ଅନ୍ତର୍ଜାତୀୟ

ୟୁଏନ୍‌ଏସ୍‌ସିରେ ଉଠିବନି କଶ୍ମୀର ପ୍ରସଙ୍ଗ

ଜାତିସଂଘ,୩ା୧୧: ଚଳିତ ମାସରେ ଜାତିସଂଘ ସୁରକ୍ଷା ପରିଷଦ (ୟୁଏନ୍‌ଏସ୍‌ସି) ବୈଠକ ଅନୁଷ୍ଠିତ ହେବାକୁ ଥିଲାବେଳେ ସେଥିରେ କଶ୍ମୀର ପ୍ରସଙ୍ଗରେ ଆଲୋଚନା ହେବନାହିଁ। ନଭେମ୍ବର ମାସ ପାଇଁ ୟୁଏନ୍‌ଏସ୍‌ସିରେ…

6 years ago

ଥାଇଲାଣ୍ଡରେ ପ୍ରବାସୀ ଭାରତୀୟଙ୍କୁ ମୋଦିଙ୍କ ଉଦ୍‌ବୋଧନ: ଆତଙ୍କବାଦର ମୂଳକୁ ଛେଦିଛି ଭାରତ

ବ୍ୟାଙ୍କକ୍‌,୩ା୧୧(ପି.ଟି.): ଆତଙ୍କବାଦ ଓ ବିଚ୍ଛିନ୍ନତାବାଦର ମୂଳ କାରଣ ଥିଲା ଜମ୍ମୁ-କଶ୍ମୀରରେ ଦୀର୍ଘଦିନ ଧରି ଲାଗୁ ହୋଇଥିବା ସମ୍ବିଧାନର ଅନୁଚ୍ଛେଦ ୩୭୦। ଏହି ଅନୁଚ୍ଛେଦକୁ ଉଚ୍ଛେଦ କରିବା ଫଳରେ…

6 years ago

ଅସ୍ଥିରତା ଲାଗି ଅନୁମତି ମିଳିବନି

ଇସ୍‌ଲାମାବାଦ, ୩ା୧୧(ପି.ଟି.): ଦେଶରେ କାହାରିକୁ ଅସ୍ଥିରତା ଲାଗି ଅନୁମତି ମିଳିବ ନାହିଁ ବୋଲି ବିକ୍ଷୋଭକାରୀଙ୍କୁ ପାକିସ୍ତାନ ସେନା ପକ୍ଷରୁ ଚେତାବନୀ ଦିଆଯାଇଛି। ମୁସଲ୍‌ମାନ ଧର୍ମଗୁରୁ ତଥା ରାଜନେତା…

6 years ago

ଅଚେତ ନ କରି ଯୁବତୀର ବ୍ରେନ ସର୍ଜରୀ କଲେ ଡାକ୍ତର, ହଜାର ହଜାର ଲୋକ ଦେଖିଲେ ଫେସବୁକ୍‌ ଲାଇଭ

ଲଣ୍ଡନ,୨।୧୧: ଚିକିତ୍ସା ଇତିହାସରେ ପ୍ରଥମ ଥର ରୋଗୀକୁ ଅଚେତ ନ କରି ବ୍ରେନ ସର୍ଜରୀ କରାଯାଇଥିବା ଘଟଣା ସାମ୍ନାକୁ ଆସିଛି। ଶୁଣିଲା ବେଳକୁ ଆଶ୍ଚର୍ଯ୍ୟ ଲାଗୁଥିଲେ ମଧ୍ୟ…

6 years ago

ସୈନ୍ୟ ଶିବିରରେ ଆତଙ୍କବାଦୀ ଆକ୍ରମଣ: ୫୪ ମୃତ

ବାମାକୋ,୨।୧୧: ମାଲିର ଉତ୍ତର-ପୂର୍ବ ମନେକା ଅଞ୍ଚଳରେ ଆତଙ୍କବାଦୀମାନେ ଏକ ସୈନ୍ୟ ଶିବିର ଉପରେ ଆକ୍ରମଣ କରିଛନ୍ତି। ଏଥିରେ ୫୩ ଜଣ ସୈନ୍ୟ ଏବଂ ଜଣେ ସାଧାରଣ ଲୋକଙ୍କ…

6 years ago

ଆତଙ୍କବାଦୀଙ୍କୁ ପାଣ୍ଠି ଯୋଗାଣ ରୋକିବାରେ ଅସଫଳ ପାକିସ୍ତାନ: ଆମେରିକା ରିପୋର୍ଟ

ଓ୍ବାଶିଂଟନ,୨।୧୧: ପାକିସ୍ତାନ ଆତଙ୍କବାଦୀଙ୍କୁ ପାଣ୍ଠି ଯୋଗାଣ ରୋକିବାରେ ଅସଫଳ ହୋଇଛି। ଏନେଇ ଆମେରିକା ପକ୍ଷରୁ ପ୍ରକାଶିତ ଏକ ରିପୋର୍ଟରେ ଦର୍ଶାଯାଇଛି। ଆମେରିକା ବହିର୍ବ୍ୟାପାର ବିଭାଗ ଦ୍ୱାରା ପ୍ରକାଶ…

6 years ago

୨୦୩୦ ସୁଦ୍ଧା ନିର୍ମାଣ ହେବ ହାଇପରସୋନିକ୍‌ ବିମାନ: ୪ ଘଣ୍ଟାରେ ଲଣ୍ଡନରୁ ସିଡ୍‌ନୀ ୧୭ ହଜାର କିମି କରିବ ଅତିକ୍ରମ

ଲଣ୍ଡନ,୨।୧୧: ଲଣ୍ଡନରୁ ସିଡ୍‌ନୀ ୧୭ ହଜାର କିମି ଅତିକ୍ରମ କରିବାକୁ ବିମାନକୁ ୨୨ରୁ ୨୫ ଘଣ୍ଟା ଲାଗିଥାଏ। ତେବେ ବ୍ରିଟେନ୍‌ ପକ୍ଷରୁ ହାଇପରସୋନିକ୍‌ ବିମାନ ନିର୍ମାଣ ପାଇଁ…

6 years ago

ଗିନିଜ୍‌ ବୁକ୍‌ ରେକର୍ଡରେ ଦାନ୍ତ

ବର୍ଲିନ: ଥରେ ଭାବି ଦେଖନ୍ତୁ ତ, ଜଣେ ସୁସ୍ଥସବଳ ମିଣିଷର ଦାନ୍ତର ଲମ୍ବ କେତେ ହୋଇପାରେ? ଚିକିତ୍ସା ବିଜ୍ଞାନ ଅନୁଯାୟୀ ଦାନ୍ତର ହାରାହାରି ଲମ୍ବା ମାଢ଼ିଠାରୁ ୮.୭୦…

6 years ago

୧୨ ବର୍ଷରେ ଗଡ଼ିଛି ୧,୧୦୯ ଖବରଦାତାଙ୍କ ମୁଣ୍ଡ

ଲଣ୍ଡନ, ୨ା୧୧(ପି.ଟି.): ରାଜନୀତି, ଅପରାଧ ଓ ଦୁର୍ନୀତି ସମ୍ପର୍କରେ ରିପୋର୍ଟିଂ କରୁଥିବା ଖବରଦାତାଙ୍କୁ ବିଭିନ୍ନ ସମୟରେ ଆକ୍ରମଣ କରାଯାଉଛି। ରାଜନୈତିକ ବାହୁଛାୟା ତଳେ ରହି ଅପରାଧୀମାନେ ଗୋଟିଏ…

6 years ago

ଅଜବ କୁସ୍ତି ପ୍ରତିଯୋଗିତା

ଚାଇନାର ଚୋଙ୍ଗକିଙ୍ଗ ସହରରେ ଅନୁଷ୍ଠିତ ହେଉଥିବା କୁସ୍ତି ପ୍ରତିଯୋଗିତା ବିଷୟରେ ଶୁଣିଲେ ଯେ କେହି ଆଶ୍ଚର୍ଯ୍ୟ ହୋଇ ଯାଆନ୍ତି। କାରଣ କୁସ୍ତି ସାଧାରଣତଃ ଦୁଇ ଯୋଦ୍ଧାଙ୍କ ଭିତରେ…

6 years ago