ତେହେରାନ୍,୪।୩ : କରୋନା ଆତଙ୍କରେ ଇରାନ ସରକାର ଆତଙ୍କିତ ହୋଇପଡ଼ିଛନ୍ତି। ଇତିମଧ୍ୟରେ ୨୩ ସାଂସଦଙ୍କଠାରେ କରୋନା ଭୂତାଣୁ ଚିହ୍ନଟ ହୋଇସାରିଛି। ସୁରକ୍ଷା ଦୃଷ୍ଟିରୁ ସରକାର ୫୪ ହଜାର…
କାବୁଲ,୪ା୩(ଏଏଫ୍ପି): ଆଫଗାନିସ୍ତାନର ସେନା ଘାଟି ଉପରେ ତାଲିବାନ ପକ୍ଷରୁ ଏକାଧିକ ଆକ୍ରମଣ କରାଯାଇଛି। ଫଳରେ ଆମେରିକା-ଆଫଗାନିସ୍ତାନ ଶାନ୍ତି ଆଲୋଚନାର ସଫଳତାକୁ ନେଇ ପ୍ରଶ୍ନବାଚୀ ସୃଷ୍ଟି କରିଛି। ସୋମବାର…
ଲଣ୍ଡନ,୪ା୩: ତୁମେ ଯେତେବେଳେ ବି ଫେରିଆସିବ ଆମେ ତୁମକୁ ସ୍ବାଗତ କରିବୁ। ରାଜକୀୟ ଉତ୍ତରଦାୟିତ୍ୱରୁ ଦୂରେଇ ଯାଇଥିବା ବ୍ରିଟେନର ମହାନ ରାଜବଂଶର ଅନ୍ୟତମ ଦାୟାଦ ପ୍ରିନ୍ସ ହ୍ୟାରିଙ୍କୁ…
କଲମ୍ବୋ,୩।୩: ଶ୍ରୀଲଙ୍କା ରାଷ୍ଟ୍ରପତି ଗୋଟବାୟ ରାଜପାକ୍ସେ ସୋମବାର ଦେଶର ସଂସଦକୁ ଭାଙ୍ଗି ଦେଇଛନ୍ତି। ନିର୍ବାଚନ କମିଶନଙ୍କ ପକ୍ଷରୁ ଏପ୍ରିଲ ୨୫ରେ ନିର୍ବାଚନ ଘୋଷଣା ହେବା ପରେ ସେ…
ସିଓଲ,୩।୩: ଚାଇନା ପରେ ଏବେ ଦକ୍ଷିଣ କୋରିଆରେ କରୋନା ଭାଇରସ ତା’ର କାୟା ବିସ୍ତାର କରିବାରେ ଲାଗିଛି। ମଙ୍ଗଳବାର ସୁଦ୍ଧା ସେଠାରେ ସଂକ୍ରମିତଙ୍କ ସଂଖ୍ୟା ୫ ହଜାର…
ଓ୍ବାଶିଂଟନ,୩।୩: କରୋନା ଭାଇରସ ଏବେ ବିଶ୍ୱବାସୀଙ୍କ ମୁଣ୍ଡ ବିଗାଡି ଥିବା ବେଳେ ଏବେ ଏହା ପାଖାପାଖି ୬୦ ଦେଶକୁ ବ୍ୟାପି ସାରିଲାଣି। ବିଶ୍ୱର ଶକ୍ତିଶାଳୀ ଦେଶ ଭାବେ…
ଜେରୁଜେଲମ୍,୩ା୩(ଏଏଫ୍ପି): ଇସ୍ରାଏଲ୍ରେ ୧୨ ମାସ ମଧ୍ୟରେ ତୃତୀୟ ଥର ପାଇଁ ସାଧାରଣ ନିର୍ବାଚନ ହେଉଛି। ଦେଶରୁ ରାଜନୈତିକ ସଂକଟ ଦୂର କରିବା ଲାଗି ପ୍ରଧାନମନ୍ତ୍ରୀ ବେଞ୍ଜାମିନ ନେତାନ୍ୟାହୁ…
ଇସ୍ଲାମାବାଦ,୨।୩: ପାକିସ୍ତାନରେ ୫୦ ପ୍ରତିଶତରୁ ଊର୍ଦ୍ଧ୍ୱ ଜନସଂଖ୍ୟା ମେଦବହୁଳତାର ଶିକାର ହେଉଥିବା ବେଳେ ଏଥିଯୋଗୁ ଲୋକଙ୍କୁ ମାରାତ୍ମକ ରୋଗ ହେବାର ଭୟ ମଧ୍ୟ ରହିଛି। ନିକଟରେ ହୋଇଥିବା…
ଆଦିସ୍ ଆବା,୨।୩: ଏବେ ପୃଥିବୀ ସାରା ୨୦୨୦ ମସିହା ଚାଲିଛି। ତେବେ ଏପରି ଏକ ଦେଶ ରହିଛି ଯେଉଁଠି ଏବେ ବି ୨୦୧୨ ମସିହା ଚାଲିଛି। ଏହି…
ହନୋଇ,୨।୩: ଦକ୍ଷିଣ କୋରିଆରେ କରୋନା ସଂକ୍ରମଣଙ୍କ ସଂଖ୍ୟା ବଢ଼ିବାରେ ଲାଗିଛି। ଏହାକୁ ଦୃଷ୍ଟିରେ ରଖି ଭିଏତନାମ୍ ପକ୍ଷରୁ ଦକ୍ଷିଣ କୋରିଆ ବିମାନ ଉପରେ କଟକଣା ଜାରି କରାଯାଇଛି।…