ଅନ୍ତର୍ଜାତୀୟ

ଆମେରିକାରେ ମଣିଷଠାରୁ ଗୃହପାଳିତ ପ୍ରାଣୀଙ୍କୁ ବ୍ୟାପିଲା କରୋନା: ୨ ବିଲେଇ ପଜିଟିଭ୍‌

ଓ୍ବାଶିଂଟନ,୨୩।୪: କରୋନା ସଂକ୍ରମଣ ଯୋଗୁ ଆମେରିକାରେ ଆତଙ୍କ ସୃଷ୍ଟି ହୋଇଛି। ପ୍ରତିଦିନ ଏଠାରେ ସଂକ୍ରମିତଙ୍କ ସଂଖ୍ୟା ବଢ଼ିବାରେ ଲାଗିଛି। ସେହିପରି ମୃତ୍ୟୁ ସଂଖ୍ୟା ମଧ୍ୟ ବୃଦ୍ଧି ପାଉଛି।…

6 years ago

୧୫୪ କୋଟି ପିଲାଙ୍କ ପାଠପଢ଼ା ପ୍ରଭାବିତ

ଜାତିସଂଘ,୨୩ା୪: କୋଭିଡ୍‌-୧୯ ସଂକ୍ରମଣ ଯୋଗୁ ବିଶ୍ୱବ୍ୟାପୀ ଶିକ୍ଷାନୁଷ୍ଠାନ ବନ୍ଦ ରହିଥିବାରୁ ୧୫୪ କୋଟିରୁ ଊର୍ଦ୍ଧ୍ୱ ଛାତ୍ରୀଛାତ୍ରଙ୍କ ପାଠପଢ଼ା ବ୍ୟାହତ ହୋଇଛି। ଏପରି ହେଲେ ଆଗାମୀ ଦିନରେ ଅନେକ…

6 years ago

ସେଲ୍ଫ ଆଇସୋଲେଶନ୍‌ରେ ଇମ୍ରାନ

ଇସ୍‌ଲାମାବାଦ୍‌,୨୨।୪: ପାକିସ୍ତାନ ପ୍ରଧାନମନ୍ତ୍ରୀ ଇମ୍ରାନ ଖାଁ କରୋନା ଭାଇରସ୍‌ ଯାଞ୍ଚ କରାଇବା ପରେ ସେଲ୍ଫ ଆଇସୋଲେଶନ୍‌ରେ ଯାଇଥିବା ଜଣାପଡ଼ିଛି। କିଛି ଦିନ ତଳେ ସେ ଜଣେ ବ୍ୟକ୍ତିଙ୍କ…

6 years ago

କରୋନା ପରେ ପୁଣି ମାଡ଼ିଆସୁଛି ବଡ଼ ବିପଦ; ଭୋକରେ ୨୫ କୋଟି ଲୋକଙ୍କ ମୃତ୍ୟୁ ଘଟିବା ଆଶଙ୍କା: ଜାତିସଂଘ

ଜେନେଭା,୨୨।୪: କରୋନା ସଂକ୍ରମଣ ନେଇ ପୃଥିବୀରେ ଆତଙ୍କ ଦେଖାଦେଇଛି। ବହୁ ଦେଶରେ ଲକ୍‌ ଡାଉନ୍‌ ଯୋଗୁ ଧୀରେଧୀରେ ଆର୍ଥିକ ସ୍ଥିତି ଖରାପ ହେବାରେ ଲାଗିିଛି। କରୋନା ପରେ…

6 years ago

କରୋନା ସଂକ୍ରମଣ ପଛରେ ଚାଇନାର ହାତ: ପ୍ରମାଣ ମିଳିଲେ ପରିଣତି ହେବ ଭୟାବହ; ଚେତାବନୀ ଦେଲେ ଟ୍ରମ୍ପ୍‌

ଓ୍ବାଶିଂଟନ,୨୨।୪: କରୋନା ସଂକ୍ରମଣ ନେଇ ପୃଥିବୀରେ ସଙ୍କଟ ଜନକ ସ୍ଥିତି ସୃଷ୍ଟି ହୋଇଛି। ଏପରିସ୍ଥଳେ ଚାଇନାର ଉହାନ୍‌ ସ୍ଥିତ ଲ୍ୟାବ୍‌ରୁ କରୋନା ଭୂତାଣୁ ସଂକ୍ରମଣ ଆରମ୍ଭ ହୋଇଥିବା…

6 years ago

କରୋନା ସଂକ୍ରମଣ: ମୃତକଙ୍କ ପାଇଁ ୧୫ ପୃଷ୍ଠାର ଶୋକ ପ୍ରକାଶ କଲା ଆମେରିକା ଖବର କାଗଜ

ଓ୍ବାଶିଂଟନ,୨୨।୪: କରୋନା ସଂକ୍ରମଣର ତାଣ୍ଡବ ଯୋଗୁ ପୃଥିବୀରେ ସଙ୍କଟ ଦେଖାଦେଇଛି। ଆମେରିକାର ଏକ ଖବର କାଗଜ କରୋନା ସଂକ୍ରମଣରେ ମୃତ୍ୟୁ ଘଟିଥିବା ଲୋକଙ୍କ ଉଦ୍ଦେଶ୍ୟରେ ୧୫ ପୃଷ୍ଠାର…

6 years ago

ମାଡ଼ି ଆସୁଥିବା ବିପଦକୁ ରୋକିବାର ଉପାୟ ପୃଥିବୀବାସୀଙ୍କ ହାତରେ: ବିଶ୍ୱତାପନ-ଜଳବାୟୁ ପରିବର୍ତ୍ତନକୁ ନିୟନ୍ତ୍ରଣ କରିବାର ରହିଛି ଆବଶ୍ୟକତା

ଓ୍ବାଶିଂଟନ,୨୨।୪: କରୋନା ସଂକ୍ରମଣ ଯୋଗୁ ସାରା ପୃଥିବୀରେ ଅଚଳାବସ୍ଥା ଦେଖାଦେଇଛି। ବହୁ ଦେଶରେ ଏନେଇ ଲକ୍‌ ଡାଉନ୍‌ ଜାରି ହୋଇଛି। ତେବେ ଏହାର ସକାରାତ୍ମକ ପ୍ରଭାବ ପରିବେଶ…

6 years ago

କରୋନା ସଂକ୍ରମଣ: ଲିଭର ଖରାପ ହେବାରୁ କଳା ପଡ଼ିଗଲା ୨ ଡାକ୍ତରଙ୍କ ତ୍ୱଚା ରଙ୍ଗ

ବେଜିଂ,୨୨।୪: କରୋନା ସଂକ୍ରମଣ ଯୋଗୁ ଲୋକେ ଆତଙ୍କିତ ହୋଇପଡ଼ିଛନ୍ତି। କରୋନ ସଂକ୍ରମଣରୁ ଦୂରେଇ ରହିବା ପାଇଁ ଉଦ୍ୟମ ମଧ୍ୟ ଅବ୍ୟାହତ ରହିଛି। କରୋନା ସଂକ୍ରମଣ ଯୋଗୁ ଶ୍ୱାସନଳୀରେ…

6 years ago

ସ୍ବିଡେନରେ ନାହିଁ ଲକ୍‌ଡାଉନ

ଷ୍ଟକ୍‌ହୋମ,୨୨।୪: ସ୍ବିଡେନ୍‌ରେ କରୋନା ସଂକ୍ରମିତଙ୍କ ସଂଖ୍ୟା ୧୪,୭୭୭ରେ ପହଞ୍ଚି ଥିବାବେଳେ ୧,୫୮୦ ଜଣଙ୍କ ଜୀବନ ଯାଇଛି। ତେବେ ଏହାର ମୁକାବିଲା ପାଇଁ ସ୍ବିଡେନରେ ଲକ୍‌ଡାଉନ କଟକଣା ସେଭଳି…

6 years ago

ଗଣମାଧ୍ୟମର ତଣ୍ଟି ଚିପୁଛି କରୋନା

ପ୍ୟାରିସ୍‌,୨୨ା୪ : କରୋନା ମହାମାରୀ ସାରା ବିଶ୍ୱରେ ଗଣମାଧ୍ୟମ ସ୍ବାଧୀନତା ପ୍ରତି ବିପଦ ସୃଷ୍ଟି କରିଥିବା ‘ରିପୋର୍ଟର୍ସ ଓ୍ବିଦାଉଟ୍‌ ବର୍ଡର୍ସ’ ପକ୍ଷରୁ ସତର୍କ କରିଦିଆଯାଇଛି। ବିଶ୍ୱ ଗଣମାଧ୍ୟମ…

6 years ago