ଓ୍ବାଶିଂଟନ/ନୂଆଦିଲ୍ଲୀ,୪।୧୦: ଶତାଧିକ ବିଲିଓନେୟାର, ୩୦ ବିଶ୍ୱନେତା ଓ ୩୦୦ ସରକାରୀ ଅଧିକାରୀଙ୍କ ଗୁପ୍ତ ଡିଲ୍ ଏବଂ ସମ୍ପତ୍ତିକୁ ନେଇ ଲକ୍ଷ ଲକ୍ଷ ଦସ୍ତାବିଜ ପାଣ୍ଡୋରା ପେପର୍ସ ଜରିଆରେ…
ପାନାମା ସିଟି, ୩।୧୦: ପାନାମା ପେପର୍ସ ଭଳି ଆଉ ଏକ ବିଶ୍ୱସ୍ତରୀୟ ବଡ଼ ଦୁର୍ନୀତିର ରହସ୍ୟ ଉନ୍ମୋଚନ ହେବାକୁ ଯାଉଛି। ପାନାମା ପେପର୍ସ ସ୍କାଣ୍ଡାଲ ୨.୦ କୁହାଯାଉଥିବା…
କାବୁଲ,୩।୧୦: ତାଲିବାନ ଆଫଗାନିସ୍ତାନରେ କ୍ଷମତା ଦଖଲ କରିବାର ୪୫ ଦିନ ପରେ ଗଣମାଧ୍ୟମ ସଂଗଠନ ଆଫଗାନ୍ ଜର୍ନାଲିଷ୍ଟସ୍ ସେଫ୍ଟି କମିଟି (ଏଜେଏସ୍ସି) କାର୍ଯ୍ୟରେ ଯୋଗ ଦେଇଛି। ଦେଶରେ…
ମିଲନ,୩।୧୦: ଇଟାଲିର ମିଲନ ସହରର ଏକ ଦୁଇ ମହଲା ବିଶିଷ୍ଟ କୋଠା ଉପରେ ରବିବାର ଖସି ପଡ଼ିଛି ଏକ ବେସରକାରୀ ବିମାନ। ଏହି ଦୁର୍ଘଟଣାରେ ୮ ଜଣଙ୍କ…
କାବୁଲ,୩।୧୦: ଆଫଗାନିସ୍ତାନର କାବୁଲର ଇଦଗାହ ମସଜିଦ ନିକଟରେ ରବିବାର ଅପରାହ୍ନରେ ଏକ ବୋମା ବିସ୍ଫୋରଣ ହୋଇଛି। ଏଥିରେ ଅନେକ ଲୋକଙ୍କର ମୃତ୍ୟୁ ହୋଇଥିବା ସୂଚନା ମିଳିଛି। ବିସ୍ଫୋରଣ…
ମସ୍କୋ,୩।୧୦: ରୁଷିଆର ସମୁଦ୍ର କୂଳରେ ଶହ ଶହ ମୃତ ପକ୍ଷୀ ପଡ଼ି ରହିଛନ୍ତି। ସ୍ଥାନୀୟ ଅଜୋଭ ସାଗର କୂଳରେ ଥିବା ଆରାବାଟ୍ ସ୍ପିଟ୍ରେ ଏତେ ସଂଖ୍ୟକ ମୃତ…
ଓ୍ବାଶିଂଟନ,୩ା୧୦: ଆମେରିକାର ପୂର୍ବତନ ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ ଫ୍ଲୋରିଡାରେ ଜଣେ ସଂଘୀୟ ଜଜ୍ଙ୍କୁ ତାଙ୍କ ଟୁଇଟର ଆକାଉଣ୍ଟକୁ ପୁନଃ ଚାଲୁ କରିବାକୁ ଅନୁରୋଧ କରିଛନ୍ତି। ଜାନୁୟାରୀରେ କ୍ୟାପିଟାଲ…
କାବୁଲ,୩।୧୦: ତାଲିବାନ୍ ଆଫଗାନିସ୍ତାନକୁ ନିଜ ଦଖଲକୁ ନେବା ପରେ ଏବେ ଦେଶର ଆର୍ଥିକ ସ୍ଥିତି ଦିନକୁ ଦିନ ଖରାପ ହେବାରେ ଲାଗିଛି। ଖାଇବାକୁ ନ ପାଇ ଲୋକେ…
ପ୍ୟାରିସ୍, ୩ା୧୦: ଫ୍ରାନ୍ସରେ ୮୦ ଓ ୯୦ ଦଶକର ଅନେକ ନାବାଳିକା ଓ ଯୁବତୀଙ୍କ ହତ୍ୟା ଘଟଣା ଉପରୁ ଏବେ ରହସ୍ୟ ହଟିଛି। ୩୫ ବର୍ଷରୁ ଅଧିକ…
କାବୁଲ, ୩।୧୦: ଆଫଗାନିସ୍ତାନରେ କ୍ଷମତା ଦଖଲ କରିଥିବା ତାଲିବାନ ତାଜିକ୍ସ୍ତାନ ଓ ଚାଇନା ସୀମାକୁ ଲାଗିଥିବା ଏହାର ବଡ଼ଖାଶାନ ପ୍ରଦେଶର ଉତ୍ତରପୂର୍ବାଞ୍ଚଳରେ ଆତ୍ମଘାତୀ ବୋମାଧାରୀମାନଙ୍କୁ ମୁତୟନ କରିବ।…