ଅନ୍ତର୍ଜାତୀୟ

କବର ଦେବାକୁ ସ୍ଥାନର ଅଭାବ: ପୁରୁଣା କବରସ୍ତାନରୁ ବାହାର କରାଯାଉଛି କଙ୍କାଳ

ବ୍ରାସିଲିଆ,୩।୪: କରୋନା ଆତଙ୍କ ଥମିବାର ନା ଧରୁନି। ଦକ୍ଷିଣ ଆମେରିକାର ବ୍ରାଜିଲରେ କରୋନାରେ ଆକ୍ରାନ୍ତ ହୋଇ ମୃତ୍ୟୁ ଘଟୁଥିବା ଲୋକଙ୍କୁ କବର ଦେବାକୁ ସ୍ଥାନର ଅଭାବ ଦେଖାଦେଇଛି।…

5 years ago

ହସ୍ପିଟାଲରେ ଲାଗିଲା ନିଆଁ: ଭୟଭୀତ ନ ହୋଇ ହାର୍ଟ ସର୍ଜରୀ ଶେଷ କଲେ ଡାକ୍ତର

ମସ୍କୋ,୩।୪: ଡାକ୍ତର ଭଗବାନଙ୍କ ସଦୃଶ। ରୋଗୀଙ୍କ ଜୀବନ ବଞ୍ଚାଇବାରେ ସେମାନଙ୍କର ଭୂମିକା ଅତ୍ୟନ୍ତ ଗୁରୁତ୍ୱପୂର୍ଣ୍ଣ। ରୁଷିଆରେ ଏକ ହସ୍ପିଟାଲରେ ନିିଆଁ ଲାଗିଯାଇଥିଲା। ସେହି ସମୟରେ ହସ୍ପିଟାଲରେ ଜଣେ…

5 years ago

ତାଇଓ୍ବାନ୍‌ରେ ଟ୍ରେନ୍‌ ଲାଇନଚ୍ୟୁତ: ୪୮ ମୃତ

ତାଇପେଇ, ୩।୪(ଆଇଏଏନ୍‌ଏସ୍‌): ତାଇଓ୍ବାନ୍‌ର ହୁଆଲିଏନ୍‌ରେ ଶୁକ୍ରବାର ମର୍ମନ୍ତୁଦ ଟ୍ରେନ୍‌ ଦୁର୍ଘଟଣାରେ ୪୮ ଜଣଙ୍କ ମୃତ୍ୟୁ ଘଟିଛି। ଟ୍ରେନ୍‌ ଲାଇନଚ୍ୟୁତ ହେବାରୁ ଏଭଳି ଭୟାବହ ଦୁର୍ଘଟଣା ଘଟିଛି। ଉକ୍ତ…

5 years ago

୪୩ ଶିଶୁଙ୍କ ଜୀବନ ନେଲାଣି ସେନା

ନାପିତାଉ,୩ା୪: ଗଣତାନ୍ତ୍ରିକ ଉପାୟରେ ନିର୍ବାଚିତ ସରକାରଙ୍କ କ୍ଷମତା ଅପହରଣ କରି ନୋବେଲ ବିଜୟିନୀ ନେତ୍ରୀ ଅଙ୍ଗ୍‌ ସାନ୍‌ ସ୍ୟୁ ଚୀଙ୍କୁ ଜେଲ୍‌ରେ ପୂରାଇବାର ୨ ମାସ ମଧ୍ୟରେ…

5 years ago

ତୁମେ କରୋନାକୁ ଛକା ମାରିପାରିବ ମୋର ବିଶ୍ୱାସ ଅଛି

ନୂଆଦିଲ୍ଲୀ, ୨।୪ : କୋଭିଡ୍‌-୧୯ ଆକ୍ରାନ୍ତ ବ୍ୟାଟିଂ କିମ୍ବଦନ୍ତୀ ସଚିନ ତେନ୍ଦୁଲକରଙ୍କ ଆରୋଗ୍ୟ କାମନା କରିଛନ୍ତି ପୂର୍ବତନ ପାକିସ୍ତାନ ପେସର ଓ୍ବାସିମ ଆକ୍ରମ। ଡାକ୍ତରଙ୍କ ପରାମର୍ଶ କ୍ରମେ…

5 years ago

ପାକିସ୍ତାନରୁ ୟୁକେ ଯିବା ଉପରେ କଟକଣା

ଲଣ୍ଡନ, ୨।୪ : ପାକିସ୍ତାନର କୌଣସି ନାଗରିକ ୟୁନାଇଟେଡ୍‌ କିଙ୍ଗଡମ୍‌ (ୟୁକେ) ଯାଇ ପାରିବେ ନାହିଁ। କୋଭିଡ୍‌ ସଂକ୍ରମଣ ବଢ଼ୁଥିବାରୁ ପାକିସ୍ତାନ ସମେତ କେନିୟା, ବାଂଲାଦେଶ ଓ…

5 years ago

ତାଇଓ୍ବାନ୍‌ରେ ଟ୍ରେନ୍‌ ଦୁର୍ଘଟଣା: ୩୬ ଯାତ୍ରୀ ମୃତ, ୭୨ ଆହତ

ତାଇଓ୍ବାନ୍‌,୨।୪: ତାଇୱାନର ପୂର୍ବ ଉପକୂଳ ନିକଟରେ ଏକ ଟ୍ରେନ ଦୁର୍ଘଟଣା ହୋଇଛି। ଏହି ଦୁର୍ଘଟଣାରେ ଅତିକମରେ ୩୬ ଜଣ ଯାତ୍ରୀଙ୍କର ମୃତ୍ୟୁ ଘଟିଥିବା ବେଳେ ୭୨ ଜଣ…

5 years ago

ସ୍ୟୁ ଚୀଙ୍କ ବିରୋଧରେ ଗୋପନୀୟତା ଉଲ୍ଲଂଘନ ମାମଲା

ନାପିତାଉ,୨।୪: ମ୍ୟାନ୍‌ମାରର କ୍ଷମତାଚ୍ୟୁତ ନେତ୍ରୀ ଅଙ୍ଗ୍‌ ସାନ୍‌ ସ୍ୟୁ ଚୀ ଏବଂ ତାଙ୍କର ୪ ଜଣ ସହଯୋଗୀଙ୍କ ବିରୋଧରେ ସରକାରୀ ଗୋପନୀୟତା ଆଇନ ଉଲ୍ଲଂଘନ ମାମଲା ରୁଜୁ…

5 years ago

ବିବାଦରେ ଗ୍ରେଟାଙ୍କ ପ୍ରତିମୂର୍ତ୍ତି

ଲଣ୍ଡନ, ୨/୪: ସ୍ବିଡେନ ସାମାଜିକ କର୍ମୀ ତଥା ଜଳବାୟୁ କାର୍ଯ୍ୟକର୍ତ୍ତା ଗ୍ରେଟା ଥନବର୍ଗଙ୍କ ପ୍ରତିମୂର୍ତ୍ତି ବ୍ରିଟେନର ଓ୍ବିଞ୍ଚଷ୍ଟର ୟୁନିଭର୍ସିଟି ପରିସରରେ ସ୍ଥାପନ ହେବାକୁ ନେଇ ବିବାଦ ଦେଖାଦେଇଛି।…

5 years ago

୧୪ ଫୁଟ୍‌ ଉଚ୍ଚରୁ ଦୁଇ ଶିଶୁଙ୍କୁ ଫିଙ୍ଗି ଦେଲେ

ଓ୍ବାଶିଂଟନ,୧।୪: ଆମେରିକା-ମେକ୍ସିକୋ ସୀମାରେ ୧୪ ଫୁଟ୍‌ ବିଶିଷ୍ଟ କାନ୍ଥ ଉପରୁ ଦୁଇ ଇକ୍ୱାଡର ଶିଶୁକନ୍ୟାଙ୍କୁ ଫୋପାଡ଼ି ଦେଇଛନ୍ତି ଦୁର୍ବୃତ୍ତ। ସେମାନଙ୍କୁ ଆମେରିକାର କଷ୍ଟମ ଓ ସୀମା ସୁରକ୍ଷା…

5 years ago