ଅନ୍ତର୍ଜାତୀୟ

ଓଲିଙ୍କ ଭାଗ୍ୟ ନିର୍ଦ୍ଧାରଣ ସୋମବାର

କାଠମାଣ୍ଡୁ,୫ା୭(ପି.ଟି.): ନେପାଳ ପ୍ରଧାନମନ୍ତ୍ରୀ କେ.ପି. ଶର୍ମା ଓଲିଙ୍କ ରାଜନୈତିକ ଭବିଷ୍ୟତ ସମ୍ପର୍କରେ ନିଷ୍ପତ୍ତି ନେବା ଲାଗି ଶାସକ ଦଳ ଏନ୍‌ସିପିର ଗୁରୁତ୍ୱପୂର୍ଣ୍ଣ ଷ୍ଟାଣ୍ଡିଂ କମିଟି ବୈଠକ ଶନିବାର…

5 years ago

ନ୍ୟୁୟର୍କରେ ‘ବଏକଟ୍‌ ଚାଇନା’ ରାଲି

ନ୍ୟୁୟର୍କ,୫ା୭(ପି.ଟି.): ଆମେରିକାର ନ୍ୟୁୟର୍କ ସହରରେ ଥିବା ଟାଇମ୍ସ ସ୍କୋୟାରରେ ବହୁସଂଖ୍ୟାରେ ଭାରତୀୟ-ଆମେରିକୀୟ ଏକାଠି ହୋଇ ଚାଇନାକୁ ବିରୋଧ କରିବା ସହ ‘ଭାରତ ମାତା କୀ ଜୟ’ ସ୍ଳୋଗାନ…

5 years ago

ବିପଦରେ ପୃଥିବୀ: କରୋନା ଯୋଗୁ ସୃଷ୍ଟି ହେବାରେ ଲାଗିଛି ନୂଆ ସଙ୍କଟ

ଓ୍ବାଶିଂଟନ/ନୂଆଦିଲ୍ଲୀ, ୪।୭: କରୋନା ମାହାମାରୀ ଯୋଗୁ ପୃଥିବୀ ଉପରେ ପୁଣି ଏକ ବିପଦ ମାଡ଼ି ଆସୁଛି। ଏବେ ଏହା ଦ୍ୱାରା ନୂଆ ସଙ୍କଟ ସୃଷ୍ଟି ହେବାରେ ଲାଗିଛି।…

5 years ago

ଏସବୁ ଅପରାଧ ମୁଁ କରିଛି: ଗୋଲ୍ଡେନ ଷ୍ଟେଟ୍‌ କିଲରଙ୍କ ସ୍ବୀକାରୋକ୍ତି

ଓ୍ବାଶିଂଟନ,୪ା୭: ଆମେରିକାର କାଲିଫର୍ନିଆରେ ଅପରାଧ ପରେ ଅପରାଧ ଘଟାଇ ଆତଙ୍କ ସୃଷ୍ଟି କରିଥିବା ପୂର୍ବତନ ପୋଲିସ ଅଧିକାରୀ ଯୋସେଫ ଜେମ୍ସ ଡିଏଙ୍ଗେଲୋ ଜୁନିୟର ୧୩ ହତ୍ୟା ପାଇଁ…

5 years ago

ଜିନ୍‌ କାଷ୍ଟେକ୍ସ ଫ୍ରାନ୍ସ ପ୍ରଧାନମନ୍ତ୍ରୀ

ପ୍ୟାରିସ,୪ା୭: ଫ୍ରାନ୍ସ ରାଷ୍ଟ୍ରପତି ଇମାନୁଏଲ୍‌ ମାକ୍‌ରଁ ଶୁକ୍ରବାର ଜିନ୍‌ କାଷ୍ଟେକ୍ସଙ୍କୁ ଦେଶର ନୂଆ ପ୍ରଧାନମନ୍ତ୍ରୀ ନିଯୁକ୍ତ କରିଛନ୍ତି। ସେ ଏଡୁଆର୍ଡ ଫିଲିପ୍‌ଙ୍କ ସ୍ଥାନରେ ଦାୟିତ୍ୱ ଗ୍ରହଣ କରିବେ।…

5 years ago

ଓଲିଙ୍କ ଭାଗ୍ୟ ନିର୍ଦ୍ଧାରଣ ଆଜି :ପ୍ରଚଣ୍ଡ କହିଲେ ଗାଦି ଛାଡ଼

କାଠମାଣ୍ଡୁ,୪ା୭(ପି.ଟି.): ନେପାଳ ପ୍ରଧାନମନ୍ତ୍ରୀ କେ.ପି. ଶର୍ମା ଓଲିଙ୍କ ଭାରତ ବିରୋଧୀ ଆଭିମୁଖ୍ୟ ତାଙ୍କୁ ଅଡ଼ୁଆରେ ପକାଇଛି। ଶାସକ ଦଳରେ ତାଙ୍କ ଇସ୍ତଫା ଦାବି ଜୋର୍‌ ଧରିଥିବାବେଳେ ଶନିବାର…

5 years ago

ଚାଇନାକୁ ପୁଣି ଝଟ୍‌କା: ଲଦାଖ ପ୍ରସଙ୍ଗରେ ଭାରତ ସମର୍ଥନରେ ବାହାରିଲା ଏହି ଦେଶ

ଟୋକିଓ,୩।୭: ଲଦାଖ ଗଲୱାନ ଉପତ୍ୟକାରେ ସଂଘର୍ଷ ପରେ ଭାରତ ଓ ଚାଇନା ମଧ୍ୟରେ ତିକ୍ତତା ଚରମ ସୀମାରେ ପହଞ୍ଚିଛି। ଏହି ବିବାଦକୁ ନେଇ ଶୁକ୍ରବାର ଜାପାନ ପ୍ରତିକ୍ରିୟା…

5 years ago

ଟ୍ରେନ୍‌ ଦୁର୍ଘଟଣାରେ ଗଲା ୨୯ଜଣଙ୍କ ଜୀବନ

ଇସ୍‌ଲାମାବାଦ,୩।୭: ପାକିସ୍ତାନରେ ଶୁକ୍ରବାର ଏକ ଟ୍ରେନ୍‌ ଦୁର୍ଘଟଣାରେ ୨୯ଜଣଙ୍କ ମୃତ୍ୟୁ ହୋଇଛି। ପାକିସ୍ତାନର ପଞ୍ଜାବ ପ୍ରଦେଶର ଶେଖପୁରା ଅଞ୍ଚଳରେ ମାନବ ବିନୀନ ଫାଟକରେ ତୀର୍ଥଯାତ୍ରୀଙ୍କୁ ନେଇ ଯାଉଥିବା…

5 years ago

ପାକିସ୍ତାନ ବହିର୍ବ୍ୟାପାର ମନ୍ତ୍ରୀଙ୍କୁ କରୋନା

ଇସ୍‌ଲାମାବାଦ,୩ା୭-ମହାମାରୀ କରୋନା ସାରାବିଶ୍ୱରେ କାୟାବିସ୍ତାର କରିଚାଲିଛି। ତେବେ ପାକିସ୍ତାନ ବହିର୍ବ୍ୟାପାର ମନ୍ତ୍ରୀ ଶାହ ମହମୁଦ କ୍ୟୁରେସି କରୋନାରେ ଆକ୍ରାନ୍ତ ହୋଇଛନ୍ତି। ଶୁକ୍ରବାର ତାଙ୍କ ରିପୋର୍ଟ ପଜିଟିଭ ଆସିଛି।…

5 years ago

କରୋନା ସଂକ୍ରମଣ ପରେ ଖୋଲିଲା ସ୍କୁଲ: ବାକ୍ସ ଭିତରେ ରହି ପିଲା ପଢିଲେ ପାଠ

ବ୍ୟାଂକକ୍‌,୩।୭: କରୋନା ସଂକ୍ରମଣ ପାଇଁ ସାରା ବିଶ୍ୱର ଅଧିକାଂଶ ଦେଶରେ ଲକ୍‌ଡାଉନ ଘୋଷଣା କରାଯାଇଥିଲା। ଏବେ କିନ୍ତୁ କିଛି ଦେଶରେ ପୁଣିଥରେ ସାଧାରଣ ଜୀବନଯାତ୍ରା ସ୍ବାଭାବିକ ହେବା…

5 years ago