ଅନ୍ତର୍ଜାତୀୟ

WHOରୁ ଇସ୍ତଫା ଦେଲେ ଶେଖ୍‌ ହାସିନାଙ୍କ ଝିଅ, ଇସ୍ତଫାପତ୍ରରେ ଲେଖିଲେ ଏହି ବଡ଼ କାରଣ…

ଢାକା,୧୦ା୯: ପୂର୍ବତନ ବାଂଲାଦେଶ ପ୍ରଧାନମନ୍ତ୍ରୀ ଶେଖ୍‌ ହାସିନାଙ୍କ ଝିଅ ସାଇମା ଓ୍ବାଜେଦ ବିଶ୍ୱ ସ୍ବାସ୍ଥ୍ୟ ସଂଗଠନ (WHO)ର ଦକ୍ଷିଣ-ପୂର୍ବ ଏସିଆ କ୍ଷେତ୍ରୀୟ ନିର୍ଦ୍ଦେଶକ ପଦରୁ ଇସ୍ତଫା ଦେଇଛନ୍ତି।…

1 month ago

ଜେଲେନସ୍କିଙ୍କ ବିମାନକୁ ଧକ୍କା ଦେଇଥାନ୍ତା ଡ୍ରୋନ! ଅଳ୍ପକେ ବର୍ତ୍ତିଲେ ୟୁକ୍ରେନ ରାଷ୍ଟ୍ରପତି, ସୁରକ୍ଷାରେ ବଡ଼ ତ୍ରୁଟି

ଓସ୍ଲୋ: ୟୁକ୍ରେନ୍‌ର ରାଷ୍ଟ୍ରପତି ଭୋଲୋଦିମିର ଜେଲେନସ୍କିଙ୍କ ବିମାନ ଏକ ବଡ଼ ଦୁର୍ଘଟଣାରୁ ଅଳ୍ପକେ ବର୍ତ୍ତିଥିବା ଖବର ସାମ୍ନାକୁ ଆସିଛି। ମୋଲଦୋଭାରୁ ନରୱେ ଯାଉଥିବା ସମୟରେ ତାଙ୍କ ବିମାନ…

1 month ago

ହର୍ମୁଜ୍‌ ସମୁଦ୍ର ତଳେ ଚାଲୁଥିବା ଆମେରିକା ଡ୍ରୋନ୍‌କୁ କବ୍‌ଜା କରିଛି ଇରାନ, ଦାବି କରି କହିଲା…

ଓ୍ବାଶିଂଟନ,୯ା୯: ହର୍ମୁଜ୍‌ ଜଳପଥର ପ୍ରବେଶପଥଠାରେ ଆମେରିକାର ଏକ କର୍ମଚାରୀବିହୀନ ସମୁଦ୍ର ତଳ ଯାନ (ଡ୍ରୋନ୍‌)କୁ କବ୍‌ଜା କରିଥିବା ଇରାନର ରିଭଲ୍ୟୁଶନାରି ଗାର୍ଡସ ଦାବି କରିଛି। ସାମରିକ କାର୍ଯ୍ୟାନୁଷ୍ଠାନରେ…

1 month ago

ଦୁନିଆର ସବୁଠୁ ଧନୀ ପ୍ରଧାନମନ୍ତ୍ରୀ ଜାଣନ୍ତୁ କିଏ? ଟ୍ରମ୍ପଙ୍କଠାରୁ ୭ ଗୁଣ ଅଧିକ ଦରମା

ନୂଆଦିଲ୍ଲୀ, ୯।୯: ସିଙ୍ଗାପୁର ପ୍ରଧାନମନ୍ତ୍ରୀ ଲରେନ୍ସ ୱଙ୍ଗଙ୍କ ଦରମା ଏବେ ପୁଣି ବଢ଼ିବାକୁ ଯାଉଛି। ଏହି ବୃଦ୍ଧି ପରେ ସେ ବିଶ୍ୱର ସର୍ବାଧିକ ଦରମା ପାଉଥିବା ସରକାରୀ…

1 month ago

ଇରାନର ୫ ଜାହାଜ ଧ୍ୱଂସ କଲା ଆମେରିକା: ବଢିଲା ଉତ୍ତେଜନା

ନୂଆଦିଲ୍ଲୀ,୯।୯: ଆମେରିକା ଏବଂ ଇରାନ ମଧ୍ୟରେ ପୁଣି ଥରେ ଉତ୍ତେଜନା ବୃଦ୍ଧି ପାଇଛି। ଆମେରିକୀୟ କେନ୍ଦ୍ରୀୟ କମାଣ୍ଡ (CENTCOM) ଅନୁଯାୟୀ, ଇରାନର ଇସଲାମିକ ରିଭଲ୍ୟୁସନାରୀ ଗାର୍ଡ କର୍ପସ…

1 month ago

୧୧ରେ ମୋଦି-ପୁଟିନ୍‌ ଦ୍ୱିପାକ୍ଷିକ ଆଲୋଚନା

ନୂଆଦିଲ୍ଲୀ,୯ା୯: ନୂଆଦିଲ୍ଲୀରେ ହେବାକୁ ଯାଉଥିବା ବ୍ରିକ୍ସ ଶିଖର ସମ୍ମିଳନୀ ଅବସରରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଆସନ୍ତା ୧୧ ତାରିଖ ଶୁକ୍ରବାର ରୁଷିଆ ରାଷ୍ଟ୍ରପତି ଭ୍ଲାଡିମିର ପୁଟିନ୍‌ଙ୍କ ସହ…

1 month ago

ଭାରତ ସହ ସହଯୋଗ ବଢ଼ାଇବ ଇରାନ

ନୂଆଦିଲ୍ଲୀ,୯ା୯: ଆଞ୍ଚଳିକ ଉତ୍ତେଜନା ବୃଦ୍ଧି ଏବଂ ଆମେରିକାର କଟକଣା ନୀତିକୁ ନେଇ ଲାଗିରହିଥିବା ଅନିଶ୍ଚିତତା ସତ୍ତ୍ୱେ ଚାବହାର ବନ୍ଦରର ରଣନୀତିକ ମୂଲ୍ୟବୋଧ ଓ ଭାରତ ସହ ସମ୍ପର୍କ…

1 month ago

ଦିଲ୍ଲୀ ଆସିବା ପୂର୍ବରୁ ଭାରତର ଖୁବ ପ୍ରଶଂସା କଲା ଇରାନ, କହିଲା…

ତେହରାନ,୮।୯: ବ୍ରିକ୍ସ ଶିଖର ସମ୍ମିଳନୀ ପାଇଁ ଇରାନ ରାଷ୍ଟ୍ରପତି ମାସୁଦ ପେଜେଶକିୟାନଙ୍କ ନୂଆଦିଲ୍ଲୀ ଗସ୍ତ ପୂର୍ବରୁ, ତେହରାନ ଭାରତ ସହିତ ଏହାର ସମ୍ପର୍କ ସମ୍ପର୍କରେ ଏକ ଗୁରୁତ୍ୱପୂର୍ଣ୍ଣ…

1 month ago

ଅଧା ଦାମ୍‌ରେ ମିଳିବ ପେଟ୍ରୋଲ-ଡିଜେଲ୍‌: ବଡ଼ ଘୋଷଣା କଲେ ଟ୍ରମ୍ପ

ଓ୍ବାଶିଂଟନ୍‌,୮।୯: ଇରାନ ସହିତ ଉତ୍ତେଜନା ମଧ୍ୟରେ ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ ମଙ୍ଗଳବାର ଏକ ବଡ଼ ଘୋଷଣା କରିଛନ୍ତି। ସେ ଅଶୋଧିତ ତୈଳ ମୂଲ୍ୟ ହ୍ରାସ କରିବାକୁ…

1 month ago

୯/୧୧ ଆକ୍ରମଣକୁ ନେଇ ୨୫ ବର୍ଷ ପରେ ନୂଆ ଖୁଲାସା, ଅଲକାଏଦା ନେତାଙ୍କ ସହ ପେଣ୍ଟବଲ୍ ଖେଳୁଥିଲେ…

ୱାଶିଂଟନ୍,୮।୯: ଆମେରିକାରେ ୨୦୦୧ ମସିହାରେ ହୋଇଥିବା ୯/୧୧ ଆତଙ୍କୀ ଆକ୍ରମଣକୁ ନେଇ ୨୫ ବର୍ଷ ପରେ ଏକ ବଡ଼ ଖୁଲାସା ହୋଇଛି । ତଦନ୍ତରେ ଓମର ଅଲ-ବାୟୁମୀଙ୍କ…

1 month ago