ମସ୍କୋ/କ୍ୱିଭ୍/ଓ୍ବାଶିଂଟନ,୧୨ା୩: ରୁଷିଆର ୟୁକ୍ରେନ୍ ଆକ୍ରମଣକୁ ୧୬ ଦିନ ବିତିଛି। ରୁଷୀୟ ସୈନ୍ୟଙ୍କ ଘନ ଘନ ରକେଟ ମାଡ଼ରେ ରାଜଧାନୀ କ୍ୱିଭ୍ ସମେତ ଅନେକ ସହର ଛିନ୍ଛତ୍ର ହୋଇଯାଇଥିବାବେଳେ…
ମୈରିୟୁପୋଲ,୧୨ ।୩: ୟୁକ୍ରେନ୍ ଉପରେ ରୁଷିଆ ଆକ୍ରମଣକୁ ୧୬ ଦିନ ପୂରଣ ହୋଇଥିବା ବେଳେ ସ୍ଥିତି କିନ୍ତୁ ସୁଧୁରିବା ପରିବର୍ତ୍ତେ ବିଗିଡିବାରେ ଲାଗିଛି । ରୁଷିଆ ସେନା…
ଖାର୍କିବ,୧୨ ।୩: ୟୁକ୍ରେନ୍ ଉପରେ ରୁଷିଆର ଆକ୍ରମଣ ଏପର୍ଯ୍ୟନ୍ତ ଜାରି ରହିଥିବା ବେଳେ ବେଳକୁ ବେଳ ବଢି ଚାଲିଛି ନିରିହ ଜନତାଙ୍କ ମୃତ୍ୟୁ ସଂଖ୍ୟା । ଶୁକ୍ରବାର…
ବେଜିଂ,୧୧।୩: ଚାଇନା ପ୍ରଧାନମନ୍ତ୍ରୀ ଲି କେକିଆଙ୍ଗ ଚଳିତ ବର୍ଷ ଇସ୍ତଫା ଦେବେ ବୋଲି କହିଛନ୍ତି। ସେ ଦଶବର୍ଷ ହେଲା ଦେଶର ଅର୍ଥନୀତି ପରିଚାଳନା କରିଆସୁଥିଲେ। ତେବେ ୧୦…
ନୂଆଦିଲ୍ଲୀ,୧୧।୩: ପାକିସ୍ତାନରେ ପଡ଼ିଲା ଭାରତୀୟ କ୍ଷେପଣାସ୍ତ୍ର। ଭାରତପଟୁ ଏକ ମିସାଇଲ୍ ଦୁର୍ଘଟଣାବଶତଃ ପାକିସ୍ତାନ ପଟକୁ ଫାୟାରିଂ ହୋଇଯାଇଥିଲା। ହେଲେ ଏଥିରେ କିଛି କ୍ଷୟକ୍ଷତି ହୋଇ ନ ଥିବା…
କ୍ୱିଭ୍,୧୧।୩: ରୁଷିଆ ଓ ୟୁକ୍ରେନ ମଧ୍ୟରେ ଜାରି ରହିଥିବା ଯୁଦ୍ଧ ୧୬ତମ ଦିନରେ ପହଞ୍ଚିଛି। କିନ୍ତୁ ଯୁଦ୍ଧ ବନ୍ଦ ହେବାର ନାଁ ଧରୁନି। ଅନ୍ୟପଟେ ରୁଷିଆ ରାଷ୍ଟ୍ରପତି…
ଇସଲାମାବାଦ,୧୧।୩: ଭାରତରେ ନିର୍ମିତ ସୁପରସୋନିକ୍ ବସ୍ତୁ ପାକିସ୍ତାନର ଭୂଖଣ୍ଡରେ ଦୁର୍ଘଟଣାଗ୍ରସ୍ତ ହୋଇଛି। ଏଥି ଲାଗି ଅପ୍ରୀତିକର ପରିଣାମ ଭୋଗିବାକୁ ପଡ଼ିପାରେ ବୋଲି ନୂଆଦିଲ୍ଲୀକୁ ଚେତାବନୀ ଦେଇଛି ପାକିସ୍ତାନ।…
କ୍ୱିଭ,୧୧।୩: ୟୁକ୍ରେନର ଏକ ଦମ୍ପତି ସଶସ୍ତ୍ର ରୁଷିଆ ଯବାନଙ୍କ ଏକ ଗ୍ରୁପ୍ ଆଗରେ ସାହାସିକତାର ପରିଚୟ ଦେଇଛନ୍ତି। ବେସରକାରୀ ସମ୍ପତି ମଧ୍ୟକୁ ପଶି ଆସିଥିବା ସୈନ୍ୟଙ୍କୁ ବୃଦ୍ଧ…
ନ୍ୟୁୟର୍କ,୧୧।୩: ବିଶ୍ୱର ଏକ ନମ୍ବର ଧନୀ ବ୍ୟକ୍ତି ଏଲୋନ ମସ୍କ ଏବଂ ହଲିଉଡ୍ର ପ୍ରସିଦ୍ଧ ଗାୟିକା ଗ୍ରିମସ ପୁଣି ଥରେ ମାତାପିତା ହୋଇଛନ୍ତି। ସରୋଗେସି ମାଧ୍ୟମରେ ଡିସେମ୍ବର…
କ୍ୱିଭ୍,୧୧ା୩: ରୁଷିଆ-ୟୁକ୍ରେନ ଯୁଦ୍ଧ ବିଭୀଷିକାରେ ଖାଦ୍ୟ ସଙ୍କଟରେ ଛଟପଟ ହେଉଛନ୍ତି ହଜାର ହଜାର ପଶୁପକ୍ଷୀ। ଏଠାକାର ପ୍ରାଣୀ ଉଦ୍ୟାନର ଜୀବଜନ୍ତୁ ଖାଇବାକୁ ଖାଦ୍ୟ ପାଉନାହାନ୍ତି। ଉଦ୍ୟାନର କର୍ମଚାରୀମାନେ…