ଅନ୍ତର୍ଜାତୀୟ

କିମ୍‌-ଜୋଙ୍ଗ୍‌-ଉନ୍‌ଙ୍କ କଠୋର ନିଷ୍ପତ୍ତି: କରୋନା ନିୟମ ଭାଙ୍ଗିବାରୁ ଗୁଳି କରି ହତ୍ୟା

ପ୍ୟୋଙ୍ଗୟାଙ୍ଗ୍‌,୬ା୧୨: ଉତ୍ତରକୋରିଆର ଏକଛତ୍ରବାଦ ଶାସକ କିମ୍‌-ଜୋଙ୍ଗ-ଉନ୍‌ଙ୍କ ନିଷ୍ଠୁରତା ବିଷୟରେ କାହାକୁ ବା ଅଜଣା । ପୁଣି ଥରେ ସେ ତାଙ୍କର ନିଷ୍ଠୁରତା ପାଇଁ ଚର୍ଚ୍ଚାକୁ ଆସିଛନ୍ତି ।…

5 years ago

ମୃତ୍ୟୁ ପୂର୍ବରୁ ପଡ଼ୋଶୀଙ୍କ ନାମରେ ୫୫ କୋଟିର ସମ୍ପତ୍ତି ଲେଖିଦେଲେ ବୃଦ୍ଧା, ଜଣାପଡ଼ିବା ପରେ…

ସାଧାରଣତଃ ଯଦି ପରିବାରରେ କୌଣସି ଝଗଡ଼ା ହୁଏ ତେବେ ସମ୍ପତ୍ତି ଭାଗବଣ୍ଟାକୁ ନେଇ ହୋଇଥାଏ। ଏପରି ସ୍ଥିତିରେ କୌଣସି ବ୍ୟକ୍ତି ଇଞ୍ଚେ ଜାଗା ବି କାହାକୁ ଛାଡ଼ିବା…

5 years ago

୧୩ ବର୍ଷରେ ଏପରି କାହାଣୀ ଲେଖୁଛନ୍ତି ଏହି ନାବାଳକ, ପଢ଼ିଲେ ହେବେ ଭାବପ୍ରବଣ

ଜମ୍ମୁ-କଶ୍ମୀର,୬ା୧୨: କଶ୍ମୀରର ଜଣେ ୧୩ ବର୍ଷର ନାବାଳକ ଏପରି ସମ୍ବେଦନଶୀଳ କାହାଣୀ ଲେଖୁଛନ୍ତି, ତାଙ୍କ ଲେଖା ଯିଏ ପଢୁଛି ସେ ଭାବପ୍ରବଣ ହୋଇଯାଉଛି। ସେ କ୍ଷୁଦ୍ରଗଳ୍ପ, ବିଭିନ୍ନ…

5 years ago

ଚାଇନା ତିଆରି କରୁଛି ‘ସୁପର ସୋଲଜର’: ଆମେରିକାର ବଢୁଛି ଚିନ୍ତା

ବେଜିଂ, ୬।୧୨: ଲଦାଖଠାରୁ ଆରମ୍ଭ କରି ତାଇଓ୍ବାନ୍‌ ପର୍ଯ୍ୟନ୍ତ ଚାଇନା ସମସ୍ତ ଅଞ୍ଚଳରେ ସୀମା ବିବାଦକୁ ନେଇ ଉତ୍ତେଜନା ସୃଷ୍ଟି କରୁଛି। ତେବେ ଭବିଷ୍ୟତରେ ଯୁଦ୍ଧରେ ଶତ୍ରୁ…

5 years ago

ସାର୍ବଜନୀକ କରୋନା ଟିକାକରଣ ଅଭିଯାନ ଆରମ୍ଭ: ଡାକ୍ତର-ଶିକ୍ଷକ-ବୟସ୍କଙ୍କୁ ପ୍ରଥମେ

ମସ୍କୋ, ୬।୧୨: କରୋନା ଲଢ଼େଇରେ ପ୍ରଥମ ଦେଶଭାବେ ରୁଷ୍‌ରେ ସାର୍ବଜନୀକ କରୋନା ଟିକାକରଣ ଅଭିଯାନ ଆରମ୍ଭ ହୋଇଛି। ରାଷ୍ଟ୍ରପତି ବ୍ଲାଡ଼ିମୀର ପୁଟିନ୍‌ଙ୍କ ନିର୍ଦ୍ଦେଶକ୍ରମେ ପ୍ରଥମେ ଡାକ୍ତର,ଶିକ୍ଷକ ଏବଂ…

5 years ago

କରୋନା ବିରୋଧରେ ଲଢ଼େଇ: ଗରିବଙ୍କ ସହାୟତା ପାଇଁ ଧନୀଙ୍କ ଉପରେ ବଢ଼ିଲା ଟିକସ

ବୁଇନୋସ୍‌ ଆରିସ୍‌, ୬।୧୨: କରୋନା ବିରୋଧରେ ଲଢ଼େଇ ପାଇଁ ଲାଟିନ୍‌ ଆମେରିକା ଦେଶ ଆର୍ଜେଣ୍ଟିନାରେ ନୂଆ ଆଇନ ପ୍ରଣୟନ କରାଯାଇଛି। କରୋନା ଯୋଗୁ ଦେଶର ଗରିବଙ୍କ ଆର୍ଥିକ…

5 years ago

ପୁଣି ମିଛ କହିଲେ ଟ୍ରମ୍ପ୍‌: ଜର୍ଜିଆରେ ବିଜୟୀ ହେବାର ମିଥ୍ୟା ଦାବି କଲେ

ଓ୍ବାଶିଂଟନ,୬।୧୨: ଆମେରିକା ରାଷ୍ଟ୍ରପତି ନିର୍ବାଚନ ଫଳାଫଳ ନେଇ ଏବେ ବି କାଦୁଆ ଫିଙ୍ଗା ଜାରି ରହିଛି। ଏନେଇ ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ ପୁଣି ମିଛ କହିଛନ୍ତି। ଟ୍ରମ୍ପ୍‌…

5 years ago

ନିରାଡ଼ମ୍ବର ହେବ ବାଇଡେନ୍‌ଙ୍କ ଶପଥ ଗ୍ରହଣ ଉତ୍ସବ

ଓ୍ବାଶିଂଟନ, ୬।୧୨(ପି.ଟି.): ଜାନୁୟାରୀ ୨୦ରେ ଆମେରିକାର ନୂଆ ରାଷ୍ଟ୍ରପତି ଭାବେ ଜୋ ବାଇଡେନ୍‌ ଶପଥ ନେବାକୁ ଥିବାବେଳେ ଏହି ଉତ୍ସବକୁ ଆଡ଼ମ୍ବରପୂର୍ଣ୍ଣ ନ କରିବାକୁ ସେ କହିଛନ୍ତି।…

5 years ago

ଗ୍ରହାଣୁରୁ ମୃତ୍ତିକା ଆଣୁଛି ଜାପାନ

ଟୋକିଓ, ୬।୧୨: ଜାପାନର ହାୟାବୁସା୨ ମହାକାଶ ଯାନ ଏକ କ୍ୟାପସୁଲ୍‌କୁ ସଫଳତାର ସହ ଅଲଗା କରି ପୃଥିବୀ ଅଭିମୁଖେ ପଠାଇଛି। ଏଥିରେ ଏକ ଦୂରନ୍ତ ଗ୍ରହାଣୁ ପିଣ୍ଡରୁ…

5 years ago

ଆନ୍ଦୋଳନକୁ ଅନ୍ତର୍ଜାତୀୟ ସମର୍ଥନ

ଓ୍ବାଶିଂଟନ/ଓଟାଓ୍ବା/ଲଣ୍ଡନ, ୬।୧୨:କେନ୍ଦ୍ରର ବିବାଦୀୟ କୃଷି ଆଇନକୁ ବିରୋଧ କରି ଭାରତରେ ୧୦ ଦିନ ହେଲା କୃଷକମାନେ ଆନ୍ଦୋଳନ ଜାରି ରଖିଥିବାବେଳେ ଶନିବାର ସରକାରଙ୍କ ସହ ଚାଷୀ ସଂଗଠନଗୁଡ଼ିକର…

5 years ago