ଅନ୍ତର୍ଜାତୀୟ

ମୃତ୍ୟୁ ସଂଖ୍ୟା ଟପିଲା ୩ ଲକ୍ଷ ୫୨ ହଜାର: ୫୬ ଲକ୍ଷରୁ ଅଧିକ ସଂକ୍ରମିତ

ଓ୍ବାଶିଂଟନ/ନୂଆଦିଲ୍ଲୀ,୨୭।୫: ପୃଥିବୀରେ କରୋନା ମହାମାରୀ ଯୋଗୁ ପ୍ରତିଦିନ ସଂକ୍ରମିତ ଏବଂ ମୃତକଙ୍କ ସଂଖ୍ୟା ବଢ଼ିବାରେ ଲାଗିଛି। ବୁଧବାର ସୁଦ୍ଧା ସଂକ୍ରମିତଙ୍କ ସଂଖ୍ୟା ୫୬ ଲକ୍ଷ ୮୬ ହଜାର…

6 years ago

କରୋନା ମୃତକଙ୍କ ପାଇଁ ସ୍ପେନରେ ୧୦ ଦିନିଆ ରାଷ୍ଟ୍ରୀୟ ଶୋକ

ବାର୍ସେଲୋନା,୨୭।୬: କରୋନା ଭୂତାଣୁ ସାରା ବିଶ୍ୱର ୨୧୩ଟି ଦେଶକୁ ବ୍ୟାପିଲାଣି। ଯୁକ୍ତରାଷ୍ଟ୍ର ଆମେରିକା ଏବଂ ୟୁରୋପୀୟ ଦେଶରେ ସଂକ୍ରମିତଙ୍କ ସଂଖ୍ୟା ଦ୍ରୁତ ଗତିରେ ବୃଦ୍ଧି ପାଇଛି। ତେବେ…

6 years ago

ଆମେରିକାରେ ଲକ୍ଷେ ଟପିଲା ମୃତ୍ୟୁ

ଓ୍ବାଶିଂଟନ/ମସ୍କୋ,୨୭ା୫: କରୋନା ଭୂତାଣୁ ବିଶ୍ୱର ୨୧୩ ଦେଶକୁ ଆକ୍ରାନ୍ତ କରିଥିବା ବେଳେ ଆମେରିକାରେ ସ୍ଥିତି ସବୁଠାରୁ ଜଟିଳ ରହିଛି। ଏଠାରେ ମୃତ୍ୟୁସଂଖ୍ୟା ୧ ଲକ୍ଷ ଟପିଛି। ମୋଟ…

6 years ago

ଚାଇନା ‘ବ୍ୟାଟ୍‌ ଓମେନ’ଙ୍କ ଚେତାବନୀ: କରୋନା ଭାଇରସ୍‌ ଆରମ୍ଭ ମାତ୍ର

ବେଜିଂ, ୨୭।୫: ସାରା ବିଶ୍ୱରେ ‘ବ୍ୟାଟ ଓମେନ’ ନାମରେ ପରିଚିତ ଚାଇନାର ଭାଇରୋଲୋଜିଷ୍ଟ ସି ଝେଙ୍ଗଲି ନିକଟରେ ଏକ ସରକାରୀ ଟେଲିଭିଜନରେ ଦେଇଥିବା ସାକ୍ଷାତ୍‌କାରକୁ ନେଇ ଚର୍ଚ୍ଚା…

6 years ago

ମହାମାରୀ ମାଡ: ମାତ୍ର ଗୋଟିଏ ଡଲାରରେ ବିକ୍ରି ହେବ ଗଣମାଧ୍ୟମ ସଂସ୍ଥା

ଓ୍ବିଲିଙ୍ଗଟନ,୨୬।୫: କରୋନା ଭାଇରସ ସଂକ୍ରମଣର ପ୍ରଭାବ ସବୁଠି ପଡିଥିବା ଲକ୍ଷ୍ୟ କରାଯାଇଛି। ଗଣମାଧ୍ୟମ ସଂସ୍ଥା ମଧ୍ୟ ଏଥିରୁ ବାଦ୍‌ ପଡିନାହିଁ। ଏବେ ନ୍ୟୁଜିଲାଣ୍ଡର ଏକ ଗଣମାଧ୍ୟମ ସଂସ୍ଥା…

6 years ago

ମୂଳ ଭାରତୀୟ ଦମ୍ପତି ତିଆରି କଲେ ଶସ୍ତା ଭେଣ୍ଟିଲେଟର: ଦାମ ସାଢ଼େ ୭ ହଜାର

ଓ୍ବାଶିଂଟନ,୨୬।୫: ପୃଥିବୀରେ କରୋନା ସଂକ୍ରମଣ ଥମିବାର ନାଁ ଧରୁନି। କରୋନା ସଂକ୍ରମିତଙ୍କ ଚିକିତ୍ସା କ୍ଷେତ୍ରରେ ଗୁରୁତ୍ୱପୂର୍ଣ୍ଣ ପାଲଟି ଥିବା ଭେଣ୍ଟିଲେଟର ମୁଖ୍ୟ ସମସ୍ୟା ଭାବେ ଉଭା ହୋଇଛି।…

6 years ago

ମାସ୍କ ନ ପିନ୍ଧିଲେ ଡ୍ରାଇଭିଂ ମନା

ସିଓଲ,୨୬।୫: କରୋନା ଭାଇରସ ସଂକ୍ରମଣକୁ ଦେଖି ସାଉଥ୍‌ କୋରିଆ ସରକାର ଏକ କଡ଼ା ପଦକ୍ଷେପ ନେଇଛନ୍ତି। ମାସ୍କ ନ ପିନ୍ଧିଲେ ଟ୍ୟାକ୍ସି ବା ବସ୍‌ ଚଳାଇବାକୁ ଅନୁମତି…

6 years ago

କରୋନା ସଂକ୍ରମଣ ଯୋଗୁ ୯୫ ଦେଶରେ ମିଳିମିଳା- ପୋଲିଓ ପ୍ରତିଷେଧକ ଟୀକା ପ୍ରଦାନ କାର୍ଯ୍ୟ ପ୍ରଭାବିତ: ସଙ୍କଟରେ ୮କୋଟି ଶିଶୁ

ଓ୍ବାଶିଂଟନ,୨୬।୫: କରୋନା ସଂକ୍ରମଣ ଯୋଗୁ ପୃଥିବୀରେ ସଙ୍କଟ ଦେଖାଦେଇଛି। ଏପରିସ୍ଥଳେ ୯୫ଟି ଦେଶରେ ମିଳିମିଳା ଓ ପୋଲିଓ ପ୍ରତିଷେଧକ ଟୀକା ପ୍ରଦାନ କାର୍ଯ୍ୟ ପ୍ରଭାବିତ ହୋଇଛି। ଏନେଇ…

6 years ago

ଡବ୍ଲୁଏଚ୍‌ଓର ଚେତାବନୀ ପୁଣିଥରେ ଫେରିପାରେ କରୋନା

ଜେନେଭା,୨୬।୫: ବିଶ୍ୱ ସ୍ବାସ୍ଥ୍ୟ ସଙ୍ଗଠନ(ଡବ୍ଲୁଏଚ୍‌ଓ) ସୋମବାର କରୋନା ମହାମାରୀକୁ ନେଇ ଆଉ ଏକ ଚେତାବନୀ ଦେଇଛି। ଡବ୍ଲୁଏଚ୍‌ଓ କହିଛି ଯେଉଁ ଦେଶରେ କରୋନା ସଂକ୍ରମଣ କମ୍‌ ହୋଇଛି…

6 years ago

ଅଷ୍ଟ୍ରେଲିଆରେ ମନୁଷ୍ୟଙ୍କ ଉପରେ କରୋନା ପ୍ରତିଷେଧକ ଟୀକାର ପରୀକ୍ଷା ଆରମ୍ଭ କରିବ ଆମେରିକା

କାନବେରା,୨୬।୫: କରୋନା ସଂକ୍ରମଣ ନେଇ ପୃଥିବୀରେ ଅଚଳାବସ୍ଥା ଜାରି ରହିଛି। ଏପରିସ୍ଥଳେ ପ୍ରତିଷେଧକ ଟୀକା ପ୍ରସ୍ତୁତି ପାଇଁ ବିଭିନ୍ନ ଦେଶରେ ଉଦ୍ୟମ ଅବ୍ୟାହତ ରହିଛି। ଆମେରିକାର ଏକ…

6 years ago