ଅନ୍ତର୍ଜାତୀୟ

ମୁଣ୍ଡ ନୂଆଁଇଲା ଇଂଲଣ୍ଡ

ନୂଆଦିଲ୍ଲୀ,୭।୧୦: ଭାରତ ଆଗରେ ମୁଣ୍ଡ ନୂଆଁଇଛି ଇଂଲଣ୍ଡ। ଉଭୟ ଡୋଜ୍‌ ନେଇଥିବା ଭାରତୀୟଙ୍କୁ ଆଉ ଇଂଲଣ୍ଡରେ କ୍ୱାରେଣ୍ଟିନ୍‌ରେ ରହିବାକୁ ପଡିବ ନାହିଁ। ଏହି ନିୟମ ଅକ୍ଟୋବର ୧୧ତାରିଖରୁ…

5 years ago

ଅବଦୁଲ୍‌ ରଜାକ୍‌ ଗୁରନାହଙ୍କୁ ସାହିତ୍ୟରେ ନୋବେଲ…

ଷ୍ଟକହୋମ୍‌,୭।୧୦: ସାହିତ୍ୟରେ ୨୦୨୧ ପାଇଁ ନୋବେଲ ପୁରସ୍କାର ଘୋଷଣା କରାଯାଇଛି। ଅବଦୁଲ୍‌ ରଜାକ୍‌ ଗୁରନାହଙ୍କୁ  ସାହିତ୍ୟ କ୍ଷେତ୍ରରେ ଉଲ୍ଲେଖନୀୟ ଅବଦାନ ଲାଗି ନୋବେଲ ପୁରସ୍କାର ପ୍ରଦାନ କରାଯିବ…

5 years ago

୧୦ ଲକ୍ଷରୁ ଅଧିକ ଶିଶୁଙ୍କ ଜୀବନ ଉପରେ ବିପଦ, ଆଫଗାନିସ୍ତାନରେ କୁପୋଷଣ ସଙ୍କଟ …

ଜେନେଭା,୭।୧୦: ଆଫଗାନିସ୍ତାନରେ କୁପୋଷଣ ସଙ୍କଟ ଉଗ୍ରରୂପ ନେବାରେ ଲାଗିଛି। ଏହା ଦ୍ୱାରା ୧୦ ଲକ୍ଷରୁ ଅଧିକ ଶିଶୁଙ୍କ ଜୀବନ ଉପରେ ବିପଦ ରହିଛି। ଦେଶରେ ୫ ବର୍ଷରୁ…

5 years ago

ପ୍ରଥମ ମ୍ୟାଲେରିଆ ଟିକାକୁ ଡବ୍ଲ୍ୟୁଏଚ୍‌ଓ ମଞ୍ଜୁରୀ

ଜେନେଭା, ୭।୧୦: ମ୍ୟାଲେରିଆ ନିରାକରଣ ପାଇଁ ପ୍ରସ୍ତୁତ ପ୍ରଥମ ଟିକାକୁ ବିଶ୍ୱ ସ୍ବାସ୍ଥ୍ୟ ସଂଗଠନ (ଡବ୍ଲ୍ୟୁଏଚ୍‌ଓ) ବୁଧବାର ମଞ୍ଜୁରୀ ପ୍ରଦାନ କରିଛି। ମ୍ୟାଲେରିଆ ବିରୋଧୀ ଲଢ଼େଇରେ ଏହା…

5 years ago

ଥରିଲା ପାକିସ୍ତାନ: ୬.୦ ତୀବ୍ରତାର ଭୂକମ୍ପରେ ୨୦ ମୃତ ୨୦୦ଶହରୁ ଊର୍ଦ୍ଧ୍ୱ ଆହତ

ଇସଲାମାବାଦ,୭ ।୧୦: ପାକିସ୍ତାନରେ ଗୁରୁବାର ଭୋର ପ୍ରାୟ ୩ଟା ୩୦ରେ ଏକ ଭୂକମ୍ପ ହୋଇଥିବା ସୂଚନା ମିଳିଛି । ଏହାର ରିକ୍ଟର ସ୍କେଲରେ ତୀବ୍ରତା ଥିଲା ୬.୦…

5 years ago

ଫୋର୍ବସ୍‌ ଧନୀ ତାଲିକାରୁ ବାଦ୍‌ ପଡ଼ିଲେ ଟ୍ରମ୍ପ୍‌

ଓ୍ବାଶିଂଟନ, ୬।୧୦: ଆମେରିକାର ପୂର୍ବତନ ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ୍‌ ଫୋର୍ବସ ପତ୍ରିକାର ୪୦୦ ଜଣିଆ ଧନୀ ଆମେରିକୀୟଙ୍କ ତାଲିକାରୁ ପ୍ରଥମ ଥର ପାଇଁ ବାଦ୍‌ ପଡ଼ିଛନ୍ତି। ଦୀର୍ଘ…

5 years ago

୫୦୦ କୋଟି ଲୋକ ଶୋଷରେ ହେବେ ଆଉଟୁପାଉଟୁ…

ଓ୍ବାଶିଂଟନ,୬।୧୦: ଏବେ ପୃଥିବୀରେ ଜାରି ରହିଥିବା ବିଶ୍ୱ ତାପନ ଏବଂ ଜଳବାୟୁ ପରିବର୍ତ୍ତନ ଧାରାରେ ପରିବର୍ତ୍ତନ ନ ଆସିଲେ ଆଉ ୩୦ ବର୍ଷ ପରେ ୨୦୫୦ ବେଳକୁ…

5 years ago

୨୦୨୫ ମଧ୍ୟରେ ଆମ ଉପରେ ଆକ୍ରମଣ କରିପାରେ ଚାଇନା: ତାଇଓ୍ବାନ

ତାଇପେଇ,୬ା୧୦: ଚାଇନା ୨୦୨୫ ମଧ୍ୟରେ ଆମ ଉପରେ  ବ୍ୟାପକ ଆକ୍ରମଣ କରିପାରେ। ଏନେଇ ବୁଧବାର ତାଇଓ୍ବାନର ପ୍ରତିରକ୍ଷା ମନ୍ତ୍ରୀ ଚିୟୁ କୁଓ-ଚେଙ୍ଗ କହିଛନ୍ତି ଯେ, ଚାଇନା ସହିତ…

5 years ago

ରସାୟନ ବିଜ୍ଞାନରେ ବେଞ୍ଜାମିନ୍‌-ମ୍ୟାକ୍‌ମିଲନଙ୍କୁ ନୋବେଲ…

ଓ୍ବାଶିଂଟନ,୬।୧୦: ରସାୟନ ବିଜ୍ଞାନରେ ୨୦୨୧ ପାଇଁ ନୋବେଲ ପୁରସ୍କାର ଘୋଷଣା କରାଯାଇଛି। ଚଳିତ ବର୍ଷ ରସାୟନ ବିଜ୍ଞାନ କ୍ଷେତ୍ରରେ ଉଲେ୍‌ଲଖନୀୟ ଅବଦାନ ଲାଗି ୨ ଜଣଙ୍କୁ ପୁରସ୍କାର…

5 years ago

ତୃତୀୟ ବିଶ୍ୱଯୁଦ୍ଧର ଧମକ ଦେଲା ଚାଇନା…

ବେଜିଂ,୬।୧୦: ତାଇଓ୍ବାନ ଆକାଶ ମାର୍ଗରେ ଆଣବିକ ବୋମାବର୍ଷୀ ଯୁଦ୍ଧ ବିମାନ ଉଡ଼ାଇ ଉତ୍ତେଜନା ସୃଷ୍ଟି କରୁଥିବା ଚାଇନା ଏବେ ତୃତୀୟ ବିଶ୍ୱଯୁଦ୍ଧର ଧମକ ଦେଇଛି। ଦକ୍ଷିଣ ଚାଇନା…

5 years ago