ଅନ୍ତର୍ଜାତୀୟ

ଡେଥ୍‌ କମିଶନରୁ ରାଷ୍ଟ୍ରନେତା

ତେହେରାନ,୨୦ା୬: ଇବ୍ରାହିମ୍‌ ରଇସିଙ୍କୁ ଇରାନ ନୂଆ ରାଷ୍ଟ୍ରପତି ବାଛିଛି। ଇରାନର ଗୃହ ମନ୍ତ୍ରୀ ଅବଦୁଲରଜା ରହମାନୀ ଫଜଲି ଶନିବାର ତ୍ରୟୋଦଶ ରାଷ୍ଟ୍ରପତି ନିର୍ବାଚନ ଫଳାଫଳ ଘୋଷଣା କରିଛନ୍ତି।…

5 years ago

ବିମାନ ଦୁର୍ଘଟଣାରେ ୭ ମୃତ

ମସ୍କୋ,୧୯।୬: ରୁଷିଆର ସାଇବେରିଆ ଅଧୀନ କେମେରୋଭୋ ଓବ୍ଲାଷ୍ଟଠାରେ ଏକ ବିମାନ ଦୁର୍ଘଟଣାଗ୍ରସ୍ତ ହୋଇଛି। ଏଥିରେ ୭ ଜଣଙ୍କ ମୃତ୍ୟୁ ଘଟିଛି। ଅନ୍ୟ ୧୭ ଜଣ ଆହତ ହୋଇଛନ୍ତି।…

5 years ago

‘ଭାରତକୁ କ୍ଷତିପୂରଣ ଦେଉ ଚାଇନା’

ଓ୍ବାଶିଂଟନ,୧୯।୬: କରୋନା ମହାମାରୀ ଯୋଗୁ ଭାରତ ବିପର୍ଯ୍ୟସ୍ତ ହୋଇଛି। ଏନେଇ ଚାଇନା ଭାରତକୁ କ୍ଷତିପୂରଣ ଦେବା ଆବଶ୍ୟକ ବୋଲି ଆମେରିକାର ପୂର୍ବତନ ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ୍‌ କହିଛନ୍ତି।…

5 years ago

ନାଇଟ୍‌ ପାର୍ଟି ପାଇଁ ସରକାର ଦେଉଛନ୍ତି ଲକ୍ଷାଧିକ ଟଙ୍କା, ଏବେ ବିବାଦରେ

ଲଣ୍ଡନ,୧୯ା୬: ଇଂଲଣ୍ଡରେ ନାଇଟ୍‌ ପାର୍ଟି କରାଉଥିବା ଏକ କମ୍ପାନୀକୁ ସରକାରଙ୍କ ପକ୍ଷରୁ ୩୬୦୦୦ ପାଉଣ୍ଡ ଅର୍ଥାତ୍‌ ୩୭ ଲକ୍ଷ ଟଙ୍କା ମିଳୁଛି। ଏପରି ନିଷ୍ପତ୍ତି ପାଇଁ ଲୋକେ…

5 years ago

ଚଳନ୍ତା କାର୍‌ରେ ଯୁବତୀଙ୍କ ସହ ଶାରୀରିକ ସମ୍ପର୍କ ରଖିଲେ ଯୁବକ, ଘଟିଲା ଏମିତି…

ଓ୍ବାଶିଂଟନ,୧୯ା୬: ଆମେରିକାର କାଲିଫର୍ନିଆର ସେନ୍‌ ଜୋସ ସହରରେ ଜଣେ ଡ୍ରାଇଭର ଜଣେ ମହିଳାଙ୍କୁ ଦୁର୍ଘଟଣା ଘଟାଇ ମାରିବା ସହ ଦୁଇ ଲୋକଙ୍କୁ ଆହତ କରିଥିବା ଅଭିଯୋଗ ହୋଇଛି।…

5 years ago

ଭାକ୍ସିନ୍‌ କୂଟନୀତି ବିଫଳ: ନେବାକୁ ଅମଙ୍ଗ ହେଲା ପାଲେଷ୍ଟାଇନ୍‌…

ଜେରୁଜେଲମ୍‌,୧୯।୬: କରୋନା ମହାମାରୀ ସଂକ୍ରମଣ ସମୟରେ  ପାଲେଷ୍ଟାଇନ୍‌କୁ ୧୪ ଲକ୍ଷ ଫାଇଜର ଭାକ୍ସିନ୍‌ ପଠାଇବାକୁ ଇସ୍ରାଏଲ୍‌ ଘୋଷଣା କରିଥିଲା। ଏସବୁ ଭାକ୍ସିନ୍‌ କିଛି ଦିନ ପରେ ଏକ୍ସପାୟର…

5 years ago

ସାବଧାନ ! ସ୍ମାର୍ଟଫୋନ୍‌ରୁ ଶୀଘ୍ର ଡିଲିଟ୍‌ କରନ୍ତୁ ଏସବୁ ଆପ୍‌…

ଓ୍ବାଶିଂଟନ/ ନୂଆଦିଲ୍ଲୀ,୧୯।୬: ଗୁଗଲକୁ ପୁଣି ଥରେ ଜୋକର ଭାଇରସ୍‌ ଫେରିଛି। ଏହା ମୁଖ୍ୟତଃ ୮ଟି ଆଣ୍ଡ୍ରଏଡ୍‌ ଆପ୍‌କୁ ଟାର୍ଗେଟ୍‌ କରିଛି। ଏସବୁ ଆପ୍‌କୁ ଶୀଘ୍ର ନିଜ ନିଜ…

5 years ago

ସହାୟତାର ହାତ ବଢ଼ାଇଲା ଶତ୍ରୁ…

ଜେରୁଜେଲମ୍‌୍‌,୧୯।୬: କରୋନା ସଙ୍କଟରେ ଭେଦଭାବ ଭୁଲି ଜଣେ ଶତ୍ରୁ  ଅନ୍ୟ ଜଣଙ୍କୁ ସହାୟତାର ହାତ ବଢ଼ାଇଛି। ପାଲେଷ୍ଟାଇନ୍‌ ଏବଂ ଇସ୍ରାଏଲ୍‌ ମଧ୍ୟରେ ଦୀର୍ଘଦିନ ଧରି ଲଢ଼େଇ ଜାରି…

5 years ago

କାନାଡା ସୁପ୍ରିମକୋର୍ଟରେ ଭାରତୀୟ ବଂଶୋଦ୍ଭବ

ଭାରତୀୟ ବଂଶୋଦ୍ଭବ ବିଚାରପତି ମହମଦ ଜମାଲ ପ୍ରଥମ ଅଣଶ୍ୱେତାଙ୍ଗ ଭାବେ କାନାଡା ସୁପ୍ରିମକୋର୍ଟକୁ ମନୋନୀତ ହୋଇଛନ୍ତି। ୨୦୧୯ରୁ ଓଣ୍ଟାରିଓସ୍ଥିତ କୋର୍ଟ ଅଫ୍‌ ଅପିଲ୍‌ର ବିଚାରପତି ଥିବା ଜମାଲଙ୍କୁ…

5 years ago

ପରଲୋକରେ ଜାମ୍ବିଆର ପ୍ରଥମ ରାଷ୍ଟ୍ରପତି

ନୂଆଦିଲ୍ଲୀ,୧୮ା୬: ଜାମ୍ବିଆର ପ୍ରଥମ ରାଷ୍ଟ୍ରପତି କେନେଥ୍‌ କଉଣ୍ଡାଙ୍କ ପରଲୋକ ହୋଇଯାଇଛି। ଜାମ୍ବିଆ ରାଷ୍ଟ୍ରପତି ଏଡ୍‌ଗାର ଲୁଙ୍ଗା ଫେସ୍‌ବୁକ୍‌ରେ ଏହି ସୂଚନା ଦେଇଛନ୍ତି। ଆଫ୍ରିକୀୟ ସ୍ବାଧୀନତା ଆନ୍ଦୋଳନ ପାଇଁ…

5 years ago