ନ୍ୟୁୟର୍କ: ପ୍ରାଣୀମାନଙ୍କ ଦେହରେ ୧୬.୭ ଲକ୍ଷରୁ ଊର୍ଦ୍ଧ୍ୱ ଅଜଣା ଭାଇରସ୍ ରହିଥାନ୍ତି, ଯାହାଦ୍ୱାରା ଅନେକ ସମୟରେ ଲୋକମାନେ ସଂକ୍ରମିତ ହୋଇ ଭୟଙ୍କର ରୋଗର ଶିକାର ହୋଇଥାନ୍ତି। ଏଚ୍୫ଏନ୍୧,…
ମସ୍କୋ,୨୮।୧୨: ରୁଷିଆ ଏହାର ସୈନ୍ୟବାହିନୀର ଶକ୍ତି ବୃଦ୍ଧି କରିଛି। ଶବ୍ଦଠାରୁ ୨୭ ଗୁଣା ଅଧିକ ବେଗରେ କରିବ ଗତି କରୁଥିବା ହାଇପର୍ସୋନିକ୍ କ୍ଷେପଣାସ୍ତ୍ରକୁ ସୈନ୍ୟବାହିନୀରେ ସାମିଲ୍ କରାଯାଇଥିବା…
କାନୋ,୨୮ା୧୨: ଉତ୍ତର-ପୂର୍ବ ନାଇଜେରିଆରେ ଆଇଏସ୍ ଆତଙ୍କବାଦୀମାନେ ୧୧ ଜଣ ଖ୍ରୀଷ୍ଟିଆନ୍ଙ୍କୁ ହତ୍ୟା କରିଛନ୍ତି। ଆଖିରେ କଳାପଟି ବନ୍ଧାଯାଇଥିବା ଏହି ଖ୍ରୀଷ୍ଟିଆନ୍ମାନଙ୍କୁ ଏକ ଅଜଣା ଜାଗାକୁ ନେଇ ଜେହାଦୀମାନେ…
ଇସ୍ଲାମାବାଦ,୨୭।୧୨: ପାକିସ୍ତାନର ପୂର୍ବତନ ରାଷ୍ଟ୍ରପତି ତଥା ସେନା ଶାସକ ପରଭେଜ ମୁଶରଫ ଏବେ ହାଇକୋର୍ଟର ଦ୍ୱାରସ୍ଥ ହୋଇଛନ୍ତି। ଦେଶଦ୍ରୋହ ମାମଲାରେ ତାଙ୍କୁ ଏକ ସ୍ପେଶାଲ କୋର୍ଟ ଡିସେମ୍ବର…
ଢାକା,୨୭।୧୨: ବାଂଲାଦେଶରେ ଶରଣ ନେଇଥିବା ରୋଗିଙ୍ଗ୍ୟାଙ୍କ ମଧ୍ୟରେ ଏବେ ଏଚ୍ଆଇଭି ଓ ଅନ୍ୟ ଯୌନ ରୋଗ ସଂକ୍ରମଣ ବଢିବାରେ ଲାଗିଛି। ବିଶେଷଜ୍ଞଙ୍କ କହିବା କଥା ହେଲା ଯେକୌଣସି…
ବେଜିଂ, ୨୭।୧୨: ଭାରତ ଏବଂ ଚାଇନା ସେନା ମଧ୍ୟରେ ସମ୍ପର୍କ ମଜଭୁତ ହେଉଛି। ଭାରତର ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଏବଂ ଚାଇନା ରାଷ୍ଟ୍ରପତି ସି.ଜିନପିଙ୍ଗ୍ଙ୍କ ଯୋଗୁ ଏହା…
ନୁର-ସୁଲତାନ, ୨୭।୧୨: କାଜାଖସ୍ତାନର ଅଲମାଟି ବିମାନବନ୍ଦର ନିକଟରେ ଏକ ବିମାନ ଦୁର୍ଘଟଣା ଘଟିଛି। ଫଳରେ ୯ ଯାତ୍ରୀଙ୍କ ମୃତ୍ୟୁ ହୋଇଛିି। ମୃତକଙ୍କ ମଧ୍ୟରେ ୬ ଜଣ ଶିଶୁ…
ମାନିଲା, ୨୭-୧୨:କେନ୍ଦ୍ରୀୟ ଫିଲିପାଇନ୍ସରେ ଭୟଙ୍କର ଝଡ଼ବାତ୍ୟା ‘ଫନ୍ଫୋନ’ ତାଣ୍ଡବ ରଚିଛି। ଏଥିରେ ୨୦ ଜଣଙ୍କ ପ୍ରାଣହାନି ଘଟିଥିବାବେଳେ ହଜାର ହଜାର ଲୋକ ବାସହରା ହୋଇଛନ୍ତି। ଝଡ଼ବାତ୍ୟା ଯୋଗୁ…
ଦୁବାଇ,୨୬।୧୨: ଦୁବାଇରେ ଛୁଟି କାଟିବାକୁ ଯାଇଥିବା ୨ ଭାରତୀୟ ମୂଳ ବାସିନ୍ଦା ଛାତ୍ରଙ୍କର କାର୍ ଦୁର୍ଘଟଣାରେ ଖ୍ରୀଷ୍ଟମାସ ଅର୍ଥାତ୍ ବୁଧବାର ମୃତ୍ୟୁ ହୋଇଛି। କେରଳର ମୂଳ ବାସିନ୍ଦା…
ମନିଲା,୨୬।୧୨: ଖ୍ରୀଷ୍ଟମାସକୁ ଫିକା କରିଦେଲା ଘୂର୍ଣ୍ଣିଝଡ଼ ‘ଫନଫୋନ’। ଡିସେମ୍ବର ୨୫ରେ ଫିଲିପାଇନ୍ସରେ ଆସିଥିବା ଏହି ଘୂର୍ଣ୍ଣଝଡ଼ରେ ବ୍ୟାପକ କ୍ଷୟକ୍ଷତି ହୋଇଥିବା ସୂଚନା ମିଳିଛି। ଏପର୍ଯ୍ୟନ୍ତ ଏଥିରେ ମଧ୍ୟଫିଲିପାଇନ୍ସରେ…