ଅନ୍ତର୍ଜାତୀୟ

ଆଫଗାନୀଙ୍କୁ ଅନାଥ କଲା ତାଲିବାନ ଶାସନ…

କାବୁଲ,୨୯।୮: ଆଫଗାନିସ୍ତାନରେ ତାଲିବାନର କ୍ଷମତା ଦଖଲ ପରେ ଏବେ ଆଫଗାନୀମାନେ ଅନାଥ ହୋଇ ପଡ଼ିଛନ୍ତି। ଜୀବନ ଭୟ ଏବଂ ତାଲିବାନୀ କଟକଣାକୁ ସହ୍ୟ ନ କରିବା ଚିନ୍ତାରେ…

4 years ago

୧୫ ଲକ୍ଷରୁ ଅଧିକ ଆଫଗାନୀଙ୍କ ଗୁପ୍ତ ତଥ୍ୟ ଲିକ୍‌…

ନୂଆଦିଲ୍ଲୀ,୨୯।୮: ଲକ୍ଷ ଲକ୍ଷ ଆଫଗାନିସ୍ତାନ ନାଗରିକଙ୍କ ଗୁପ୍ତ ତଥ୍ୟ ଲିକ ହୋଇଛି। ଆମେରିକା ଏସବୁ ତଥ୍ୟକୁ ଗତ ୨୦ ବର୍ଷ ମଧ୍ୟରେ ଏକତ୍ରିତ କରିଥିଲା। ଏବେ ତାଲିବାନ…

4 years ago

ଆଇଏସ୍‌କେ ବନାମ ତାଲିବାନ୍‌

ନୂଆଦିଲ୍ଲୀ, ୨୯ା୮: ଆଫଗାନିସ୍ତାନର କାବୁଲ ବିମାନବନ୍ଦରରେ ଗୁରୁବାର ସନ୍ଧ୍ୟାର ବିସ୍ଫୋରଣ ଚଳିତ ବର୍ଷର ସବୁଠାରୁ ଭୟଙ୍କର ଆକ୍ରମଣ ମଧ୍ୟରୁ ଅନ୍ୟତମ। ୧୩ ଆମେରିକୀୟ ସୈନ୍ୟଙ୍କ ସମେତ ଶତାଧିକ…

4 years ago

କପିଶାରେ ଜୋର୍‌ଦାର ଲଢ଼େଇ

କାବୁଲ, ୨୯।୮ : ପୂର୍ବତନ ଉପରାଷ୍ଟ୍ରପତି ଅମ୍‌ରୁଲ୍ଲା ସାଲେହଙ୍କ ନେତୃତ୍ୱରେ ପ୍ରତିରୋଧୀ ବାହିନୀ ଆଫଗାନିସ୍ତାନର କପିଶା ପ୍ରଦେଶରେ ତାଲିବାନ ବିରୋଧରେ ଜୋର୍‌ଦାର ଲଢ଼େଇ ଜାରି ରଖିଛି। ଏଥିରେ…

4 years ago

କାବୁଲ ବିସ୍ଫୋରଣ: ଷଡ଼ଯନ୍ତ୍ରକାରୀ ନିହତ

ଓ୍ବାଶିଂଟନ, ୨୯।୮: ଆଫଗାନିସ୍ତାନର କାବୁଲ ଅନ୍ତର୍ଜାତୀୟ ବିମାନବନ୍ଦର ବାହାରେ ଇସ୍‌ଲାମିକ ଷ୍ଟେଟ୍‌ ଖୋରାସାନ (ଆଇଏସ୍‌-କେ) ବିସ୍ଫୋରଣ ଘଟାଇବାର ୪୮ ଘଣ୍ଟା ନ ପୂରୁଣୁ ଆମେରିକା ଜବାବୀ କାର୍ଯ୍ୟାନୁଷ୍ଠାନ…

4 years ago

ଶେଷ ସେକେଣ୍ଡ୍‌ ପର୍ଯ୍ୟନ୍ତ ଅପେକ୍ଷା କରିଥିଲେ ଆତ୍ମଘାତୀ

ଓ୍ବାଶିଂଟନ,୨୮।୮: କାବୁଲ ସ୍ଥିତ ହାମିଦ କାର୍ଜାଇ ଅନ୍ତର୍ଜାତୀୟ ବିମାନ ବନ୍ଦର ନିକଟରେ ଘଟିଥିବା ଆତ୍ମଘାତୀ ବିସ୍ଫୋରଣରେ ୧୮୦ ଜଣଙ୍କ ମୃତ୍ୟୁ ହୋଇଛି। ଏହି ବିସ୍ଫୋରଣ ପୂର୍ବରୁ ସମ୍ପୂର୍ଣ୍ଣ…

4 years ago

ବିଶ୍ୱରେ ପ୍ରଥମ: ହରିଣକୁ ହେଲା କରୋନା

ହିକାଗୋ,୨୮।୮: ଆମେରିକାର ଓହିଓ ପ୍ରଦେଶରେ ଏକ ହରିଣ କୋଭିଡ୍‌-୧୯ରେ ଆକ୍ରାନ୍ତ ହୋଇଥିବା ଜଣାପଡିଛି। ହରିଣ କରୋନାରେ ସଂକ୍ରମଣ ହେବା ବୋଧହୁଏ ବିଶ୍ୱର ପ୍ରଥମ ଘଟଣା। ଆମେରିକା କୃଷି…

4 years ago

ଫତୁଓ୍ବା ଜାରି କଲା ତାଲିବାନ୍‌: ସରକାରୀ ସମ୍ପତ୍ତି ଫେରାଇ ଦିଅ

କାବୁଲ,୨୮ା୮: ସରକାରୀ ଗାଡ଼ି, ସାମ୍ରଗୀ, ଅସ୍ତ୍ରଶସ୍ତ୍ର, ଗୁଳିଗୋଳା ରଖିଥିବା କାବୁଲ ନାଗରିକଙ୍କୁ ସପ୍ତାହେ ମଧ୍ୟରେ ସେସବୁକୁ ହସ୍ତାନ୍ତର କରିବାକୁ ତାଲିବାନ୍‌ ନିର୍ଦ୍ଦେଶ ଦେଇଛି। ଯଦି ଏହାକୁ କେହି…

4 years ago

କାବୁଲ ବିସ୍ଫୋରଣର ପ୍ରତିଶୋଧ ନେଲା ଆମେରିକା

ଓ୍ବାଶିଂଟନ,୨୮।୮: ଆଫଗାନିସ୍ତାନର ରାଜଧାନୀ କାବୁଲ ବିମାନ ବନ୍ଦର ନିକଟରେ ଘଟିଥିବା ଆତ୍ମଘାତୀ ବିସ୍ଫୋରଣ ପାଇଁ ନିଜକୁ ଦାୟୀ କରିଥିଲା ଇସ୍‌ଲାମିକ ଷ୍ଟେଟ୍‌-ଖୋରାସାନ (ଆଇଏସ୍‌-କେ)। ଆମେରିକା ପକ୍ଷରୁ କରାଯାଇଥିବା…

4 years ago

ଅଗଷ୍ଟ ୩୧ ପରେ ତାଲିବାନ ସହ କଥା ହେବ ଆମେରିକା: ବାଇଡେନ

ଓ୍ବାଶିଂଟନ,୨୮ା୮: ଅଗଷ୍ଟ ୩୧ ପରେ ଆଫଗାନିସ୍ତାନର କାବୁଲ ବିମାନବନ୍ଦରରୁ ସୁରକ୍ଷିତ ସ୍ଥାନାନ୍ତର ପାଇଁ ଆମେରିକା ତାଲିବାନ ସହ କଥା ହେବ ବୋଲି ଆମେରିକା ରାଷ୍ଟ୍ରପତି ଜୋ-ବାଇଡେନ କହିଛନ୍ତି।…

4 years ago