ଜୋହାନ୍ସବର୍ଗ,୬।୬: ପୃଥିବୀରେ କରୋନା ମହାମାରୀ ସଂକ୍ରମଣ ଯୋଗୁ ଆତଙ୍କ ସୃଷ୍ଟି ହୋଇଛି। ଏପରିସ୍ଥଳେ କରୋନା ଭୂତାଣୁ କିଭଳି ଜଣେ ୩୬ ବର୍ଷ ବୟସ୍କା ଏଚ୍ଆଇଭି ପଜିଟିଭ୍ ମହିଳାଙ୍କ…
ନିଆମି(ନାଇଜର),୬।୬: ବୁର୍କିନା ଫାସୋର ଏକ ଗ୍ରାମରେ କେତେଜଣ ବନ୍ଧୁକଧାରୀଙ୍କ ଆକ୍ରମଣରେ ଶତାଧିକ ଲୋକଙ୍କ ମୃତ୍ୟୁ ଘଟିଛି। ଅନେକ ଗୁରୁତର ଆହତ ବିଭିନ୍ନ ହସ୍ପିଟାଲରେ ଚିକିତ୍ସିତ ହେଉଥିବାରୁ ମୃତ୍ୟୁସଂଖ୍ୟା…
କୋଭିଡ୍ ଟିକା ନେଇଥିବା ପ୍ରଥମ ପୁରୁଷ ତଥା ବିଶ୍ୱର ଦ୍ୱିତୀୟ ବ୍ୟକ୍ତି ବ୍ରିଟେନ ବାସିନ୍ଦା ବିଲ୍ ସେକ୍ସପିୟର(୮୧)ଙ୍କ ମୃତ୍ୟୁ ଘଟିଛି। ଗତ ବର୍ଷ ଡିସେମ୍ବର ୮ରେ ସେକ୍ସପିୟରଙ୍କୁ…
ଜାତିସଂଘ,୬।୬(ପି.ଟି.): ସାରା ବିଶ୍ୱରେ ଏପର୍ଯ୍ୟନ୍ତ କୋଭିଡ୍-୧୯ ଟିକାର ୨୦୦ କୋଟି ଡୋଜ୍ ଆବଣ୍ଟନ ହୋଇଛି। ଏହାର ୬୦ ପ୍ରତିଶତ ଭାରତ, ଆମେରିକା ଓ ଚାଇନାରେ ଦିଆଯାଇଥିବା ବିଶ୍ୱ…
ଓ୍ବାଶିଂଟନ୍, ୬ା୬: ୟୁରୋପୀୟମାନଙ୍କ ସହିତ ପ୍ରଥମେ ଯୋଗାଯୋଗ ସ୍ଥାପନ କରିବାରେ ଆମେରିକୀୟ ଗୋଷ୍ଠୀଙ୍କ ମଧ୍ୟରୁ ଅନ୍ୟତମ ପାସାମାକୋଡି ଉପନିବେଶବାଦୀଙ୍କ ଚକ୍ରାନ୍ତର ଶିକାର ହୋଇଥିଲେ। ଧୀରେ ଧୀରେ ସେମାନଙ୍କଠାରୁ…
ଆମେରିକାର ଟେକ୍ସାସରେ ହୋଇଥିବା ବନ୍ୟା ପାଣିରେ ଏକ କାର୍ ଭାସିଗଲା। ଜଣେ ମହିଳା ଏହି କାର୍କୁ ପାଣିରୁ ଉଦ୍ଧାର କରିବା ପାଇଁ ପାଣିକୁ ଡେଇଁ ପଡ଼ିଥିଲେ। ତେବେ…
ନୂଆଦିଲ୍ଲୀ,୫ା୬: ମରିସସ୍ ପ୍ରଧାନମନ୍ତ୍ରୀ ପ୍ରବିନ୍ଦ ଜଗନ୍ନାଥଙ୍କ ବାପା ତଥା ପୂର୍ବତନ ରାଷ୍ଟ୍ରପତି ଅନିରୁଦ୍ଧ ଜଗନ୍ନାଥ(୯୧)ଙ୍କ ଗୁରୁବାର ପରଲୋକ ହୋଇଯାଇଛି। ତାଙ୍କ ସମ୍ମାନରେ ଭାରତରେ ଶନିବାର ଦିନିକିଆ ରାଷ୍ଟ୍ରୀୟ…
ନ୍ୟୁୟର୍କ, ୫।୬: ଆମେରିକାର ନ୍ୟୁୟର୍କରୁ ବ୍ରିଟେନ ରାଜଧାନୀ ଲଣ୍ଡନକୁ ବିମାନରେ ଯାତ୍ରା କରିବାକୁ ହେଲେ ମାତ୍ର ୩.୫ ଘଣ୍ଟା ଲାଗିବ। ଏହି ଅନ୍ତର୍ଜାତୀୟ ଯାତ୍ରାକୁ ସୁଗମ କରିବା…
ଓ୍ବାଶିଂଟନ,୪।୬: ଆମେରିକାର ପୂର୍ବତନ ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ ଅତିକମ୍ରେ ୨୦୨୩ ପର୍ଯ୍ୟନ୍ତ ଫେସ୍ବୁକ ବ୍ୟବହାର କରିପାରିବେ ନାହିଁ। କାରଣ ଲୋକପ୍ରିୟ ସୋସିଆଲ ମିଡିଆ ପ୍ଲାଟଫର୍ମ ତାଙ୍କୁ ଶୁକ୍ରବାର…
ଅବୁଜ,୪।୬: ନାଇଜେରିଆରେ ସୋସିଆଲ ମିଡିଆ ପ୍ଲାଟଫର୍ମ ଟୁଇଟରକୁ ଶୁକ୍ରବାର ବ୍ୟାନ୍ କରିଦିଆଯାଇଛି। ଦେଶର କର୍ପୋରେଟ୍ ବ୍ୟବସ୍ଥାକୁ ଦୁର୍ବଳ କରୁଥିବାରୁ ଆମେରିକୀୟ କମ୍ପାନୀ ବିରୋଧରେ କେନ୍ଦ୍ର ସରକାର କଡ଼ା…