ଅନ୍ତର୍ଜାତୀୟ

ବ୍ରିଟେନ ରାଜ ପରିବାରକୁ ବଡ଼ ଝଟ୍‌କା: କରୋନାରେ ସଂକ୍ରମିତ ପ୍ରିନ୍ସ ଚାଲର୍‌ସ

ଲଣ୍ଡନ,୨୫।୩: ସାରା ବିଶ୍ୱରେ କରୋନା ଭାଇରସ୍‌ ବେ-ଲଗାମ୍‌ ହୋଇପଡ଼ିଛି। ଏହାକୁ ରୋକିବା ପାଇଁ ସାରା ଦେଶ ନିଜ ପକ୍ଷରୁ ବିଭିନ୍ନ ସତର୍କତା ଅବଲମ୍ବନ କରିବା ସହ କେତେକ…

6 years ago

ଚାଇନା ଇଟାଲି ପରେ ଏବେ କରୋନାର ନୂଆ ଠିକଣା ଆମେରିକା: ଡବ୍ଲ୍ୟୁଏଚ୍‌ଓ !

ଓ୍ବାଶିଂଟନ,୨୫।୩: ଚାଇନାରେ କରୋନା ତାଣ୍ଡବ ରଚିବା ପରେ ଇଟାଲି ମୁହାଁ ହୋଇଥିଲା। ଏବେ ଏହାର ନୂଆ ଠିକଣା ଆମେରିକା ପାଲଟିବାକୁ ଯାଉଛି ବୋଲି ବିଶ୍ୱ ସ୍ବାସ୍ଥ୍ୟ ସଂଗଠନ…

6 years ago

୧୯୫ ଦେଶରୁ ୧୯୪ରେ କରୋନା: ମୃତ୍ୟୁ ସଂଖ୍ୟା ୧୮ ହଜାର ୯୦୫; ନ୍ୟୁଜିଲାଣ୍ଡରେ ଜରୁରୀକାଳୀନ ପରିସ୍ଥିତି

ଓ୍ବାଶିଂଟନ,୨୫।୩: କରୋନା ଭୂତାଣୁ ସଂକ୍ରମଣ ନେଇ ସାରା ପୃଥିବୀରେ ଆତଙ୍କ ଦେଖାଦେଇଛି। ଇତିମଧ୍ୟରେ ପୃଥିବୀର ୧୯୫ ଦେଶରୁ ୧୯୪ରେ କରୋନା ସଂକ୍ରମିତ ହୋଇଛି। ସେହିଭଳି କରୋନା ସଂକ୍ରମଣରେ…

6 years ago

ବିନା ଲକ୍‌ ଡାଉନ୍‌ରେ କରୋନା ସହିତ ଲଢୁଛି ଦକ୍ଷିଣ କୋରିଆ

ସିଓଲ୍‌,୨୫।୩: ସାରା ପୃଥିବୀ କରୋନା ଆତଙ୍କରେ ରହିଥିବା ବେଳେ ଦକ୍ଷିଣ କୋରିଆ ବିନା ଲକ୍‌ ଡାଉନ୍‌ରେ ଲଢ଼େଇ ଜାରି ରଖିଛି। ତେବେ ଦକ୍ଷିଣ କୋରିଆର ଚିକିତ୍ସା ପ୍ରଣାଳୀ…

6 years ago

କରୋନା ସଂକ୍ରମଣ: ବାଦୁଡ଼ିଠାରୁ ବଜ୍ରକାପ୍ତା; ଏବେ ମନୁଷ୍ୟ ସମାଜରେ ମହାମାରୀ !

ଲଣ୍ଡନ,୨୫।୩: କରୋନା ସଂକ୍ରମଣ କିଭଳି ମନୁଷ୍ୟଠାରେ ହେଲା ସେ ନେଇ ଏବେ ସାରା ପୃଥିବୀରେ ଚର୍ଚ୍ଚା ଜାରି ରହିଛି। ବୈଜ୍ଞାନିକମାନେ ଅନୁମାନ କରୁଛନ୍ତି ଯେ, ଚାଇନାରେ କରୋନା…

6 years ago

ପୃଥିବୀର ୨୩୦ କୋଟିରୁ ଅଧିକ ଲୋକ ଘରେ ବନ୍ଦ: ୧୩୦ କୋଟି ଭାରତୀୟ ବି ସାମିଲ

ନୂଆଦିଲ୍ଲୀ/ଓ୍ବାଶିଂଟନ,୨୫।୩: କରୋନା ସଂକ୍ରମଣ ପୃଥିବୀରେ ଆତଙ୍କ ସୃଷ୍ଟି କରିଛି। ଏଥିରୁ ଦୂରେଇ ରହିବା ପାଇଁ ସାମାଜିକ ଦୂରତା ସୃଷ୍ଟି ଉପରେ ଲୋକଙ୍କୁ ପରାମର୍ଶ ଦିଆଯାଉଛି। ଏହାକୁ ଦୃଷ୍ଟିରେ…

6 years ago

ହନ୍ତା ଭାଇରସ୍‌ ସଂକ୍ରମଣରେ ଜଣେ ମୃତ

ବେଜିଂ,୨୫ା୩: ଚାଇନାର ଉହାନ ସହରରୁ ଚାରିଆଡ଼େ ବ୍ୟାପିଥିବା କରୋନା ଭାଇରସ୍‌ ବିଶ୍ୱରେ ଆତଙ୍କ ସୃଷ୍ଟି କରିଥିବାବେଳେ ଏବେ ଆଉ ଏକ ନୂଆ ଭୂତାଣୁ ଆସିଛି। ଏହାର ସଂକ୍ରମଣରେ…

6 years ago

ବେଲଗାମ ହେଉଛି କରୋନା: ପାକିସ୍ତାନରେ ସଂକ୍ରମିତଙ୍କ ସଂଖ୍ୟା ୯୦୦ରୁ ଊର୍ଦ୍ଧ୍ୱ, ପାସେଞ୍ଜର ଟ୍ରେନ୍‌ ବାତିଲ୍‌

ଇସ୍‌ଲାମାବାଦ,୨୪।୩: ସାରା ବିଶ୍ୱରେ ମହାମାରୀ କରୋନା ଭାଇରସ୍‌ ଆତଙ୍କ ଖେଳାଇ ଚାଲିଛି। ଦିନକୁ ଦିନ ବେଲଗାମ ହେଉଥିବା କରୋନା ଭାଇରସ୍‌ ଭାରତର ପଡୋଶୀ ଦେଶ ପାକିସ୍ତାନରେ ନିଜର…

6 years ago

ସାରା ପୃଥିବୀରେ କରୋନା ଆତଙ୍କ: ଚାଇନାର ହୁବେଇରୁ ହଟିବ ଲକ୍‌ଡାଉନ୍‌

ବେଜିଂ,୨୪।୩: ସାରା ପୃଥିବୀ କରୋନା ଆତଙ୍କରେ ରହିଥିବା ବେଳେ ଚାଇନାର ହୁବେଇରୁ ଦୀର୍ଘ ଦିନ ଧରି ଜାରି ରହିଥିବା ଲକ୍‌ଡାଉନ୍‌ ମଙ୍ଗଳବାର ରାତିରୁ ହଟାଇ ନିଆଯିବ। ଏନେଇ…

6 years ago

୨ ମାସରେ ପାକିସ୍ତାନରେ କରୋନା ସଂକ୍ରମିତଙ୍କ ସଂଖ୍ୟା ୨ କୋଟି ଛୁଇଁବା ଆଶଙ୍କା !

ଇସଲାମାବାଦ୍‌,୨୪।୩: କରୋନା ସଂକ୍ରମଣ ରୋକିବା ଲାଗି ପାକିସ୍ତାନ ସରକାର ଉଦ୍ୟମ ଅବ୍ୟାହତ ରଖିଛନ୍ତି। ଏହା ଉପରେ ନିୟନ୍ତ୍ରଣ ଅଣା ନ ଗଲେ ଆସନ୍ତା ୨ ମାସ ମଧ୍ୟରେ…

6 years ago