ଅନ୍ତର୍ଜାତୀୟ

ଅସ୍ତ୍ରବିରତି ପାଇଁ ଭାରତ-ପାକ ରାଜି ଘଟଣାକୁ ସ୍ୱାଗତ କଲା ଆମେରିକା

ୱାଶିଂଟନ,୨୬ ।୨: ନିୟନ୍ତ୍ରଣ ରେଖା ଓ ଅନ୍ୟାନ୍ୟ ସେକ୍ଟରରେ ଅସ୍ତ୍ରବିରତି ରାଜିନାମାକୁ କଡାକଡି ପାଳନ କରିବା ଲାଗି ଭାରତ-ପାକିସ୍ତାନ ସହମତ ହୋଇଥିବା ବିବୃତିକୁ ସ୍ୱାଗତ କରିଛି ଆମେରିକା…

5 years ago

ବାଇଡେନ୍‌ ପ୍ରଶାସନର ପ୍ରଥମ ଏୟାରଷ୍ଟାଇକ୍‌

ୱାଶିଂଟନ,୨୬।୨: ପୂର୍ବ ସିରିଆରେ ଥିବା ଆତଙ୍କବାଦୀ ଗଡରେ ଆମେରିକା ଏୟାର ଷ୍ଟ୍ରାଇକ କରିଛି। ଆମେରିକାର ରାଷ୍ଟ୍ରପତି ଜୋ ବାଇଡେନଙ୍କ ନିର୍ଦ୍ଦେଶରେ ଏହି ଏୟାରଷ୍ଟାଇକ୍‌ କରାଯାଇଛି। ପୂର୍ବ ସିରିଆରେ…

5 years ago

ଦୁଇ ସନ୍ତାନ ନୀତି ଉଲ୍ଲଂଘନ କରି ୭ ସନ୍ତାନ ଜନ୍ମ କଲେ ଦମ୍ପତି, ଦେବାକୁ ପଡ଼ିଲା ଏତିକି ଜରିମାନା

ବେଜିଂ,୨୬।୨: ଚାଇନାର ଏକ ଦମ୍ପତି ଚାଇଲ୍ଡ ପଲିସି ବା ଶିଶୁ ନୀତି ଉଲ୍ଲଂଘନ କରି ୭ ପିଲା ଜନ୍ମ କରିବା ସେମାନଙ୍କୁ ଭାରି ପଡ଼ିଛି। ଏହି ଦମ୍ପତି…

5 years ago

ଲେଡି ଗାଗାଙ୍କ ୨ କୁକୁର ଚୋରି, ୩.୬୫ ପୁରସ୍କାର କଲେ ଘୋଷଣା

ଲସ ଆଞ୍ଜେଲସ,୨୬।୨: ଆମେରିକାର ଲସ ଆଞ୍ଜେଲସରେ ରହୁଥିବା ପପ ଗାୟିକା ଲେଡି ଗାଗାଙ୍କ କୁକୁର ପାଳକ ରୟାନ ଫିସରଙ୍କୁ ଗୁଳି କରି ତାଙ୍କର ଦୁଇଟି ଫ୍ରେଞ୍ଚ ବୁଲଡଗକୁ…

5 years ago

ହିନ୍ଦୁ ସମ୍ପଦାୟର ଲୋକଙ୍କୁ କ୍ଷମା ମାଗିଲେ ପାକିସ୍ତାନ ଏମ୍‌ପି

ଇସଲମାବାଦ,୨୬।୨: ପାକିସ୍ତାନରେ ଇମ୍ରାନ ଖାନଙ୍କ ଶାସକ ଦଳର ଏମ୍‌ପି ଆମିର ଲିଆକତ ହୁସେନ ହିନ୍ଦୁମାନଙ୍କ ଭାବନାକୁ ଆଘାତ ଦେଇଥିବା ଟୁଇଟ୍‌ ଯୋଗୁ କ୍ଷମା ମାଗିଛନ୍ତି। ପାକିସ୍ତାନ ତେହେରିକ-ଇ-ଇନସାଫ…

5 years ago

ମୁଣ୍ଡରେ ଭୁଲ୍‌ ସ୍ବସ୍ତିକ ଚିହ୍ନ ଆଙ୍କିଥିବା ଏହି ବ୍ୟକ୍ତିଙ୍କୁ ଖୋଜୁଛି ପୋଲିସ, କାରଣ ଜାଣିଲେ…

କାନବେରା,୨୬।୨: ଅଷ୍ଟ୍ରେଲିଆ ପୋଲିସ ଏମିତି ଜଣେ ବ୍ୟକ୍ତିଙ୍କୁ ଖୋଜୁଛି ଯାହାଙ୍କ ମୁଣ୍ଡରେ ସ୍ବସ୍ତିକ ଚିହ୍ନ ଅଙ୍କାଯାଇଛି। ଏହି ବ୍ୟକ୍ତି ଜଣକ ମା ଏବଂ ଝିଅ ଉପରେ ମରଣାନ୍ତକ…

5 years ago

କାରଖାନାରେ ବିସ୍ଫୋରଣ: ୩ ଶ୍ରମିକଙ୍କ ଜୀବନଗଲା

ସିଙ୍ଗାପୁର,୨୫।୨: ସିଙ୍ଗାପୁରର ଏକ କାରଖାନାରେ ବିସ୍ଫୋରଣ ଘଟି ୩ ଜଣ ଶ୍ରମିକଙ୍କ ମୃତ୍ୟୁ ଘଟିଛି। ଘଟଣାରେ ଅନ୍ୟ ୫ ଜଣ ଶ୍ରମିକଙ୍କ ଅବସ୍ଥା ଗୁରୁତର ଥିବା ଜଣାପଡ଼ିଛି।…

5 years ago

ସୁନା ଖଣିରେ ଭୂସ୍ଖଳନ: ୫ ମୃତ, ୭୦ ନିଖୋଜ

ଜାକର୍ତ୍ତା,୨୫।୨: ଇଣ୍ଡୋନେସିଆରେ ଏକ ସୁନା ଖଣିରେ ଭୂସ୍ଖଳନ ଯୋଗୁ ୫ ଜଣ ଲୋକଙ୍କ ମୃତ୍ୟୁ ଘଟିଛି। ଏହି ଘଟଣାରେ ୭୦ ଜଣ ନିଖୋଜ ଥିବା ସ୍ଥାନୀୟ ପ୍ରଶାସନ…

5 years ago

ଏହି କାରଣ ପାଇଁ ପ୍ରଥମ ସ୍ତ୍ରୀଙ୍କୁ ସାଢ଼େ ୫ ଲକ୍ଷ ଟଙ୍କା କ୍ଷତିପୂରଣ ଦେବେ ସ୍ବାମୀ

ବେଜିଂ,୨୫।୨: ଚାଇନା କୋର୍ଟ ଏକ ଗୁରୁତ୍ୱପୂର୍ଣ୍ଣ ରାୟ ଶୁଣାଇଛନ୍ତି। ଜଣେ ବ୍ୟକ୍ତି ତାଙ୍କ ପ୍ରଥମ ସ୍ତ୍ରୀଙ୍କୁ ୭୭୦୦ ଡଲାର ଅର୍ଥାତ୍‌ ସାଢ଼େ ୫ ଲକ୍ଷ ଟଙ୍କା ଦେବାକୁ…

5 years ago

ଭାରତ ବିରୋଧରେ ଛାୟାଯୁଦ୍ଧ ଆରମ୍ଭ କରିଛି ପାକିସ୍ତାନ

ଜେନେଭା,୨୫।୨: ଆତଙ୍କବାଦୀ ସଂଗଠନଗୁଡ଼ିକର ସହାୟତାରେ ପାକିସ୍ତାନ ଭାରତ ବିରୋଧରେ ଛାୟାଯୁଦ୍ଧ ଆରମ୍ଭ କରିଛି। ଜାତିସଂଘ ମାନବାଧିକାର ବଠକରେ ଏଭଳି ଅଭିଯୋଗ କରି ପାକିସ୍ତାନକୁ ଘେରିଛି। ଜାତିସଂଘରେ ଅବସ୍ଥାପିତ…

5 years ago