ହେଲ୍ସିନ୍କି,୯।୧୨: ଫିନ୍ଲ୍ୟାଣ୍ଡରେ ସୋସିଆଲ ଡେମୋକ୍ରାଟିକ୍ ପାର୍ଟି ରବିବାର ପ୍ରଧାନମନ୍ତ୍ରୀ ପଦ ପାଇଁ ସର୍ବକନିଷ୍ଠ ମନ୍ତ୍ରୀଙ୍କୁ ଚୟନ କରିଥିବା ଜଣାପଡ଼ିଛି। ୩୪ବର୍ଷୀୟ ପୂର୍ବତନ ପରିବହନ ମନ୍ତ୍ରୀ ସନା ମାରିନ୍…
ଓ୍ବେଲିଂଟନ୍,୯।୧୨: ନ୍ୟୁଜିଲାଣ୍ଡର ସମ୍ବେଦନଶୀଳ ହ୍ବାଇଟ ଆଇଲାଣ୍ଡରେ ସୋମବାର ଜ୍ୱାଳାମୁଖୀ ବିସ୍ଫୋରଣ ହୋଇଛି। ଏହା ଆଖପାଖ ଅଞ୍ଚଳ ପାଇଁ କ୍ଷତିକାରକ ବୋଲି କୁହାଯାଉଛି। ବିସ୍ଫୋରଣ ସମୟରେ ଆଖ ପାଖରେ…
ନ୍ୟୁୟର୍କ,୯।୧୨: ବେଘରଙ୍କ ପାଇଁ ସଚେତନତା ବାର୍ତ୍ତା ଦେଇଛନ୍ତି ୬୦ ହଜାର ଲୋକ। ସେମାନେ ଖୋଲା ଆକାଶ ତଳେ ଶୋଇ ଏଭଳି ଏକ ନିଆରା ଢ଼ଙ୍ଗରେ ବାର୍ତ୍ତା ଦେଇଛନ୍ତି।…
ରିୟାଦ,୯।୧୨: ଧିରେ ଧିରେ ସୌଦି ମହିଳାଙ୍କୁ ନେଇ ଥିବା କଟକଣା ହଟିବାରେ ଲାଗିଛି। ପୂର୍ବରୁ ଜଣେ ସୌଦି ମହିଳା ଏକେଲା ରେସ୍ତାରାଁ ଯିବାକୁ ବାରଣ କରାଯାଉଥିଲା। କେବଳ…
ଆଟଲାଣ୍ଟା,୯।୧୨: ଦକ୍ଷିଣ ଆଫ୍ରିକାର ଜୋଜିବିନି ତୁନଜୀ ୨୦୧୯ର ମିସ୍ ୟୁନିଭର୍ସ ବା ବିଶ୍ୱ ସୁନ୍ଦରୀ ମୁକୁଟ ପିନ୍ଧିଛନ୍ତି। ରବିବାର ଆମେରିକାର ଆଟଲାଣ୍ଟାଠାରେ ଆୟୋଜିତ ଉତ୍ସବରେ ସେ ଏହି…
ଓ୍ବାଶିଂଟନ,୯ା୧୨: ଜମ୍ମୁ-କଶ୍ମୀରରେ ଯୋଗାଯୋଗ ଉପରେ ଲାଗୁ ହୋଇଥିବା କଟକଣା ତୁରନ୍ତ ହଟାଇବା ସହ ଧର୍ମୀୟ ସ୍ବାଧୀନତା ବଜାୟ ରଖିବା ପାଇଁ ଭାରତକୁ ଅନୁରୋଧ କରିବା ନିମନ୍ତେ ଆମେରିକା…
କାବୁଲ,୮।୧୨: ଆଫନିସ୍ତାନର ଉତ୍ତରରେ ଥିବା କୁଣ୍ଡୁଜ ଅଞ୍ଚଳରେ ରବିବାର ରାସ୍ତା କଡରେ ଲଗାଯାଇଥିବା ଏକ ବୋମା ବିସ୍ଫୋରଣରେ ଅତି କମ୍ରେ ୩ ଜଣ ଆହତ ହୋଇଥିବା ଜଣାପଡିଛି।…
ମସ୍କୋ,୮।୧୨: ଜଳବାୟୁ ପରିବର୍ତ୍ତନର ପ୍ରଭାବରେ ରୁଷିଆର ଆର୍କଟିକ୍ ଅଞ୍ଚଳରେ ତାପମାତ୍ରା ଶୂନ୍ୟ ଡିଗ୍ରୀରୁ ବୃଦ୍ଧି ପାଇ .୭୫ ଡିଗ୍ରୀ ହୋଇଛି। ଫଳରେ ବରଫ ତରଳିବା ଆରମ୍ଭ କରିଛି।…
ବେଜିଂ,୮।୧୨: ଚାଇନାରେ ଜଣେ ଗର୍ଭବତୀ ଏକ ହସ୍ପିଟାଲକୁ ଯାଇଥିଲେ। ତେବେ ସେଠାରେ ବସିବା ପାଇଁ ତାଙ୍କୁ କୌଣସି ସିଟ୍ ମିଳି ନ ଥିଲା। ବହୁ ସମୟ ଛିଡାହୋଇ…
କାବୁଲ,୭।୧୨: ଆଫଗାନିସ୍ତାନରେ ସୁରକ୍ଷାକର୍ମୀଙ୍କ ସର୍ଚ୍ଚ ଅପରେଶନ୍ରେ ୧୫ ଜଣ ତାଲିବାନ୍ ଆତଙ୍କବାଦୀଙ୍କ ମୃତ୍ୟୁ ଘଟିଛି। କନ୍ଧାହାରର ଦକ୍ଷିଣାଞ୍ଚଳରେ ଏଭଳି ଘଟିଛି। ଆଫଗାନିସ୍ତାନର ସ୍ପତନ୍ତ୍ର ସୁରକ୍ଷାକର୍ମୀ ତାଲିବାନ୍ ଆତଙ୍କବାଦୀ…