ଅନ୍ତର୍ଜାତୀୟ

ଏଣିକି ଆମେରିକା ଯାଇପାରିବେ କୋଭାକ୍ସିନ୍‌ ନେଇଥିବା ବ୍ୟକ୍ତି

ୱାଶିଂଟନ,୪।୧୧: ଭାରତର ସ୍ବଦେଶୀ ଟିକା କୋଭାକ୍ସିନର ଉଭୟ ଡୋଜ୍‌ ନେଇଥିବା ବ୍ୟକ୍ତି ଏଣିକି ବିନା ଦ୍ୱିଧାରେ ଆମେରିକା ଯାତ୍ରା କରିପାରିବେ। ଏନେଇ ଆମେରିକା ପ୍ରଶାସନ ସବୁଜ ସଙ୍କେତ…

5 years ago

ଚାଇନାରେ ଦ୍ରୁତ ଗତିରେ ବଢୁଛି ଆଣବିକ ଅସ୍ତ୍ରଶସ୍ତ୍ର ଭଣ୍ଡାର

ବେଜିଂ,୪।୧୧: ଆଜିକାଲି ଚାଇନା ଆଣବିକ ଅସ୍ତ୍ରଶସ୍ତ୍ର ଭଣ୍ଡାର ବଢାଇବାରେ ବ୍ୟସ୍ତ ଅଛି। ଆମେରିକାର ଅଧିକାରୀମାନେ ଏକ ବର୍ଷ ପୂର୍ବେ ଆକଳନ କରିଥିବା ତୁଳନାରେ ଚାଇନା ଏହାର ଆଣବିକ…

5 years ago

ପେଗାସସ୍‌କୁ ବ୍ଲାକ୍‌ ଲିଷ୍ଟରେ ରଖିଲା ଆମେରିକା

ଓ୍ବାଶିଂଟନ୍‌,୩ା୧୧: ବିଶ୍ୱବ୍ୟାପୀ ଝଡ଼ ସୃଷ୍ଟି କରିଥିବା ଇସ୍ରାଏଲର ପେଗାସସ୍‌ ସ୍ପାଏଓ୍ବେର ପ୍ରସ୍ତୁତକର୍ତ୍ତା ଏନ୍‌ଏସ୍‌ଓ ଗ୍ରୁପ୍‌କୁ ବୁଧବାର ଆମେରିକା କଳା ତାଲିକାଭୁକ୍ତ କରିଛି। ଗତ ଜୁଲାଇ ୧୮ରେ ପେଗାସସ୍‌…

5 years ago

ଫେସ୍‌ବୁକ୍‌ ଡିଲିଟ୍‌ କରିବ ୧ ବିଲିୟନରୁ ଅଧିକ ଲୋକଙ୍କ ଫେସ୍‌ ପ୍ରିଣ୍ଟ୍‌

ଓ୍ବାଶିଂଟନ,୩ା୧୧: ଫେସ୍‌ବୁକ୍‌ ଏହାର ଚେହେରା ଚିହ୍ନଟ ପ୍ରଣାଳୀ ବନ୍ଦ କରିବ ଏବଂ ୧ ବିଲିୟନରୁ ଅଧିକ ଲୋକଙ୍କ ଫେସପ୍ରିଣ୍ଟ ବିଲୋପ କରିବ ବୋଲି କହିଛି। ସମଗ୍ର ବିଶ୍ୱରେ…

5 years ago

କ୍ଷେପଣାସ୍ତ୍ର ବଙ୍କର ନିର୍ମାଣ କରିଛି ଚାଇନା, ଆମେରିକା ଏଫ୍‌ଏଏସ୍‌ କଲା ପର୍ଦ୍ଦାଫାଶ୍‌…

ଓ୍ବାଶିଂଟନ,୩।୧୧: ଚାଇନା ତିନୋଟି ସ୍ଥାନରେ କ୍ଷେପଣାସ୍ତ୍ର ସିଲୋ ଫିଲ୍ଡ (ବଙ୍କର) ନିର୍ମାଣ କରିଛି। ଚାଇନା ଜାଣିଶୁଣି ଆଣବିକ ପ୍ରତିଯୋଗୀତାକୁ ପ୍ରୋତ୍ସାହିତ କରୁଥିବା କୁହାଯାଇଛଇ। ପାଶ୍ଚାତ୍ୟ ବିଶେଷଜ୍ଞମାନେ ଏହାକୁ…

5 years ago

ମହିଳାଙ୍କ ବାଥ୍‌ରୁମ୍‌ରେ ଗୁପ୍ତ କ୍ୟାମେରା ଲଗାଇଥିଲେ ପ୍ଲମ୍ବର ମ୍ୟାନ୍‌, ଆଉ ତା’ ପରେ…

ଲଣ୍ଡନ,୩ା୧୧: ବ୍ରିଟେନର ଜଣେ ମହିଳାଙ୍କ ବାଥ୍‌ରୁମ୍‌ରେ ଜଣେ ୫୭ ବର୍ଷୀୟ ପ୍ଲମ୍ବର ଗୁପ୍ତ କ୍ୟାମେରା ଲଗାଇଥିଲେ। ଏହା ଦ୍ୱାରା ମହିଳାଙ୍କ ସମସ୍ତ ବାଥ୍‌ରୁମ୍‌ ଦୃଶ୍ୟ ଏହି କ୍ୟାମେରାରେ…

5 years ago

ହକ୍କାନି ନେଟ୍‌ଓ୍ବାର୍କ କମାଣ୍ଡରଙ୍କୁ ହତ୍ୟା, ପାକିସ୍ତାନ-ତାଲିବାନ୍‌କୁ ଝଟ୍‌କା…

କାବୁଲ,୩।୧୧: ଆଫଗାନିସ୍ତାନରେ ତାଲିବାନ ଶାସନ କ୍ଷମତା ଦଖଲ କରିବା ପରେ ଏକ ବଡ ଅସୁବିଧାର ସମ୍ମୁଖୀନ ହୋଇଛି। ମଙ୍ଗଳବାର ଏକ ଭୟଙ୍କର ଆତ୍ମଘାତୀ ବିସ୍ଫୋରଣରେ ପାକିସ୍ତାନ ସମର୍ଥିତ…

5 years ago

ଆଇଆର୍‌ଆଇଏସ୍‌ ଶୁଭାରମ୍ଭ କଲେ ମୋଦି

ଗ୍ଲାସ୍‌ଗୋ, ୩ା୧୧: ଗ୍ଲାସ୍‌ଗୋ ଜଳବାୟୁ ସମ୍ମିଳନୀର ଦ୍ୱିତୀୟ ଦିନରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ମଙ୍ଗଳବାର ଛୋଟ ଦ୍ୱୀପପୁଞ୍ଜଗୁଡ଼ିକରେ ଭିତ୍ତିଭୂମି ବିକାଶ ନିମନ୍ତେ ମଙ୍ଗଳବାର ଏକ ଉଚ୍ଚାଭିଳାଷୀ ପଦକ୍ଷେପର…

5 years ago

୨୦୩୦ ସୁଦ୍ଧା ବନ୍ଦ ହେବ ଜଙ୍ଗଲ ନଷ୍ଟ

ଗ୍ଲାସ୍‌ଗୋ, ୩ା୧୧: ଜଳବାୟୁରେ ନକାରାତ୍ମକ ପରିବର୍ତ୍ତନର ପ୍ରମୁଖ କାରଣ ପାଲଟିଥିବା ବନାଞ୍ଚଳ ନଷ୍ଟ ଓ ମୃତ୍ତିକା କ୍ଷୟ ୨୦୩୦ ସୁଦ୍ଧା ବନ୍ଦ କରିବାକୁ ଗ୍ଲାସ୍‌ଗୋ ଜଳବାୟୁ ସମ୍ମିଳନୀରେ…

5 years ago

କାବୁଲ ସେନା ହସ୍ପିଟାଲ ନିକଟରେ ବିସ୍ଫୋରଣ: ୧୯ ମୃତ, ୫୦ ଆହତ

କାବୁଲ,୨ ।୧୧: ଆଫଗାନିସ୍ତାନର ରାଜଧାନୀ କାବୁଲରେ ପୁଣିଥରେ ବିସ୍ଫୋରଣର ଶବ୍ଦ ଶୁଭିଛି । ମିଳିଥିବା ସୂଚନା ଅନୁଯାୟୀ, ବିସ୍ଫୋରଣରେ ୧୯ଜଣଙ୍କ ମୃତ୍ୟୁ ହେବା ସହ ୫୦ ଆହତ…

5 years ago