ଅନ୍ତର୍ଜାତୀୟ

ହିଜାବ ନ ପିନ୍ଧିବାରୁ ଜୀବନ ଗଲା

ଇରାନ,୧୮।୯: ଏଠାର ପୋଲିସ ହିଜାବ ଆଇନରେ ଜଣେ ୨୨ ବର୍ଷୀୟା ମହିଳାଙ୍କୁ ଗିରଫ କରିବା ପରେ ସେ କୋମାକୁ ଚାଲିଯାଇଥିଲେ। ଶୁକ୍ରବାର ତାଙ୍କର ମୃତ୍ୟୁ ଘଟିବା ପରେ…

4 years ago

ପ୍ରାକୃତିକ ଗ୍ୟାସ୍‌ ଚାହୁଁଥିଲେ କଟକଣା ହଟାଅ: ପୁଟିନ୍‌

ମସ୍କୋ,୧୮ା୯: ପ୍ରାକୃତିକ ଗ୍ୟାସ୍‌ ଲାଗି ରୁଷିଆ ଉପରେ ବହୁମାତ୍ରାରେ ନିର୍ଭରଶୀଳ ୟୁରୋପରେ ଏବେ ଶକ୍ତିସଙ୍କଟ ଦେଖାଦେଇଛି। ଆଗକୁ ଶୀତଋତୁ ଆସୁଥିବାରୁ ୟୁରୋପବାସୀଙ୍କ ପାଇଁ ସମସ୍ୟା ବଢ଼ିବା ଆଶଙ୍କା…

4 years ago

ରାଜ ପରିବାର ପକ୍ଷରୁ ଜାରି କରାଗଲା ମହାରାଣୀ ଏଲିଜାବେଥ ଦ୍ୱିତୀୟଙ୍କ ଅନ୍ତିମ ସଂସ୍କାରରେ ଯୋଗ ଦେଉଥିବା ଅତିଥିଙ୍କ ତାଲିକା

ଲଣ୍ଡନ,୧୮ ।୯: ବ୍ରିଟେନ ମହାରାଣୀ ଏଲିଜାବେଥ ଦ୍ୱିତୀୟଙ୍କ ଅନ୍ତିକ ସଂସ୍କାର ସୋମବାର ଅର୍ଥାତ୍ ସେପ୍ଟେମ୍ବର ୧୯ରେ ହେବ । ଏଥିରେ ବିଶ୍ୱର ଅନେକେ ନେତା , ରାଜ…

4 years ago

ଦକ୍ଷିଣ ଆଫ୍ରିକାରେ ବଡ ଧରଣର ସଡ଼କ ଦୁର୍ଘଟଣା, ୧୯ ଛାତ୍ରଙ୍କ ସମେତ ୨୧ ମୃତ

କେପ ଟାଉନ,୧୮ ।୯: ଦକ୍ଷିଣ ଆଫ୍ରିକାର କ୍ୱାଜୁଲୁ-ନତାଲରେ ଏକ ମର୍ମନ୍ତୁଦ ସଡ଼କ ଦୁର୍ଘଟଣା ହୋଇଛି । ଏଥିରେ ୧୯ସ୍କୁଲ ଛାତ୍ରଙ୍କ ସମେତ ୨୧ ଲୋକଙ୍କ ମୃତ୍ୟୁ ହୋଇଥିବା…

4 years ago

୧୦୦ରୁ ଅଧିକ ସିନେମା ହଲ, ବଡ ସହରରେ ସ୍କ୍ରିନରେ ପ୍ରଦର୍ଶିତ ହେବ ମହାରାଣୀଙ୍କ ଅନ୍ତିମ ସଂସ୍କାର

ଲଣ୍ଡନ,୧୮ ।୯: ବ୍ରିଟେନ ମହାରାଣୀ ସ୍ୱର୍ଗତ ଏଲିଜାବେଥ ଦ୍ୱିତୀୟଙ୍କ ରାଜକୀୟ ଅନ୍ତିମ ସଂସ୍କାର ୧୯ ସେପ୍ଟେମ୍ବରରେ ଲଣ୍ଡନର ୱେଷ୍ଟମିଂଷ୍ଟର ଏବେରେ କରାଯିବ । ଏହା ପୂର୍ବରୁ ବ୍ରିଟିଶ…

4 years ago

ଥରିଲା ତାଇଓ୍ବାନ

ତାଇପେଇ,୧୭ା୯: ଶନିବାର ଦକ୍ଷିଣ ପୂର୍ବ ତାଇଓ୍ବାନରେ ପ୍ରବଳ ଭୂକମ୍ପ ଅନୁଭୂତ ହୋଇଥିଲା। ଏକ ରିପୋର୍ଟ ଅନୁଯାୟୀ, ରିକ୍ଟର ସ୍କେଲରେ ଭୂକମ୍ପର ତୀବ୍ରତା ୬.୪ ରେକର୍ଡ କରାଯାଇଛି। ଭୂକମ୍ପ…

4 years ago

୨୦୨୭ ସୁଦ୍ଧା ତାଇଓ୍ବାନକୁ ଦଖଲ କରିବା ଚାଇନାର ଲକ୍ଷ୍ୟ…

ବେଜିଂ, ୧୭।୯ : ନିକଟରେ ଚାଇନ ଏବଂ ତାଇୱାନ ମଧ୍ୟରେ ତିକ୍ତତା ଚରମ ସୀମାରେ ପହଞ୍ଚିଥିଲା। ପରିସ୍ଥିତି ଯୁଦ୍ଧରେ ପହଞ୍ଚିଥିଲା କିନ୍ତୁ ଉଭୟ ପକ୍ଷ ନିଜର ଧୈର୍ଯ୍ୟ…

4 years ago

ପାକିସ୍ତାନକୁ ମିଳିବ ନୂଆ ସେନାମୁଖ୍ୟ

ଇସଲାମାବାଦ,୧୭ା୯: ପାକିସ୍ତାନର ପ୍ରତିରକ୍ଷା ମନ୍ତ୍ରୀ ଖାଓ୍ବାଜା ଆସିଫ୍‌ ଶନିବାର କହିଛନ୍ତି ଯେ, ନଭେମ୍ବରରେ ପାକିସ୍ତାନ ପ୍ରଧାନମନ୍ତ୍ରୀ ଶେହବାଜ ଶରିଫ୍‌ ଏକ ନୂଆ ସେନା ମୁଖ୍ୟ ନିଯୁକ୍ତ କରିବେ।…

4 years ago

ବ୍ରିଟେନର ରାଣୀ ଏଲିଜାବେଥ୍‌ ଦ୍ୱିତୀୟଙ୍କ ଅନ୍ତିମ ଯାତ୍ରାରେ ଗିରଫ ହେଲେ ଜଣେ ବ୍ୟକ୍ତି

ଲଣ୍ଡନ,୧୭ା୯: ବ୍ରିଟେନର ରାଣୀ ଏଲିଜାବେଥ୍‌ ଦ୍ୱିତୀୟଙ୍କ ଅନ୍ତିମ ଯାତ୍ରା ସମୟରେ ଜଣେ ବ୍ୟକ୍ତିଙ୍କୁ ଗିରଫ କରାଯାଇଛି। ଲଣ୍ଡନର ଓ୍ବେଷ୍ଟମିନଷ୍ଟର ହଲରେ ସ୍ବର୍ଗତ ରାଣୀଙ୍କ କଫିନ ରଖାଯାଇଥିଲା। ଯେଉଁଠାରେ…

4 years ago

‘ଭାରତକୁ ଉପକୃତ କରୁଛନ୍ତି ଇମ୍ରାନ’

ଇସଲାମାବାଦ,୧୭ା୯: ପାକିସ୍ତାନର ପ୍ରତିରକ୍ଷା ମନ୍ତ୍ରୀ ଖାଓ୍ବାଜା ଆସିଫ୍‌ ପୂର୍ବତନ ପ୍ରଧାନମନ୍ତ୍ରୀ ଇମ୍ରାନ ଖାନଙ୍କୁ ଚେତାବନୀ ଦେଇଛନ୍ତି। ପାକିସ୍ତାନ ସେନା ମୁଖ୍ୟଙ୍କ ନିଯୁକ୍ତିକୁ ନେଇ ବିବାଦ ବନ୍ଦ କରିବାକୁ…

4 years ago