ଅନ୍ତର୍ଜାତୀୟ

ସୀମା ସଂଘର୍ଷ ଘଟଣା: ଆସିଲା ଚାଇନାର ପ୍ରତିକ୍ରିୟା

ବେଜିଂ,୧୩।୧୨: ଅରୁଣାଚଳ ପ୍ରଦେଶର ତୱାଙ୍ଗରେ ଭାରତୀୟ ଏବଂ ଚାଇନା ସୈନ୍ୟଙ୍କ ମଧ୍ୟରେ ହୋଇଥିବା ସଂଘର୍ଷ ପ୍ରସଙ୍ଗରେ ଚାଇନାର ପ୍ରଥମ ପ୍ରତିକ୍ରିୟା ଆସିଛି। ଚାଇନା କହିଛି ଯେ, ବର୍ତ୍ତମାନ…

4 years ago

ଭାରତର ଜି-୨୦ ଅଧ୍ୟକ୍ଷତାକୁ ମିଳିଲା ଜି-୭ ଦେଶର ସମର୍ଥନ

ୱାଶିଂଟନ,୧୩ ।୧୨: ଜି-୭ ଦେଶ ସୋମବାର ଭାରତର ଜି-୨୦ ଅଧ୍ୟକ୍ଷତାକୁ ସମର୍ଥନ କରି ଏକ ନ୍ୟାୟପୂର୍ଣ୍ଣ ବିଶ୍ୱ ପ୍ରତି ପ୍ରତିବଦ୍ଧତାକୁ ଦୋହରାଇଛି । ସୋମବାର ପ୍ରକାଶିତ ଏକ…

4 years ago

ରୁଷିଆ ଏବେ ସେହି ମିଶାଇଲରେ ୟୁକ୍ରେନ୍ ଉପରେ କରୁଛି ଆକ୍ରମଣ ଯାହାକୁ ୧୯୯୦ରେ ସୋଭିଏତ ସଂଘରୁ ଅଲଗା ହେବା ପରେ ଦେଇଥିଲା ୟୁକ୍ରେନ୍‌

କ୍ୱିଭ,୧୩ ।୧୨: ରୁଷିଆ-ୟୁକ୍ରେନ୍ ଯୁଦ୍ଧ ଏବେ ଏକ ଅଜବ ସ୍ଥିତିରେ ପହଞ୍ଚିଛି । ୟୁକ୍ରେନର ଡେପୁଟି ଇଣ୍ଟଲିଜେନ୍ସ ମୁଖ୍ୟ ଜେନରାଲ ୱାଦିମ ସ୍କିବିତ୍ସକି କହିଛନ୍ତି ଅକ୍ଟୋବର ପରେ…

4 years ago

କୁଇନସଲ୍ୟାଣ୍ଡର ଏକ ନିଛାଟିଆ ଅଞ୍ଚଳରେ ୨ ପୋଲିସ ଅଧିକାରୀଙ୍କ ସହ ମିଳିଲା ୬ ଜଣଙ୍କ ମୃତଦେହ

କୁଇନ୍ସଲ୍ୟାଣ୍ଡ,୧୩ ।୧୨: ଅଷ୍ଟ୍ରେଲିୟାର କୁଇନ୍ସଲ୍ୟାଣ୍ଡ ରାଜ୍ୟରେ ଥିବା ଏକ ନିଛାଟିଆ ସ୍ଥାନରୁ ୨ ଜଣ ପୋଲିସ ଅଧିକାରୀଙ୍କ ସମେତ ୬ ଜଣଙ୍କ ମୃତଦେହ ମିଳିଛି । ଜଣେ…

4 years ago

ବର୍ଷ ଶେଷ ଖବରଦାତା ସମ୍ମିଳନୀ କରିବେନି ପୁଟିନ୍‌

ମସ୍କୋ, ୧୩।୧୨: ଚଳିତବର୍ଷ ରୁଷିଆ ରାଷ୍ଟ୍ରପତି ଭ୍ଲାଡିମିର ପୁଟିନ୍‌ ବର୍ଷ ଶେଷ ଖବରଦାତା ସମ୍ମିଳନୀ କରିବେ ନାହିଁ ବୋଲି କ୍ରେମଲିନ୍‌ ମୁଖପାତ୍ର ଡିମିଟ୍ରି ପେସ୍କୋଭ ସୂଚନା ଦେଇଛନ୍ତି।…

4 years ago

ମୋଦିଙ୍କ ସହ ସହମତ ବ୍ରିଟେନ ବୈଦେଶିକ ମନ୍ତ୍ରୀ

ଲଣ୍ଡନ,୧୩।୧୨: ବ୍ରିଟେନ ବୈଦେଶିକ ମନ୍ତ୍ରୀ ଜେମ୍ସ କ୍ଲିଭର୍ଲି ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ମନ୍ତବ୍ୟ ସହ ସହମତ ହୋଇଛନ୍ତି। ସେ କହିଛନ୍ତି, ପୁଟିନଙ୍କ ସାମ୍ନାରେ ପ୍ରଧାନମନ୍ତ୍ରୀ ମୋଦି ହିଁ…

4 years ago

ଏଲନ ମସ୍କ ଲଞ୍ଚ କଲେ ଟୁଇଟରର ଅପଡେଟେଡ ଆକାଉଣ୍ଟ ଭେରିଫିକେଶନ ପ୍ରୋଗ୍ରାମ, ୩ ରଙ୍ଗରେ ହେବ ଟିକ୍‌

ୱାଶଂଟନ,୧୩ ।୧୨: କିଛି ଦିନର ଅପେକ୍ଷା ପରେ ଶେଷରେ ଟୁଇଟର ଅପଡେଟେଡ ଆକାଉଣ୍ଟ ଭେରିଫିକେଶନ ପ୍ରୋଗ୍ରାମ ଲଞ୍ଚ କରିଛି । ଫଳରେ ଏବେ ଭେରିଫାଏଡ ଆକାଉଣ୍ଟ ପାଇଁ…

4 years ago

କାନାଡାରେ ଭାରତୀୟ ମୂଳ ବାସିନ୍ଦା ଶିଖ ଯୁବକଙ୍କୁ ଗୁଳିକରି ହତ୍ୟା

ଟରୋଣ୍ଟୋ,୧୨ ।୧୨: କାନାଡାର ଅଲବର୍ଟା ଅଞ୍ଚଳରେ ଜଣେ ଭାରତୀୟ ମୂଳ ବାସିନ୍ଦା ଶିଖ ଯୁବକଙ୍କୁ ଗୁଳିକରି ହତ୍ୟା କରାଯାଇଥିବା ଜଣାପଡିଛି । ଏହି ଘଟଣାରେ ପୋଲିସ ତା’ର…

4 years ago

ଇରାନରେ ପୁଣି ଜଣେ ଆନ୍ଦୋଳନକାରୀଙ୍କୁ ଫାଶୀ

ଦୁବାଇ,୧୨।୧୨: ଇରାନରେ ଆଉ ଜଣେ ହିଜାବ ବିରୋଧୀ ଆନ୍ଦୋଳନକାରୀଙ୍କୁ ସୋମବାର ସରକାର ଫାଶୀ ଦେଇଛନ୍ତି । ସେ ହେଲେ ୨୪ ବର୍ଷୀୟ ଯୁବକ ମାଜିଦ୍ରେଜା ରହନାଭାର୍ଡ ‘ଇଶ୍ବରଙ୍କ…

4 years ago

କାବୁଲ ହୋଟେଲରେ ସୁଇସାଇଡ ଆଟାକ, ୨ ପୋଲିସ ଅଧିକାରୀଙ୍କ ସମେତ ୫ ମୃତ

କାବୁଲ,୧୨ ।୧୨: ଆଫଗାନିସ୍ତାନର ରାଜଧାନୀ କାବୁଲରେ ସୋମବାର ଏକ ହୋଟେଲରେ ସୁଇସାଇଡ ଆଟାକ ହୋଇଛି । ଏହି ହୋଟେଲରେ ଅଧିକାଂଶ ଚାଇନା ନାଗରିକ ଥିଲେ । ଏବେ…

4 years ago