୭: ଶ୍ରୀଲଙ୍କାରେ ଆର୍ଥିକ ସଙ୍କଟ ମଧ୍ୟରେ ଦେଶର ରାଷ୍ଟ୍ରପତି ଗୋଟବାୟା ରାଜପାକ୍ସେଙ୍କ ବିରୋଧରେ ବ୍ୟାପକ ବିରୋଧ ପ୍ରଦର୍ଶନ ଜାରି ରହିଛି। ଇତିମଧ୍ୟରେ ଗୋଟବାୟା ସୋମବାର ନିଜ ପଦରୁ…

3 years ago

ଭାରତକୁ ଧନ୍ୟବାଦ ଦେଲେ ଶ୍ରୀଲଙ୍କାର ପ୍ରସିଦ୍ଧ କ୍ରିକେଟର୍‌

କଲମ୍ବୋ,୧୧।୭: ଆର୍ଥିକ ସଙ୍କଟ ଯୋଗୁ ଶ୍ରୀଲଙ୍କା ଅବସ୍ଥା ବିଗିଡି ଯାଇଛି। ଦେଶର ଲୋକମାନେ ରାସ୍ତାରେ ବିକ୍ଷୋଭ ପ୍ରଦର୍ଶନ କରୁଛନ୍ତି। ଦେଶର ରାଷ୍ଟ୍ରପତି ଗୋଟାବାୟା ରାଜପାକ୍ସେ ତାଙ୍କ ପରିବାର…

3 years ago

ଶ୍ରୀଲଙ୍କାରେ ଆଳୁ କିଲୋ ୮୦୦, ଟମାଟୋ ୧୦୦୦, କାଠ ଚୁଲି ଜାଳୁଛନ୍ତି ଲୋକେ

କଲମ୍ବୋ,୧୧ ।୭: ଏବେ ସାରା ବିଶ୍ୱ ଦେଖି ସାରିଛି ଶ୍ରୀଲଙ୍କା ଆର୍ଥିକ ପରିସ୍ଥିତିର ଭୟାବହତା । ସାଧାରଣ ଜନତା କିଭଳି ଭାବେ ରାଷ୍ଟ୍ରପତି ଭବନ କବଜା କରି…

3 years ago

ଆନୁଷ୍ଠାନିକ ଭାବେ ଇସ୍ତଫା ଘୋଷଣା କଲେ ଶ୍ରୀଲଙ୍କା ରାଷ୍ଟ୍ରପତି

କଲମ୍ବୋ,୧୧ ।୭: ଶ୍ରୀଲଙ୍କାର ଆର୍ଥିକ ସଙ୍କଟକୁ ନେଇ ଲୋକେ ଉଗ୍ର ହେବା ସହ ବିରୋଧ ପ୍ରଦର୍ଶନ ଜାରି ରଖିଛନ୍ତି । ଏମାନେ ରାଷ୍ଟ୍ରପତି ଭବନ ଓ ପ୍ରଧାନମନ୍ତ୍ରୀଙ୍କ…

3 years ago

ଟୁଇଟର ଡିଲ ଶେଷ: ମସ୍କଙ୍କୁ କୋର୍ଟକୁ ନେବ ଟୁଇଟର, ନ୍ୟୁୟର୍କର ସର୍ବୋଚ୍ଚ ଆଇନ ସଂସ୍ଥାକୁ ଦେଇଛି ଦାୟିତ୍ୱ

ୱାଶିଂଟନ,୧୧ ।୭: ଟୁଇଟର ଡିଲକୁ ନେଇ ସବୁଠି ଏବେ ଚର୍ଚ୍ଚା । ୪୪ ଅରବ ଡଲାରରେ ଟୁଇଟରକୁ କ୍ରୟ କରିବା ଡିଲ ଏବେ ଶେଷ ହୋଇଛି କହିଲେ…

3 years ago

ଶ୍ରୀଲଙ୍କା ପ୍ରଧାନମନ୍ତ୍ରୀଙ୍କ ଘରକୁ ପିକନିକ ସ୍ପଟ କରିଛନ୍ତି ପ୍ରଦର୍ଶନକାରୀ

କଲମ୍ବୋ,୧୧ ।୭: ଶ୍ରୀଲଙ୍କାର ବିଗିଡିଯାଇଥିବା ଆର୍ଥିକ ସ୍ଥିତିକୁ ନେଇ ଏବେ ସେଠାରେ ପ୍ରଦର୍ଶନକାରୀମାନେ ଉଗ୍ର ହୋଇଛନ୍ତି । ପ୍ରଧାନମନ୍ତ୍ରୀ ରାନିଲ ୱିକ୍ରମସିଂଘେଙ୍କ ସରକାରୀ ବାସଭବନ ‘ଟେମ୍ପଲ ଟ୍ରି’କୁ…

3 years ago

ଭାରତ ମହାସାଗର ଉପରେ ଲକ୍ଷ୍ୟ, ଚାଇନା-ପାକିସ୍ତାନର ନୌଭ୍ୟାସ…

ବେଜିଂ,୧୧।୭ : ଭାରତ ମହାସାଗରରେ ଉନ୍ନତ ନୌସେନା ସହଯୋଗ ବୃଦ୍ଧି କରିବା ଲକ୍ଷ୍ୟ ନେଇ ଚାଇନା ଏବଂ ପାକିସ୍ତାନ ସାଂଘାଇ ଉପକୂଳରେ ସାଗର ଗାର୍ଡିଆନ-୨ ଅଭ୍ୟାସ ଆରମ୍ଭ…

3 years ago

ସର୍ବଦଳୀୟ ସରକାର ପାଇଁ ପ୍ରସ୍ତୁତି

କଲମ୍ବୋ,୧୧ା୭: ଶ୍ରୀଲଙ୍କା ରାଷ୍ଟ୍ରପତି ଗୋଟାବାୟା ରାଜପାକ୍ସେଙ୍କ ଆକସ୍ମିକ ପଳାୟନ ଗୃହଯୁଦ୍ଧ ଆଡ଼କୁ ମୁହଁାଇଥିବା ଦ୍ୱୀପରାଷ୍ଟ୍ରର ଭବିଷ୍ୟତ ଉପରେ ପ୍ରଶ୍ନବାଚୀ ସୃଷ୍ଟି କରିଛି। ତେବେ ସାମ୍ପ୍ରତିକ ରାଜନୈତିକ ଓ…

3 years ago

ବୋରିସଙ୍କ ନଁ।ରେ ସାଂଘାତିକ ଅଭିଯୋଗ

ଲଣ୍ଡନ, ୧୧ା୭: ବିବାଦୀୟ ହୋଇ ନିକଟରେ ବ୍ରିଟେନ ପ୍ରଧାନମନ୍ତ୍ରୀ ପଦରୁ ଇସ୍ତଫା ଦେଇଥିବା ବୋରିସ୍‌ ଜନ୍‌ସନ୍‌ଙ୍କ ବିରୋଧରେ ନୂଆ ଅଭିଯୋଗ ସାମ୍‌ନାକୁ ଆସିଛି। ୨୦୦୮ରେ ବୋରିସ୍‌ ଲଣ୍ଡନ…

3 years ago

ସ୍କୋଲଜ୍‌ଙ୍କ ପାର୍ଟିରେ ୯ ମହିଳାଙ୍କୁ ଦିଆଯାଇଥିଲା ଡ୍ରଗ୍ସ

ବର୍ଲିନ, ୧୧ା୭: ଜର୍ମାନ ଚାନ୍‌ସେଲର ଓଲାଫ୍‌ ସ୍କୋଲଜ୍‌ ଏବଂ ତାଙ୍କ ସୋସିଆଲ ଡେମୋକ୍ରାଟିକ୍‌ ପାର୍ଟି ଏମ୍‌ପି ଯୋଗଦେଇଥିବା ଏକ ପାର୍ଟିରେ ୯ ମହିଳାଙ୍କୁ ଡ୍ରଗ୍ସ ଦିଆଯାଇଥିବା ଖବର…

3 years ago