ଅନ୍ତର୍ଜାତୀୟ

ଶହେ ବର୍ଷର କଇଁଛ: ପାଲଟିଲାଣି ୮ ଶହ ଛୁଆଙ୍କ ଜନକ

କାଲିଫର୍ନିଆ,୧୩।୧: ଆମେରିକା କାଲିଫର୍ନିଆରେ ରହିଛି ଏକ କଇଁଛ। ଏହାକୁ ଏବେ ଶହେ ବର୍ଷରୁ ଅଧିକ ବୟସ। ଇତିମଧ୍ୟରେ ସେ ୮ଶହ ଛୁଆଙ୍କ ଜନକ ପାଲଟିସାରିଛି। ଡିଏଗୋ ନାମକ…

6 years ago

କାର୍ଯ୍ୟକ୍ଷମ ହେଲା ୩୦ଟି ଫୁଟବଲ ପଡ଼ିଆ ସହ ସମାନ ବୃହତମ ରେଡ଼ିଓ ଟେଲିସ୍କୋପ୍‌

ବେଜିଂ, ୧୩।୧: ଚାଇନାରେ ବୃହତମ ରେଡ଼ିଓ ଟେଲିସ୍କୋପ୍‌ କାର୍ଯ୍ୟକ୍ଷମ ହୋଇଛି। ୩ ବର୍ଷ ଧରି ଟ୍ରାଏଲ୍‌ ହେବା ପରେ ଏହା କାର୍ଯ୍ୟ ଆରମ୍ଭ କରିଛି। ଏହାର ନିର୍ମାଣ…

6 years ago

ଆମେରିକୀୟ ସୈନ୍ୟଙ୍କୁ ପୁଣି ଟାର୍ଗେଟ କଲା ଇରାନ: ଏୟାରବେସ୍‌ ଉପରେ ୮ ରକେଟ ମାଡ଼

ବାଗଦାଦ,୧୩ା୧: ପାରମ୍ପରିକ ଶତ୍ରୁ ଇରାନ ଓ ଆମେରିକା ମଧ୍ୟରେ ଚରମ ଉତ୍ତେଜନା ଲାଗି ରହିଥିବାବେଳେ ରବିବାର ରାତିରେ ବଡ଼ ଖବର ଆସିଛି। ଇରାକରେ ଆମେରିକା ସେନାକୁ ଟାର୍ଗେଟ…

6 years ago

ପାକିସ୍ତାନ ବିମାନ ଦୁର୍ଘଟଣା: ୨ ପାଇଲଟ ମୃତ

ସାଦିକ୍ୱାବାଦ,୧୨।୧: ଯାନ୍ତ୍ରୀକ ତ୍ରୁଟି ଯୋଗୁ ରବିବାର ପାକିସ୍ତାନ ଫେଡେରାଲ ଡିପାର୍ଟମେଣ୍ଟର ପ୍ଲାଣ୍ଟ ପ୍ରୋଟେକଶନ୍‌ ୟୁନିଟର ୨ ପାଇଲଟଙ୍କ ମୃତ୍ୟୁ ହୋଇଥିବା ସୂଚନା ମିଳିଛି। ଦୁନୟା ନ୍ୟୁଜର ସୂଚନା…

6 years ago

କ୍ୟାନସରକୁ ହରାଇ ସ୍କୁଲରେ ପହଞ୍ଚିଲେ ୬ ବର୍ଷ ବୟସ୍କ ବାଳକ: ସାଥୀମାନେ ତାଳିମାରି କଲେ ସ୍ବାଗତ; ଭିଡ଼ିଓ ଭାଇରାଲ…

ଓହିୟୋ, ୧୨।୧: କ୍ୟାନସରରେ ପୀଡ଼ିତ ହୋଇଥିବା ଜଣେ ୬ ବର୍ଷ ବୟସ୍କ ବାଳକ ଚିକିତ୍ସା ପରେ ଶେଷରେ ସୁସ୍ଥ ହୋଇ ସ୍କୁଲକୁ ଫେରିଛନ୍ତି। ତାଙ୍କୁ ତାଙ୍କର ସହପାଠୀ…

6 years ago

୭ ବର୍ଷ ବାଳକଙ୍କ ପେଟିଂ ବିକ୍ରି ହେଲା ସାଢ଼େ ୮ ଲକ୍ଷରେ

ବର୍ଲିନ୍‌, ୧୨।୧: ଜର୍ମାନ୍‌ରେ ୭ ବର୍ଷ ବୟସ୍କ ବାଳକଙ୍କ ପେଟିଂ ୮ ଲକ୍ଷ ୫୧ ହଜାର ଟଙ୍କାରେ ବିକ୍ରି ହୋଇଛି। ୨୦୧୨ରେ ଜନ୍ମ ହୋଇଥିବା ମିଖାଇଲ୍‌ ଅକରଙ୍କ…

6 years ago

ବୋଟ୍‌ ବୁଡ଼ି ୧୨ ଶରଣାର୍ଥୀଙ୍କ ମୃତ୍ୟୁ

ଏଥେନ୍ସ,୧୨ା୧(ଏଏଫ୍‌ପି): ଆୟୋନିଅନ ସାଗରରେ ଶନିବାର ଶରଣାର୍ଥୀମାନଙ୍କର ଏକ ବୋଟ୍‌ ବୁଡ଼ିଯିବାରୁ ୧୨ ଜଣଙ୍କ ମୃତ୍ୟୁ ଘଟିଛି। ଉଦ୍ଧାର କାର୍ଯ୍ୟ ଜାରି ରହିଥିବା ଗ୍ରୀକ୍‌ ତଟରକ୍ଷୀ ବାହିନୀ ପକ୍ଷରୁ…

6 years ago

ଆଗକୁ ବଢ଼ିଲେ ଜବାବ ଦେବୁ: ପାକ୍‌

ଇସ୍‌ଲାମାବାଦ,୧୨ା୧(ପି.ଟି.): ଭାରତୀୟ ସେନା ପିଓକେ ଆଡ଼କୁ ଅଗ୍ରସର ହେଲେ କଡ଼ା ଜବାବ ଦେବା ପାଇଁ ପ୍ରସ୍ତୁତ ବୋଲି ପାକିସ୍ତାନ କହିଛି। ଭାରତର ସ୍ଥଳସେନା ମୁଖ୍ୟ ଜେନେରାଲ ଏମ୍‌.ଏମ୍‌.…

6 years ago

ଭୁଲ୍‌ରେ ଖସାଇଥିଲୁ ୟୁକ୍ରେନ ବିମାନ: ବୋଇଂ ୭୩୭ ଦୁର୍ଘଟଣା ନେଇ ଦୋଷ ମାନିଲା ଇରାନ

ତେହେରାନ, ୧୨ା୧ (ଏଏଫ୍‌ପି/ ଆଇଏଏନ୍‌ଏସ୍‌): ଶେଷରେ ଦୋଷ ସ୍ବୀକାର କରିଛି ଇରାନ। ୮ ତାରିଖରେ ୟୁକ୍ରେନ ବିମାନକୁ ଭୁଲବଶତଃ ମିଶାଇଲ ମାଡ଼ କରି ଖସାଇଦେଇଥିବା ଶନିବାର ମାନିଯାଇଛି।…

6 years ago

ଅଷ୍ଟ୍ରେଲିଆ ଜଙ୍ଗଲରେ ନିଆଁ: ବାସହରାଙ୍କ ସାହାରା ପାଲଟିଛନ୍ତି ସୁଖବିନ୍ଦର

ସିଡ୍‌ନୀ,୧୧।୧: ଅଷ୍ଟ୍ରେଲିଆ ଜଙ୍ଗଲରେ ନିଆଁ ଲାଗିବା ଫଳରେ ସେଠାରେ ଲକ୍ଷାଧିକ ଲୋକ ବାସଶୂନ୍ୟ ହୋଇପଡିଥିବା ବେଳେ ଅଧିକାଂଶ ବନ୍ୟଜନ୍ତୁଙ୍କ ମୃତ୍ୟୁ ମଧ୍ୟ ହେଲାଣି। ଏହି ସମୟରେ ବାସହରା…

6 years ago