ଅନ୍ତର୍ଜାତୀୟ

ଭିନ୍ନ ଢଙ୍ଗରେ କରୋନା ସଂକ୍ରମିତ ଶିଶୁଙ୍କୁ ଉପହାର ଦେଲେ ସାନ୍ତା

ଲିମା,୨୦ ।୧୨: କରୋନା ମହାମାରୀ ମଧ୍ୟରେ ବି ସାରା ବିଶ୍ୱ ଖ୍ରୀଷ୍ଟମାସକୁ ନେଇ ପ୍ରସ୍ତୁତି ଜାରି ରଖିଛି । ପେରୁରେ ଭିନ୍ନ ଢଙ୍ଗରେ ସାନ୍ତା କ୍ଲଜ କରୋନା…

4 years ago

ମାଲେସିୟାରେ ପ୍ରଳୟଙ୍କରୀ ବନ୍ୟା, ବାସହରା ହେଲେ ୨୨ ହଜାରରୁ ଊର୍ଦ୍ଧ୍ୱ

କୁଆଲା ଲମପୁର,୨୦ ।୧୨: ମାଲେସିୟାରେ ପ୍ରବଳ ବର୍ଷା ଯୋଗୁଁ ବନ୍ୟା ଆସିଛି । ଆଉ ଏହି ବନ୍ୟାରେ ସାଧାରଣ ଜନଜୀବନ ଅସ୍ତବ୍ୟସ୍ତ ହୋଇ ପଡିବା ସହ ୨୨…

4 years ago

କଶ୍ମୀର ସମସ୍ୟାକୁ ମୁଖ୍ୟ ପ୍ରସଙ୍ଗ କରୁଛି ପାକିସ୍ତାନ

ଇସଲାମାବାଦ,୨୦ ।୧୨: ପାକିସ୍ତାନର ସେନା ମୁଖ୍ୟ ଜେନେରାଲ କମର ବାଜୱା କହିଛନ୍ତି ସୀମାରେ ଶାନ୍ତି ଓ ସ୍ଥିରତା ପାଇଁ କଶ୍ମୀର ସମସ୍ୟାର ସମାଧାନ କରିବା ଜରୁରୀ ।…

4 years ago

୮୯ ଦେଶରେ ଓମିକ୍ରନ୍ ସଂକ୍ରମଣ: ବ୍ରିଟେନରେ ଲାଗିପାରେ ୨ ସପ୍ତାହର ଲକଡାଉନ

ଲଣ୍ଡନ,୧୯ ।୧୨: କରୋନାର ନୂଆ ଭାରିଏଣ୍ଟ ଓମିକ୍ରନ ଏବେସୁଦ୍ଧା ୮୯ ଦେଶରେ ପହଞ୍ଚି ସାରିଲାଣି । ହେଲେ ବ୍ରିଟେନରେ ଏହା ବେଳକୁ ବେଳ ସାଂଘାତିକ ରୂପ ଧାରଣ…

4 years ago

ଡବ୍ଲୁଏଚ୍‌ଓର ଚେତାବନୀ: ୩ ଦିନରେ ଦୁଇଗୁଣା ହେବ ଓମିକ୍ରନ୍‌

ଜେନେଭା,୧୯ ।୧୨: ଏବେ ସୁଦ୍ଧା କରୋନାର ନୂଆ ଭାରିଏଣ୍ଟ ଓମିକ୍ରନ୍ ୮୯ ଦେଶକୁ ବ୍ୟାପି ସାରିଲାଣି । ସବୁଠି ଏହା ଡେଲ୍ଟା ଭାରିଏଣ୍ଟଠାରୁ ଦ୍ରୁତ ବେଗରେ ବ୍ୟାପୁଥିବା…

4 years ago

ଫିଲିପାଇନ୍ସରେ ତାଣ୍ଡବ ରଚିଲା ‘ରାଇ’

ମାନିଲା,୧୮।୧୨: ପ୍ରଳୟଙ୍କରୀ ବାତ୍ୟା ପ୍ରଭାବରେ କେନ୍ଦ୍ରୀୟ ଫିଲିପାଇନ୍ସରେ ବ୍ୟାପକ କ୍ଷୟକ୍ଷତି ହୋଇଛି। ବାତ୍ୟାରେ ୩୧ ଜଣଙ୍କ ଜୀବନ ଯାଇଛି। ଏପରିକି ବିଦ୍ୟୁତ୍‌ ଯୋଗାଣ ବାଧାପ୍ରାପ୍ତ ହେବା ସହ…

4 years ago

କରାଚିରେ ବଡ ଧରଣର ବିସ୍ଫୋରଣ: ୧୦ ମୃତ, ଆହତଙ୍କ ମଧ୍ୟରେ ୪ ଗୁରୁତର

କରାଚି,୧୮ ।୧୨: ପାକିସ୍ତାନ କରାଚିରେ ଶେରଶାହ ପାରାଚା ଚୌକ ଅଞ୍ଚଳରେ ଏକ ବଡ ଧରଣର ବିସ୍ଫୋରଣ ହୋଇଛି । ଶନିବାର ଦ୍ୱିପ୍ରହରରେ ଏକ ଅଟ୍ଟାଳିକାରେ ହୋଇଥିବା ଏହି…

4 years ago

ବଢୁଛି ଓମିକ୍ରନ ଚିନ୍ତା, ହୋଇପାରେ ଲକ୍‌ଡାଉନ୍‌

ଆମଷ୍ଟରଡାମ୍‌,୧୮ା୧୨: କେତେକ ଦେଶରେ କରୋନାର ନୂଆ ଭାରିଆଣ୍ଟ ଓମିକ୍ରନ ଆକ୍ରାନ୍ତଙ୍କ ସଂଖ୍ୟା ବଢ଼ି ଚାଲିଛି। ଏହାକୁ ଦୃଷ୍ଟିରେ ରଖି ନେଦରଲ୍ୟାଣ୍ଡରେ ଲକ୍‌ଡାଉନ୍‌ ଲାଗୁ କରାଯାଇପାରେ। ନୂଆ ରଣନୀତି…

4 years ago

୨୦୨୪ ପର୍ଯ୍ୟନ୍ତ ରହିବ କରୋନା ଆତଙ୍କ,ବିଶେଷଜ୍ଞଙ୍କ ଅନୁମାନ…

ଓ୍ବାଶିଂଟନ/ନୂଆଦିଲ୍ଲୀ, ୧୮।୧୨:  ପୃଥିବୀରେ କରୋନା ମହାମାରୀ ଯୋଗୁ ଆତଙ୍କ ସୃଷ୍ଟି ହୋଇଛି। ନୂଆ ନୂଆ ଭାରିଆଣ୍ଟ୍‌ ଆସିବା ଯୋଗୁ ସଙ୍କଟ ବଢ଼ିଚାଲିଛି। ଏପରିସ୍ଥଳେ ବିଶେଷଜ୍ଞମାନେ କହିଛନ୍ତି ଯେ,…

4 years ago

ସିଗାରେଟ ପ୍ୟାକେଟରେ କରତାରପୁର ସାହିବଙ୍କ ପ୍ରସାଦ ବଣ୍ଟନ, ଶିଖ୍‌ ସମ୍ପ୍ରଦାୟଙ୍କ ଧାର୍ମିକ ଭାବନାକୁ ଆଘାତ…

ଲାହୋର/ନୂଆଦିଲ୍ଲୀ, ୧୮।୧୨: ପାକିସ୍ତାନରେ ଶିଖ୍‌ ସମ୍ପ୍ରଦାୟଙ୍କ ଧାର୍ମିକ ଭାବନାକୁ ଆଘାତ ଦିଆଯାଇଛି। ଏହା ଭାରତ ସମେତ ପୃଥିବୀର ସମସ୍ତ ଶିଖ୍‌ ସମ୍ପ୍ରଦାୟଙ୍କୁ ମର୍ମାହତ କରିଛି। କରତାରପୁରର ଗୁରୁଦ୍ୱାର…

4 years ago