ନିଆମେ, ୨୩ା୩: ନାଇଜରର ତାହୋଆ ଅଞ୍ଚଳରେ ଏକ ସଶସ୍ତ୍ର ଆକ୍ରମଣ ଯୋଗୁ ୪୦ ଜଣଙ୍କ ମୃତ୍ୟୁ ଘଟିଛି। ଘଟଣାସ୍ଥଳରେ ସେନା ଓ ଆକ୍ରମଣକାରୀ ମୁହାଁମୁହିଁ ହୋଇଥିଲେ। ସମ୍ପ୍ରତି…
ଓ୍ବାଶିଂଟନ୍,୨୩।୩: ଆମେରିକାର କୋଲୋରୋଡର ବୋଲ୍ଡରରେ ଥିବା ଏକ ଭିଡ଼ ବହୁଳ ସୁପରମାର୍କେଟରେ ବିସ୍ଫୋରଣ ଘଟିଛି। ଏଥିରେ ଜଣେ ଜଣେ ପୋଲିସ କର୍ମଚାରୀଙ୍କ ସମେତ ୧୦ ଜଣଙ୍କର ମୃତ୍ୟୁ…
ଓ୍ବାଶିଟନ୍,୨୨।୩: ଗତ ଜାନୁଆରୀ ୬ରେ କ୍ୟାପିଟାଲ ବିଲଡିଂ ଉପରେ ହୋଇଥିବା ଆକ୍ରମଣ ପରେ ଆମେରିକାର ପୂର୍ବତନ ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ ଟୁଇଟର, ଫେସବୁକ ଏବଂ ଅନ୍ୟାନ୍ୟ ସୋସିଆଲ…
ମାନିଲା,୨୨।୩: ଦକ୍ଷିଣ ଚାଇନା ସାଗରର ବିବାଦୀୟ ଅଞ୍ଚଳରେ ଚାଇନାର ୨୨୦ ଜାହାଜ ପଇଁତରା ମାରିବା ଘଟଣାରେ ଫିଲିପାଇନ୍ସ ଉଦ୍ବେଗ ପ୍ରକାଶ କରିଛି। ମାର୍ଚ୍ଚ ୭ରେ ଏହି ଜାହାଜଗୁଡ଼ିକ…
ଜେରୁଜେଲମ୍,୨୧।୩: ଇସ୍ରାଏଲ୍ରେ ୨ ବର୍ଷ ମଧ୍ୟରେ ଚତୁର୍ଥ ଥର ପାଇଁ ନିର୍ବାଚନ ହେବାକୁ ଯାଉଛି। ମାର୍ଚ୍ଚ ୨୩ରେ ନିର୍ବାଚନ ଅନୁଷ୍ଠିତ ହେବ। ଏହା ପୂର୍ବରୁ ଲୋକେ ପ୍ରଧାନମନ୍ତ୍ରୀ…
ଓ୍ବାଶିଂଟନ,୨୧।୩: ସୋସିଆଲ ମିଡିଆରେ ଏବେ ଏକ ଭିଡିଓ ଭାଇରାଲ ହେଉଛି। ଯେଉଁଥିରେ ୪ ଜଣ ମହିଳା ଆମେରିକାର ଫ୍ଲୋରିଡା ରେଷ୍ଟୁରାଣ୍ଟରେ କାମ କରୁଥିବା ଜଣେ କର୍ମଚାରୀ ଖୁବ୍…
ହାଭାନା,୨୧।୩: ମଧ୍ୟ ଆମେରିକା ଦେଶ କ୍ୟୁବାରେ ଶନିବାର ରାତ୍ର ୧୦ଟା ୬ରେ ଆକାଶରୁ ଏକ ଜଳନ୍ତା ଗ୍ରହପିଣ୍ଡ ପ୍ରଚଣ୍ଡ ଶବ୍ଦ କରି ଭୂପୃଷ୍ଠରେ ପଡ଼ିଛି। ଜଳନ୍ତା ଗ୍ରହପିଣ୍ଡର…
ଓ୍ବାଶିଂଟନ୍, ୨୧ା୩: ଆମେରିକାରେ ୨୦୨୦ରେ ଅଧ୍ୟୟନ କରୁଥିବା ବାହାର ଦେଶର ଛାତ୍ରୀଛାତ୍ରଙ୍କ ସଂଖ୍ୟା ୨୦୧୯ଠାରୁ କମ୍ ରହିଛି। ଗତ ବର୍ଷ ସେଠାରେ ପଢ଼ୁଥିବା ବିଦେଶୀ ପିଲାଙ୍କ ମଧ୍ୟରୁ…
ଟୋକିଓ,୨୧।୩ : ଜାପାନର ଉତ୍ତର-ପୂର୍ବ ଭାଗରେ ଶନିବାର ବଡ଼ ଧରଣର ଭୂକମ୍ପ ଅନୁଭୂତ ହୋଇଛି। ରିକ୍ଟର ସ୍କେଲ୍ରେ ଏହାର ତୀବ୍ରତା ୭.୨ ରେକର୍ଡ କରାଯାଇଛି। ଭୂକମ୍ପ ପରେ…
ଇସ୍ଲାମାବାଦ: ପାକିସ୍ତାନ ପ୍ରଧାନମନ୍ତ୍ରୀ ଇମ୍ରାନ ଖାନ କରୋନାରେ ଆକ୍ରାନ୍ତ ହୋଇଛନ୍ତି। ଶୁକ୍ରବାର ସେ ଚାଇନା ଦ୍ୱାରା ପ୍ରସ୍ତୁତ କୋଭିଡ୍ ଟିକାର ପ୍ରଥମ ଡୋଜ୍ ନେଇଥିବାବେଳେ ସେହିଦିନ ହିଁ…