ସାନ୍ ସାଲଭାଡୋର, ୧୧।୫ : ଏଲ ସାଲଭାଡୋରର ସୁପ୍ରିମକୋର୍ଟରେ ଗର୍ଭପାତ କରିଥିବା ଜଣେ ମହିଳାଙ୍କୁ ୩୦ ବର୍ଷ ଜେଲ ଦଣ୍ଡାଦେଶ କରାଯାଇଛି। ଏଲ ସାଲଭାଡୋରରେ ଜନୈକ ମହିଳାଙ୍କୁ…
କଲମ୍ବୋ,୧୧।୫: ଶ୍ରୀଲଙ୍କାରେ ଆର୍ଥିକ ଓ ରାଜନୈତିକ ସଙ୍କଟ ଜାରି ରହିଛି। ଦେଶରେ ଜରୁରୀକାଳୀନ ପରିସ୍ଥିତି ଜାରି ରହିଥିବା ବେଳେ ମହିନ୍ଦା ରାଜପାକ୍ସେ ସୋମବାର ପ୍ରଧାନମନ୍ତ୍ରୀ ପଦରୁ ଇସ୍ତଫା…
ବ୍ୟାଙ୍କକ,୧୧।୫: ଥାଇଲାଣ୍ଡ ପୋଲିସ ଛୟାଫୁମ ଜଙ୍ଗଲରେ ଥିବା ଏକ ଆଶ୍ରମରେ ଚଢାଉ କରି ଜଣେ ଆତ୍ମଘୋଷିତ ବାବାଙ୍କୁ ଗିରଫ କରିଛି। ସେ ହେଲେ ଥାଓ୍ବି ନାନରା(୭୫)। ପୋଲିସ…
ବେଜିଂ, ୧୧।୫ : ଚାଇନାର ରାଷ୍ଟ୍ରପତି ଶି ଜିନପିଙ୍ଗ ଏକ ବିପଜ୍ଜନକ ମସ୍ତିଷ୍କ ରୋଗରେ ପୀଡିତ ହୋଇଛନ୍ତି। ଗଣମାଧ୍ୟମ ରିପୋର୍ଟରେ ଦର୍ଶାଯାଇଛି ଯେ ଜିନପିଙ୍ଗ ବର୍ତ୍ତମାନ ମସ୍ତିଷ୍କର…
କାବୁଲ, ୧୧।୫ : ଆଫଗାନିସ୍ତାନରେ ତାଲିବାନ୍ ଶାସନ ଫେରିବା ପରଠାରୁ ଦେଶର ଆର୍ଥିକ ସ୍ଥିତି ଖରାପ ହେବାରେ ଲାଗିଛି। ରିପୋର୍ଟ ଅନୁଯାୟୀ ଗତ ଅଗଷ୍ଟରେ ତାଲିବାନ ଦେଶରେ…
ଓ୍ବାଶିଂଟନ୍,୧୧।୫: ମାଇକ୍ରୋସଫ୍ଟର କୋ-ଫାଉଣ୍ଟର ତଥା ବିଶ୍ୱର ସବୁଠାରୁ ଧନଶାଳୀ ବ୍ୟକ୍ତି ବିଲ ଗେଟ୍ସ ପୁଣି ଥରେ କରୋନାରେ ଆକ୍ରାନ୍ତ ହୋଇଛନ୍ତି। ତାଙ୍କ କରୋନା ରିପୋର୍ଟ ପଜିଟିଭ ଆସିଛି।…
ମସ୍କୋ/କ୍ୱିଭ୍, ୧୧।୫ : ରୁଷିଆ ରାଷ୍ଟ୍ରପତି ଭ୍ଲାଦିମିର ପୁଟିନଙ୍କ ସ୍ବତନ୍ତ୍ର ବୋଟ୍କୁ ୟୁକ୍ରେନ ଧ୍ୱଂସ କରିଛି। ବୋଟକୁ ପୁଟିନ୍ ଖାସ୍ତୋପୋଲ ଏବଂ ସେଣ୍ଟ ପିଟର୍ସବର୍ଗର ସମୁଦ୍ରରେ ଅବସ୍ଥିତ…
ଲଣ୍ଡନ, ୧୧ା୫: ବ୍ରିଟେନ ମହାରାଣୀ ଏଲିଜାବେଥ୍ ଦ୍ୱିତୀୟ (୯୬) ଚାଲିବାରେ ଅସୁବିଧା ଯୋଗୁ ମଙ୍ଗଳବାର ଆରମ୍ଭ ହୋଇଥିବା ବ୍ରିଟିଶ ପାର୍ଲାମେଣ୍ଟ ଅଧିବେଶନରେ ଉପସ୍ଥିତ ହୋଇପାରିନାହାନ୍ତି। ପରମ୍ପରା ଅନୁସାରେ…
ମାନିଲା, ୧୧ା୫: ଫିଲିପାଇନ୍ସକୁ ପୁଣି ଫେରିଛି ମାର୍କୋସ୍ ଶାସନ। ଏକଚ୍ଛତ୍ରବାଦୀ ଶାସକ ସ୍ବର୍ଗତଃ ଫର୍ଡିନାଣ୍ଡ ଇମାନ୍ବେଲ ଇଡ୍ରାଲିନ୍ ମାର୍କୋସ୍ଙ୍କ ପୁଅ ଫଡିର୍ନାଣ୍ଡ ମାର୍କୋସ୍ ଜୁନିୟର ଦେଶର ନୂଆ…
ମସ୍କୋ, ୧୧ା୫: ରୁଷିଆ ରାଷ୍ଟ୍ରପତି ଭ୍ଲାଡିମିର ପୁଟିନ୍ କ୍ୟାନ୍ସର ଓ ପାର୍କିନସନ୍ସ ରୋଗରେ ପୀଡ଼ିତ ଥିବାନେଇ ଅନ୍ତର୍ଜାତୀୟ ଗଣମାଧ୍ୟମରେ ଏକାଧିକ ରିପୋର୍ଟ ପ୍ରକାଶ ପାଇବା ପରେ ବିଜୟ…